ଭିନ୍ନ ରହିବେନି ଭିନ୍ନକ୍ଷମ
ଅନୁଗୋଳ ଅଫିସ, ୨୭।୨ ଜନ୍ମରୁ ହେଉ ଅବା ରୋଗ କି ଦୁର୍ଘଟଣା, ବିଭିନ୍ନ କାରଣରୁ ଭିନ୍ନକ୍ଷମ ହୋଇଯାଇଥିବା ବ୍ୟକ୍ତିଙ୍କୁ ଶାରୀରିକ ଭାବେ ସକ୍ଷମ କରାଯିବ। କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ଲଗାଇ ସେମାନଙ୍କୁ ସାଧାରଣଙ୍କ ପରି ଜୀବନ ଅତିବାହିତ ପାଇଁ ସୁଯୋଗ ଦିଆଯିବ।...
ଜଙ୍ଗଲରେ ନିଆଁ…
କେନ୍ଦୁଝର,୨୭ା୨: କେନ୍ଦୁଝର ଜିଲାର ବିଭିନ୍ନ ଜଙ୍ଗଲରେ ନିଆଁ ଲାଗୁଥିବାରୁ ବନ ବିଭାଗ ପାଇଁ ଚିନ୍ତାର କାରଣ ହୋଇଛି। ନିଆଁ ଲାଗିଲେ ଲିଭାଇବା ପାଇଁ କାୈଣସି ବ୍ୟବସ୍ଥା ଗ୍ରହଣ କରାଯାଉ ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଜିଲାର ତେଲକୋଇ,...
ଗୁଣିଗାରେଡ଼ି ସନ୍ଦେହରେ ହତ୍ୟାକରି ପୋଡ଼ିଦେଲେ
ପଦ୍ମପୁର,୨୭ା୨: ଗୁଣିଗାରେଡ଼ି ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ନିର୍ମମ ଭାବେ ହତ୍ୟା ପରେ ପୋଡ଼ି ଦିଆଯାଇଛି। ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ୍ ନୂଆଗଡ଼ ପଞ୍ଚାୟତ ପାଜିଲିବନ୍ଧ ଗାଁ ନୂଆସାହିରେ ଏଭଳି ଏକ ଅମାନବୀୟ ଘଟଣା ଘଟିଛି। ମୃତ ବ୍ୟକ୍ତି ହେଲେ ସାହିର...
ସ୍ମାର୍ଟ ହାଇସ୍କୁଲକୁ ପୋଷ୍ୟ ସ୍କୁଲ ଗ୍ରହଣ କଲେ ମନ୍ତ୍ରୀ
ଜୁନାଗଡ଼,୨୬।୨: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ମହିଚଲା ବାଲାଜୀ ସରକାରୀ ଉଚ୍ଚ ବିଦ୍ୟାଳୟକୁ କଳାହାଣ୍ଡି ଜିଲାପାଳ ଡ. ପରାଗ ହର୍ଷଦ ଗାଭାଲି ସ୍ମାର୍ଟ ହାଇସ୍କୁଲ କରିବା ପାଇଁ ଘୋଷଣା କରିଥିଲେ। ଜିଲାପାଳଙ୍କ ଘୋଷଣା ପରେ ଉନ୍ନୟନ କାମ ଆରମ୍ଭ ହୋଇଯାଇଛି।...
ଗାଡ଼ିଆରେ ବୁଡ଼ି ଗଲେ ୨ ଶିଶୁକନ୍ୟା
ସମ୍ବଲପୁର,୨୬ା୨(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଗୋଶାଳା କ୍ଲବପଡ଼ାରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଗାଡ଼ିଆରେ ବୁଡ଼ି ୨ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଡୋଲେଶ୍ୱରୀ ଛୁରିଆ(୩) ଓ ନିଶା ମହାନନ୍ଦ(୩)। ପୋଲିସ ମୃତଦେହ ଜବତ କରି...
୨ଦିନ ହେଲା ଦୁଇମୃତଦେହର ପରିଚୟ ଖୋଜୁଛି ପୋଲିସ
ଆସିକା,୨୬।୨: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ ବୁଢାକେନ୍ଦୁ ଜଙ୍ଗଲରୁ ପୋଲିସ ୨ ଗଳିତ ମୃତଦେହ ଜବତ କରିଥିଲା । ଘଟଣାର ୨ଦିନ ପରେ ମୃତକଙ୍କ ସମ୍ପର୍କରେ ପୋଲିସକୁ କୌଣସି ସୁରାକ ମିଳିପାରି ନାହିଁ । ଶୁକ୍ରବାର ଗଞ୍ଜାମ ଏସ୍ପି...
ବରଫକଳରୁ ଲିକ୍ ହେଲା ଆମୋନିଆ ଗ୍ୟାସ୍
ବାଲେଶ୍ୱର ଅଫିସ, ୨୬।୨: ବାଲେଶ୍ୱର ଟାଉନ ଥାନା ଅଧୀନ ମଠସାହି ଅଞ୍ଚଳର ତାରିଣୀ ଛକରେ ଥିବା ମାଗ୍ନସ ଫୁଡ୍ ବରଫକଳରୁ ଶୁକ୍ରବାର ଆମୋନିଆ ଗ୍ୟାସ୍ ଲିକ୍ ହୋଇଛି। ଗ୍ୟାସ୍ ଲିକ୍ ହେବାରୁ ଅଞ୍ଚଳରେ ପ୍ରବଳ ଗନ୍ଧ ହେବା ସହ ଲୋକଙ୍କ...
