ଆମ ଜିଲା ଖବର

ଗରିବ ଛାତ୍ରଙ୍କୁ ବହି ବାଣ୍ଟିଲେ ଜିଲାପାଳ

ପୁରୁଷୋତ୍ତମପୁର,୨୮।୨(ଡିଏନଏ): ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ଜଉଗଡ଼ ମହୋତ୍ସବର ତଦାରଖ ଲାଗି ଯାଇଛନ୍ତି। ଏହି ସମୟରେ ଅଞ୍ଚଳର ଗରିବ ଶ୍ରେଣୀର ଛାତ୍ରଙ୍କୁ ବିଭିନ୍ନ ପ୍ରକାରର ବହି ବଣ୍ଟନ କରିଛନ୍ତି। ଏଭଳି କାର୍ଯ୍ୟ କରି ଜିଲାପାଳ ଏକ ଉଦାହରଣ...

ମହିଳାଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ବାପା

ଖୋର୍ଦ୍ଧା ଅଫିସ୍‌,୨୮।୨: ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ପଲ୍ଲାରୁ ଜଣେ ବିବାହିତ ମହିଳାଙ୍କ ମୃତଦେହ ଜବତ ହୋଇଛି। ସେ ହେଲେ ଶ୍ରଦ୍ଧାଞ୍ଜଳି ରାଉତରାୟ(୨୫)। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ଲାଗି ଜିଲା ମୁଖ୍ୟ ଚିିତ୍ସାଳୟକୁ ପଠାଇଛି।...

ଲ୍ୟାମ୍ପ କର୍ମଚାରୀଙ୍କୁ କାର୍ଯ୍ୟଳୟରେ ତାଲା ପକାଇ ଧାରଣାରେ ବସିଲେ ଚାଷୀ

ପାଟଣା,୨୮।୨(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ସମବାୟ ସମିତି କେନ୍ଦେଇ ପଶି ଶାଖା ଅଧୀନର ୨୨ ଜଣ ଚାଷୀ ଧାନ ବିକ୍ରିକରି ନ ପାରିବାରୁ ଲ୍ୟାମ୍ସ ସମ୍ମୁଖରେ ଧାନ ବସ୍ତା ରଖି ଧାରଣା ରେ ବସିଛନ୍ତି। ଏଥି ସହ ଉତ୍ତ୍ୟକ୍ତ...

କୃଷି ଆଇନକୁ ବିରୋଧ, ଉଲଗୁଲାନ୍‌ ଶପଥ ଯାତ୍ରାରେ ଭୁବନେଶ୍ବର ବାହାରିଲେ ଚାଷୀ

ବରଗଡ଼ ଅଫିସ,୨୮।୨: କେନ୍ଦ୍ରସରକାରଙ୍କ ୩ ନୂଆ କୃଷି ଆଇନ୍‌କୁ ନେଇ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ବିରୋଧ ଜାରି ରହିଛି। ଏହି କ୍ରମରେ ରବିବାର ବୀର ସୁରେନ୍ଦ୍ର ସାଏଙ୍କ ବଳିଦାନ ଦିବସ ଅବସରରେ ପଶ୍ଚିମ ଓଡ଼ିଶା କୃଷକ ସଂଗଠନ ସମନ୍ବୟ ସମିତିର...

ବେଆଇନ ଇଟାଭାଟି ଭାଙ୍ଗିଲେ ତହସିଲଦାର

ପୁରୁଷୋତ୍ତମପୁର,୨୮।୨(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ରାଜସ୍ବ ଫାଙ୍କି ବେଆଇନ ଭାବରେ ଇଟାଭାଟି କରି ପରିବେଶକୁ ପ୍ରଦୂଷଣ କରିବାରେ ଲାଗିଛନ୍ତି। ଏହାକୁ ନେଇ ୪୦ ଜଣ ଇଟାଭାଟି ମାଲିକଙ୍କୁ ଜରିମାନା ଧାର୍ଯ୍ୟ କରାଯାଇଛି। ମାତ୍ର ଏହାକୁ କିଛି ମାଲିକ...

ଜେଲରୁ ୨ କଏଦୀ ଫେରାର

ଆର.ଉଦୟଗିରି,୨୮।୨(ଡି.ଏନ୍‌.ଏ.): ଗଜପତି ଜିଲା ଆର.ଉଦୟଗିରି ସବ୍‌ଜେଲରୁ ଶନିବାର ୨ କଏଦୀ ଚମ୍ପଟ୍‌ ମାରିଥିଲେ। ସେମାନେ ହେଲେ ଅଡ଼ବା ଗ୍ରାମର କରୁଣାକର ଗମାଙ୍ଗ ଏବଂ ପୁରୀ ଜିଲା ବ୍ରହ୍ମଗିରିର ଶରତ କୁମାର ଦେଓ। ଗଞ୍ଜେଇ ଚାଲାଣ ମାମଲା ନଂ. ୫୬/୨୦ ଅନୁଯାୟୀ...

କେବେ ସରିବ ଏହି ରାସ୍ତା ନିର୍ମାଣ, ବଢୁଛି ଅସନ୍ତୋଷ

ଗଞ୍ଜାମ,୨୮।୨(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୯ ନଂ ଓ୍ବାର୍ଡର ବରପଲି ଗ୍ରାମର ମୁଖ୍ୟ ରାସ୍ତା ନିର୍ମାଣ କାର୍ଯ୍ୟ ଅହେତୁକ ବିଳମ୍ବ ଯୋଗୁ ଗ୍ରାମବାସୀଙ୍କ ମଧ୍ୟରେ ଘୋର ଅସନ୍ତୋଷ ପ୍ରକାଶ ପାଇଛି। ଆଉ ମାତ୍ର ଦିନ କେଇଟା ପରେ ଗ୍ରାମରେ ଥିବା...

ଗ୍ରାମବାସୀଙ୍କୁ କାଠପୋଲ ଭରସା

ଗଞ୍ଜାମ,୨୮।୨(ଡି.ଏନ୍‌‌.ଏ.) : ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ପୋଡ଼ମ ପେଟା ଗ୍ରାମର ୪୦୦ରୁ ଊର୍ଦ୍ଧ୍ୱ ମତ୍ସ୍ୟଜୀବୀ ପରିବାର ଯିବା ଆସିବା ପାଇଁ ଏକମାତ୍ର କାଠ ପୋଲ ଭରସା ପାଲଟିଛି। ଗ୍ରାମଟି ସମୁଦ୍ର କୂଳରେ ଅବସ୍ଥିତ ହୋଇଥିବା ବେଳେ ପାଲୁର ସାହେବ...

ବରଗଛରେ ଝୁଲୁଛି ମୃତଦେହ

ବଲାଙ୍ଗୀର ଅଫିସ,୨୮।୨: ବଲାଙ୍ଗୀର ରେଲଓ୍ବେ ଷ୍ଟେଶନ କ୍ଲବ ନିକଟ ଏକ ବରଗଛରେ ରବିବାର ସକାଳେ ଗାମୁଛାରେ ଫାଶୀ ଲଗାଇ ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି। ସମ୍ପୃକ୍ତ ବ୍ୟକ୍ତିଙ୍କ ପରିଚୟ ମିଳିନାହିଁ । କେଉଁ କାରଣରୁ ସେ ଆତ୍ମହତ୍ୟା...

ବ୍ରାହ୍ମଣୀ ନଦୀ ପଠାରୁ ଚାଲିଛି ମାଟି, ବାଲି ଉଠାଣ

ପଟ୍ଟାମୁଣ୍ଡାଇ,୨୮।୨(ସ୍ବ.ପ୍ର.): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀ ପଠାରୁ ପରିବେଶ କ୍ଲିୟରାନ୍ସ ପ୍ରମାଣ ପତ୍ର ନ ଥାଇ ବାଲି ଓ ମାଟି ଉଠାଣ ଚାଲିଛି। ପ୍ରତିଦିନ ଶତାଧିକ ଟ୍ରକରେ ବାଲି ଓ ମାଟି ଉଠାଯାଇ ବିଭିନ୍ନ...

ଆନ୍ଧ୍ର-ଓଡ଼ିଶାର ଅବହେଳିତ ସୀମା ବିବାଦ: କୋଟିଆର କାନ୍ଦ

ଉତ୍କଳର ଯୋଗ୍ୟ ସନ୍ତାନ ନିଜ ଜୀବନକୁ ବାଜି ଲଗାଇ ୧୯୩୬ ଏପ୍ରିଲ ୧ରେ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ଭାବେ ପରିଚୟ ଦେଇଥିଲେ। କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, ଗଞ୍ଜାମ ଓ କୋରାପୁଟ ପରି ୬ ଜିଲାକୁ ନେଇ ଏହାର ରୂପରେଖ...

ଗୁରୁଜଙ୍ଗ ଗୁଳିକାଣ୍ଡ: ମୁଖ୍ୟ ଅଭିଯୁକ୍ତ ଗିରଫ

ଖୋର୍ଦ୍ଧା ଅଫିସ,୨୮।୨: ଗୁରୁଜଙ୍ଗ ଗୁଳିକାଣ୍ଡର ମୁଖ୍ୟ ଅଭିଯୁକ୍ତ କୁମାରବସ୍ତ ଗ୍ରାମର ଦୀପୁ ଓରଫ ଦୀପକ କୁମାର ପ୍ରଧାନଙ୍କୁ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଶନିବାର ଗିରଫ କରିଛି। ତାଙ୍କଠାରୁ ଗୋଟିଏ ପିସ୍ତଲ ଓ ୨ଟି ଜୀବନ୍ତ ଗୁଳି ଜବତ ହୋଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri