ଆମ ଜିଲା ଖବର

ସୁବାସିତ ଜଳରେ ସ୍ନାନ କଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୧୪ା୬: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଦୁଇ ବର୍ଷ ପରେ ଭକ୍ତଙ୍କ ମେଳରେ ହେଉଛି ସ୍ନାନଯାତ୍ରା। ଏନେଇ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ। ରତ୍ନ ସିଂହାସନ ଛାଡ଼ି ସ୍ନାନବେଦୀରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ସେବାୟତଙ୍କ ଦ୍ୱାରା ନୀତିକାନ୍ତି ଶେଷ ପରେ ଶ୍ରୀଜିଉଙ୍କ…

ବାରବାଟୀ ଟିକେଟ୍‌କୁ ନେଇ ତନାଘନା

ଅନୁଗୋଳ ଅଫିସ, ୧୪।୬ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ରବିବାର କଟକ ବାରବାଟୀ ଷ୍ଟାଡିୟମରେ ଦ୍ୱିତୀୟ ଟି-୨୦ ମ୍ୟାଚ ଆୟୋଜିତ ହୋଇଯାଇଥିଲେ ମଧ୍ୟ ଅନୁଗୋଳ ଜିଲା କ୍ରିକେଟ ଆସୋସିଏଶନ (ଏଡିସିଏ)କୁ ମିଳିଥିବା ଟିକେଟ୍‌ ଓ ପାସ୍‌କୁ ନେଇ ଅସନ୍ତୋଷ ତେଜିବାରେ…

ନାଳରୁ ମିଳିଲା ଯୁବକଙ୍କ ମୃତଦେହ

ବାଲେଶ୍ୱର ଅଫିସ ୧୪।୬: ବାଲେଶ୍ୱର ସହରସ୍ଥିତ ଦର୍ଜି ପୋଖରୀ ଛକ ନିକଟ ନବ କୁମାର ମହାଳିକଙ୍କ ଘର ପଛପଟେ ଥିବା ଏକ ନାଳରୁ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକଙ୍କ ପରିଚୟ ଜଣାପଡି ନ ଥିବା ବେଳେ…

ପହିଲି ରଜରେ ଜମୁଛି ମଉଜ

ଅନୁଗୋଳ ଅଫିସ, ୧୪।୬ ପ୍ରତୀକ୍ଷାର ଘଟିଛି ପରିସମାପ୍ତି। ସଜବାଜ ପରେ ଆରମ୍ଭ ହୋଇଛି ରଜ ମଉଜ। ବିଭିନ୍ନ ସ୍ଥାନରେ ଲାଗିଛି ଭଳି କି ଭଳି ଦୋଳି। ଖୋଲିଛି ରଙ୍ଗବେରଙ୍ଗ ପାନର ପସରା। ଘରେ ଘରେ ପୋଡ଼ପିଠା ପ୍ରସ୍ତୁତ ହୋଇଥିବାବେଳେ ଅନେକ ଅଞ୍ଚଳରେ…

ରଜରେ ମୁଖରିତ ରଞ୍ଜାଗୋଳ

ସାତମାଇଲ, ୧୪।୬ ରଜ ମହୋତ୍ସବ ପାଇଁ ରାଜ୍ୟରେ ସ୍ବତନ୍ତ୍ର ସ୍ଥାନ ହାସଲ କରିଛି ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକର ରଞ୍ଜାଗୋଳ। ଦୀର୍ଘ ୨୦୦ ବର୍ଷ ହେଲା ଏଠାରେ କୃଷିଭିତ୍ତିକ ପର୍ବ ରଜ ପାଳିତ ହୋଇ ଆସୁଛି। କରୋନା କଟକଣା ପାଇଁ ଦୁଇବର୍ଷ…

ରାସ୍ତାକୁ ଓହ୍ଲାଇଲେ ବଡ଼ଝରାବାସୀ

ପରଜଙ୍ଗ, ୧୪।୬ (ଡି.ଏନ୍‌.ଏ.) ଜମି ପାଖଦେଇ ଯାଇଛି କେନାଲ। ହେଲେ ବିଲକୁ ମାଡୁନି ପାଣି। ସ୍ଥାଣୁ ପାଲଟିଛି ବସୁଧା ପ୍ରକଳ୍ପ। ଏନ୍‌ଏଚ୍‌ ସମ୍ପ୍ରସାରଣରେ ବିଲବାଡ଼ି କ୍ଷତିଗ୍ରସ୍ତ ହୋଇଗଲାଣି। ବର୍ଷ ବର୍ଷ ଧରି ଏଭଳି ସମସ୍ୟା ଲାଗି ରହିଥିବାବେଳେ ଏହାର ପ୍ରତିବାଦରେ ରାସ୍ତାକୁ…

ସମୃଦ୍ଧ ହେବ ଡୋକ୍ରା ହସ୍ତଶିଳ୍ପ

ଢେଙ୍କାନାଳ ଅଫିସ, ୧୪।୬ ଢେଙ୍କାନାଳ ହେବ ଡୋକ୍ରା ହସ୍ତକଳାର ହବ୍‌। ଏଠାରୁ ପ୍ରସ୍ତୁତ ସାମଗ୍ରୀ ଦେଶବିଦେଶରେ ପହଞ୍ଚତ୍ବ। ଏହାକୁ ଜୀବିକା ଭାବେ ଗ୍ରହଣ କରିଥିବା ଶିଳ୍ପୀଙ୍କ ଆର୍ଥତ୍କ ଅବସ୍ଥା ବଦଳିବ। ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳ ସପ୍ତଶଯ୍ୟା ପଞ୍ଚାୟତର ନବଜୀବନପୁର-ସଦେଇବେରେଣୀରେ କଳାକୃତି ଗ୍ରାମ କାର୍ଯ୍ୟକ୍ଷମ…

ରଜ ପାଇଁ ଉତ୍ସବମୁଖର କେନ୍ଦୁଝର

କେନ୍ଦୁଝର,୧୪।୬ କେନ୍ଦୁଝରର ଗଣପର୍ବ ହେଉଛି ରଜ। ଏହାକୁ ଲୋକେ ଅତ୍ୟନ୍ତ ଆନନ୍ଦ ଉଲ୍ଲାସର ସହିତ ପାଳନ କରିଥାନ୍ତି। ଝିଅବୋହୂମାନେ ବିଭିନ୍ନ ପ୍ରକାର ରଙ୍ଗ ବେରଙ୍ଗର ବସ୍ତ୍ର ପରିଧାନ କରି ଉତ୍ସବକୁ ପାଳନ କରିଥାଆନ୍ତି। ବିଭିନ୍ନ ରଜ ଗୀତ ଗାଇ ଏହି ଉତ୍ସବକୁ…

ପାହାଡ଼ରେ ବସିଲା ଟାୱାର

ଖଇରା,୧୪।୬ (ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୁଆ ପାହାଡ଼ର ୧୬.୫ବର୍ଗ କିମି ଅଞ୍ଚଳରେ ହାତୀଙ୍କ ଗତିବିଧି ଉପରେ ଲକ୍ଷ୍ୟ ରଖିବାକୁ ଓ ହାତୀ ଆକ୍ରମଣରୁ ପାହାଡ଼ତଳି ବସ୍ତିବାସିନ୍ଦାକୁ ସୁରକ୍ଷା ଦେବାକୁ ବଡ଼ବିଲ ଗ୍ରାମ ନିକଟସ୍ଥ ପାହାଡ଼ରେ ଏକ ଟାୱାର…

ଚାଷ ଜମିରୁ ମିଳିଲା ମା, ପୁଅଙ୍କ ମୃତଦେହ

ହାଟଡିହୀ/କେନ୍ଦୁଝର.୧୪l୬(ଡ଼ି.ଏନ.ଏ.): କେନ୍ଦୁଝର ଜିଲା ନନ୍ଦିପଦା ଥାନା ହାବଳେଶ୍ୱର ପଞ୍ଚାୟତ ମଙ୍ଗରାଜପୁର ଆଦିବାସୀ ସାହି ନିକଟ ଏକ ଚାଷ ଜମିରୁ ପୋଲିସ ମା’, ପୁଅଙ୍କ ମୃତଦେହ ମଙ୍ଗଳବାର ଜବତ କରିଛି। ସେମାନେ ହେଲେ ମା’ ଜେମା ଦାସ (୫୫) ଏବଂ ପୁଅ ସନ୍ତା…

୧୬ ବର୍ଷ ବିତିଲା, କଣ୍ଠିଆ ସେତୁ ନିର୍ମାଣ ସରୁନି

କେନ୍ଦ୍ରାପଡ଼ା ଅଫିସ,୧୪ା୬:କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗାଁ ପଞ୍ଚାୟତର କଣ୍ଠିଆ ସେତୁ ନିର୍ମାଣ ୧୬ ବର୍ଷ ତଳେ ଆରମ୍ଭ ହୋଇଥିଲା। ଅଦ୍ୟାବଧି ନିର୍ମାଣ ଶେଷ ହୋଇନି। ଆଗକୁ ବର୍ଷାଋତୁ ଆସୁଥିବା ବେଳେ ଏହି ପଞ୍ଚାୟତର ୩ ରାଜସ୍ବ ଗ୍ରାମବାସୀ ମୌଳିକ ସୁବିଧାରୁ…

ଜନଶୁଣାଣିରେ ୧୦୭ ଅଭିଯୋଗ

ବିଞ୍ଝାରପୁର,୧୪ା୬(ଡି.ଏନ.ଏ.):ବିଞ୍ଝାରପୁର ବ୍ଲକ୍‌ ସମ୍ମିଳନୀ ଗୃହରେ ଜିଲାପାଳଙ୍କ ଯୁଗ୍ମ ଜନଅଭିଯୋଗଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡିଓ ମିନତି ଜଗଦେବଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଶିବିରରେ ମୁଖ୍ୟଅତିଥି ଭାବେ ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ଯୋଗ ଦେଇଥିଲେ। ଏଥିସହିତ ସେ ଶିବିରକୁ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?