ଆମ ଜିଲା ଖବର

ଆକର୍ଷଣ ପାଲଟିଛି ଅଲୋଡ଼ା କୁଞ୍ଜବନ ମଠ

ଖୋର୍ଦ୍ଧା ଅଫିସ,୨୮।୨: କୁହାଯାଏ ଇଚ୍ଛା ଓ ନିଷ୍ଠା ଥିଲେ ସବୁ କିଛି ସମ୍ଭବ। ସଫଳତା ଆପେ ଆପେ ମିଳିଥାଏ। ଏହାର ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି ଦୁଇ ଯୁବବନ୍ଧୁ ସନ୍ତୋଷ କୁମାର ମାନସିଂ ଓ ସୁମନ୍ତ କୁମାର ପ୍ରଧାନ। ଉଭୟଙ୍କ ଅକ୍ଳାନ୍ତ...

ଅଲିଭ୍‌ ରିଡ୍‌ଲେ କଇଁଛ ମୃତ୍ୟୁ ଘଟଣା: ୩ଜଣିଆ କମିଟି ଗଠନ କଲେ ହାଇକୋର୍ଟ

କଟକ ଅଫିସ୍‌,୨୮।୨: କେନ୍ଦ୍ରାପଡ଼ା ଜିଲା ଗହୀରମଥା ମୁହାଣରେ ୮୦୦ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ମୃତ୍ୟୁ ଘଟଣାରେ ନିଜ ଆଡ଼ୁ ଜନସ୍ବାର୍ଥ ମାମଲା ରୁଜୁ କରିଥିବା ହାଇକୋର୍ଟ ଏବେ ଏକ ୩ଜଣିଆ କମିଟି ଗଠନ କରିଛନ୍ତି। ଶୁକ୍ରବାର ମାମଲାର ଶୁଣାଣି କରି...

ଗୋଦାମ ଅଭାବରୁ ଅବ୍ୟବସ୍ଥା: ସ୍ବାଭାବିକ ହୋଇପାରୁନି ଧାନ ସଂଗ୍ରହ

ଯାଜପୁର ଅଫିସ,୨୮।୨: ରାଜ୍ୟରେ ୨୦୨୦-୨୧ ଖରିଫ ବର୍ଷର ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ତେବେ ଧାନସଂଗ୍ରହ ଠିକ୍‌ ଭାବେ ହେଉ ନ ଥିବାରୁ ବିଭିନ୍ନ ମଣ୍ଡିରେ ଶତାଧିକ କୁଇଣ୍ଟାଲ ଧାନବସ୍ତା ପଡ଼ି ରହିଛି। ଏହାକୁ ନେଇ ଚଳିତ ବିଧାନସଭାରେ ବାରମ୍ବାର...

ଜନବସତି ମୁହାଁ ଜଙ୍ଗଲୀ ଜନ୍ତୁ

ଛେଣ୍ଡିପଦା, ୨୮ା୨:  ଶିଳ୍ପ ପାଇଁ ଜଙ୍ଗଲ କଟାଯାଉଛି। ପାହାଡ଼ ଖୋଳି ରାସ୍ତା ନିର୍ମାଣ ହେଉଛି। କାଠ ମାଫିଆ, ଚୋରା ନିଶା ବେପାରୀ ଓ ଜନବସତି ଧୀରେ ଧୀରେ ଜଙ୍ଗଲ ଆଡ଼କୁ ମାଡ଼ି ଚାଲିଥିବାରୁ ବନ୍ୟଜନ୍ତୁଙ୍କ ଜୀବନଶୈଳୀ ପ୍ରଭାବିତ ହେବାରେ ଲାଗିଛି। ସେମାନଙ୍କ...

୮ଜଙ୍ଗଲରେ ନିଆଁ

ବାରିପଦା ଅଫିସ, ୨୮।୨-ମୟୂରଭଞ୍ଜ ଜିଲାର ବିଭିନ୍ନ ଜଙ୍ଗଲରେ ଶନିବାର ନିଆଁ ଲାଗି ବ୍ୟାପକ କ୍ଷତି ହୋଇଛି। ଜଙ୍ଗଲ ସଂଲଗ୍ନ ଗ୍ରାମକୁ ନିଆଁ ବ୍ୟାପିବା ପରେ ଗ୍ରାମବାସୀ ଦମକଳ ବାହିନୀକୁ ଖବର ଦେଇଥିଲେ। ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।...

ନକଲି ଖାଦ୍ୟ ସାମଗ୍ରୀ ପରେ ବିଦେଶୀ ମଦ

ବ୍ରହ୍ମପୁର ଅଫିସ,୨୮।୨: ବ୍ରହ୍ମପୁରରେ ନକଲି ଖାଦ୍ୟ ସାମଗ୍ରୀ ପରେ ଏବେ ନକଲି ବିଦେଶୀ ମଦ କାରଖାନା ଠାବ ହୋଇଛି। ଅବକାରୀ ବିଭାଗ ବଡ଼ବଜାର ଥାନା ଅନ୍ତର୍ଗତ ତୃପ୍ତି ନଗରରେ ଏକ ଘରେ ଚଢ଼ାଉ କରି ବିଭିନ୍ନ ବ୍ରାଣ୍ଡର ନକଲି ବିଦେଶୀ...

