ଆମ ଜିଲା ଖବର

୨ ବର୍ଷ ପରେ ଏଥର ରଥଯାତ୍ରାରେ ସାମିଲ ହେବେ ଭକ୍ତ

ପୁରୀ ଅଫିସ,୫ା୫: ଆସନ୍ତା ଜୁଲାଇ ୧ରେ ମହାପ୍ରଭୁଙ୍କ ରଥଯାତ୍ରା ହେବ। ଏନେଇ ପ୍ରଶାସନ ପକ୍ଷରୁ ଗୁରୁବାର ଏକ ପ୍ରସ୍ତୁତି ବୈଠକ ବସିଥିଲା। ବୈଠକ ପରେ ପୁରୀ ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି। ୨ ବର୍ଷ ପରେ ବିଶ୍ୱପ୍ରସିଦ୍ଧ ମହାପ୍ରଭୁଙ୍କ ରଥଯାତ୍ରାରେ…

‘ଆମେ ନେବୁନି କି କାହାକୁ ନେବାକୁ ଦେବୁନି’

ଛତ୍ରପୁର,୫।୫(ଡି.ଏନ୍‌.ଏ. )- ଗଞ୍ଜାମ ଜ଼ିଲା ଛତ୍ରପୁର ଏନ୍‌ଏସି ଅଧ୍ୟକ୍ଷା, ଉପାଧ୍ୟକ୍ଷା ଓ କାଉନସିଲରମାନଙ୍କୁ ଗୁରୁବାର ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ବିକାଶର ମନ୍ତ୍ର ଦେଇଛନ୍ତି। ‘ଆମେ ନେବୁନି କାହାକୁ ନେବାକୁ ଦେବୁନି’ ଏହି ନୀତିରେ ଚାଲିବାକୁ ଜ଼ିଲାପାଳ ଉପସ୍ଥିତ କାଉନସିଲରମାନଙ୍କୁ ପରାମର୍ଶ…

ଘଟକେଶ୍ୱର ସେଚ ପ୍ରକଳ୍ପର ବଢ଼ୁଛି ବ୍ୟୟ

ବ୍ରହ୍ମପୁର ଅଫିସ,୫।୫: ଗଞ୍ଜାମ ଜିଲାର ଘଟକେଶ୍ୱର ବହୁମୁଖୀ ଜଳସେଚନ ପ୍ରକଳ୍ପ ନିର୍ମାଣ ବିଳମ୍ବରୁ ବଢ଼ୁଛି ବ୍ୟୟ ଅଟକଳ। ଏହି ଯୋଜନା ବ୍ରହ୍ମପୁର ସବ୍‌ଡିଭିଜନ ଅନ୍ତର୍ଗତ ଆଦିବାସୀ ବହୁଳ କଙ୍କିଆ-ଟାମଣା ନିକଟ ପ୍ରସିଦ୍ଧ ଶୈବପୀଠ ଘଟକେଶ୍ୱର ପାର୍ଶ୍ୱରେ ହେଉଛି। ପ୍ରକଳ୍ପ ପାଇଁ ୧୯୮୭ରେ…

ବ୍ରହ୍ମପୁର ବଜାରରେ ଆଳୁ ଦର ଆକାଶଛୁଆଁ

ବ୍ରହ୍ମପୁର ଅଫିସ,୫।୫: ଗରିବଠାରୁ ଧନୀ ପ୍ରତ୍ୟେକ ଶ୍ରେଣୀର ପ୍ରତି ବୟସର ଲୋକଙ୍କ ଖାଦ୍ୟରେ ନିୟମିତ ବ୍ୟବହୃତ ହେଉଥିବା ପରିବା ହେଉଛି ଆଳୁ। କିନ୍ତୁ ବ୍ରହ୍ମପୁର ବଜାରରେ ବର୍ତ୍ତମାନ ଆଳୁର ଚଢ଼ା ଦର ଶୁଣି ଗ୍ରାହକଙ୍କୁ ଝଟକା ଲାଗୁଛି। କିଛି ଜାଗାରେ ପାଇକାରୀ…

ଅଧାପନ୍ତରିଆ ପଡ଼ିଛି ସହରର ରାସ୍ତା ନିର୍ମାଣ

ପାରଳାଖେମୁଣ୍ଡି,୫।୫(ଡି.ଏନ୍‌.ଏ): ଗଜପତି ଜିଲା ସଦର ମହକୁମାଠାରେ ବର୍ଷ ବର୍ଷ ଧରି ସହରର ରାସ୍ତା ନିର୍ମାଣ କାର୍ଯ୍ୟ ଅଧାପନ୍ତରିଆ ଭାବରେ ପଡ଼ିରହିଛି। ସମ୍ପୂର୍ଣ୍ଣ ନ ହେଉଣୁ କେଉଁଠି ଭାଙ୍ଗି ଭୁଶୁଡ଼ି ଯାଉଛି ତ କେଉଁଠି ଆବର୍ଜନାରେ ପୋତି ହେଲାଣି ଉଭୟ ପାଶର୍‌ବରେ ନିର୍ମାଣାଧୀନ…

ପ୍ରତିଶ୍ରୁତି ଦେଇ ଦୁଗ୍ଧଚାଷୀଙ୍କୁ ପ୍ରତାରଣା

ଛେଣ୍ଡିପଦା,୫।୫(ସ୍ବ.ପ୍ର.): ଚାଷୀଙ୍କ ହାତକୁ ଅଧିକ ଅର୍ଥ ଦେବାକୁ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା କରାଯାଇଛି। କିନ୍ତୁ ପ୍ରଶାସନ ଉକ୍ତ ଯୋଜନାକୁ ଠିକଣା ଭାବେ କାର୍ଯ୍ୟକାରୀ କରୁ ନ ଥିବାରୁ ତାହାର ସୁଫଳ ବହୁ ଚାଷୀଙ୍କ ନିକଟରେ ପହଞ୍ଚିପାରୁ ନାହିଁ। ଛେଣ୍ଡିପଦା ବ୍ଲକର…

ବ୍ରଜରାଜନଗର ଷ୍ଟେଶନରେ ରେଳରୋକୋ, ଉଭୟ ପାର୍ଶ୍ୱରେ ଅଟକି ରହିଛି ଟ୍ରେନ୍‌

ଝାରସୁଗୁଡା ଅଫିସ,୫।୫: ରେଳ ରହଣି ଦାବିରେ ସ୍ଥାନୀୟ ନାଗରିକ କମିଟି ତରଫରୁ ଗୁରୁବାର ସକାଳ ୬ଟାରୁ ବ୍ରଜରାଜନଗର ଷ୍ଟେଶନରେ ରେଳରୋକୋ ଆରମ୍ଭ ହୋଇଛି। ଶତାଧିକ ଆନ୍ଦୋଳନକାରୀ ରେଳଧାରଣା ଉପରେ ଟେଣ୍ଡ ପକାଇ ବସି ରହିଛନ୍ତି। ଫଳରେ କେତେକ ଯାତ୍ରୀବାହୀ ଟ୍ରେନ୍‌ ଓ…

ପାୱାରଗ୍ରୀଡ୍‌ର ଗଛ କଟାକୁ ନେଇ ଉତ୍ତେଜନା

ବଇଣ୍ଡା,୫।୫(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ପେଡ଼ିପଥର ପଞ୍ଚାୟତ ପଟ୍ଟାପଥର ଗ୍ରାମରେ ବୁଧବାର ପାୱାରଗ୍ରୀଡ ପକ୍ଷରୁ ପୋଲିସ ମୁତୟନ କରାଯାଇ ୨ହଜାର ଶାଗୁଆନ, ମହୁଲ, ଚାକୁଣ୍ଡା, ପଣସ, ଆମ୍ବ ଭଳି ମୂଲ୍ୟବାନ ଗଛ କାଟି ଦିଆଯାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହାକୁ…

୮ଜଣଙ୍କୁ ବାନ୍ଧିଲା ପୋଲିସ

ଢେଙ୍କାନାଳ ଅଫିସ, ୫।୫: ଢେଙ୍କାନାଳ ଜିଲା ଓଡ଼ାପଡ଼ା ତହସିଲ ଇନ୍ଦିପୁର ଗୁଣ୍ଡୁରାପଶି ପଥର ଖଣିରେ ଚଢ଼ାଉ ବେଳେ ପ୍ରଶାସନିକ ଅଧିକାରୀଙ୍କ ଉପରେ ହୋଇଥିବା ଆକ୍ରମଣ ମାମଲାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହି ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ୮ଜଣ ବନ୍ଧା ହୋଇଛନ୍ତି।…

ଖଣିଜ ସମ୍ପଦ ଲୁଟୁଛନ୍ତି ମାଫିଆ

ଟିକିରି,୫।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକର ମାଳି ପର୍ବତ ଖଣିଜ ସମ୍ପଦରେ ଭରପୂର। ଏଠାରେ ବକ୍ସାଇଟ, ମାଙ୍ଗାନିଜ, ଗ୍ରାଫାଇଟ ଆଦି ଖଣିଜ ସମ୍ପଦ ରହିଛି। କୋଡ଼ିଙ୍ଗାମାଳି, ଶାଶୁବୋହୂମାଳିରେ ବକ୍ସାଇଟ ରହିଥିବା ବେଳେ ଅନ୍ୟ ପାହାଡ଼ରେ ମାଙ୍ଗାନିଜ, ଗ୍ରାଫାଇଟ ଏବଂ ଅନ୍ୟ ଖଣିଜ…

ଗୋଷ୍ଠୀ ଶୌଚାଳୟରୁ ଫିଟୁନି ତାଲା

କୋରୁକୋଣ୍ଡା, ୫।୫(ଡି.ଏନ୍‌.ଏ.) : ନିର୍ମାଣ ପରଠାରୁ ମାତ୍ର ୧୫ ଦିନ ଲୋକଙ୍କ ସେବାରେ ଲାଗିଛି। ତା’ପରଠାରୁ ତାଲା ପଡ଼ି ରହିଛି ଗୋଷ୍ଠୀ ଶୌଚାଳୟ। ଜନକଲ୍ୟାଣ ଉଦ୍ଦେଶ୍ୟରେ ବିଭିନ୍ନ ପ୍ରକଳ୍ପରେ କେନ୍ଦ୍ର ଓ ରାଜ୍ୟ ସରକାର ଖର୍ଚ୍ଚ କରୁଥିବା ଅର୍ଥ ଏପରି ଅପବ୍ୟୟ…

ପାଣି ମୁନ୍ଦେ ପାଇବାକୁ ୪ଶହ ଲୋକ କଲବଲ

ମାଲକାନଗିରି,୫।୫(ଡି.ଏନ୍‌.ଏ.): ରାଜ୍ୟ ସରକାର ପ୍ରତି ଗ୍ରାମରେ ପାନୀୟ ଜଳ ଯୋଗାଇଦେବା ପାଇଁ ବସୁଧା ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ଏହାକୁ କାର୍ଯ୍ୟକାରୀ କରିବାରେ ଆନ୍ତରିକତାର ଅଭାବ ଯୋଗୁ ଯୋଜନା କେବଳ ସରକାରୀ କାଗଜପତ୍ରରେ ସୀମିତ ରହିଯାଉଛି। ଲୋକେ ପାନୀୟ ଜଳ ମୁନ୍ଦେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?