କୋଲକାତାରୁ ଆଇପିଏଲ ବେଟିଂ ମୁଖିଆ ଗିରଫ: ୭୨. ୯୬ ଲକ୍ଷ ଟଙ୍କାର ବ୍ୟାଙ୍କ ଆକାଉଣ୍ଟ ସିଜ୍
ବ୍ରହ୍ମପୁର ଅଫିସ ,୨୬।୨ : ଗଞ୍ଜାମ ଜିଲାରେ ଆଇପିଏଲ ବେଟିଂ ପାଇଁ ୟୁଜର ଆଇଡି ଓ ପାସୱାର୍ଡ ଦେଇ କେତେକ ବୁକିଂ ଜରିଆରେ କାରବାର ଚଳାଇଥିବା ମୁଖିଆଙ୍କୁ ବ୍ରହ୍ମପୁର ପୋଲିସ ଗୁରୁବାର କୋଲକାତାରୁ ଗିରଫ କରିଥିଲା। ଅଭିଯୁକ୍ତ ଜଣଙ୍କ ହେଲେ...
ବୁଗୁଡ଼ାରେ ବନ୍ଦ ରହିଲା ସମସ୍ତ ବାଣିଜି୍ୟକ ପ୍ରତିଷ୍ଠାନ
ବୁଗୁଡ଼ା, ୨୬।୨ (ଡି.ଏନ୍.ଏ.): ଦ୍ରବ୍ୟ ଓ ସେବା ଟିକସ (ଜିଏସ୍ଟି), ଜାଳେଣି ଗ୍ୟାସ ଦର ବୃଦ୍ଧି, ଇ-ଓ୍ବେ ବିଲ୍କୁ ବିରୋଧ କରି କନ୍ଫେଡେରେସନ ଅଫ ଅଲ୍ ଇଣ୍ଡିଆ ଟ୍ରେଡରସ (ସିଏଆଇଟି) ପକ୍ଷରୁ ଦେଶ ବ୍ୟାପି ଶୁକ୍ରବାର ବନ୍ଦ ଡାକରା ଦିଆଯାଇଥିଲା।...
ଗାଡ଼ି ଚଳାଇ ଧରାପଡିଲେ ନାବାଳକ: ୨୫ ହଜାର ଜରିମାନା ଗଣିଲେ ବାପା
ଛତ୍ରପୁର,୨୬।୨(ଡିଏନଏ): ଜଣେ ନାବାଳକଙ୍କୁ ଏକ ମାଲବାହୀ ଅଟୋ ଚଳାଇବାଙ୍ ମହଙ୍ଗା ପଡ଼ିଛି। ଗଞ୍ଜାମ ଜିଲା ଛତ୍ରପୁର ଥାନା ପୋଲିସ ପକ୍ଷରୁ ଗାଡି ଯାଞ୍ଚ ସମୟରେ ଏହି ନାବାଳକ ଏକ ମାଲବାହୀ ଅଟୋ (ନଂ. ଓ ୦୭ପି ୫୭୯୬) ଚଳାଉ ଥିବା...
ବ୍ୟବସାୟୀ ସଂଘର ୧୨ ଘଣ୍ଟିଆ ଭାରତ ବନ୍ଦ
ରାଉରକେଲା ଅଫିସ,୨୬।୨: ଜିଏସ୍ଟି ସରଳୀକରଣ ଇ- କମର୍ସ ବାତିଲ ଦାବିରେ ସର୍ବଭାରତୀୟ ବ୍ୟବସାୟୀ ସଂଘର ୧୨ ଘଣ୍ଟିଆ ଭାରତବନ୍ଦର ପ୍ରଭାବ ରାଉରକେଲାରେ ପଡ଼ିଛି। ସକାଳ ୬ଟାରୁ ସହରର ଦୋକାନ ବଜାର ସହ ବ୍ୟାବସାୟିକ ସଂଗଠନ ବନ୍ଦ ରହିଛି। ରାଉରକେଲା ବଣିକ...
ଲାଞ୍ଚ ନେଇ ଥାନା ଅଧିକାରୀ ଗିରଫ
ଢେଙ୍କାନାଳ ଅଫିସ,୨୬।୨: ଢେଙ୍କାନାଳ ଜିଲା ନିହଲପ୍ରସାଦ ଥାନା ଅଧିକାରୀ ଚିତ୍ତରଞ୍ଜନ ବେହେରା ଶୁକ୍ରବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଯୌତୁକ ଜନିତ ନିର୍ଯାତନା ମାମଲାରେ ୩୦୭ ଦଫାକୁ କାଟି ଦେବା ପାଇଁ ସେ ନିହଲପ୍ରସାଦ ଗ୍ରାମର ଅଇଁଠା ସେଠୀଙ୍କଠାରୁ ୬...
Archives


