ଆମ ଜିଲା ଖବର

ରେଲୱେ ପରୀକ୍ଷାର୍ଥୀ ହନ୍ତସନ୍ତ

ଢେଙ୍କାନାଳ ଅଫିସ୍‌, ୧୬।୬ – ରେଲୱେ ପରୀକ୍ଷା ଦେବା ଲାଗି ଢେଙ୍କାନାଳ ଆସିଥିବା ପରୀକ୍ଷାର୍ଥୀମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସେମାନଙ୍କୁ ରହିବା ପାଇଁ ଘର କି ଖାଦ୍ୟ ମିଳୁନାହିଁ। ପରୀକ୍ଷା ପରିଚାଳନାରେ ଏଭଳି ତ୍ରୁଟିକୁ ନେଇ ଉଦ୍‌ବେଗ…

ରଜ ପାନ ବିନା ମଉଜ ଅଧା

କାମାକ୍ଷାନଗର, ୧୬।୬(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ହନୁମାନ ଛକରେ ପାନ ଦୋକାନ କରିଥିବା ସଦାନନ୍ଦ ନାଥଙ୍କୁ ଏବେ ଫୁରସତ୍‌ ନାହିଁ। ସକାଳ ୭ଟାରୁ ରାତି ୧୦ଟା ଯାଏ ତାଙ୍କ ଦୋକାନରେ ଅସମ୍ଭବ ଭିଡ଼। କୌଣସି ଜଣେ ବି ଗ୍ରାହକ ଯେପରି ଅସନ୍ତୁଷ୍ଟ…

ଆଜିଠୁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ

ବାରିପଦା ଅଫିସ,୧୬।୬: ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ବର୍ଷାଦିନ ଆରମ୍ଭ ହେଉଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ୪ ମାସ ଯାଏ ଶିମିଳିପାଳ ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି। ଏନେଇ ଉତ୍ତର ଶିମିଳିପାଳର ଏସିଏଫ୍‌ ପ୍ରଦୀପ କୁମାର ଦେ…

ଆଜି ବାଲେଶ୍ୱର ବନ୍ଦ

ବାଲେଶ୍ୱର ଅଫିସ,୧୬।୬: ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପ୍ରତିବାଦରେ ଗୁରୁବାର ବିଭିନ୍ନ ସଂଗଠନ ପକ୍ଷରୁ ବାଲେଶ୍ୱର ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ କରାଯାଇଛି। ଦିବାଲୋକରେ ଚୋରି, ରାହାଜାନି ସହ ଗୁଳିକାଣ୍ଡ ଯୋଗୁ ଜନସାଧାରଣ ଆତଙ୍କିତ…

ବଖାଣିଲେ ରାହୁଲ ଉଦ୍ଧାର ଅନୁଭୂତି

ଢେଙ୍କାନାଳ ଅଫିସ, ୧୬।୬: ସେପଟେ ଜଗିଥିଲା ମୃତ୍ୟୁ। ଏପଟେ ମୃତ୍ୟୁ ପଞ୍ଝାରୁ ଜୀବନକୁ ଛଡ଼ାଇ ଆଣିବାକୁ ଚାଲିଥିଲା ସଂଘର୍ଷ। ୧୦୬ ଘଣ୍ଟାର କଷ୍ଟକର ସମୟ। ଛତିଶଗଡ଼ ସରକାର, ମାଇନିଂ ଏକ୍ସପର୍ଟ, ଏନ୍‌ଡିଆର୍‌ଏଫ୍‌, ଏସ୍‌ଡିଆର୍‌ଏଫ୍‌, ସେନା ଯବାନ, ସ୍ଥାନୀୟ ପୋଲିସଙ୍କ ସମେତ ୫୦୦ରୁ…

ସଟସର୍କିଟ ଯୋଗୁ ଜଳିଗଲା ଘର

ଗଞ୍ଜାମ,୧୫।୬(ଡି.ଏନ.ଏ.):ଗଞ୍ଜାମ ଜିଲା ରମ୍ଭା ଥାନା ପାଲଙ୍ଗ ପଞ୍ଚାୟତ ନିମୁସୁଲା ଗ୍ରାମରେ ବିଦ୍ୟୁତ ସଟସର୍କିଟ ଯୋଗୁ ବୁଧବାର ଅଗ୍ନିକାଣ୍ଡ ଘଟିଥିବା ଜଣା ପଡିଛି l ଏହି ଅଗ୍ନିକାଣ୍ଡରେ ସେହି ଗ୍ରାମର ବିନୋଦ ପ୍ରଧାନଙ୍କ ଘର ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇ ଯାଇଛି। ଅନ୍ୟ…

ପୃଥ୍ବୀ-୨ର ରାତ୍ରକାଳୀନ ପରୀକ୍ଷଣ ସଫଳ

ବାଲେଶ୍ୱର ଅଫିସ, ୧୫।୬-ବାଲେଶ୍ୱର ଚାନ୍ଦିପୁରସ୍ଥିତ ଆଇଟିଆର ପରିସରରେ ବୁଧବାର ପୃଥ୍ବୀ-୨ କ୍ଷେପଣାସ୍ତ୍ରର ରାତ୍ରକାଳୀନ ପରୀକ୍ଷଣ ସଫଳ ହୋଇଛି। ଭୂପୃଷ୍ଠରୁ ଭୂପୃଷ୍ଠକୁ ଲକ୍ଷ୍ୟଭେଦ କରିପାରୁଥିବା ଏହି ସ୍ବଳ୍ପ ଦୂରଗାମୀ ବାଲାଷ୍ଟିକ କ୍ଷେପଣାସ୍ତ୍ରର ପରୀକ୍ଷଣ ୩ନଂ ଲଞ୍ଚପ୍ୟାଡରୁ ହୋଇଥିଲା। ଏହାର ଲକ୍ଷ୍ୟଭେଦ କ୍ଷମତା ୨୫୦କି.ମି.…

ଗଛକୁ ପିଟିଲା ବାଇକ୍‌: ଜଣେ ମୃତ, ୨ ଆହତ

କାଶୀପୁର,୧୫।୬: ରାୟଗଡା ଜିଲା କାଶୀପୁର ଥାନା ଅଧିନ ନଳାଚୂଆଁ ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହାତ ହୋଇଛନ୍ତି। ମୃତକ ଜଣଙ୍କ ହେଲେ ଲାଜ୍ଜିଂଗଡ…

ବଜ୍ରପାତରେ ଜଣେ ମୃତ, ୩ ଆହତ

କାଶୀପୁର,୧୫।୬: ରାୟଗଡା ଜିଲା କାଶିପୁର ବ୍ଲକ ଟିକିରି ଥାନା ଅନ୍ତର୍ଗତ ମଙ୍କଡ଼ଝୋଲା ଗ୍ରାମରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘଟଣାରେ ଉକ୍ତ ଗ୍ରାମର ଗୋଟିଏ ପରିବାର ୪ ଜଣ ସଦସ୍ୟ ବଜ୍ରପାତର ଶିକାର ହୋଇଛନ୍ତି। ଏଥିରେ ଜଣଙ୍କର ମୃତ୍ୟୁ…

ରଜ ପାଇଁ ବଟେଶ୍ୱର ବେଳାଭୂମିରେ ପ୍ରବଳ ଭିଡ଼

ଗଞ୍ଜାମ,୧୫।୬(ଡି.ଏନ.ଏ.)ଗଞ୍ଜାମ ଜିଲା କଣ୍ଟିଆଗଡ଼ ଗ୍ରାମ ଠାରୁ କିଛି ଦୂରରେ ପ୍ରସିଦ୍ଧ ବାବା ବଟେଶ୍ୱର ଶୈବପୀଠ ଅବସ୍ଥିତ । ଝାଉଁ ବଣ ଜଙ୍ଗଲ ମଧ୍ୟରେ ଥିବା ଏହି ମନ୍ଦିରଠୁ ଅଳ୍ପ ଦୂରରେ ବଟେଶ୍ୱର ସମୁଦ୍ର ବେଳାଭୂମି। ବୁଧବାର ଦ୍ୱିତୀୟ ରଜ ଅବସରରେ ହଜାର…

ଦାଦନ ଖଟିବାକୁ ଯାଇଥିଲେ, ଚାଲିଗଲା ମହିଳାଙ୍କ ଜୀବନ

କୋକସରା,୧୫ା୬(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକରେ ଦାଦନ ଶ୍ରମିକଙ୍କ ଦୁର୍ଦ୍ଦଶା ଥମିବାର ନା ଧରୁନି। କେତେବେଳେ ଦାଦନ ଶ୍ରମିକମାନେ ଦଲାଲଙ୍କ ଶୋଷଣର ଶିକାର ହେଉଛନ୍ତି ତ ଆଉ କେତେବେଳେ ସେମାନଙ୍କୁ ଠିକାଦାରଙ୍କ ନିର୍ଯାତନାର ଶିକାର ହେବାକୁ ପଡୁଛି। କୋକସରା ବ୍ଲକ କନ୍ଦାବୁଟୁରା…

ଗାଧୋଇଲା ବେଳେ ଟାଣି ନେଲା କୁମ୍ଭୀର

ପଟ୍ଟାମୁଣ୍ଡାଇ,୧୫।୬(ଡି.ଏନ୍‌.ଏ.): କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗାଁ ପଞ୍ଚାୟତ ରାଉଳିଆ ଗାଁରେ । ସୂଚନାଯୋଗ୍ୟ, ରାଉଳିଆ ଗାଁର ମଞ୍ଜୁଲତା ସାମଲ କଣ୍ଠିଆ ନଦୀକୁ ଗାଧୋଇବାକୁ ଯାଇଥିଲେ । ଗାଧୋଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?