ଆମ ଜିଲା ଖବର

ଜୋରହାଟ ଆସନରୁ ହାରିଲେ ଗୌରବ ଗୋଗୋଇ, ଭାଜପା ମାରିଲା ବାଜି

ଜୋରହାଟ(ଆସାମ): ଆସାମର ଜୋରହାଟ ଆସନରେ କଂଗ୍ରେସ ନେତା ଗୌରବ ଗୋଗୋଇ ପରାଜିତ ହୋଇଛନ୍ତି। ଭାଜପା ପ୍ରାର୍ଥୀ ହିତେନ୍ଦ୍ର ନାଥ ଗୋସ୍ୱାମୀ ୨୧,୦୦୦ ଭୋଟ ବ୍ୟବଧରାନରେ କଂଗ୍ରେସ ନେତା ଗୋଗୋଇଙ୍କୁ ପରାସ୍ତ କରିଛନ୍ତି। ଭୋଟ ଗଣନା ଆରମ୍ଭରୁ ଭାଜପା ପ୍ରାର୍ଥୀ ହିତେନ୍ଦ୍ର ଗୋସ୍ୱାମୀ…

ନନ୍ଦିତା-ଶୁଭଶ୍ରୀଙ୍କୁ ସଫଳତା:ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସତ୍ୟ ସାଇ ବିଦ୍ୟା ବିହାରର ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ପାସ ହାର ଶତ ପ୍ରତିଶତ ହୋଇଛି। ବିଦ୍ୟାଳୟର ଦୁଇଜଣ ଛାତ୍ରୀ ଶୁଭଶ୍ରୀ ସ୍ବାଇଁ ୫୫୨ ମାର୍କ ରଖିଥିବାବେଳେ ଓ ନନ୍ଦିତା ସେଠୀ…

ଜିତୁ ମୁଣ୍ଡାଙ୍କ ପାଇଁ ବଦଳିଲା ଗାଁର ଭାଗ୍ୟ, ମରାମତି ହେଲା….

କେନ୍ଦୁଝର,୪।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଟଙ୍କା ଉଠାଇବା ପାଇଁ ଜିତୁ ମୁଣ୍ଡା ନିଜ ବଡ଼ ଭଉଣୀଙ୍କ କଙ୍କାଳ କାନ୍ଧରେ ବୋହି ବ୍ୟାଙ୍କକୁ ନେବା ଘଟଣା ସାରା ଦେଶରେ ଚର୍ଚ୍ଚାର ବିଷୟ ହୋଇଛି। ଘଟଣା ଜିତୁ ମୁଣ୍ଡାଙ୍କ ଭାଗ୍ୟକୁ ବଦଳାଇବା ସହିତ ତାଙ୍କ…

ପାଦେପାଦେ ବିପଦ, ଓହଳିଛି ପୌର ପରିଷଦର ସ୍ବାଗତ ହୋର୍ଡିଂ

ଗୁଣପୁର,୪ା୫(ସଂକେତ ପାତ୍ର): ଗୁଣପୁର ସହରକୁ ସ୍ୱାଗତ ଜଣାଇବା ପାଇଁ ପୌରପରିଷଦ ଦ୍ୱାରା ବିକ୍ରମପୁର ପଥପ୍ରାନ୍ତ ନିକଟରେ ସ୍ଥାପିତ ସ୍ୱାଗତ ବୋର୍ଡ୍ ବର୍ତ୍ତମାନ ବିପଦ ସଙ୍କୁଳ ଅବସ୍ଥାରେ ରହିଛି । ସମ୍ପ୍ରତି ଘଟିଥିବା କାଳବୈଶାଖୀ ବାତ୍ୟାର ପ୍ରଭାବରେ ବୋର୍ଡ୍‌ଟି ଗୁରୁତର ଭାବେ କ୍ଷତିଗ୍ରସ୍ତ…

ମାଟ୍ରିକ ପରୀକ୍ଷା ଫଳ: ପଦ୍ମାବତୀ ମହାଳିଙ୍ଗ, ମନୀଷା ଧରୁଆ ସ୍କୁଲ ପାଇଁ ଗୌରବ

ଭବାନୀପାଟଣା,୪।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ବାଦଲି ସ୍ଥିତ କିସ ଆବାସିକ ବିଦ୍ୟାଳୟର ଛାତ୍ରୀମାନେ ପ୍ରଥମ ବର୍ଷ ଦଶମ ପରୀକ୍ଷା ରେ ଶତ ପ୍ରତିଶତ ପାସ କରି ସ୍କୁଲ ପାଇଁ ଗୌରବ ଆଣି ଦେଇଛନ୍ତି। ପ୍ରକାଶ ଯେ, ଏହା…

ଜିଲା ମଙ୍ଗଳ ବିଭାଗର ୨୨ ବିଦ୍ୟାଳୟର ଶତପ୍ରତିଶତ ପାସ

କୋରାପୁଟ,୪ା୫(ଅମିତାଭ ବେହେରା): ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ କୋରାପୁଟ ଜିଲା ମଙ୍ଗଳ ବିଭାଗ ଶତପ୍ରତିଶତ ସଫଳତା ହାସଲ କରିଛି। ମୋଟ ପାସ ହାର ୯୯ ପ୍ରତିଶତ ରହିଛି। ୩୭ରୁ ୨୨ବିଦ୍ୟାଳୟରେ ଶତପ୍ରତିଶତ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇ ରେକର୍ଡ ସୃଷ୍ଟି କରିଛନ୍ତି। ଜିଲା ମଙ୍ଗଳ…

କଫ୍‌ ସିରପ ଜବତ, ୩ କୋର୍ଟ ଚାଲାଣ

ନୂଆପଡ଼ା,୪ା୫(ମକାରୁ ବେମାଲ):ନୂଆପଡ଼ା ଜିଲା ସଦର ଥାନା ପୋଲିସ ୧୪୩ ବୋତଲ କଫ୍‌ ସିରପ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏନେଇ ରବିବାର ସଦର ଥାନା ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଉପଖଣ୍ଡ ପୋଲିସ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା ହେଲେ ଜ୍ୟୋସ୍ନାରାଣୀ ବିଶ୍ଵାଳ (୩୦), ସ୍ବାମୀ ବିଜୟ ବିଶ୍ଵାଳ । ସୂଚନା ଅନୁସାରେ…

ଅନୁଦାନ ସତ୍ତ୍ୱେ ସୁଦୃଢ଼ ହେଉନି ନଦୀବନ୍ଧ, ଲୋକଙ୍କୁ ଘାରୁଛି କୁମ୍ଭୀର ଭୟ

କେନ୍ଦ୍ରାପଡ଼ା,୪ା୫(ଜଗନ୍ନାଥ ଧଳ): ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପ୍ରଣୟନ ସହ ଅନୁଦାନ ଯୋଗାଉଛନ୍ତି। ମାତ୍ର ଏହି ଅନୁଦାନ କେନ୍ଦ୍ରାପଡ଼ା ଜିଲାରେ ପ୍ରଭାବ ପକାଉନାହିଁ। ପ୍ରତିବର୍ଷ ଜିଲାର ୫୫ ପଞ୍ଚାୟତରେ ବନ୍ୟା ଜଳ ପଶୁଛି। ରାଜକନିକା,…

ସାମାନ୍ୟ ବର୍ଷାରେ ପୋଖରୀ ପାଲଟୁଛି ଗୁଡ଼ାରି ସହର 

ଗୁଡାରି, ୪।୫ (ପ୍ରମୋଦ କୁମାର ପତି): ରାୟଗଡା ଜିଲା ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥ ତଥା ବଂଶଧାରା ନଦୀ ପୋଲଠାରୁ ସହରକୁ ସଂଯୋଗ କରୁଥିବା ପ୍ରାୟ ୧ କିମି ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଏହି ରାସ୍ତା ଛୋଟ ବଡ…

ବାଲଡ଼ା ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ମାରି ଜନଶୁଣାଣି କରାଇ ଦେଲେନି ଲୋକେ, ଫେରି ଆସିଲେ ଅଧିକାରୀ

ନନ୍ଦପୁର/ପାଡୁଆ,୪।୫( ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): ପୂର୍ବରୁ ଅନୁଷ୍ଠିତ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣିରେ ପଞ୍ଜୀକୃତ ପଞ୍ଚାୟତବାସୀଙ୍କ ସମସ୍ୟା ଓ ଅଭିଯୋଗର ସମାଧାନ ଏଯାବତ୍ ହୋଇପାରି ନାହିଁ । ସରପଞ୍ଚଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବକୁ ବ୍ଲକ ଓ ଜିଲା ପ୍ରଶାସନ…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ଏକାଠି ହୋଇ ବର୍ଷିଲେ ଶତାଧିକ ମହିଳା

ମହାକାଳପଡ଼ା,୪ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଅଲେଖ ସୁନ୍ଦରୀ ପୀଠରେ ରବିବାର ୨୨ ନମ୍ବର ଜୋନସ୍ତରୀୟ ଭାଜପା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏହି ସମାବେଶରେ ବଡକୂଳ ପଞ୍ଚାୟତ ସରପଞ୍ଚ ପ୍ରଜ୍ଞା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?