ଆମ ଜିଲା ଖବର

ଥାନା ଘେରାଉ ବେଳେ କଂଗ୍ରେସ କର୍ମୀ-ପୋଲିସ ଧସ୍ତାଧସ୍ତି

ଉମରକୋଟ,୮ା୫(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବିଧାୟକ ପ୍ରକାଶ ମାଝିଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ ଆସିବା ପରେ ତାଙ୍କୁ ଗିରଫ ଦାବି ତେଜୁଛି। ନବରଙ୍ଗପୁର ଜିଲାର ବିଭିନ୍ନ ଅଞ୍ଚଳରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଏବଂ ଥାନା ଘେରାଉ ଜାରି ରହିଛି।…

ବୃଦ୍ଧାଙ୍କୁ ଦଳିଦେଲା ହାତୀ

କେନ୍ଦୁଝର,୮ା୫(ସ୍ବ.ପ୍ର.): ତେଲକୋଇ ବ୍ଲକ ଅନ୍ତର୍ଗତ ବନବିହାରୀପୁର ଗ୍ରାମରେ ହାତୀ ଆକ୍ରମଣରେ ଜଣେ ୭୦ ବର୍ଷୀୟା ବୃଦ୍ଧାଙ୍କ ମୃତ୍ୟୁ ହୋଇଛି। ତାଙ୍କ ନାମ ଜହ୍ନି ଦେହୁରୀ। ତାଙ୍କ ଘର କୁଲାଡେରା ଗ୍ରାମରେ ବୋଲି ଜଣାପଡ଼ିଛି। ସେ ରବିବାର ସକାଳେ ବନବିହାରୀପୁର କାଜୁ ଜଙ୍ଗଲକୁ…

ଯନ୍ତ୍ରଣା ଦେଉଛି ଅସମ୍ପୂର୍ଣ୍ଣ ରାସ୍ତା, ଡ୍ରେନ

ବାସୁଦେବପୁର,୮।୫(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ସହର ଏକ ପୁରାତନ ବ୍ୟବସାୟିକ ପେଣ୍ଠସ୍ଥଳ। ହେଲେ ସହରର ବିଭିନ୍ନ ସମସ୍ୟା ସହରବାସୀ ଏବଂ ବ୍ୟବସାୟୀଙ୍କୁ ଯନ୍ତ୍ରଣା ଦେଉଛି। ଧାମରା-ଜାମୁଝାଡ଼ି ପର୍ଯ୍ୟନ୍ତ ରାସ୍ତା ପ୍ରଶସ୍ତିକରଣ କାର୍ଯ୍ୟ ମନ୍ଥର ଗତିରେ ଚାଲୁଥିବା ଯୋଗୁ ଦୀର୍ଘ ୨ ବର୍ଷରୁ…

ନୂଆପଡ଼ା ଘାଟରେ ଗାଧୋଇବା ବେଳେ ବୁଡ଼ିଗଲେ ୩ ଛାତ୍ର: ୨ ଉଦ୍ଧାର; ଜଣଙ୍କର ପତ୍ତା ମିଳୁନି

ଢେଙ୍କାନାଳ ଅଫିସ, ୮।୫: ଢେଙ୍କାନାଳ ଜିଲା ସଦର ବ୍ଲକ ଗଁଦିଆ ଥାନା ଯୋରନ୍ଦା ଫାଣ୍ଡି ରାଧାଦେଇପୁର ପଞ୍ଚାୟତର ବ୍ରାହ୍ମଣୀ ନଦୀର ନୂଆପଡ଼ା ଘାଟରେ ରବିବାର ମଧ୍ୟାହ୍ନରେ ଗାଧୋଉଥିବା ବେଳେ ୩ ଜଣ ସ୍କୁଲ ଛାତ୍ର ନଦୀରେ ବୁଡ଼ି ଯାଇଛନ୍ତି। ସେମାନଙ୍କ ମଧ୍ୟରୁ…

ମା’ପରି କିଏ ହେବ

ଜଣେ ମହିଳାଙ୍କ ପ୍ରେରଣା ପ୍ରତ୍ୟେକ ବ୍ୟକ୍ତିଙ୍କୁ ସଫଳତା ଆଣି ଦେଇଥାଏ। ମାତ୍ର ଜଣେ ମାଆ ପାଇଁ ଏହି ପ୍ରେରଣା ନିଜ ପିଲାଙ୍କ କ୍ଷେତ୍ରରେ ବହୁଗୁଣିତ ହୋଇଥାଏ। ମାଆ ସବୁ ବେଳେ ସବୁ କ୍ଷେତ୍ରରେ ପିଲାଙ୍କ ସଫଳତା କାମନା କରିଥାଏ। ରବିବାର ବିଶ୍ୱ…

ରୋଗାକ୍ରାନ୍ତ ଶାଶୁଙ୍କ ପାଇଁ ଔଷଧ କିଣିବାକୁ ଅର୍ଥ ବାଧକ

ମାଲକାନଗିରି,୮।୫ (ଡି.ଏନ.ଏ.) ମାଲକାନଗିରି ଜିଲା ଖଇରପୁଟ ବ୍ଲକ ସଦର ପଞ୍ଚାୟତ ଝରିଆଗୁଡ଼ା ଗ୍ରାମରେ ରହନ୍ତି ତୁଳସୀ ସିରଗାମଙ୍କ ପରିବାର। ସ୍ବାମୀ ସନ୍ନ୍ୟାସୀ ସିରଗାମଙ୍କର ଯକ୍ଷ୍ମାରେ ପରଲୋକ ପରେ ଏବେ ଅସହାୟ ହୋଇପଡିଛନ୍ତି ତୁଳସୀ। ବୃଦ୍ଧା ଶାଶୁ, ଦୁଇ କୋମଳମତି ଝିଅଙ୍କୁ ନେଇ…

