ଅଞ୍ଜନାଙ୍କୁ ନ୍ୟାୟ:ହାଇକୋର୍ଟରେ ମାମଲା ବନ୍ଦ
କଟକ ଅଫିସ/ଭୁବନେଶ୍ୱର, ୨ା୩:ସିବିଆଇ ତଦନ୍ତରେ ଶିଥିଳତା ଏବଂ ଷଡ଼ଯନ୍ତ୍ର ଅଭିଯୋଗ କରି ହାଇକୋର୍ଟରେ ୨୦୦୨ରେ ଗଣବଳାତ୍କାର ପୀଡ଼ିତା ଅଞ୍ଜନା ମିଶ୍ର କରିଥିବା ମାମଲାର ସୋମବାର ପରିସମାପ୍ତି ଘଟିଛି। ଦୀର୍ଘ ୧୯ବର୍ଷ ପରେ ଏହି ମାମଲାର ଶୁଣାଣି କରାଯାଇଥିଲା। ଏଥିରେ ରାଜ୍ୟ...
ସୁରକ୍ଷାରେ ‘ଡ୍ରୋନ୍’ ସହାୟତା
ଢେଙ୍କାନାଳ ଅଫିସ,୨ା୩ – ଜଙ୍ଗଲ ନିଆଁ ରୋକିବାରେ ଡ୍ରୋନ୍ କରୁଛି ବଡ଼ ସହାୟତା। କେଉଁ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି ତାହାର ଫଟୋ ଉଠାଇ ପଠାଉଛି ବନ ବିଭାଗ ନିକଟକୁ। ଫଳରେ ମାତ୍ର କିଛି ସମୟ ମଧ୍ୟରେ ବନ କର୍ମଚାରୀମାନେ ପହଞ୍ଚି...
ଶିମିଳିପାଳ ଅଭୟାରଣ୍ୟରେ ନିଆଁ
ବାରିପଦା ଅଫିସ,୨ା୩: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ନିଆଁ ଲାଗିଛି। ଏହା ମଧ୍ୟରେ ଥିବା ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଓ ବନଖଣ୍ଡ ଅଞ୍ଚଳର ଶତାଧିକ ହେକ୍ଟର ଜଙ୍ଗଲ ଜଳିଯାଇଛି। ଅଭୟାରଣ୍ୟ ଚତୁଃପାର୍ଶ୍ୱରେ ନିଆଁ ଲାଗି ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ...
ସମ୍ବଲପୁର ଜିଲା ସରକାରୀ ଡାକ୍ତରଖାନାରେ ଦିଆଯାଉଛି ଏକ୍ସପାଏରି ସାଲାଇନ
ସମ୍ବଲପୁର,୧ା୩(ବ୍ୟୁରୋ):ସମ୍ବଲପୁର ଜିଲା ସଦର ଡାକ୍ତରଖାନା (ଡିଏଚ୍ଏଚ୍)ରେ ରୋଗୀସେବାରେ ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି। ଏହାର ନମୁନା ଦେଖିବାକୁ ମିଳିଛି। ଜଣେ ରୋଗୀଙ୍କୁ ଏକ୍ସପାଏରି ସାଲାଇନ ଦିଆଯିବା ପରେ ସେ ଚେତାଶୂନ୍ୟ ହୋଇପଡିଥିଲେ। ସରୋଜ ସାହୁ ନାମକ ରୋଗୀ ଅଭିଯୋଗ କରିଛନ୍ତି...
ପେଟ୍ରୋଲ ପମ୍ପ୍ କର୍ମଚାରୀଙ୍କୁ ଗୁଳିମାଡ଼
ଚଣ୍ଡିଖୋଲ/ଛତିଆ/ବଡଚଣା,୧ା୩: ଯାଜପୁର ଜିଲା ବୈରୀ ଥାନା ଅଧୀନ ୧୬ ନଂ. ଜାତୀୟ ରାଜପଥର ନେଳିଆ ଛକ ନିକଟରେ ସୋମବାର ଏକ ବଡ଼ ଧରଣର ଲୁଟ୍ ଉଦ୍ୟମ ବିଫଳ ହୋଇଛି। ସ୍ଥାନୀୟ ପେଟ୍ରୋଲ ପମ୍ପର ୨ କର୍ମଚାରୀ ୫ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା...
ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର
କୋକସରା,୧।୩: କଳାହାଣ୍ଡି ଜିଲା କୋକସରା ଥାନା ଅଞ୍ଚଳରୁ ଜଣେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗ ଆସିଛି। ଏହି ଘଟଣାରେ କୋକସରା ପୋଲିସ ସୋମବାର ଲଟାପଡ଼ା ଗାଁର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପୋଲିସ ଦେଇଥିବା...
୪୦ ଭରି ସୁନା ଅଳଙ୍କାର ଲୁଟେରା ଗ୍ୟାଙ୍ଗକୁ ଧରିଲା ପୋଲିସ
କୋକସରା,୧।୩: କଳାହାଣ୍ଡି ଜିଲା କୋକସରା ଥାନା ମୋଟେର ଫାଣ୍ଡି ଅଧୀନ ମୋଟେର ଗ୍ରାମର ଶାନ୍ତିନଗରପଡାରେ ରହୁଥିବା ଶିକ୍ଷକ ଯଯାତି ପାଟ୍ଟଯୋଷୀଙ୍କ ଘରୁ ଗତ ଡିସେମ୍ବର ୨୫ ତାରିଖ ବିଳମ୍ବିତ ରାତିରେ ଡକାୟତମାନେ ବନ୍ଧୁକ ଦେଖାଇ ୪୦ ଭରି ସୁନା ଅଳଙ୍କାର...
ରାସ୍ତା ମଝିରେ ଓଲଟିଲା ଆମୋନିଆ ଗ୍ୟାସ ବୋଝେଇ ଟ୍ରକ୍: ଲିକ୍ ଯୋଗୁ ସ୍ଥାନୀୟ ଲୋକେ ଭୟଭୀତ
ଗଞ୍ଜାମ,୧।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ୧୬ନଂ ଜାତୀୟ ରାଜପଥ ଶଙ୍ଖ ନୂଆଗାଁ ଓ ପୁଇଁତୋଳା ରୋଡ ମଝିରେ ସୋମବାର ଏକ ଆମୋନିଆ ଗ୍ୟାସ୍ ବୋଝେଇ ଟ୍ରକ ଓଲଟି ପଡ଼ିଛି। ଭୁବନେଶ୍ୱରରୁ ବିଶାଖାପାଟଣା ଯାଉଥିବା ବେଳେ ହଠାତ୍ ଭାରସାମ୍ୟ ହରାଇ ଟ୍ରକ୍ଟି ରାସ୍ତା...
ନିଆଁରେ ଜଳିଗଲେ ଯୁକ୍ତ ୨ କଲେଜ ଛାତ୍ରୀ
କୋକସରା,୧।୩: କଳାହାଣ୍ଡି ଜିଲା କୋକସରା ଥାନା ଖପ୍ରାମାଲ ଗ୍ରାମରେ ସୋମବାର ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର କାମେଶ୍ୱର କନ୍ଦପାନଙ୍କ ଯୁକ୍ତ ୨ରେ ପଢୁଥିବା ଝିଅ ଟିଙ୍କଲ ନିଆଁରେ ପୋଡି ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଏନେଇ ଗାଁରେ ଶୋକର ଛାୟା...
ଭୋଗରାଇ କଲେଜରେ ଛାତ୍ର ଅଶାନ୍ତି: ୩ ଘଣ୍ଟା ଯାଏ ମୁଖ୍ୟ ଫାଟକରେ ତାଲା ପକାଇ ବିକ୍ଷୋଭ
ଭୋଗରାଇ,୧।୩(ଡି.ଏନ୍.ଏ.): ବାଲେଶ୍ୱର ଜିଲାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭୋଗରାଇ ଗ୍ରାମ ଉଚ୍ଚ ଶିକ୍ଷା ପ୍ରତିଷ୍ଠାନ(ଆର୍ଆଇଏଚ୍ଏସ୍) ମହାବିଦ୍ୟାଳୟରେ ସୋମବାର ଛାତ୍ର ଅଶାନ୍ତି ଦେଖାଦେଇଛି। ମହାବିଦ୍ୟାଳୟର ଯୁକ୍ତ ୩ ଶେଷବର୍ଷ ବାଣିଜ୍ୟ ଶ୍ରେଣୀର ଜଣେ ଛାତ୍ର ଅନ୍ୟ ଛାତ୍ରୀଛାତ୍ରଙ୍କୁ ଅଶାଳୀନ ମନ୍ତବ୍ୟ ଦେବା ସହ...
ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ଲୁଟ୍ ପାଇଁ ଗୁଳିମାଡ଼: ଟଙ୍କା ବଦଳରେ ଖାଲି ବାଗ୍ ନେଇ ଚମ୍ପଟ
ଚଣ୍ଡିଖୋଲ, ୧।୩ (ଡି.ଏନ୍.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବୈରୀ ଥାନା ଅଧୀନ ନେଳିଆ ଠାରେ ପେଟ୍ରୋଲ ପମ୍ପର କର୍ମଚାରୀମାନେ ବ୍ୟାଙ୍କରେ ଜମା କରିବାକୁ କାରରେ ଯାଉଥିଲେ। ତେବେ ୩ ଦୁର୍ବୃତ୍ତ ହେଲମେଯ୍...
ଲାଞ୍ଚ ନେଇ ଧରାପଡ଼ିଲେ ଏସ୍ଡିଏମ୍ଓ
ଭୁବନେଶ୍ୱର, ୧।୩(ବ୍ୟୁରୋ): ରେଢ଼ାଖୋଲ ଉପଖଣ୍ଡ ଚିକିତ୍ସା ଅଧିକାରୀ (ଏସ୍ଡିଏମ୍ଓ)ସୋମବାର ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ହେଲେ ଡାକ୍ତର ବିପିନ ସାହୁ । ଡାକ୍ତର ସାହୁ ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କୁ ଅସ୍ତ୍ର୍ରୋପଚାର ପାଇଁ ୫୫୦୦ଟଙ୍କା ଲାଞ୍ଚ ମାଗିଥିଲେ।...
Archives


