କଣ୍ଟେନ୍ମେଣ୍ଟ ଜୋନ୍ରେ ଭିସୁଟ୍ର ୧୧ ହଷ୍ଟେଲ
ସମ୍ବଲପୁର,୧।୩ (ବ୍ୟୁରୋ): ସମ୍ବଲପୁର ଜିଲାର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍)ରେ କୋଭିଡ୍ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଜିଲା ପ୍ରଶାସନ ପକ୍ଷରୁ କ୍ୟାମ୍ପସ ପରିସରରେ ଥିବା ୧୧ଟି ହଷ୍ଟେଲକୁ ରବିବାର କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା...
ଇକୋ ରିଟ୍ରିଟ୍ରେ ନିଆଁ
ନରସିଂହପୁର (ସ୍ବ.ପ୍ର.)/ଭୁବନେଶ୍ୱର,୧।୩(ବ୍ୟୁରୋ): କଟକ ଜିଲା ନରସିଂହପୁର ବ୍ଲକ ବାଲିପୁଟସ୍ଥିତ ସାତକୋଶିଆ ଇକୋ ରିଟ୍ରିଟ୍ରେ ରବିବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟି ୩ ବିଳାସପୂର୍ଣ୍ଣ ଟେଣ୍ଟ ଜଳିଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ିଯାଇଛି। ସେଥିମଧ୍ୟରୁ ଗୋଟିଏ ଟେଣ୍ଟରେ ଶନିବାର ରାତ୍ରିଯାପନ...
ଶ୍ରମିକଙ୍କ ସହ ମାଟି ବୋହିଲେ ପ୍ରକଳ୍ପ ନିର୍ଦ୍ଦେଶକ
ଭଦ୍ରକ ଅଫିସ,୧।୩-ମୁଣ୍ଡରେ ପଗଡ଼ି ବାନ୍ଧି ଝୁଡ଼ିରେ ମାଟି ବୋହିଲେ ଭଦ୍ରକ ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାସ। ଶ୍ରମିକମାନଙ୍କୁ ଉତ୍ସାହିତ କରିବା ପାଇଁ ପ୍ରକଳ୍ପ ନିର୍ଦ୍ଦେଶକ ଦାସ ସେମାନଙ୍କ ସହ ମିଶି କାମ କଲେ। ଧାମରା ପଞ୍ଚାୟତ ଝାଡ଼କଟା ଗ୍ରାମ୍ୟ ରାସ୍ତାରେ...
ଆକର୍ଷଣ ହରାଉଛି ଡଗରା ବେଳାଭୂମି
ବାଲିଆପାଳ,୧ା୩-ବଙ୍ଗୋପସାଗର କୂଳରେ ଥିବା ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ଡଗରା ବେଳାଭୂମିର ବିକାଶ ଲାଗି ଆଖିଦୃଶିଆ ପଦକ୍ଷେପ ନିଆଯାଉନାହିଁ। ଫଳରେ ଏହା ଧୀରେ ଧୀରେ ଆକର୍ଷଣ ହରାଇବାରେ ଲାଗିଛି। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଏହି ବେଳାଭୂମିରେ ଅମାନିଆ ପର୍ଯ୍ୟଟକଙ୍କ ଅବାଧ...
ଜଙ୍ଗଲ ସୁରକ୍ଷାରେ ୧୧୦ ପରିବାର
ବାରିପଦା ଅଫିସ,୧।୩- ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ଜାରକାଣୀ ପଞ୍ଚାୟତ ଇଟାମୁଣ୍ଡିଆ ଗ୍ରାମର ୧୧୦ ପରିବାର ଉଜୁଡ଼ା ଜଙ୍ଗଲକୁ ସବୁଜିମାରେ ଭରପୁର କରି ସମାଜକୁ ଦେଇଛନ୍ତି ସୁସ୍ଥ ପରିବେଶର ବାର୍ତ୍ତା। ଏହାର ମଙ୍ଗ ଧରିଛନ୍ତି ୬୪ ବର୍ଷୀୟ ଗୋପୀନାଥ...
ଫେକ୍ ଆଇଡ଼ିରୁ ମହିଳାଙ୍କୁ ଅଶ୍ଳୀଳ ଭିଡିଓ ପଠାଉଥିଲେ, ଯୁବନେତାଙ୍କୁ ଧରିଲା ପୋଲିସ
ବ୍ରହ୍ମପୁର ଅଫିସ,୧ା୩: ଜନୈକା ମହିଳାଙ୍କୁ ଅଶ୍ଳୀଳ ଭିଡିଓ ପଠାଇ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ ଶିବରାମ ଜେନା (୨୯) । ପୋଲିସ ତାଙ୍କ ନିକଟରୁ ଏକ ମୋବାଇଲ୍ ଫୋନ ଜବତ କରିଛି। ମୋବାଇଲ ଯାଞ୍ଚ ବେଳେ ସେ...
ପଥର ଖାଦାନରେ ବିସ୍ଫୋରଣ
ଲଖନପୁର,୨୮।୨: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ସେନାମାଲ ପଥର ଖାଦାନରେ ବିସ୍ଫୋରଣ ଘଟି ଜଣେ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବାଦିମାଲ ଗ୍ରାମର ହରେକୃଷ୍ଣ ଭୋଇ(୩୬)। ଖବର ପାଇ ବନହରପାଲି ଥାନା ଓ କୁମ୍ଭାରବନ୍ଧ ଫାଣ୍ଡି ପୋଲିସ ବେଲପାହାଡ...
ସୀମାନ୍ତବାସୀଙ୍କୁ ଭେଟି ସମସ୍ୟା ବୁଝିଲେ ଜିଲାପାଳ
ବରଗଡ଼ ଅଫିସ,୨୮।୨- ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ରବିବାର ପଡୋଶୀ ଛତିଶଗଡ଼ ରାଜ୍ୟକୁ ଲାଗି ରହିଥିବା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଶିକାରିପାଲି, ଭଏଁଷାଦର୍ହା, ବଡ଼ ଅନକି ଆଦି ସୀମାନ୍ତବର୍ତ୍ତୀ ଗାଁ ଗସ୍ତ କରିଥିଲେ। ଏହି ଅବସରରେ ଜିଲାପାଳ ସୀମାନ୍ତବାସୀଙ୍କୁ ଭେଟି...
ଏମିତି କ’ଣ ହେଲା ବରକୁ ବନ୍ଧକ ରଖିଲେ କନ୍ୟାଘର ଗ୍ରାମବାସୀ
ବୌଦ୍ଧ,୨୮ା୨: ବରଯାତ୍ରୀଙ୍କ ମଧ୍ୟରୁ କେତେଜଣ ଯୁବକଙ୍କ ଦୁର୍ବ୍ୟବହାର ପାଇଁ ଶେଷରେ ବନ୍ଧକ ରହିଲେ ବର। ଏଭଳି ଅଭିଯୋଗ ପାଇ ବୌଦ୍ଧ ଆଦର୍ଶ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ବରକୁ ଉଦ୍ଧାର କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ପୋଲିସ...
ପ୍ରଶାସନ ନ ଶୁଣିବାରୁ ଛତିଶଗଡ଼ ମୁହାଁ ହେଲେ ସୀମାନ୍ତବାସୀ
ବରଗଡ଼ ଅଫିସ୍,୨୮।୨: ଛତିଶଗଡ଼ ସୀମାନ୍ତ ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଚର୍ଦ୍ଦାପାଲି ଗ୍ରାମକୁ ମୌଳିକ ସୁବିଧା ସୁଯୋଗ ଅପହଞ୍ଚ ହୋଇପଡ଼ିଛି। ଅଞ୍ଚଳବାସୀଙ୍କୁ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ଆଦି ସେବା ଠିକ୍ ଭାବେ ମିଳିପାରୁନାହିଁ। ଏଭଳି ଅଭିଯୋଗ ନେଇ ବାରମ୍ବାର...
ସରକାରୀ କର୍ମଚାରୀଙ୍କ ଘରୁ ମିଳିଲା ୭ କୁଇଣ୍ଟାଲ ଗଞ୍ଜେଇ
ଉମରକୋଟ,୨୮।୨: ଉମରକୋଟ ପୋଲିସ ଗଞ୍ଜେଇ ରଖିବା ଅଭିଯୋଗରେ ୪ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଚାନ୍ଦିୟାବେଡା ଗ୍ରାମର ରବି ନାରାୟଣ ସମରଥ ତାଙ୍କ ଭାଇ ରମାକାନ୍ତ ସମରଥ, ସୁବାସ ଚନ୍ଦ୍ର ମାଝି ଓ ଝରିଗାଁର ବାସୁଦେବ ନାୟକ। ଅଭିଯୁକ୍ତଙ୍କ...
୧ ଲକ୍ଷ ଟଙ୍କା ଚାନ୍ଦା ମାଗି ଧରାପଡ଼ିଲେ ନକଲି ମାଓବାଦୀ
ଭବାନୀପାଟଣା,୨୮।୨: ଭବାନୀପାଟଣା ସହରର ଜଣେ ବ୍ୟବସାୟୀଙ୍କୁ ୧ ଲକ୍ଷ ଟଙ୍କା ଚାନ୍ଦା ମାଗି ଜଣେ ନକଲି ମାଓବାଦୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ବ୍ୟକ୍ତି ଜଣକ ହେଲେ ରାୟଗଡ଼ା ଜିଲା ବିଷମକଟକ ଥାନା ଝିଗିରି ଗ୍ରାମର...
Archives


