ଆମ ଜିଲା ଖବର

ଟ୍ରକ୍‌ ପରେ ଏବେ ଟ୍ରେନ୍‌

ଯୋଡ଼ା, ୯।୫ (ଡି.ଏନ.ଏ.): ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିଲା ୨୦୦୯ ଖଣି ଦୁର୍ନୀତି। ଏହାକୁ ରୋକିବା ଲାଗି ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ପକ୍ଷରୁ ହୋଇଥିଲା ତଦନ୍ତ। ଖଣିଜ କାରବାରରେ ସ୍ବଚ୍ଛତା ଆଣିବା ଲାଗି ନୀତିରେ କରାଯାଇଥିଲା ପରିବର୍ତ୍ତନ।…

ପଥିକଙ୍କୁ ବିଭ୍ରାନ୍ତ କରୁଛି ସୂଚନାଫଳକ

ପଦ୍ମପୁର, ୯।୫ (ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକରେ ପୂର୍ତ୍ତ ବିଭାଗ ଦ୍ୱାରା ନିର୍ମିତ ବିଭିନ୍ନ ରାସ୍ତାରେ ଲାଗିଥିବା ସୂଚନାଫଳକରେ ସ୍ଥାନର ନାମ ସହ ଦୂରତା ଭୁଲ୍‌ ଲେଖାଥିବା ଦେଖିବାକୁ ମିଳିଛି। ଭୁଲ୍‌ ସୂଚନା ଓ ସ୍ଥାନର ନାମ ଭୁଲ୍‌ ନେଇ…

କେନାଲ ନିର୍ମାଣ ପାଇଁ ପଡ଼ିଆ ପଡୁଛି ଚାଷଜମି

ଆନନ୍ଦପୁର, ୯।୫(ସ୍ବ.ପ୍ର.) କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା ପଞ୍ଚାୟତର ମାଠିଆନେଣ୍ଡି ଗ୍ରାମର ବହୁ ଚାଷୀଙ୍କର ଏକର ଏକର ଚାଷ ଜମି ପଡିଆ ପଡୁଛି। ବୈତରଣୀ ନଦୀର ନାମପାର୍ଶ୍ୱ ଅଧପନ୍ତରିଆ କେନାଲ ନିର୍ମାଣ କାର୍ଯ୍ୟ ପାଇଁ ଏଭଳି ପରିସ୍ଥିତି ସୃଷ୍ଟି ହେଉଥିବା…

ନକଲି ସାର୍ଟିଫିକେଟ: ତଦନ୍ତ ନିର୍ଦ୍ଦେଶ

ବାରିପଦା ଅଫିସ,୯।୫: ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ମଝିଗଡିଆ ହାଇସ୍କୁଲର ଜଣେ ଶିକ୍ଷକ ଓ ତାଙ୍କ ସ୍ତ୍ରୀ ନକଲି ସାର୍ଟିଫିକେଟ ଦେଇ ଚାକିରି କରିଥିବା ଘଟଣାରେ ତଦନ୍ତ କରିବାକୁ ଜିଲା ଶିକ୍ଷା ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି। ଉଭୟଙ୍କୁ ମାସକ ମଧ୍ୟରେ ସାର୍ଟିଫିକେଟ…

ବେଆଇନ ମାଟି ଖୋଳା, ବଢ଼ୁଛି ଅସନ୍ତୋଷ

ପଦ୍ମପୁର, ୯।୫ (ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକର କୃଷ୍ଣପୁର, ବିରସ, ବିଦେଇପୁର, ନାୟକାଣିଡିହି, ବାଲିମେଦ, କମାରଗାଁ, ଏଡ଼ତାଳ, ବ୍ରାହ୍ମଣଗାଁ ଓ ସଦର ରାଜସ୍ବ ସର୍କଲରେ ବେଆଇନ ଭାବେ ମାଟି ଖୋଳା ଚାଲିଥିବା ଅଭିଯୋଗ ହେଉଛି। ଜେସିବି ଲଗାଇ ଯିଏ ଯେଉଁଠି…

ବିନା ଫିଟ୍‌ନେସରେ ଚାଲୁଛି ବସ୍‌

କେନ୍ଦୁଝର, ୯।୫ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଉପଯୁକ୍ତ ତଦାରଖ ଅଭାବରୁ ବିନା ଇନସ୍ୟୁରାନ୍ସ ଓ ଫିଟ୍‌ନେସ୍‌ରେ ଯାତ୍ରୀବାହୀ ବସ୍‌ ଚାଲିଛି। ଜିଲା ମୁଖ୍ୟାଳୟ ଦେଇ ଏହି ସବୁ ବସ୍‌ ବେଧଡକ ଚଳାଚଳ କରୁଥିଲେ ହେଁ ଧରପଗଡ ହେଉ ନ ଥିବାରୁ ଅସନ୍ତୋଷ…

ରାସ୍ତାକାର୍ଯ୍ୟ ନିମ୍ନମାନର ଅଭିଯୋଗ

ପିପିଲି, ୯ା୫(ସ୍ବ.ପ୍ର.): ପିପିଲି ବ୍ଲକ ଅନ୍ତର୍ଗତ ୩୧୬ ନମ୍ବର ଜାତୀୟ ରାଜପଥଠାରୁ ବୀରପୁରୁଷୋତ୍ତମପୁର ଗ୍ରାମ୍ୟ ରାସ୍ତା ଆର୍‌ଡି ବିଭାଗ ଅଧୀନ ୫ କିଲୋମିଟର ନିର୍ମାଣ କରାଯାଉଛି। ଏହି ପ୍ରକଳ୍ପ ପାଇଁ ୧କୋଟି ୬୨ଲକ୍ଷ ଟଙ୍କା ମଞ୍ଜୁର ହୋଇଛି। ତେବେ ଏହି ରାସ୍ତା…

ଚାଷ ପ୍ରତି ଭାଗଚାଷୀ ବିମୁଖ

କେନ୍ଦ୍ରାପଡ଼ା ଅଫିସ,୯ା୫: ଅକ୍ଷୟ ତୃତୀୟା ଅବସରରେ ରାଜ୍ୟ ସରକାରଙ୍କ କୃଷି, କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ରାଜ୍ୟର ୪୦ଲକ୍ଷରୁ ଊର୍ଦ୍ଧ୍ୱ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ କାଳିଆ ଯୋଜନା ମାଧ୍ୟମରେ ୮୦୪ କୋଟି ଟଙ୍କା ପ୍ରଦାନ କରାଯାଇଛି। ସେହିପରି ମୁଖ୍ୟମନ୍ତ୍ରୀ ନବୀନ…

ପେଟ ପାଇଁ ମଞ୍ଜିତ୍‌ କରୁଛନ୍ତି ସଂଘର୍ଷ

ମହାକାଳପଡ଼ା,୯ା୫(ଡି .ଏନ୍‌ .ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ରାମନଗର ଗ୍ରାମ ଉତ୍ତରପଡ଼ାରେ ମଞ୍ଜିତ୍‌ ମଣ୍ଡଳ (୧୦)ଙ୍କ ଘର। ସେ ପେଟକୁ ଦାନା ସଂଗ୍ରହ ପାଇଁ ସଂଘର୍ଶ କରୁଥିବା ଜଣାପଡିଛି। ଯେଉଁ ସମୟରେ ମା’ର ପଣତ କାନିରେ ମୁଣ୍ଡ ଗୁଞ୍ଜି ଭବିଷ୍ୟତର…

ଅନାହାରରେ ବୃଦ୍ଧ ସୁଦର୍ଶନ

ନୟାଗଡ଼ ଅଫିସ,୯।୫: ନୟାଗଡ଼ ବ୍ଲକ ସୁନାଲଟି ଗାଁର ସୁଦର୍ଶନ ଲେଙ୍କା(୭୦) ଅନାହାରରେ ଦିନ କାଟୁଛନ୍ତି। ଖଣ୍ଡପଡା ବ୍ଲକ ଯୋଗିଆପଲ୍ଲୀ ଘାଟିର ଠାକୁରାଣୀ ପୀଠରେ ଠାକୁରଙ୍କ ଭୋଗ ଖାଇ ୫ଦିନ ହେଲା ଜୀବନ ବଞ୍ଚାଇଛନ୍ତି। ଆଉ ମନ୍ଦିର ଚଟାଣ ଆଶ୍ରୟ ପାଲଟିଛି। ସୁଦର୍ଶନଙ୍କର…

୪୯୧ ପାନୀୟ ଜଳ ପ୍ରକଳ୍ପରୁ ୨୭୨ ଅଚଳ

ନୟାଗଡ଼ ଅଫିସ,୯।୫: ନୟାଗଡ଼ ଜିଲାରେ ପାନୀୟ ଜଳ ପ୍ରକଳ୍ପ କାହିଁକି ଫେଲ୍‌ ହେଉଛି ତା’ର କାରଣ ଖୋଜାଯାଉନି। ପ୍ରକଳ୍ପ ପରେ ପ୍ରକଳ୍ପ କରାଯାଇ ସରକାରୀ ଅନୁଦାନକୁ ବିକାଶ ନାଁରେ ହଡ଼ପ କରାଯାଉଛି। ଏବେ ବୃହତ୍‌ ପାନୀୟ ଜଳ ପ୍ରକଳ୍ପ ପାଇଁ ୧୫୦୪…

ନିର୍ମାଣ ହେଉନି ବଢ଼େଇପୁର ଗ୍ରାମ ରାସ୍ତା

ଆର.ଉଦୟଗିରି,୯ା୫(ଡି.ଏନ.ଏ.): ମୋହନା ବ୍ଲକ ଏକ ଆଦିବାସୀ ବହୁଳ ଅଞ୍ଚଳ। ଏହି ବ୍ଲକର ବିକାଶ ପାଇଁ ସରକାର କୋଟି କୋଟି ଟଙ୍କାର ଅନୁଦାନ ଦେଇଥାନ୍ତି । କିନ୍ତୁ ସ୍ଥାନୀୟ ଅଧିକାରୀମାନଙ୍କ ଆନ୍ତରିକତା ଅଭାବରୁ ଉନ୍ନତିମୂଳକ ଯୋଜନାଗୁଡିକ ବାଟବଣା ହେଉଥିବା ଦେଖିବାକୁ ମିଳୁଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?