ଆମ ଜିଲା ଖବର

କେନାଲକୁ ୨୦ ପର୍ଯ୍ୟନ୍ତ ଜଳ ଯୋଗାଣ

ଜୟପୁର, ୫।୫ (ନି.ପ୍ର. ): ଅପର କୋଲାବ ପ୍ରକଳ୍ପ ପାଣି ପଞ୍ଚାୟତର ସର୍ବୋଚ୍ଚ କମିଟିର ଏକ ବୈଠକ ବୁଧବାର ବୋରିଗୁମ୍ମା କାର୍ଯ୍ୟାଳୟ ପରିସରରେଅନୁଷ୍ଠିତ ହୋଇଛି। ମୁଖ୍ୟଯନ୍ତ୍ରୀ ଶତ୍ରୁଘନ ମହାରଣା ସଭାପତିତ୍ୱ କରିଥିଲେ। ଚଳିତ ରବି ଋତୁରେ କେନାଲରେ ଜଳ ଚଳିତ ମାସ…

ପୁଷ୍ଟିକର ଖାଦ୍ୟଯୋଗାଣ ବନ୍ଦ ହେବା ଆଶଙ୍କା

ବାରିପଦା ଅଫିସ, ୫।୫: ସମନ୍ବିତ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ପ୍ରଦତ୍ତ ପୁଷ୍ଟିକର ଖାଦ୍ୟର ଦରବୃଦ୍ଧି ପାଇଁ ପ୍ରସ୍ତୁତକାରୀ ସ୍ବୟଂ ସହାୟିକା ଗୋଷ୍ଠୀ ପକ୍ଷରୁ ବିଭାଗୀୟ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏହାର ଏକ ନକଲ ଡିଏସ୍‌ଡବ୍ଳ୍ୟୁଓଙ୍କୁ ପ୍ରଦାନ…

ନଣ୍ଡାବର-ପୁରୁମୁଣ୍ଡା ରାସ୍ତା ବିପର୍ଯ୍ୟସ୍ତ

କେନ୍ଦୁଝର, ୫।୫(ସ୍ବ.ପ୍ର.) କେନ୍ଦୁଝର ଜିଲାର ବିଭିନ୍ନ ମୁଖ୍ୟ ସଡ଼କ ସହ ଆଭ୍ୟନ୍ତରୀଣ ସଡ଼କଗୁଡିକ ଏବେ ମରଣଯନ୍ତାରେ ପରିଣତ ହୋଇଛି। ପିଚୁ ଓ ପକ୍କା ରାସ୍ତାଗୁଡିକରେ ଆଣ୍ଠୁଏ ଲେଖାଏ ଖାଲ ହୋଇଥିବାବେଳେ ଅନେକ ସ୍ଥାନରେ ରାସ୍ତା ଦବିଯିବା କାରଣରୁ ଏହା ଦୁର୍ଘଟଣାର କାରଣ…

ଖରାରେ କାମ କରୁଛନ୍ତି ଶ୍ରମିକ

କେନ୍ଦୁଝର, ୫।୫ (ଡି.ଏନ୍‌.ଏ.): ଚଳିତ ବର୍ଷ ମାର୍ଚ୍ଚ ମାସରୁ ଦିନକୁ ଦିନ ଖରା ବଢିବାରେ ଲାଗିଛି। ଏପରିକି ଏପ୍ରିଲ ମାସରେ କେନ୍ଦୁଝରରେ ଖରା ପ୍ରାୟ ୪୦ଡିଗ୍ରୀ ଉପରେ ରହୁଛି। କେନ୍ଦୁଝରର ପୁରୁଖା ଲୋକମାନେ କହିଛନ୍ତି, ଏ ବର୍ଷ ଭୀଷଣ ଗରମ ହେଉଛି।…

ସୁବର୍ଣ୍ଣରେଖା ବନ୍ଦର ବିବାଦ: ସର୍ଭେ ଟିମ୍‌ର ଜଣଙ୍କୁ ଅଟକ ରଖିଲେ ଗ୍ରାମବାସୀ

ବାଲିଆପାଳ, ୫।୫(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ଦକ୍ଷିଣା ବାଲିଆପାଳର ସମୁଦ୍ର ଉପକୂଳରେ ପ୍ରସ୍ତାବିତ ସୁବର୍ଣ୍ଣରେଖା ବନ୍ଦର ବିବାଦ ଥମିବାର ନାଁ ଧରୁନି। ଗ୍ରାମବାସୀ ସଜାଗ୍ର ପ୍ରହରୀ ପରି ସମୁଦ୍ର ଓ ଉପକୂଳ ଉପରେ ତୀକ୍ଷ୍‌ଣ ନଜର ରଖିଛନ୍ତି। ବୁଧବାର ମଧ୍ୟାହ୍ନରେ…

ସରୁନି ପ୍ରକଳ୍ପ: ପାଣି ପାଇଁ ହାହାକାର

ବନ୍ତ, ୫।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକର ୨୫ ପଞ୍ଚାୟତରେ ବସୁଧା ଯୋଜନାରେ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣ ହୋଇଥିବା ବେଳେ ତାହା ଅସମ୍ପୂର୍ଣ୍ଣ ଥିବା ଯୋଗୁ ସାଧାରଣ ଲୋକେ ପାନୀୟ ଜଳ ପାଇବାରୁ ବଞ୍ଚିତ ହେଉଥିବା ଅଭିଯୋଗ ହୋଇଛି।…

ଔଷଧ ଅଭାବ ନେଇ ଉତ୍ତେଜନା

ବାଲିଆପାଳ, ୫।୫(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଡଗରା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସୁବର୍ଣ୍ଣରେଖା ବନ୍ଦର ପ୍ରାଇଭେଟ ଲିମିଟେଡ୍‌ ଓ ଲାୟନ୍ସ କ୍ଲବ ବାଲେଶ୍ୱର ପକ୍ଷରୁ ମିଳିତ ଭାବେ ବୁଧବାର ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ସ୍ଥାନୀୟ ଅଞ୍ଚଳରୁ…

ଦିଗପହଣ୍ଡିରେ ଖାଦ୍ୟ ସୁରକ୍ଷା ଯୋଜନା ପ୍ରହସନ

ଦିଗପହଣ୍ଡି, ୫।୫(ଡି.ଏନ.ଏ.): ଦିଗପହଣ୍ଡି ବ୍ଲକ ଅଧୀନ ଅନେକ ଗ୍ରାମାଞ୍ଚଳରେ ରାଶନ କାର୍ଡ ପାଇବା ପାଇଁ ଅନେକ ଯୋଗ୍ୟ ହିତାଧିକାରୀ ଅପେକ୍ଷା କରି ରହିଛନ୍ତି। ହେଲେ ସେମାନଙ୍କୁ ରାଶନ କାର୍ଡ ମିଳୁନାହିଁ। ଖାଦ୍ୟ ସୁରକ୍ଷା ଯୋଜନା ପ୍ରହସନ ପାଲଟିଛି। ବହୁ ଯୋଗ୍ୟ ହିତାଧିକାରୀଙ୍କ…

ପ୍ରାକୃତିକ ବାଲିସ୍ତୂପ ଖୋଳି ବାଲି ନେଉଛନ୍ତି ମାଫିଆ

କୁଜଙ୍ଗ ୫ା୫ (ଡି.ଏନ.ଏ.): ଏରସମା ତହସିଲ ଅଭୟଚାନ୍ଦପୁର ମୌଜା ଅନ୍ତର୍ଗତ ବୋଷ୍କାଲିସ ପଏଣ୍ଟ ନିକଟରେ ଥିବା ପ୍ରାକୃତିକ ବାଲିସ୍ତୁପକୁ ଦିନ ଦ୍ୱିପ୍ରହରରେ ମାଫିଆମାନେ ଦୈନିକ ଶତାଧିକ ଟ୍ରିପ ବାଲି ମେଶିନ ସାହାଯ୍ୟରେ ଖୋଳି ନେଇ ଯାଉଛନ୍ତି। ଏ ନେଇ ସାଧାରଣରେ ତୀବ୍ର…

କେନ୍ଦ୍ରାପଡ଼ା: ୩୧୨ ବାତ୍ୟା ଆଶ୍ରୟସ୍ଥଳ ଅସୁରକ୍ଷିତ

କେନ୍ଦ୍ରାପଡ଼ା ଅଫିସ, ୫ା୫: ବଙ୍ଗୋପସାଗରରେ ଆସନ୍ତା ୬ ତାରିଖ ସୁଦ୍ଧା ଲଘୁଚାପ ସୃଷ୍ଟି ହେବ ବୋଲି ପାଣିପାଗ ବିଶେଷଜ୍ଞ ଏହି ଆକଳନ କରିଛନ୍ତି। ଏହାକୁ ନେଇ ଉପକୂଳ ଓଡ଼ିଶାର କେନ୍ଦ୍ରାପଡ଼ା ଜିଲାବାସୀ ଆତଙ୍କିତ ହୋଇପଡିଛନ୍ତି। କାରଣ ସେମାନେ ଆଖି ଆଗରେ ୧୯୯୯…

ଖଣିଜ ଚୋରା ଚାଲାଣ ବ୍ୟବସ୍ଥା ପୁଣି ସକ୍ରିୟ

ଯାଜପୁର ଅଫିସ,୫ା୫: ରତ୍ନଗର୍ଭା ସୁକିନ୍ଦା ଅଞ୍ଚଳରେ ୧୭୩ ନିୟୁତ ଟନ୍‌ କ୍ରୋମାଇଟ୍‌ ଗଚ୍ଛିତ ଅଛି ବୋଲି ସରକାରୀ ଭାବେ ଆକଳନ କରାଯାଇଛି। ଭାରତ ସ୍ବାଧୀନତା ପୂର୍ବରୁ ଏଠାରୁ କ୍ରୋମାଇଟ ଖନନ ଆରମ୍ଭ ହୋଇ ସାରିଛି। ତେବେ ସ୍ଥାନୀୟ ଲୋକଙ୍କ ଏଠାରେ କୌଣସି…

ବ୍ୟାସ ସରୋବରର ବିକାଶ ଆଳରେ ମୋରମ ଲୁଟ୍‌

ଯାଜପୁର ଅଫିସ,୫ା୫: ବ୍ୟାସ ସରୋବରର ବିକାଶ କାର୍ଯ୍ୟ ଚାଲିଛି। ଏଥିପାଇଁ ରାଜ୍ୟ ସରକାର ୬୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏନ୍‌ବିସିସି (ନ୍ୟାଶନାଲ ବିଲ୍ଡିଂ କନଷ୍ଟ୍ରକ୍ସନ କାର୍ପୋରେଶନ) ନେତୃତ୍ୱରେ ଦିଲ୍ଲୀର କ୍ରିଷ୍ଣା ବିଲ୍‌ଡର ଠିକାସଂସ୍ଥା ଜରିଆରେ ଏହି କାମ ଚାଲିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?