ଆମ ଜିଲା ଖବର

ବାହାର ପିଲାଙ୍କୁ ନିଯୁକ୍ତି ଦାବିର ପ୍ରତିବାଦ

କେନ୍ଦୁଝର,୯ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନା ଓ ମେଡିକାଲ କଲେଜରେ ଠିକାସଂସ୍ଥା ଜରିଆରେ ବାହାର ଜିଲାର ପିଲାଙ୍କୁ ବିଭିନ୍ନ ପଦବୀରେ ନିଯୁକ୍ତି ପ୍ରତିବାଦରେ ଗୁରୁବାର ସ୍ଥାନୀୟ ବେକାର ଶିକ୍ଷିତ ଯୁବତୀ/ଯୁବକମାନେ ଜିଲାପାଳଙ୍କୁ ଲିଖିତ ଦାବିପତ୍ର ଦେଇଛନ୍ତି। କର୍ମ ନିୟୋଜନ ସଂସ୍ଥା ଜରିଆରେ…

ପୋଷ୍ଟ ଅଫିସ ସ୍ଥାନାନ୍ତର ପରେ ଜମାକାରୀ ହନ୍ତସନ୍ତ

ସୁନାବେଡ଼ା,୯।୬(ସ୍ବ.ପ୍ର.): ଲୋକଙ୍କ ସୁବିଧା ଲାଗି ୧୯୭୩ରେ ଜୟପୁର ସର୍କଲ ଅଧୀନରେ କୋରାପୁଟ ଜିଲା ସୁନାବେଡ଼ା ହାଲ୍‌ ଟାଉନଶିପ୍‌ ଜି ଜୋନ୍‌ରେ ଖୋଲାଯାଇଥିବା ସବ୍‌ ପୋଷ୍ଟ ଅଫିସ ଇତିମଧ୍ୟରେ ଅନ୍ୟ ଏକ ଉପଡାକଘରକୁ ସ୍ଥାନାନ୍ତର ହୋଇଯାଇଛି। କିନ୍ତୁ ଗତ ୩ ତାରିଖରୁ ଏହାକୁ…

ଖୋଲିଲା ମେଡିକାଲ ମୁଖ୍ୟ ଫାଟକ

ଅନୁଗୋଳ ଅଫିସ, ୯।୬: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ମୁଖ୍ୟ ଫାଟକ ୨୩ ଦିନ ପରେ ବୁଧବାର ଖୋଲିଛି। ମୁଖ୍ୟ ଫାଟକ ଛାତ ମରାମତି ପରେ ଖୋଲା ଯାଇଥିବା ପୌରପାଳିକା ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ତେବେ ଫାଟକ ଖୋଲିବା ପରେ…

ରାତି ପାହିଲେ ଲମ୍ବା ଧାଡ଼ି

ବଇଣ୍ଡା,୯।୬(ଡି.ଏନ.ଏ.): ବସୁଧା ଯୋଜନାରେ ସରକାର ଗ୍ରାମାଞ୍ଚଳରେ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରୁଛନ୍ତି। ସମସ୍ତେ କିପରି ବିଶୁଦ୍ଧ ପାଇପ୍‌ ପାଣି ପାଇପାରିବେ ତାହା ଉପରେ ଗୁରୁତ୍ୱ ଦେଉଛନ୍ତି। ହେଲେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କୃତ୍ତିବାସପୁର ପଞ୍ଚାୟତର ୬ ଗଁାକୁ ଏ…

ଜଳିଗଲା ଦଶ ଚକିଆ ହାଇଓ୍ବା

କୁଳିଅଣା,୯।୬(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ୧୮ ନଂ ଜାତୀୟ ରାଜପଥ ଗୁରୁବାର ପୂର୍ବାହ୍ନରେ ଦରଖୋଳି ଛକ ନିକଟରେ ଏକ ଦଶ ଚକିଆ ହାଇୱାରେ କୌଣସି କାରଣରୁ ନିଆଁ ଲାଗିଯାଇଛି। ଫଳରେ ଗାଡିର ସାମ୍ନାପଟ ଅଧାରୁ ଅଧିକ ଜଳିଯାଇଛି। (ଓଡି…

ଆପରାଧିକ କାର୍ଯ୍ୟରେ ବଢ଼ୁଛି ନାବାଳକଙ୍କ ଭାଗୀଦାରି

ଅନୁଗୋଳ ଅଫିସ, ୯।୬: ଅନୁଗୋଳ ସହରରେ ବଢ଼ୁଛି ଆପରାଧିକ କାର୍ଯ୍ୟକଳାପ। ବିଶେଷକରି ଚୋରି, ଛିନତାଇ, ଡିକି ଭାଙ୍ଗି ଟଙ୍କା ଲୁଟ୍‌, ବଜାରରୁ ବାଇକ୍‌ ଚୋରି ପରି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଦିନ ହେଉ ବା ରାତି, ଏପରି ଅପରାଧ ପ୍ରାୟ…

ମ୍ୟାଚ୍‌ ଲାଗି ଟିକେଟ କିଣିବାକୁ ଅସମ୍ଭାଳ ଭିଡ

କଟକ ଅଫିସ,୯।୬: ଜୁନ ୧୨ରେ କଟକ ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ଗୁରୁବାରଠାରୁ ଅଫ୍‌ଲାଇନରେ ଟିକେଟ ମିଳୁଛି । ଟିକେଟ ପାଇବା ଲାଗି କ୍ରିକେଟ ପ୍ରେମୀଙ୍କ ଅସମ୍ଭାଳ ଭିଡ ଦେଖିବାକୁ ମିଳୁଛି । ଭିଡ…

ଗଞ୍ଜାମ ଜିଲା ଟ୍ରେଜେରି ଷ୍ଟ୍ରଙ୍ଗରୁମ୍‌ ଅସୁରକ୍ଷିତ

ଛତ୍ରପୁର,୯ା୬(ଡି.ଏନ୍‌.ଏ.): ଛତ୍ରପୁରଠାରେ ଥିବା ଗଞ୍ଜାମ ଜିଲା ଟ୍ରେଜେରି ଅଫିସ ଷ୍ଟ୍ରଙ୍ଗରୁମ୍‌ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଷ୍ଟ୍ରଙ୍ଗରୁମ୍‌ର ଛାତ ସମ୍ପୂର୍ଣ୍ଣ ଭଗ୍ନ ଅବସ୍ଥାରେ ଅଛି। ଛାତର ପ୍ଲାଷ୍ଟର ଛୋଟ ଛୋଟ ଖଣ୍ଡ ତଳକୁ ଝଡୁଛି। କଂକ୍ରିଟରୁ ବାହାରି ରଡ୍‌ ଦେଖାଯାଉଛି। ଟ୍ରେଜେରି ଅଫିସର…

ଥାନାରୁ ମାଲିକଙ୍କୁ ଦିଆଗଲା ଜବତ ଗାଡ଼ି

ଜଗନ୍ନାଥପ୍ରସାଦ,୯ା୬(ଡି.ଏନ୍‌.ଏ.): ଜଗନ୍ନାଥପ୍ରସାଦ ପୋଲିସ ପକ୍ଷରୁ ଜବତ ହୋଇଥିବା ଯାନବାହନ ଗୁଡିକ ବର୍ଷ ବର୍ଷ ଧରି ଥାନା ପରିସରରେ ପଡି ରହିଥିଲା। ସେଗୁଡିକୁ ଗାଡ଼ି ମାଲିକଙ୍କୁ ଫେରାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଥାନା ପରିସରରେ ବର୍ତ୍ତମାନ ସୁଦ୍ଧା ୧୦୩ ଗାଡି ପଡି ରହିଥିବା…

ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର

ଖଇରା, ୯ା୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଗଗନଧୂଳି ପଞ୍ଚାୟତ ଅଧୀନ ରଫାୟାତପୁର ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀକକ୍ଷ ଅଭାବ ଯୋଗୁ ୨ଟି ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ବାରଣ୍ଡାରେ ବସି ପଢିବାକୁ ପଢୁଛି। ଶିକ୍ଷାବର୍ଷ ଆରମ୍ଭ ହେବା ପୂର୍ବରୁ ବିକଳ୍ପ ବ୍ୟବସ୍ଥା…

‘ପାତ୍ରଙ୍କ ତରବରିଆ ନିଷ୍ପତ୍ତି ଭୁଲ’

ବ୍ରହ୍ମପୁର ଅଫିସ,୯ା୬: ଗଞ୍ଜାମ ଟାଇଗର ନଂ. ୨ ସୂର୍ଯ୍ୟ ନାରାୟଣ ପାତ୍ର ଶାସକ ଦଳ ରାଜନୀତିରେ ଷଡ଼ଯନ୍ତ୍ରର ଶିକାର ହୋଇଥିବା ବିଭିନ୍ନ ମହଲ ଆଲୋଚନା କରୁଛନ୍ତି। ସୂଚନାଯୋଗ୍ୟ ଏହି ଜିଲାର ବରିଷ୍ଠ ରାଜନେତା ସ୍ବର୍ଗତ ରାମକୃଷ୍ଣ ପଟ୍ଟନାୟକଙ୍କୁ ଗଞ୍ଜାମ ଟାଇଗର କୁହାଯାଉଥିଲା।…

ଜମି କାରବାରକୁ ନେଇ ହତ୍ୟା

ବାଲେଶ୍ୱର ଅଫିସ, ୯ା୬: ବାଲେଶ୍ୱର ଜିଲା ଚାନ୍ଦିପୁର ରାସ୍ତା ଗଛମାଳିଆ ଛକଠାରେ ଗତ ୩ତାରିଖ ରାତିରେ ସତ୍ୟବ୍ରତ ଦାସ (୪୨)ଙ୍କୁ ହତ୍ୟା ଘଟଣାର ପର୍ଦ୍ଦାଫାସ କରିଛନ୍ତି ପୂର୍ବାଞ୍ଚଳ ଆଇଜି ହିଂମାଶୁ କୁମାର ଲାଲ୍‌। ଜମି କାରବାର ନେଇ ଟଙ୍କା ହଡ଼ପ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?