୮୦ଦିନ ଧରି ମହିଳାଙ୍କୁ ବଳାତ୍କାର
ଜଳେଶ୍ୱର, ୭ା୫(ଡି.ଏନ.ଏ.): ଶାଶୁଘର ଲୋକଙ୍କ ଚକ୍ରାନ୍ତରେ ଫଶିଯାଇଛନ୍ତି ଜଣେ ମହିଳା। ସଂଖ୍ୟାଲଘୁ ସମ୍ପ୍ରଦାୟର ଜଣେ ତାନ୍ତ୍ରିକଙ୍କ ଦ୍ୱାରା ମହିଳାଙ୍କୁ ଅପହରଣ କରାଯାଇ ଏକ ପରିତ୍ୟକ୍ତ ଘରେ ୮୦ ଦିନ ଧରି ବଳାତ୍କାର କରାଯିବା ଘଟଣା ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅଞ୍ଚଳରେ…
ବ୍ରଜରାଜନଗର ଉପନିର୍ବାଚନ: କଂଗ୍ରେସର ପ୍ରାର୍ଥୀ ହେବେ କିଶୋର ପଟେଲ
ଝାରସୁଗୁଡା ଅଫିସ୍,୬।୫: ବ୍ରଜରାଜନଗର ଉପନିର୍ବାଚନରେ କଂଗ୍ରେସ ଦଳର ଆଶାୟୀ ପ୍ରାର୍ଥୀଙ୍କୁ ନେଇ ଚାଲିଥିବା ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଏଥିନେଇ ରାଜ୍ୟସ୍ତରୀୟ ଚୟନ କମିଟି ଶୁକ୍ରବାର ସର୍ବସମ୍ମତିକ୍ରମେ ଦଳର ବରିଷ୍ଠନେତା ତଥା ପୂର୍ବତନ ବାଚସ୍ପତି କିଶୋର ପଟେଲଙ୍କ ନାମ ଘୋଷଣା କରିଛି।…
କ୍ରାଇମ୍ବ୍ରାଞ୍ଚ ଏଡିଜି ଭାବେ ଦାୟିତ୍ୱ ନେଲେ ଅରୁଣ ବୋଥ୍ରା
କଟକ ଅଫିସ, ୬ା୫- କ୍ରାଇମବ୍ରାଞ୍ଚ ଏଡିଜି ଭାବେ ୧୯୯୬ ବ୍ୟାଚ୍ର ଆଇପିଏସ୍ ଅଫିସର ଅରୁଣ ବୋଥ୍ରା ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। କଟକସ୍ଥିତ କ୍ରାଇମବ୍ରାଞ୍ଚ ମୁଖ୍ୟ କାର୍ଯ୍ୟାଳୟରେ ଏଡିଜି ସଞ୍ଜୀବ ପଣ୍ଡା ତାଙ୍କୁ ଏହି ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ଏହି ଅବସରରେ…
ଗାଡ଼ି ଯାଞ୍ଚ ବେଳେ ଜବତ ହେଲା ଗଞ୍ଜେଇ
ଏମ୍ଭି-୭୯,୬।୫(ଡି.ଏନ୍.ଏ.): ମାଲାକାନଗିରି ଜିଲା କାଲିମେଳା ବ୍ଲକ ଅଧୀନ ଏମ୍ଭି-୭୯ ଥାନା ସମ୍ମୁଖରେ ଗାଡ଼ି ଯାଞ୍ଚ ବେଳେ ଗଞ୍ଜେଇ ଜବତ ହୋଇଛି। ଏକ ବାଇକ୍(ଓଡି୩୩ଏଡି-୩୧୭୭)ରେ ୨ଜଣ ଯୁବକ ଏକ ବସ୍ତାରେ ଗଞ୍ଜେଇ ନେଇ ଯାଉଥିବା ବେଳେ ପୋଲିସ ଯାଞ୍ଚ ସେମାନଙ୍କୁ ଧରିଥିଲା। ପୋଲିସ…
ଜବରଦଖଲ ଉଚ୍ଛେଦ ନେଇ ତାତିଲେ ଗ୍ରାମବାସୀ
କୋରାପୁଟ,୬ା୫(ସ୍ବ.ପ୍ର.): କୋରାପୁଟ ଜିଲା ଲମତାପୁଟ ବ୍ଲକର ବ୍ରାହ୍ମଣୀପୁଟ ଗ୍ରାମାଞ୍ଚଳରେ ବେଆଇନ ଭାବେ କେତେକ ବ୍ୟକ୍ତି ସରକାରୀ ଜମିକୁ ଜବରଦଖଲ କରି ଦୋକାନ ଓ ଗୃହ ନିର୍ମାଣ କରି ଅସାମାଜିକ କାର୍ଯ୍ୟ ଚଳାଇଛନ୍ତି। ଏହାକୁ ଉଚ୍ଛେଦ କରିବା ପାଇଁ ଗ୍ରାମବାସୀ ଜିଲାପାଳଙ୍କ ଦ୍ୱାରସ୍ଥ…
କାଳବୈଶାଖୀରେ ଭାଙ୍ଗିଲା ଘର, ଉଡ଼ିଲା ଆଜ୍ବେଷ୍ଟସ୍
କୋରୁକୋଣ୍ଡା,୬।୫(ଡି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ସଦର ସମେତ ଆଖପାଖ ପଞ୍ଚାୟତରେ କାଳବୈଶାଖୀରେ ଝଡ଼ତୋଫା ହୋଇ ବ୍ୟାପକ କ୍ଷୟକ୍ଷତି ହୋଇଛି। ଜୋରରେ ପବନ ବହିବା ଯୋଗୁ ଅଞ୍ଚଳର ବିଭିନ୍ନ ସ୍ଥାନରେ ଗଛ ପଡ଼ି ରାସ୍ତା ଅବରୋଧ ହୋଇଛି । ସେହିପରି କୋରୁକୋଣ୍ଡା ବ୍ଲକ…
୯ରେ ରେଳରୋକୋ ନିଷ୍ପତ୍ତି
ରୂପସା,୬।୫(ଡି.ଏନ୍.ଏ.): ଦକ୍ଷିଣ ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅଧୀନ ବାଲେଶ୍ୱର ଜିଲା ହଳଦୀପଦା ରେଳଷ୍ଟେଶନ ସମସ୍ୟାର ସମାଧାନ ହୋଇପାରୁ ନାହିଁ। ଦାବି ପୂରଣ ଦିଗରେ ବିଭାଗୀୟ କର୍ତ୍ତୃପକ୍ଷ ଅଣଦେଖା କରୁଥିବାରୁ ସାଧାରଣରେ ଅସନ୍ତୋଷ ଲାଗ ିରହିଛି। ପ୍ରତିବାଦରେ ଆସନ୍ତା ୯ ତାରିଖରେ…
ଚିଲିକାରେ ଯାତ୍ରୀବାହୀ ଡଙ୍ଗା ଚଳାଚଳ ବନ୍ଦ
ଖୋର୍ଦ୍ଧା,୬।୫(ଡି.ଏନ୍.ଏ.): ଚିଲିକାରେ ଗୁରୁବାର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଥିଲା। ଏହାକୁ ନେଇ ସ୍ଥାନୀୟ ପ୍ରଶାସନ ତତ୍ପର ହୋଇ ଉଠିଛି। ବାତ୍ୟା ଆଶଙ୍କା ନ ଟଳିବା ପର୍ଯ୍ୟନ୍ତ ଚିଲିକାରେ ଯାତ୍ରୀବାହୀ ଡଙ୍ଗା ଚଳାଚଳକୁ ସମ୍ପୂର୍ଣ୍ଣ ରୂପେ ବନ୍ଦ କରାଯାଇଛି । ଏ ନେଇ…
୩୫ ଲକ୍ଷ ଭତ୍ତା ଟଙ୍କା ଆତ୍ମସାତ, ୮ଜଣଙ୍କୁ ରିପୋର୍ଟ ମାଗିଲା ଭିଜିଲାନ୍ସ
କେସିଙ୍ଗା,୬।୫(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦିବ୍ୟାଙ୍ଗ, ବିଧବା ଏବଂ ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ଆତ୍ମସାତ ହୋଇଥିବା ଜଣାପଡ଼ିଛିି। ଏ ନେଇ କଳାହାଣ୍ଡି ଭିଜିଲାନ୍ସ ପକ୍ଷରୁ ବ୍ଲକରେ କାର୍ଯ୍ୟରତ ୮ କର୍ମଚାରୀଙ୍କ ରିପୋର୍ଟ ମାଗିଛି। ଏହାକୁ ନେଇ ବ୍ଲକ କାର୍ଯ୍ୟାଳୟରେ ଚାଞ୍ଚଲ୍ୟ…
କନିଷ୍ଠ ଯନ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: କପା କିଆରୀରେ ପଡ଼ିଥିଲା ମୃତଦେହ
ବଲାଙ୍ଗୀର ଅଫିସ/ପାଟଣାଗଡ଼,୬।୫(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ସୁରେଶ ଚନ୍ଦ୍ର ବେହେରା (୫୪)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ପାଟଣାଗଡ଼-ବନକାବିହାର ରାସ୍ତାକଡ଼ ଏକ କପା କିଆରୀରେ କନିଷ୍ଠ ଯନ୍ତ୍ରୀ ବେହେରାଙ୍କ ମୃତଦେହ ପଡ଼ିଥିବା ଖବର ମିଳିବା ପରେ…
ବ୍ରଜରାଜନଗର ଉପନିର୍ବାଚନ: ଆଶାୟୀଙ୍କ ମଧ୍ୟରେ ରହିଛି ନୂଆମୁହଁ
ଝାରସୁଗୁଡ଼ା ଅଫିସ,୬ା୫: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ତତ୍ପରତା ଦେଖାଦେଇଛି। ଅନ୍ୟପକ୍ଷେ ଦଳୀୟ ଆଶାୟୀ ପ୍ରାର୍ଥୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଆଶାୟୀ ବାୟୋଡାଟା ସହ ଦଳୀୟ…
ଶ୍ୱଶୁର ଘରେ ସ୍ତ୍ରୀଙ୍କୁ ହତ୍ୟା କରି ସ୍ବାମୀ ଫେରାର
ସମ୍ବଲପୁର,୬।୫(ବ୍ୟୁରୋ): ସାତ ଜନମକୁ ସାଥୀ ହେବାକୁ କଥା ଦେଇ ଯେଉଁ ହାତ ଧରିଥିଲେ ସେହି ହାତରେ ସ୍ତ୍ରୀଙ୍କୁ ପଥର ଛେଚି ହତ୍ୟା କରିଛନ୍ତି ସ୍ବାମୀ। ଏପରି ଏକ ଅଭାବନୀୟ ଘଟଣା ଘଟିଛି ସମ୍ବଲପୁର କ୍ଷେତରାଜପୁର ଥାନା ଅନ୍ତର୍ଗତ ବେହେରାମୁଣ୍ଡା ଗାଁ ରେ।…

