ଖାଦ୍ୟ ଅଭାବରୁ ରାଜରାସ୍ତାରେ ମାଙ୍କଡ଼
କେନ୍ଦୁଝର,୨୭।୨(ସ୍ବ.ପ୍ର.): ଏକଦା କେନ୍ଦୁଝର ଜିଲା ବଣପାହାଡ଼ ଘେରରେ ପରିପୂର୍ଣ୍ଣ ଥିଲା। କିଛି ବର୍ଷ ହେଲା ବିଭିନ୍ନ କାରଣରୁ ଜଙ୍ଗଲ ନଷ୍ଟ ହେବା ଫଳରେ ଜଙ୍ଗଲ ମଧ୍ୟରେ ରହୁଥିବା ମାଙ୍କଡ଼ଙ୍କ ମଧ୍ୟରେ ଖାଦ୍ୟାଭାବ ଦେଖାଦେଇଛି। ଫଳରେ ମାଙ୍କଡ଼ମାନେ ଏବେ ରାଜରାସ୍ତାରେ ବୁଲୁଛନ୍ତି।...
ଜୋର୍ ଧରିଲା ସବ୍ଜଜ୍ କୋର୍ଟ ପ୍ରତିଷ୍ଠା ଦାବି
ପୁରୁଷୋତ୍ତମପୁର,୨୭।୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ବୈଠକ ଶନିବାର ସଭାପତି କେଦାରନାଥ ପଟ୍ଟନାୟକଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଂପାଦକ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ବିବରଣୀ ପାଠ କରି ଓକିଲ ସଂଘର ବିକାଶ ନେଇ ବିଭିନ୍ନ ପ୍ରସ୍ତାବ ଦେଇଥିଲେ।...
ବିବାହ ବନ୍ଧନରେ ବାନ୍ଧି ହେଲେ ଦୁଇ ଏଚ୍ଆଇଭି ସଂକ୍ରମିତ, ଗଞ୍ଜାମ ଜିଲାପାଳ କଲେ କନ୍ୟାଦାନ; ମୁଖ୍ୟମନ୍ତ୍ରୀ ଦେଲେ ଆଶୀର୍ବାଦ
ବ୍ରହ୍ମପୁର ଅଫିସ,୨୭।୨: ଗଞ୍ଜାମ ଜିଲା ଗୋପାଳପୁରସ୍ଥିତ ଶ୍ରଦ୍ଧାସଞ୍ଜିବନୀ ନାମକ ଶିଶୁଗୃହରେ ଶନିବାର ଏକ ନିଆରା ବିବାହ ଅନୁଷ୍ଠିତ ହୋଇଯାଇଛି। ଏହି ବିବାହ କାର୍ଯ୍ୟରେ ସହଯୋଗର ହାତ ବଢ଼ାଇଛି ଜିଲା ପ୍ରଶାସନ। ଖାଲି ସେତିକି ନୁହେଁ, ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ...
ଗଞ୍ଜାମରୁ ନକଲି ମଦ କାରଖାନା ଠାବ
ବ୍ରହ୍ମପୁର ଅଫିସ , ୨୭।୨: ବ୍ରହ୍ମପୁର ମହାନଗରରୁ ଏବେ ପୁଣି ଠାବ ହୋଇଛି ନକଲି ବିଦେଶୀ ମଦ କାରଖାନା। ଦକ୍ଷିଣାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ବଡ଼ ବଜାର ଥାନା ଅନ୍ତର୍ଗତ ତୃପ୍ତି ନଗରର ଏକ ଘରେ ଶନିବାର ଚଢ଼ାଉ କରାଯାଇ...
ଐତିହାସିକ ପୋତାଗଡ଼ ମୁଖ୍ୟ ଫାଟକରେ ତାଲା, ପର୍ଯ୍ୟଟକ ନିରାଶ
ଗଞ୍ଜାମ,୨୭।୨(ଡି.ଏନ୍.ଏ.) ଗଞ୍ଜାମ ସହରସ୍ଥିତ ଐତିହାସିକ ପୋତାଗଡ଼ ମୁଖ୍ୟ ଗେଟରେ ତାଲା ପଡ଼ିଥିବା ଶନିବାର ଦେଖିବାକୁ ମିଳିଛି । ଯାହା ଫଳରେ ପୋତାଗଡ଼ ବୁଲିବାକୁ ଆସୁଥିବା ପର୍ଯ୍ୟଟକମାନେ ନିରାଶ ହେଉଛନ୍ତି । ଏଥିସହିତ ସକାଳ ଓ ସନ୍ଧ୍ୟାରେ ସ୍ଥାନୀୟ ଅଞ୍ଚଳ ଛାତ୍ରମାନେ...
ଆନ୍ଧ୍ରକୁ ବାଲି ଚୋରା ଚାଲାଣ: ୧୯ ଟ୍ରକ୍କୁ ଧରିଲା ପୋଲିସ
ଛତ୍ରପୁର,୨୭।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଋଷିକୂଲ୍ୟା ନଦୀରୁ ଆନ୍ଧ୍ରକୁ ବାଲି ଚୋରା ଚାଲାଣ ବେଳେ ମଧ୍ୟରାତିରେ ୧୯ଟି ବାଲି ବୋଝେଇ ଟ୍ରକ୍କୁ ପୋଲିସ ଜବତ କରିଛିି। ନିୟମିତ ଏଠାର କେତେକ ବାଲି ମାଫିଆ ଆନ୍ଧ୍ରକୁ ବାଲି ଚୋରାଚାଲାଣ କରିଆସୁଥିଲେ ହେଁ ପ୍ରଶାସନ...
