ଆମ ଜିଲା ଖବର

‘ପର୍ଯ୍ୟଟନ ବିକାଶ ପାଇଁ ଖୁବ୍‌ଶୀଘ୍ର ମାଷ୍ଟରପ୍ଲାନ୍‌’

ଢେଙ୍କାନାଳ ଅଫିସ, ୧୨।୬ ଢେଙ୍କାନାଳର ପର୍ଯ୍ୟଟନସ୍ଥଳୀର ବିକାଶ ପାଇଁ ଖୁବ୍‌ଶୀଘ୍ର ମାଷ୍ଟର ପ୍ଲାନ୍‌ କରାଯିବ। ଜନପ୍ରତିନିଧି, ଜିଲାପାଳ, ରାଜ୍ୟସ୍ତରୀୟ ସଚିବମାନଙ୍କ ସହ ଏ ନେଇ ଆଲୋଚନା କରାଯିବ। ଏହାପରେ ପର୍ଯ୍ୟାୟକ୍ରମେ ପର୍ଯ୍ୟଟନସ୍ଥଳୀର ଉନ୍ନତୀକରଣ ହେବ। ସମସ୍ତଙ୍କ ସହଯୋଗରେ ଓଡ଼ିଆ ଭାଷା ଓ…

ଜିଲାର ଉନ୍ନତି ପାଇଁ ପ୍ରସ୍ତୁତ ହେଲା ଭିଜନ ବାଲେଶ୍ୱର ୨୦୩୦

ବାଲେଶ୍ୱର ଅଫିସ, ୧୨।୬ ବାଲେଶ୍ୱର ସହରସ୍ଥିତ ଟେକ୍‌ନିକାଲ ପଡିଆ ଛକରେ ଥିବା ଏକ ଘରୋଇ ହୋଟେଲ ସମ୍ମିଳନୀ କକ୍ଷରେ ସାମାଜିକ ସଙ୍ଗଠନ ଫ୍ୟୁଚର ବାଲେଶ୍ୱର ପକ୍ଷରୁ ଜିଲାର ସାମଗ୍ରିକ ବିକାଶ ପାଇଁ ବରିଷ୍ଠ ନାଗରିକଙ୍କ ଅଭିଜ୍ଞତା, ଅନୁଭୂତି ଓ ଉପଦେଶ ଗ୍ରହଣ…

ସମୀକ୍ଷା କଲେ କେନ୍ଦ୍ରୀୟ ପ୍ରତିନିଧି

ବାରିପଦା ଅଫିସ,୧୨।୬ କେନ୍ଦ୍ର ସରକାରଙ୍କ ଆଦିବାସୀ ମନ୍ତ୍ରଣାଳୟ ପକ୍ଷରୁ ଏକ ତିନିଜଣିଆ ପ୍ରତିନିଧି ଦଳ ଶନିବାର ମୟୂରଭଞ୍ଜ ଜିଲା ଗସ୍ତରେ ଆସି ମିଶନ ଜୀବିକା ଓ ମିଶନ ସୁବିଦ୍ୟା ଯୋଜାନର ସମୀକ୍ଷା କରିଛନ୍ତି। ଏଥିରେ ଆଦିବାସୀ ମନ୍ତ୍ରଣାଳୟର ଉପସଚିବ ମନୋଜ କୁମାର…

ଓମ୍ବାଡସି ସିଇଓଙ୍କ ଦୁଇଦିନିଆ କେନ୍ଦୁଝର ଗସ୍ତ

କେନ୍ଦୁଝର, ୧୨।୬(ଡି.ଏନ୍‌.ଏ.) ଓଏମ୍‌ବିଏଡିସି (ଓଡ଼ିଶା ମିନେରାଲ ବିୟରିଂ ଏରିଆସ୍‌ ଡେଭଲପମେଣ୍ଟ କର୍ପୋରେଶନ) ସିଇଓ ଜି. ରାଜେଶ ଦୁଇଦିନିଆ କେନ୍ଦୁଝର ଗସ୍ତରେ ଆସି ଶୁକ୍ରବାର ଜିଲା ମୁଖ୍ୟ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବାୟୁ ପ୍ରଦୂଷଣ ଯାଞ୍ଚ କରିବାକୁ ଲାଗିଥିବା ସିଏଏକ୍ୟୁଏମ୍‌ଏସ୍‌ ପରିଦର୍ଶନ…

ବଜାରରେ ଦେଶୀ ଆମ୍ବର ପସରା

କେନ୍ଦୁଝର, ୧୨।୬ (ସ୍ବ.ପ୍ର) ଜଙ୍ଗଲ ମଣିଷକୁ ବଞ୍ଚିବା ପାଇଁ ସବୁ କିଛି ଦେଇଛି ା ଖାଦ୍ୟ ପାଇଁ ବିଭିନ୍ନ ଋତୁରେ ବିଭିନ୍ନ ପ୍ରକାରର ଫଳମୂଳ ଆଦି ଜଙ୍ଗଲରୁ ମିଳିଥାଏ। ସେଥିମଧ୍ୟରୁ ଆମ୍ବ ଅନ୍ୟତମ। ତାହା ପୁଣି ଦେଶୀ। ଏହି ଆମ୍ବର ଚାହିଦା…

ଜାତୀୟ ରାଜପଥରେ ଗୃହପାଳିତ ପ୍ରାଣୀଙ୍କ ଅବାଧ ବିଚରଣ

  ବାରିପଦା ଅଫିସ, ୧୨।୬ ସଡ଼କ ଦୁର୍ଘଟଣାକୁ ଏଡାଇବା ନିମନ୍ତେ କେନ୍ଦ୍ର ଓ ରାଜ୍ୟ ସରକାର ବ୍ୟାପକ ପଦକ୍ଷେପ ଗ୍ରହଣ କରୁଛନ୍ତି। ମାତ୍ର ଜାତୀୟ ରାଜପଥ ନିର୍ମାଣକାରୀ ସଂସ୍ଥାର ଅବହେଳା ଓ ବିଳମ୍ବ କାରଣରୁ ପ୍ରତିଦିନ ଦୁର୍ଘଟଣାରେ ଜୀବନହାନି ଘଟୁଛି। ଜାତୀୟ…

ପୁଣି ରାଜ୍ୟରେ ୧୯ କରୋନା ପଜିଟିଭ୍‌ ଚିହ୍ନଟ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ ରବିବାର ୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୧୧ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

ବର୍ଷା ପୂର୍ବରୁ ସରିବ ଡ୍ରେନ୍‌ ସଫେଇ

ଖୋର୍ଦ୍ଧା ଅଫିସ,୧୨।୬: ଖୋର୍ଦ୍ଧା ସହରରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ସହରରେ ରହିଥିବା ଡ୍ରେନ୍‌ ସଫା ନ ହେବାରୁ ତାହା ପୋତି ହୋଇଗଲାଣି। ବର୍ଷାଦିନ ପୂର୍ବରୁ ଡ୍ରେନ୍‌ ସଫା ନ ହେଲେ କୃତ୍ରିମ ବନ୍ୟା ସୃଷ୍ଟିହେବା ସମ୍ଭାବନା ରହିଥିବା ନେଇ ଖବର…

ରଥଯାତ୍ରା ପାଇଁ ପାର୍କିଂ ଟେଣ୍ଡରରେ ପାତରଅନ୍ତର

ପୁରୀ ଅଫିସ,୧୨।୬: ରଥଯାତ୍ରା ପାଇଁ ପାର୍କିଂ, ଜୋତାଷ୍ଟାଣ୍ଡ ଓ ଉଠା ଦୋକାନୀଙ୍କଠାରୁ ଶୁଳ୍କ ଆଦାୟ କରିବା ପାଇଁ ପୁରୀ ମ୍ୟୁନିସିପାଲିଟି ଟେଣ୍ଡର ବିଜ୍ଞପ୍ତି ପ୍ରକାଶ କରିଛି। ତେବେ ଟେଣ୍ଡର ଡକାଯିବା ପୂର୍ବରୁ ମ୍ୟୁନିସିପାଲିଟି କର୍ତ୍ତୃପକ୍ଷ ପାତରଅନ୍ତର କରି ଟେଣ୍ଡର ବାଣ୍ଟୁଥିବା ଅଭିଯୋଗ…

ଆକାଉଣ୍ଟକୁ ଫେରିଲା ୮.୬୦ ଲକ୍ଷ ଟଙ୍କା

ରାଉରକେଲା ଅଫିସ,୧୨।୬: ରାଉରକେଲା ଛେଣ୍ଡ ସ୍ଥିତ ଏଲ୍‌. ବ୍ଲକର ଜଣେ ବ୍ୟକ୍ତି ସାଇବର ଠକେଇର ଶିକାର ହୋଇଥିଲେ। ଏ ନେଇ ରାଉରକେଲା ସାଇବର ଥାନାରେ ଅଭିଯୋଗ ହୋଇଥିଲା। ସାଇବର ପୋଲିସ ତଦନ୍ତ କରିବା ପରେ ଉକ୍ତ ବ୍ୟକ୍ତି ଜଣକ ୮ଲକ୍ଷ ୬୦…

‘ଗୁଣାତ୍ମକ ଶିକ୍ଷାରେ ଦେଶର ବିକାଶ’

ଜଟଣୀ,୧୨।୬(ଡି.ଏନ୍‌.ଏ.): ଭୁବନେଶ୍ୱର ଆଇଆଇଟି ପରିସରରେ ଶନିବାର ନୂତନ କେନ୍ଦ୍ରୀୟ ବିଦ୍ୟାଳୟର ଉଦ୍‌ଘାଟନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି କେନ୍ଦ୍ରୀୟ ବିଦ୍ୟାଳୟ ଏବେ ଅସ୍ଥାୟୀ କ୍ୟାମ୍ପସରେ ଚାଲିବ। ଏହାସହ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଏହି କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ ନିର୍ମାଣ…

ତାଲିକାରେ ନାହିଁ ଅନେକ ନାମ

ଯାଜପୁର ଅଫିସ,୧୨।୬: ରାଜ୍ୟରେ ନକଲି ବିଇଡି/ସିଟି ଡିଗ୍ରୀଧାରୀ ଏବଂ ଆଦିବାସୀ ପ୍ରମାଣପତ୍ରରେ ଚଞ୍ଚକତା କରି ନିଯୁକ୍ତି ପାଇଥିବା ଶିକ୍ଷୟିତ୍ରୀ, ଶିକ୍ଷକ ଧୀରେ ଧୀରେ ଚିହ୍ନଟ ହେଉଛନ୍ତି। ଅଦ୍ୟାବଧି ୨୫ ଶିକ୍ଷା ଜିଲାରେ ୪୯୮ଜଣ ନକଲି ଶିକ୍ଷକ ଧରାପଡ଼ିଲେଣି। ଏହି ସଂଖ୍ୟା ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?