ଆମ ଜିଲା ଖବର

ଠିକାଦାରଙ୍କ ସ୍ବାର୍ଥରେ ଏମ୍‌ଆଇପି

ଯାଜପୁର ଅଫିସ/ରଗଡ଼ି(ଡି.ଏନ.ଏ.),୬ା୫: ପାଣି ଅଭାବରୁ ଚାଷ କ୍ଷତିଗ୍ରସ୍ତ ହେଲେ ଚାଷୀଙ୍କ ଆଖିରୁ ଲୁହ ଝରେ। ଚାଷୀ ପରିବାରରେ ଆର୍ଥିକ ସଙ୍କଟ ଦେଖାଦିଏ। ଚାଷ ପାଇଁ ଜରୁରୀ ଆବଶ୍ୟକ ପାଣି। ସେଥିପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହୋଇଛି…

ପିଇଓଙ୍କୁ ଅଟକ ରଖିଲେ ହିତାଧିକାରୀ

ବାରିପଦା ଅଫିସ,୫ା୫: ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ପାଉଁଶିଆ ପଞ୍ଚାୟତ ନିର୍ବାହୀ ଅଧିକାରିଣୀ(ପିଇଓ)ଙ୍କ ବ୍ୟବହାରରେ ଅତିଷ୍ଠ ହୋଇ ଉତ୍ତ୍ୟକ୍ତ ଲୋକେ ଗୁରୁବାର ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇ ଦେଇଥିଲେ। ଫଳରେ ଦୀର୍ଘ ସମୟ ପର୍ଯ୍ୟନ୍ତ ସେ କାର୍ଯ୍ୟାଳୟ ମଧ୍ୟରେ ଅଟକି ରହିଥିଲେ।…

ଏକାସାଙ୍ଗରେ ଚାଲିଗଲା ଶଳା, ଭିଣୋଇଙ୍କ ଜୀବନ

କାମାକ୍ଷାନଗର,୫।୫(ଡି.ଏନ୍‌.ଏ.): କାଜୁ ସଂଗ୍ରହ କରିବାକୁ ବଗିଚାକୁ ଯାଇଥିବା ବେଳେ ମାଡ଼ିଆସିଲା ତୋଫାନ। ପ୍ରବଳ ବେଗରେ ଝଡ଼ବର୍ଷା ହେବା ସହିତ ପଡ଼ିଲା ଚଡ଼କ। ଏଥିରେ ଲିଭିଗଲା ସମ୍ପର୍କୀୟ ଶଳା, ଭିଣୋଇଙ୍କ ଜୀବନ ଦୀପ। ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବଡସୁଆଁଳ ପଞ୍ଚାୟତ ଚକାପାଳ…

ଧାରଣା ସ୍ଥଳରେ ବିଡିଓ-ବିଧାୟକ ବାହିନୀପତି କଥା କଟାକଟି

ପାପଡ଼ାହାଣ୍ଡି,୫।୫(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ କାର୍ଯ୍ୟାଳୟ ଆଗରେ ୧୬ଦଫା ଦାବି ନେଇ ବୁଧବାରଠାରୁ କଂଗ୍ରେସ ଅନିର୍ଦ୍ଦିଷ୍ଟ କାଳ ଧାରଣା ଦେଇଥିଲା। ଗୁରୁବାର ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ସେଠାରେ ପହଞ୍ଚତ୍ଥିଲେ। ସେ କଂଗ୍ରେସ ନେତା ଓ କର୍ମଚାରୀମାନଙ୍କ ସହ ଧାରଣା…

ଟ୍ରକ୍‌ ଚଢ଼ାଇ ବାପାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ପୁଅ

ଚଣ୍ଡିଖୋଲ,୫ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ଥାନା ଅଧୀନ ରାଧାଦେଇପୁର ପଞ୍ଚାୟତ ଅଫିସର ପିଅନ ବସନ୍ତ କୁମାର ସାହୁ(୫୮)ଙ୍କୁ ଗୁରୁବାର ଟ୍ରକ୍‌ ଚଢ଼ାଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସେ ସକାଳେ ପଞ୍ଚାୟତ ଅଫିସକୁ ସାଇକେଲ୍‌ରେ ଆସୁଥିବା ସମୟରେ ଏକ ଟ୍ରକ୍‌ ତାଙ୍କୁ…

ଏଡିଏମ୍‌ଙ୍କ ଚାମ୍ବରୁ ସିଲିଂ ଖସି ଅଧିକାରୀ ଆହତ

ବଲାଙ୍ଗୀର ଅଫିସ,୫।୪: ବଲାଙ୍ଗୀର ଜିଲାପାଳଙ୍କ ଅଫିସ ପରିସରରେ ଗୁରୁବାର ଛାତ ସିଲିଂ ଖସି ଜଣେ ଅଧିକାରୀ ଆହତ ହୋଇଛନ୍ତି। ଏଡିଏମ୍‌ ଅନନ୍ତ ସିଂ ଲାଗୁରୀଙ୍କ ଚାମ୍ବର ବୈଠକ ଚାଲିଥିବା ବେଳେ ଏହିି ଅଘଟଣ ଘଟିଛି। ଏଥିରେ ଜଣେ ମହିଳା ଅଧିକାରୀ ଆହତ…

କାଳବୈଶାଖୀ ଯୋଗୁ ଅଘଟଣ, ଚିଲିକାରେ ବୁଡ଼ିଲା ଡଙ୍ଗା

ଖୋର୍ଦ୍ଧା ଅଫିସ,୫।୫: କାଳବୈଶାଖୀ ଯୋଗୁ ଗୁରୁବାର ଏକ ଅଘଟଣ ଘଟିଛି। ଚିଲିକାରେ ଡଙ୍ଗା ବୁଡି ଜଣେ ନିଖୋଜ ଥିବା ବେଳେ ୧୦ ଜଣଙ୍କୁ ଉଦ୍ଧାର କରାଯାଇଛି। କାଳବୈଶାଖୀ ପ୍ରଭାବରେ ଝଡ ତୋଫାନ ଯୋଗୁ ଏଭଳି ଘଟଣା ଘଟିଥିବା ଜଣାପଡିଛି। ସୂଚନାଯୋଗ୍ୟ, ଚିଲିକାରୁ…

୧୬ ଚୋରି ବାଇକ୍‌ ଜବତ, ୫ ଗିରଫ

ଭଦ୍ରକ ଅଫିସ, ୫।୫: ଭଦ୍ରକ ଗ୍ରାମାଞ୍ଚଳ ଥାନା ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୧୬ଟି ଚୋରି ବାଇକ୍‌ ଜବତ କରିଛି। ଏଥିସହ ଲୁଟେରା ଗ୍ୟାଙ୍ଗର ୫ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ତିହିଡ଼ି ଥାନା ଅଞ୍ଚଳର ଚନ୍ଦନ ବେହେରା, ସାବରଙ୍ଗ…

ବନ୍ୟପ୍ରାଣୀ ଶିକାର କରି ଆଣୁଥିଲେ, ପଡ଼ିଲେ ଧରା

ଜମନକିରା,୫ା୫(ଡି.ଏନ୍‌.ଏ.): ବାମରା ବନ୍ୟପ୍ରାଣୀ ବନାଞ୍ଚଳ ବଡ଼ରମା ରେଞ୍ଜ ଟିକିବା ପଞ୍ଚାୟତ ଅନ୍ତର୍ଗତ ବଡଖଲିଆ ଗାଁରେ ଗୁରୁବାର ବନ କର୍ମଚାରୀ ଚଢ଼ାଉ କରି ଚଉଶିଙ୍ଗାର ମୁଣ୍ଡ, ଚମଡ଼ା ଓ ମାଂସ ଜବତ କରିଛି। ବନ ବିଭାଗ ସୂଚନା ଅନୁସାରେ, ବଡ଼ଖଲିଆ ଗାଁର ସୁଶିଲ…

ଠାକୁରାଣୀ ଯାତ୍ରା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି

ଭଞ୍ଜନଗର,୫।୫(ଡି.ଏନ.ଏ): ଭଞ୍ଜନଗର ବ୍ଲକ ମୁଜାଗଡ଼ ଠାକୁରାଣୀ ଯାତ୍ରା ପାଇଁ ବୁଧବାର ଶୁଭଖୁଣ୍ଟି ସ୍ଥାପନ ହୋଇଛି। ଏହି ଅବସରରେ ଗ୍ରାମରେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ପାରମ୍ପାରିକ ରିତିନୀତିରେ ପରେ ପୂଜାର୍ଚ୍ଚନା ପରେ ଶୁଭଖୁଣ୍ଟି ସ୍ଥାପନ କରାଯାଇଥିଲା। ଗ୍ରାମବାସୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ…

କେରଳରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୫।୫(ଡି.ଏନ୍‌.ଏ.): କେରଳରେ ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲା ଜରଡ଼ା ଥାନା ବାଦପୁର ପଞ୍ଚାୟତ ଦେସାରି ଗ୍ରାମର ସୀମାଞ୍ଚଳ ନାଇକ(୨୮)। ସୀମାଞ୍ଚଳ କେରଳର ଏକ କମ୍ପାନୀରେ କାମ କରିବାକୁ ଗତ ମାସରେ ଯାଇଥିଲେ। ଗତ ବୁଧବାର…

ଠାବହେଲା ହନୁମାନଙ୍କ ଆକାରର ପଥର, ଦେଖିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୫ା୫: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଂବାଡ଼ି ପଞ୍ଚାୟତ ମିଡ଼ିୟୁବାନ୍ଦା ଜଳପ୍ରପାତ ଏବେ ରାଜ୍ୟ ତଥା ରାଜ୍ୟ ବାହାରେ ପ୍ରସିଦ୍ଧି ଲାଭ କରିଛି। ଦାରିଙ୍ଗବାଡ଼ି ଯିଏ ଆସୁଛି ସିଏ କଫି ବଗିଚା ସହ ଏହି ଜଳପ୍ରପାତକୁ ନିଶ୍ଚିତ ବୁଲିବାକୁ ପସନ୍ଦ କରନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?