ଧାନବସ୍ତା ରଖି ରାସ୍ତା ଅବରୋଧ କଲେ ଚାଷୀ
ବନ୍ତ,୨୭।୨(ସ୍ବ.ପ୍ର.): ଭଦ୍ରକ-ଆନନ୍ଦପୁର ୫୩ ନଂ ରାଜ୍ୟ ରାଜପଥର ବସନ୍ତିଆଠାରେ ଶନିବାର ଚାଷୀମାନେ ଧାନବସ୍ତା ରଖି ରାସ୍ତା ଅବରୋଧ କରିଛନ୍ତି। ବସନ୍ତିଆ ସମବାୟ ସମିତିରେ ବିକ୍ରି ଧାନ ବସ୍ତା ପଡି ରହିଥିବା ବେଳେ ଟୋକନ ଅଭାବରୁ ଧାନ ଉଠାଇବାରେ ବିଳମ୍ବ ପ୍ରତିବାଦରେ...
ମହୋତ୍ସବ ଲାଗି ସଜେଇ ହେଉଛି ଐତିହାସିକ ଜଉଗଡ଼
ପୁରୁଷୋତ୍ତମପୁର,୨୭।୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପାଣ୍ଡିଆ ଗ୍ରାମରେ ଥିବା ଐତିହାସିକ କଳିଙ୍ଗ ସମ୍ରାଟ ଅଶୋକଙ୍କ ଦ୍ୱାରା ଲିଖିତ ଅନୁଶାସନ ଜଉଗଡ଼ ମହୋତ୍ସବ ଲାଗି ସଜେଇ ହୋଇଛି। ଏହା ଦୀର୍ଘ ବର୍ଷ ଧରି ପରିତ୍ୟକ୍ତ ଓ ଅବହେଳିତ ଅବସ୍ଥାରେ...
ବାଇକ ଉପରେ ପଡ଼ିଲା ଗଛ: ଶିଶୁପୁତ୍ର ମୃତ
ଯାଜପୁର ଅଫିସ,୨୭।୨: ଯାଜପୁର ଟାଉନ ଥାନା ଅନ୍ତର୍ଗତ ଯୋଡିକୁଅ ଛକ ନିକଟରେ ଶନିବାର ପୂର୍ବାହ୍ନରେ ଗଛ ଡାଳପଡି ଜଣେ ୩ ବର୍ଷର ଶିଶୁଙ୍କ ମୃତ୍ୟୁ ଘଟିଛି। ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ଦର୍ଶନ ସାରି ଭଦ୍ରକ ଜିଲା ଆଗରପଡ଼ାର...
ନିକଟସ୍ଥ ଜଙ୍ଗଲରୁ ଉଡ଼ିଆସିଲା ନିଆଁ ଝୁଲ: ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା
ବୁଗୁଡ଼ା, ୨୭।୨: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅନ୍ତର୍ଗତ କରଚୁଲି ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୨ପରିବାରଙ୍କ ୪ ବଖରା ଜଳିପୋଡି ପାଉଁଶ ହୋଇଯାଇଛି। ପ୍ରକାଶ ଯେ, ନିକଟସ୍ଥ ଜଙ୍ଗଲରେ ନିଆଁ ଲାଗିଥିବା ବେଳେ ସେଠାରୁ ନିଆଁ...
ଛାତ୍ରୀଙ୍କୁ ପୋଡ଼ି ମାରିବା ଉଦ୍ୟମ ଘଟଣା: ୨ ଅଟକ
କଟକ ଅଫିସ, ୨୭।୨: କଟକ ମାନସିଂପାଟଣା ମସ୍ତରାମ ମଠ ଗଳିରେ ଜଣେ କଲେଜ ଛାତ୍ରୀଙ୍କୁ ହାତଗୋଡ଼ ବାନ୍ଧି ପୋଡ଼ି ମାରିବାକୁ ଉଦ୍ୟମ ଘଟଣାରେ ଲାଲବାଗ ପୋଲିସ ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି। ଏହି ଘଟଣାରେ ଜଣେ ମହିଳାଙ୍କୁ...
୬୫୦ କୋଟିର ସି-ଶୋର ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ
କଟକ ଅଫିସ/ଭୁବନେଶ୍ୱର, ୨୭।୨(ବ୍ୟୁରୋ): ବହୁଚର୍ଚ୍ଚିତ ସି-ଶୋର ଚିଟ୍ଫଣ୍ଡ ଠକେଇ ମାମଲାରେ କଟକସ୍ଥିତ ସ୍ବତନ୍ତ୍ର ଚିଟ୍ଫଣ୍ଡ ଅଦାଲତ ଶୁକ୍ରବାର ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଚିଟ୍ଫଣ୍ଡ ସଂସ୍ଥା ସି-ଶୋର କମ୍ପାନୀର ପ୍ରାୟ ୬୫୦ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତି...
Archives


