ଋତୁସ୍ରାବର ସମସ୍ୟା ସମାଧାନ କରିବ ‘ପ୍ରୀତି’
ଯାଜପୁର ଅଫିସ,୪।୩ : ଋତୁସ୍ରାବ ପାଇଁ ମହିଳାମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଯାଜପୁର ଜିଲା ଦାନଗଦୀ ବ୍ଲକ ଟୋଲକାନି ଗ୍ରାମର ଯୁବ ଇଞ୍ଜିନିୟର ଏକ ନୂତନ ପ୍ରକଳ୍ପ ଉଦ୍ଭାବନ କରିଛନ୍ତି। ଏହି ପ୍ରକଳ୍ପକୁ ‘ପ୍ରୀତି’ ବୋଲି...
ହସ୍ତକ୍ଷେପ କଲେ କେନ୍ଦ୍ର ସରକାର
କେନ୍ଦ୍ରାପଡ଼ା ଅଫିସ,୪।୩: କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ବରୁଣାଡିହା ନିକଟ ଖରସ୍ରୋତା ନଦୀରୁ ଭଦ୍ରକ ଜିଲାକୁ ପାଣି ଦେବା ବିବାଦରେ କେନ୍ଦ୍ର ସରକାରଙ୍କ ପରିବେଶ, ବନ ଓ ଜଳବାୟୁ ପରିବର୍ତ୍ତନ (ଏନଭାରନମେଣ୍ଟ, ଫରେଷ୍ଟ ଆଣ୍ଡ କ୍ଲାଇମେଟ ଏକ୍ସଚେଞ୍ଜ) ମନ୍ତ୍ରଣାଳୟ ହସ୍ତକ୍ଷେପ...
୬ ହଜାର ତଣ୍ଡ ଗଣିଲେ ବାଇକ୍ ଚାଳକ
ଭଦ୍ରକ ଅଫିସ, ୪।୩- ବାଇକ୍ ଚଲାଉଥିବା ବେଳେ ମୋବାଇଲରେ କଥା ହେବା ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଏଥିପାଇଁ ତାଙ୍କୁ ଜରିମାନା ଦେବାକୁ ପଡ଼ିଛି। ବୁଧବାର ଭଦ୍ରକ ଜିଲା ବନ୍ତ ଛକ ପୋଲ ତଳେ ଟାଉନ ଥାନା ପୋଲିସ ପାଟ୍ରୋଲିଂ...
ଜନବସତିକୁ ବିପଦ ଜଙ୍ଗଲ ନିଆଁ
ଖମାର,୪ା୩: ଜଳୁଛି ଏକାଧିକ ଜଙ୍ଗଲ। ପୋଡ଼ି ପାଉଁଶ ହୋଇଯାଉଛି ହଜାର ହଜାର ବୃକ୍ଷଲତା। ଅନେକ ଜୀବଜନ୍ତୁ, ସରୀସୃପଙ୍କ ଜୀବନହାନି ହେଉଥିଲେ ମଧ୍ୟ ବଢ଼ୁଥିବା ନିଆଁକୁ ରୋକିପାରୁନି ବନ ବିଭାଗ। ଗ୍ରୀଷ୍ମଋତୁ ଆରମ୍ଭ ନ ହେଉଣୁ ଦେବଗଡ ବନଖଣ୍ଡ ଅଧୀନ ଅନୁଗୋଳ...
ମନୁଭାଇଙ୍କ ହର୍ବାଲ ଚା’
ବାଲେଶ୍ୱର ଅଫିସ, ୪।୩-ହର୍ବାଲ ଚା’। ଏଥିରେ ପଡୁନି ଚା’ ପତି କି ଚିନି। କପ୍ ୫ଟଙ୍କାର ଏଇ ଚା’ ପିଇବାକୁ ବି ଭିଡ଼ ଲାଗୁଛି। ବାଲେଶ୍ୱର ସହର ଫକୀରମୋହନ ଗୋଲେଇ ନିିକଟରେ ଏବେ ମନୁଭାଇଙ୍କ ହର୍ବାଲ ଚା’ର ଢେର ଚାହିଦା।...
ଚାରିପଟେ ଆଲୁଅ, ଅନ୍ଧାରରେ ମାଙ୍କଡ଼ହଟିଂ
ଯୋଡ଼ା, ୪।୩(ଡି.ଏନ.ଏ.)- ଚାରି ପାଖରେ ଖଣି। ସବୁଠି ଜଳୁଛି ଉଚ୍ଚଶକ୍ତିିସମ୍ପନ୍ନ ଆଲୋକମାଳା। ହେଲେ ବିଜୁଳି ଆଲୁଅ ଟିକେ ପାଇଁ ଡହଳବିକଳ ହେଉଛନ୍ତି କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଭୂୟାଁରୋଇଡ଼ା ପଞ୍ଚାୟତ ଅଧୀନ ମାଙ୍କଡ଼ହଟିଂ ଅଞ୍ଚଳବାସୀ। ଚିରାଚରିତ ଭାବେ ଡିବିରି ଓ...
ବିଧବା ମହିଳାଙ୍କୁ ଗାଁରୁ ତଡିଦେଲେ
ଜୁନାଗଡ଼,୪।୩: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅଧୀନ ତାଳପଦର ଗାଁରେ ବୁଧବାର ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଅନ୍ୟ ଜାତିର ଜଣେ ଯୁବକ ବିଧବା ମହିଳାଙ୍କୁ ଚାପୁଡ଼ା ମାରିବା ନେଇ ପଡାରେ ପ୍ରଜାକୋର୍ଟ କରି ମହିଳାଙ୍କୁ...
ମହିଳାଙ୍କୁ ହତ୍ୟା, ଗୁରୁତର ଅବସ୍ଥାରେ ଶିଶୁକନ୍ୟା ଉଦ୍ଧାର
ବାରିପଦା ଅଫିସ/ବାଙ୍ଗିରିପୋଷି,୪ା୩: ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ଥାନା ଅଧୀନ ଦ୍ୱାରଶୁଣୀ ଘାଟିିରୁ ପୋଲିସ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି। ସେହିପରି କରଞ୍ଜିଆ ଥାନା ଅଧୀନ ଚଢ଼େଇଭୋଳ ଅଞ୍ଚଳରୁ ମୁର୍ମୁଷ ଅବସ୍ଥାରେ ଏକ ଶିଶୁ କନ୍ୟାକୁ ଉଦ୍ଧାର କରି କଟକ...
ବଧୂ ହତ୍ୟା ମାମଲା: ଶାଶୁଙ୍କୁ ୭ ବର୍ଷ କାରାଦଣ୍ଡ
ଆସିକା,୪।୩: ଗଞ୍ଜାମ ଜିଲା ଆସିକା ଥାନା ଅଧୀନ ଜୟପୁର ଗ୍ରାମରେ ଘଟିଥିବା ଯୌତୁକଜନିତ ବଧୂହତ୍ୟା ମାମଲାର ବିଚାର କରି ବୁଧବାର ଆସିକା ଅତିରିକ୍ତ ଦୌରାଜଜ ରାଜଲକ୍ଷ୍ମୀ ପଟ୍ଟନାୟକ ଅଭିଯୁକ୍ତ ଶାଶୁ ସୁବାସିନୀ ଭଞ୍ଜଙ୍କୁ ୭ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି।...
ପ୍ରାଥମିକ ଶିକ୍ଷକଙ୍କ ନାମରେ ୨ଟି ଦୁଇ ମହଲା କୋଠା, ମାର୍କେଟ କମ୍ପ୍ଲେକ୍ସ
ଅମରପାଲି,୩।୩: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଜଣେ ଶିକ୍ଷକ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି। ସେ ହେଲେ ସେ ବୀରମହାରାଜପୁର ବ୍ଳକ ପଥରଘାଟ ୟୁପି ସ୍କୁଲରେ ସହକାରୀ ଶିକ୍ଷକ ସନ୍ତୋଷ ସାହୁ। ଆୟ ବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ...
ଅପହୃତା ଓଡ଼ିଆ ଯୁବକ ପଶ୍ଚିମବଙ୍ଗରୁ ଉଦ୍ଧାର: ୮ଲକ୍ଷ ଟଙ୍କା ଦାବି କରିଥିଲେ ଅପହରଣକାରୀ
ସୋର, ୩ା୩: ବାଲେଶ୍ୱର ଜିଲା ସୋର ଥାନା ଅଧୀନ ସାଜନପୁର ଅଞ୍ଚଳର ଜଣେ ଯୁବକଙ୍କୁ କେହି ଦୁର୍ବୃତ୍ତ ବନ୍ଧୁକ ମୂନରେ ପଣବନ୍ଦୀ କରି ୮ ଲକ୍ଷ ଟଙ୍କା ଦାବି କରୁଥିବା ଭିଡିଓ ଭାଇରାଲ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଆଲୋଡନ...
ସ୍କୁଟିରେ ଚାଲାଣ ହେଉଥିଲା ୨୬ ଲକ୍ଷ ଟଙ୍କାର ଧଳାଜହର
ଭଦ୍ରକ ଅଫିସ, ୩।୩: ଭଦ୍ରକ ଜିଲା ପୋଲିସର ଏକ ସ୍ବତନ୍ତ୍ର ଟିମ୍ ଧୂଷୁରୀ ପୋଲିସ ସହାୟତାରେ ବୁଧବାର ୨୬ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ କରିଛି। ବାଇକ୍ରେ ଚାଲାଣ ହେଉଥିବା ବେଳେ ପୂର୍ବରୁ ଛକିଥିବା ପୋଲିସ ଟିମ୍ ଆରଡ଼ି ରାସ୍ତାର...
Archives