ବାଲି, ମାଟିରେ ପୋତି ହୋଇଯାଉଛି କୋଲାବ ଜଳଭଣ୍ଡାର

କୋରାପୁଟ,୮।୫(ସ୍ବ.ପ୍ର.): କୋରାପୁଟ ଜିଲାରେ ଗତ କିଛି ବର୍ଷ ହେବ ବୃଷ୍ଟିପାତରେ ଅନିୟମିତତା ଯୋଗୁ ଜିଲାର ମୁଖ୍ୟ ଜଳଭଣ୍ଡାର କୋଲାବରେ ଜଳସ୍ତର ହ୍ରାସ ପାଉଛି ା ବାଲି, ମାଟିରେ ପୋତି ହୋଇଯାଉଛି। କୋଲାବ ଜଳଭଣ୍ଡାର ଫଳରେ ଜିଲା ପାଇଁ ପାନୀୟ ଜଳ ସମସ୍ୟା…

ଜୁ’ରେ ମିଳିବ ଜଙ୍ଗଲୀ ମହୁ

ଢେଙ୍କାନାଳ ଅଫିସ, ୮।୫: ଢେଙ୍କାନାଳ ଜିଲାର ପ୍ରସିଦ୍ଧ କପିଳାସ ପ୍ରାଣୀ ଉଦ୍ୟାନରେ ମିଳିବ ଜଙ୍ଗଲୀ ବାଘୁଆ ମହୁ। ଗ୍ରାହକମାନେ ଗୁଣାତ୍ମକମାନର ଏହି ଜଙ୍ଗଲଜାତ ଦ୍ରବ୍ୟ ସୁବିଧାରେ ଏଠାରୁ କିଣିପାରିବେ। ମହୁ ସଂଗ୍ରହ କରୁଥିବା ମହ୍ଲାର ସମ୍ପ୍ରଦାୟର ଜୀବନଜୀବିକାରେ ଉନ୍ନତି ଆଣିବା ଉଦ୍ଦେଶ୍ୟରେ…

ଦୋଷୀ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ଢେଙ୍କାନାଳ ଅଫିସ, ୮।୫: ବନ ବିଭାଗର ବିନା ଅନୁମତିରେ ରଥ ନିର୍ମାଣ ପାଇଁ କପିଳାସ ସଂରକ୍ଷିତ ଅଭୟାରଣ୍ୟରୁ ଧଉରା ଗଛ କାଟି ଅଡୁଆରେ ପଡ଼ିଛି ଢେଙ୍କାନାଳ ଜିଲା ଦେବୋତ୍ତର ବିଭାଗ। ଏଥିରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ନ୍ୟାୟ ମାଗିଲେ ଛେଳିଆ କ୍ଷତିଗ୍ରସ୍ତ

କଣିହାଁ, ୮।୫(ଡି.ଏନ୍‌.ଏ.): ମହାନଦୀ କୋଲ୍‌ଫିଲ୍ଡ ଲିମିଟେଡ୍‌ (ଏମ୍‌ସିଏଲ୍‌) ଦ୍ୱାରା କ୍ଷତିଗ୍ରସ୍ତ ଅନୁଗୋଳ ଜିଲା କଣିହାଁ ବ୍ଲକର ଛେଳିଆ ଗ୍ରାମବାସୀ ହକ୍‌ର ଲଢ଼େଇକୁ ଜୋର୍‌ଦାର କରିଛନ୍ତି। ନ୍ୟାଯ୍ୟ ଦାବିରେ ଶନିବାର ସକାଳ ୬ଟାରୁ ସେମାନେ ଏମ୍‌ସିଏଲ୍‌ କଣିହାଁ ଟାଇମ୍‌ ଅଫିସ୍‌ ସମ୍ମୁଖରେ ସମୂହ…

ବ୍ରଜରାଜନଗର ଉପନିର୍ବାଚନ: ରାଧାରାଣୀ ପଣ୍ଡାଙ୍କୁ ପ୍ରାର୍ଥୀ କଲା ଭାଜପା

ଝାରସୁଗୁଡା ଅଫିସ,୮।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ଆସନ୍ତା ୩୧ତାରିଖରେ ନିର୍ବାଚନ ହେବ। ଏହାକୁ ନେଇ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଭାଜପା ପକ୍ଷରୁ ପ୍ରାର୍ଥୀ କିଏ ହେବ ସେ ନେଇ ଚର୍ଚ୍ଚା ଜୋର ଧରିଥିଲା। ଭାଜପାରେ…

ରଥଖଳା ଚଳଚଞ୍ଚଳ, ଲାଗିପଡ଼ିଛନ୍ତି ମହାରଣା ସେବାୟତ

ପୁରୀ ଅଫିସ,୮।୫: ପୁରୀ ରଥଯାତ୍ରା ପାଇଁ ରଥଖଳା ପାଇଁ ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ତିନି ରଥ ପାଇଁ ଚକ ପ୍ରସ୍ତୁତିରେ ଆବଶ୍ୟକତା ଥିବା ତୁମ୍ଭ ପାଇଁ ମହାରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?