ଆମ ଜିଲା ଖବର

ଜିଲାପାଳଙ୍କ ଅଫିସ୍‌ ଆଗରେ ଧାନବସ୍ତା ରଖି ଧାରଣା

ଖୋର୍ଦ୍ଧା ଅଫିସ,୩ା୩:  ଖୋର୍ଦ୍ଧା ଜିଲାରେ ଚଳିତ ବର୍ଷ ଖରିଫ ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ଲାଗି ରହିଛି। ଟୋକନ ପାଇ ସୁଦ୍ଧା ପଞ୍ଜୀକୃତ ଚାଷୀଙ୍କ ଧାନ ମଣ୍ଡିରେ ଉଠୁନି। ଚଳିତ ବର୍ଷ ଲକ୍ଷ୍ୟଧାର୍ଯ୍ୟ ଠାରୁ ଅଧିକ ଧାନ କିଣାଯାଇଥିବା ସରକାର ଡିଣ୍ଡିମ...

ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ସମ୍ବଲପୁର,୩ା୩(ବ୍ୟୁରୋ): ସମ୍ବଲପୁର ଜିଲା ଫ୍ୟାମିଲି କୋର୍ଟରେ ଦୁଇବର୍ଷ ପୂର୍ବରୁ ଘଟିଥିବା ବହୁଚର୍ଚ୍ଚିତ ସଙ୍ଗୀତା ଚୌଧୁରୀ ହତ୍ୟାକାଣ୍ଡର ମଙ୍ଗଳବାର ରାୟ ପ୍ରକାଶ ପାଇଛି। ଜିଲା ଦୌରାଜଜ୍‌ ବିଭୂତି ନାରାୟଣ ମହାନ୍ତି ଏହି ରାୟ ଶୁଣାଇଛନ୍ତି। କୋର୍ଟ ପରିସରରେ ଅଭିଯୁକ୍ତ ଓ ଅପରପକ୍ଷ ଓକିଲ...

ସାର କଳାବଜାର ଅଣାୟତ୍ତ

ଯାଜପୁର ଅଫିସ,୩ା୩: ଲାଭଖୋର ସାର ବ୍ୟବସାୟୀଙ୍କୁ ନିୟନ୍ତ୍ରଣ କରାଯାଇପାରୁନାହିଁ ା ସେଥିପାଇଁ କଳାବଜାର ଚାଲିଛି ା ରାଜ୍ୟ ସରକାରଙ୍କ ଅପାରଗତାରୁ ଏପରି ପରିସ୍ଥିତି ସୃଷ୍ଟି ହୋଇଛି ା ଚାଷୀମାନେ ବାରମ୍ବାର ଏପରି ଅଭିଯୋଗ କଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ...

କାମରେ ଲାଗୁନି ତାପମାପକ ଯନ୍ତ୍ର

ଢେଙ୍କାନାଳ ଅଫିସ, ୩।୩ – ବଦଳୁଛି ପାଣିପାଗ। ଖରାଦିନେ କଲବଲ କରୁଛି ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ। ବର୍ଷାଦିନେ ପ୍ରବଳ ବର୍ଷାରେ ସୃଷ୍ଟି ହେଉଛି ଜଳବନ୍ଦୀ ପରିସ୍ଥିତି। ଶୀତ ଦିନ ଥରାଉଛି ଜାଡ଼। ବଦଳୁଥିବା ଋତୁ ଅନୁଯାୟୀ ଜନସାଧାରଣଙ୍କୁ ସତର୍କ କରାଇବା, ଚାଷୀଙ୍କୁ...

ଶିକ୍ଷାରେ ସବଳ ହେବେ ଦୁର୍ବଳ ଛାତ୍ରୀଛାତ୍ର

ଅନୁଗୋଳ ଅଫିସ, ୩ା୩ – କରୋନା କାରଣରୁ ଶିକ୍ଷା କ୍ଷେତ୍ରରେ ସୃଷ୍ଟି ହୋଇଥିବା ସଙ୍କଟ ଦୂର ପାଇଁ ସରକାରଙ୍କ ପକ୍ଷରୁ ଯଥାସମ୍ଭବ ଚେଷ୍ଟା କରାଯାଉଛି। ବିଶେଷକରି ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅଧିକ ଚିନ୍ତା କରାଯାଉଛି। ମେ...

କପିଳାସ ଅଭୟାରଣ୍ୟରେ ସଫାରି

ଢେଙ୍କାନାଳ ଅଫିସ, ୩।୩ – ଜୈବ ବିବିଧତା ଏବଂ ବନ୍ୟପ୍ରାଣୀ ସମ୍ଭାରରେ ଭରପୂର କପିଳାସ ଅଭୟାରଣ୍ୟରେ ଖୁବ୍‌ଶୀଘ୍ର ସଫାରିର ମଜା ନେବେ ପର୍ଯ୍ୟଟକ। ଏଥିଲାଗି ବନ ବିଭାଗ ପକ୍ଷରୁ ଆରମ୍ଭ ହୋଇଛି ପ୍ରସ୍ତୁତି। ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ପ୍ରସିଦ୍ଧ...

ନଷ୍ଟ ହେଉଛି ବର୍ଷକର ଅମଳ

ଖଇରା, ୩।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଗନଧୂଳି ସେବା ସମବାୟ ସମିତି ଅଧୀନରେ ଚାଷୀଙ୍କର ଧାନ କିଣା ନ ହେବା ଯୋଗୁ ମାସ ମାସ ଧରି ଘରେ ପଡି ନଷ୍ଟ ହେଉଛି । ସରକାରଙ୍କ ତରଫରୁ ଟୋକନ ଇସ୍ୟୁ...

ହିଙ୍ଗୁଳାଙ୍କ ପୀଠରେ ଲକ୍ଷାଧିକ ଭକ୍ତ

ବାରିପଦା ଅଫିସ,୩।୩- ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ କଉଡ଼ିଖଣିସ୍ଥିତ ଶାଳଜଙ୍ଗଲ ପରିସରରେ ମା’ ହିଙ୍ଗୁଳାଙ୍କ ବାର୍ଷିକ ବଡ଼ପୂଜା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ୧୪୪ ଧାରା ଜାରି ସତ୍ତ୍ୱେ ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଏହି ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା।...

ପ୍ଲାଷ୍ଟିକମୁକ୍ତ ସହର ପ୍ରହସନ

ଚମ୍ପୁଆ, ୩।୩ (ଡି.ଏନ.ଏ)-ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପ୍ରଦୂଷଣ ସମସ୍ୟାକୁ ରୋକିବା ପାଇଁ ସରକାରୀ ସ୍ତରରେ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ମାତ୍ର କେନ୍ଦୁଝର ଜିଲା ଚମ୍ପୁଆ ବିଜ୍ଞାପିତ ଅଞ୍ଚଳରେ ପ୍ଲାଷ୍ଟିକ ବ୍ୟବହାର କମିବା ବଦଳରେ ବଢ଼ିବାରେ ଲାଗିଛି। ଚମ୍ପୁଆ ସହରକୁ...

୧୦ କିମି ଷ୍ଟ୍ରେଚରରେ ବୁହାହେଲେ ରୋଗୀ

ରାୟଗଡ଼ା ଅଫିସ, ୨।୩: ଖରାପ ରାସ୍ତା ଯୋଗୁ ୧୦ କି.ମି ଷ୍ଟ୍ରେଚରରେ ବୁହା ହୋଇ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଆସି ମେଡିକାଲରେ ଭର୍ତ୍ତି ହେଲେ ରୋଗୀ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡା ଜିଲା ମୁନିଗୁଡା ବ୍ଲକ ଡିମିରିଗୁଡା ପଞ୍ଚାୟତରେ।...

ଶିବ ମନ୍ଦିର ବଟ ବୃକ୍ଷରେ ଲାଗିଲା ନିଆଁ

ମାଲକାନଗିରି, ୨।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମା ପୁରୁଣା ମେଡିକାଲ ନିକଟରେ ଏକ ପୂରାତନ ଶିବ ମନ୍ଦିରକୁ ଲାଗିଥିବା ବଟ ଗଛରେ ନିଆଁ ଲାଗି ମନ୍ଦିରର କିଛି ଅଂଶ କ୍ଷତି ହୋଇଛି। ଏହି ମନ୍ଦିର ସର୍ବ ପୂରାତନ ଏବଂ ବଟ...

ଚାକିରି ହୋଇଛି କହି ମିଠାରେ ନିଶା ଔଷଧ ଦେଲେ ଭଡ଼ାଟିଆ: ମାଲିକଙ୍କ ଘରୁ ଲୁଟିନେଲେ ୩୫ ଲକ୍ଷର ସୁନାଗହଣା

ମାଲକାନଗିରି,୨।୩(ଡି.ଏନ୍‌.ଏ.): ମାଲକାନଗିରି ସଦର ମହକୁମା ବିବିଗୁଡା କଲୋନୀରେ ମିଠାରେ ନିଶା ମିଶାଇ ଖାଇବାକୁ ଦେଇ ଅତି ସହଜରେ ସୁନାରୀଙ୍କ ଘରୁ କଳାକନା ବୁଲାଇଲେ ଭଡାରେ ରହୁଥିବା ଲୁଟେରା। ୩୫ ଲକ୍ଷ ଟଙ୍କାର ସୁନା ଗହଣା ସହ ଦୁଇ ଲକ୍ଷ ଟଙ୍କା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri