ଆମ ଜିଲା ଖବର

ମୋହନ ନାୟକ ରାୟଗଡା ଯୁବ କଂଗ୍ରେସ ସଭାପତି

ଟିକିରି, ୪।୫ (ପ୍ରଫୁଲ୍ଲ କୁମାର ବେହେରା) ