ବଦଳି ଦାବି କରି ଅଡ଼ି ବସିଥିଲେ ଆନ୍ଦୋଳନକାରୀ, ଛୁଟିରେ ପଳେଇଲେ ପ୍ରଧାନଶିକ୍ଷକ
ଭୋଗରାଇ,୧୭ା୯(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ସିଆଁରୋଇ ପଞ୍ଚାୟତ ବେଲଦା ଗାଁ ନୀଳକଣ୍ଠ ସରକାରୀ ଉଚ୍ଚବିଦ୍ୟାଳୟରେ ପ୍ରଧାନଶିକ୍ଷକଙ୍କ ବିଭିନ୍ନ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରି ସୋମବାର ଓ ମଙ୍ଗଳବାର ଅଭିଭାବକ ଛାତ୍ରୀଛାତ୍ର ସ୍କୁଲ ଗେଟ୍ରେ ତାଲାପକାଇ ଉକ୍ତ ପ୍ରଧାନଶିକ୍ଷକଙ୍କୁ…
ଏକ ପେଡ ମା’କେ ନାମ୍ ୨.୦ ଶୁଭାରମ୍ଭ କଲେ ମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ…
ଗୋପାଳପୁର,୧୭।୯(ନବୀନ ରାଜ ଆଚାରୀ): ବୁଧବାର ରଙ୍ଗେଈଲୁଣ୍ଡା ବ୍ଲକ ଅଧିନସ୍ଥ ମନ୍ତ୍ରୀଡି ପଞ୍ଚାୟତ ପାଲୁର ହିଲ ନିକଟରେ ଏକ ପେଡ ମା’କେ ନାମ୍ ୨.୦ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଖଣି ଇସ୍ପାତ ଓ ସଡ଼କ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ…
ମହୁମାଛି ଆକ୍ରମଣରେ ଗର୍ଭବତୀ ମହିଳା ସହ ୩ ବର୍ଷର ଶିଶୁ କନ୍ୟା ଗୁରୁତର
କଲ୍ୟାଣିସିଂହପୁର, ୧୭।୯( ଦୀପକ କୁମାର ପରିଡ଼ା ): ମହୁମାଛି ଆକ୍ରମାଣରେ ଗର୍ଭବତୀ ମହିଳା ସହ ୩ ବର୍ଷର ଶିଶୁ କନ୍ୟା ଗୁରୁତର ହୋଇଛନ୍ତି। ଚାଷ ଜମିରେ କାମ କରୁଥିବା ଲୋକଙ୍କ ଦ୍ୱାରା ଉଦ୍ଧାର ଗୁରୁତର ଅବସ୍ଥାରେ ରାୟଗଡା ଜିଲା କଲ୍ୟାଣସିଂହପୁର ଗୋଷ୍ଠୀ…
ସ୍କୁଲରେ ଶିକ୍ଷକ ସମସ୍ୟା: ପ୍ରତିବାଦରେ ସ୍କୁଲ ଫାଟକରେ ତାଲା ପକାଇଲେ ଛାତ୍ରୀଛାତ୍ର, ଅଭିଭାବକ
ଅମରପାଲି,୧୬।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ କୁମାରକେଳି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ସମସ୍ୟାକୁ ନେଇ ସ୍କୁଲ ଫାଟକରେ ତାଲା ପକାଇ ପ୍ରତିବାଦ କରିଛନ୍ତି ଛାତ୍ରୀଛାତ୍ର। ସ୍କୁଲ ପରିଚାଳନା କମିଟିର ସଦସ୍ୟ ଓ ଅଭିଭାବକଙ୍କ ସୂଚନା ଅନୁସାରେ ଉକ୍ତ ବିଦ୍ୟାଳୟରେ…
ରାଜନୀତିରେ ବଡ଼ ହଲଚଲ: ଭାଜପାରେ ମିଶିଲେ ୨୦ ସରପଞ୍ଚ, ସମିତିସଭ୍ୟ
ସୋନପୁର,୧୭।୯(ମୃତ୍ୟୁଞ୍ଜୟ ଶତପଥୀ): ଧରିତ୍ରୀର ପୂର୍ବାନୁମାନ ସତ ସାବ୍ୟସ୍ତ ହୋଇଛି। ସୁବର୍ଣ୍ଣପୁର ଜିଲା ତରଭା ବ୍ଲକର ବିଭିନ୍ନ ପଞ୍ଚାୟତରୁ ୨୦ରୁ ଉର୍ଦ୍ଧ ବିଜେଡି ସମର୍ଥିତ ସରପଞ୍ଚ, ସମିତି ସଭ୍ୟ ଓ ୩ଜଣ ପ୍ରାଥମିକ କୃଷି ସମବାୟ ସମିତି(ପାକ୍ସ)ର ସଭାପତି ଭାଜପାରେ ସାମିଲ ହୋଇଛନ୍ତି।…
ପଶ୍ଚିମବଙ୍ଗ ଗୋରୁୁ ଚାଲାଣ:ମାଡ଼ି ବସିଲା ପୋଲିସ
ମୋରଡ଼ା,୧୭ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ଶୁଳିଆପଦା ପୋଲିସ ମଙ୍ଗଳବାର ଏକ ଗୋରୁ ବୋଝେଇ ପିକ୍ଅପ୍ ଭ୍ୟାନ୍ ଜବତ କରିବା ସହିତ ଜଣଙ୍କୁ ଗିରଫ କରିଛି। ସୂଚନା ମୁତାବକ, ସକାଳ ୬ଟା ସମୟରେ ପିକ୍ଅପ୍ ଯୋଗେ ତିନୋଟି ଗୋରୁୁ ପଶ୍ଚିମବଙ୍ଗ ଚାଲାଣ ହେଉଥିବାର…
ଯୌତୁକ ପାଇଁ ଶାରୀ ସ୍ତ୍ରୀକୁ ଶାରୀରିକ ନିର୍ଯାତନା, ଜୀବନରୁ ମାରିଦେବାକୁ ପ୍ରଚେଷ୍ଟା: ଆସିଲା ବଡ଼ ରାୟ
ମୋରଡ଼ା,୧୭ା୯(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡ଼ା ଜେଏମ୍ଏଫ୍ସି କୋର୍ଟରେ ମଙ୍ଗଳବାର ଏକ ଯୌତୁକ ନିର୍ଯାତନା ମାମଲାର ରାୟ ପ୍ରକାଶ ପାଇଛି। ଜଜ୍ ଶ୍ରୁତି ପଟ୍ଟନାୟକ ଏହାର ବିଚାର କରି ଦୋଷୀ ସ୍ବାମୀଙ୍କୁ ୧ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥି…
ଧର୍ମପ୍ରାଣା ଯୋଗେଶ୍ୱରୀ ରଥଙ୍କ ପରଲୋକ: ଅଞ୍ଚଳରେ ଶୋକର ଛାୟା
ବଲାଙ୍ଗୀର, ୧୭।୯ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗର ନିବାସୀ ଧର୍ମପ୍ରାଣା ଯୋଗେଶ୍ୱରୀ ରଥଙ୍କର (୮୬) ମଙ୍ଗଳବାର ସନ୍ଧ୍ୟାରେ ୭ଟା ୩୦ ମିନିଟ୍ ସମୟରେ ପରଲୋକ ହୋଇଛି। ବାର୍ଦ୍ଧକ୍ୟଜନିତ କାରଣରୁ ସେ ଅସୁସ୍ଥ ଥିଲେ। ଜଣେ ମିଷ୍ଟାଭାଷୀ ଓ ମେଳାପୀ ମହିଳା…
ବରଗଡ଼ରେ ଅସ୍ତିତ୍ୱ ହରାଉଛି କ୍ୟାନସର ହସ୍ପିଟାଲ, ଭାଜପା ସରକାରଙ୍କ ଉପରେ ବର୍ଷିଲା ବିଜେଡି…
ବରଗଡ଼,୧୬।୯(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ସ୍ବାସ୍ଥ୍ୟସେବା ଭୁଷୁଡ଼ି ପଡ଼ିଛି। ଡାକ୍ତରଖାନାରେ ଡାକ୍ତର ପଦବୀ ଖାଲି ପଡ଼ିଥିବା ସାଧାରଣରେ ପରିଣତ ହୋଇଥିବାବେଳେ ଜିଲା ମୁଖ୍ୟ ଡାକ୍ତରଖାନାରେ ହାଡ଼ଭଙ୍ଗା ରୋଗୀଙ୍କୁ କାର୍ଡବୋର୍ଡ ଚିକିତ୍ସା ଜିଲାରେ ଚାଲିଥିବା ସ୍ବାସ୍ଥ୍ୟସେବାକୁ ପଦାରେ ପକାଇ ଦେଇଛି। ଡାକ୍ତର…
ସୁପ୍ରିୟା ସ୍ମାରକୀ ଫୁଟବଲ ପ୍ରତିଯୋଗିତା ଉଦ୍ଘାଟିତ: ବର୍ଷା ଯୋଗୁ ପ୍ରଥମ ଦିନର ମ୍ୟାଚ…
ବରଗଡ଼,୧୬।୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା କ୍ରୀଡ଼ା ସଂସଦ ଆନୁକୁଲ୍ୟରେ ମଙ୍ଗଳବାର ସ୍ଥାନୀୟ ଲେଙ୍ଗୁ ମିଶ୍ର ଷ୍ଟାଡିୟମରେ ସୁପ୍ରିୟା ସ୍ମାରକୀ ଜିଲା ଆନ୍ତଃ କ୍ଲବ ନକ ଆଉଟ ଫୁଟବଲ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଅଛି । ଜିଲା କ୍ରୀଡ଼ା ସଂସଦ ଉପ ସଭାପତି ଯୁଗଳ…
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ: କଳାହାଣ୍ଡିର ଲଗାଯିବ ୨ହଜାର ଗ୍ରାମରେ ୬ଲକ୍ଷ ଗଛ
ଭବାନୀପାଟଣା,୧୬ା୯(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲାରେ ବୁଧବାର ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ‘ଏକ୍ ପେଡ୍ ମା’କେ ନାମ୍’ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିରେ ଜିଲାର ୨ହଜାର ଗ୍ରାମରେ ୩ ଶହ ଲେଖାଏଁ ହିସାବରେ ୬ ଲକ୍ଷ ବୃକ୍ଷ ରୋପଣ କରାଯିବ। ଏ…
ଜଙ୍ଗଲକୁ କାଠ ଆଣି ଯାଇଥିବା ବେଳେ ଆଦିବାସୀ ମହିଳାଙ୍କୁ ବଳାତ୍କାର ଉଦ୍ୟମ, ୩ ଦିନ ଧରି ଅଭିଯୁକ୍ତ…
ଲାଞ୍ଜିଗଡ,୧୬ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ବିଧବା ମହିଳାଙ୍କୁ ବଳାତ୍କାର ଉଦ୍ୟମ ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନଂ.୨୬/୨୫) ରୁଜୁକରି ଅଭିଯୁକ୍ତ ଲାଖବାହିଲି ପଞ୍ଚାୟତ…
Archives