ତେଲୁଗୁ ବଦଳରେ ଓଡ଼ିଆ ପଢିବେ ଛାତ୍ରୀଛାତ୍ର

ଚିତ୍ରକୋଣ୍ଡା,୨୮ା୨: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଧୂଳିପୁଟ ପଞ୍ଚାୟତର ଜୁମଡାଙ୍ଗ ଗ୍ରାମକୁ ପୂର୍ବରୁ ବିଇଓ ଗାୟତ୍ରୀ ଦେବୀ ଗସ୍ତକରି ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ଗ୍ରାମର ପିଲାଙ୍କୁ ଶିକ୍ଷାଦାନ ନେଇ ବ୍ୟବସ୍ଥା କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ସେହି ଅନୁସାରେ...

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ବୁଲାଇ ନେବା ବାହାନାରେ ଗର୍ଭ ନଷ୍ଟ

କୁଚିଣ୍ଡା,୨୭ା୨: ବିବାହ ପ୍ରତିଶ୍ରୁତି ଦେଇ ପ୍ରେମିକ ଶାରୀରିକ ସମ୍ପର୍କ ରଖିବା ପରେ ଜଣେ ନାବାଳିକା ଗର୍ଭବତୀ ହୋଇଥିଲେ। ପରେ ନାବାଳିକା ବିବାହ ପାଇଁ ଜିଦି କରିଥିଲେ। ଏହି ପରିସ୍ଥିତିରେ ପ୍ରେମିକ ହୀରାକୁଦ ବୁଲିବା ବାହାନାରେ ଔଷଧ ଦେଇ ନାବାଳିକାଙ୍କ ଗର୍ଭ...

ନବମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର

ସାରସକଣା,୨୭।୨: ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳର ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ ବାପାଙ୍କ ଏତଲାକୁ ଭିତ୍ତି କରି ପୋଲିସ ଏକ ମାମଲା (ନଂ.୩୬/୨୧) ରୁଜୁ କରି ତଦନ୍ତ ଆରମ୍ଭ...

ଖଳାରେ ନିଆଁ ଲାଗି ଜଳିଗଲା ବସ୍ତା ବସ୍ତା ଧାନ

ହିଞ୍ଜିଳିକାଟୁ,୨୭।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ପଳାସି ଗ୍ରାମରେ ଶନିବାର ଅପରାହ୍ନରେ ଗୋଟିଏ ଖଳାରେ ପ୍ରାୟ ୩୫ ବସ୍ତା ଧାନ ଓ ୩ଟି ପାଳଗଦା ପୋଡ଼ି ଯାଇଛି। ନିକଟ ବିଲରେ ଖତ ପ୍ରସ୍ତୁତ ପାଇଁ ନିଆଁ ଲଗା ଯାଇଥିବା ବେଳେ...

ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ପୋଡ଼ିଗଲେ ସ୍ବାମୀ

ଭଦ୍ରକ ଅଫିସ,୨୭ା୨: ସିଲିଣ୍ଡରରୁ ଗ୍ୟାସ ଲିକ୍‌ ହୋଇ ସ୍ତ୍ରୀଙ୍କ ଦେହରେ ନିଆଁ ଲାଗିଯାଇଥିଲା। ସ୍ତ୍ରୀଙ୍କ ଚିତ୍କାର ଶୁଣି ବଞ୍ଚାଇବା ପାଇଁ ଆସି ସ୍ବାମୀ ନିଆଁରେ ପୋଡ଼ି ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣା ଘଟିଛି ଭଦ୍ରକ ଜିଲା ଧୂଷୁରୀ ଥାନା...

ବିକ୍ରି ହେଲାନି ଧାନ, ମଣ୍ଡିରେ ବିଷ ପିଇଲେ ଚାଷୀ

ଭଦ୍ରକ ଅଫିସ,୨୭।୨: ମଣ୍ଡିରେ ଧାନ ବିକ୍ରି ନ ହେବାରୁ ଚାଷୀ ଜଣକ ନିରାଶ ହୋଇ ବିଷ ପିଇ ଦେଇଥିଲେ। ଏହି ଘଟଣା ଘଟିଛି ଭଦ୍ରକ ଜିଲାରେ। ବନ୍ଧଗାଁ ପଞ୍ଚାୟତର ଚାଷୀ ରାମକୃଷ୍ଣ ପଣ୍ଡା। ବହୁ କଷ୍ଟେ ସେ ଧାନ ଅମଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri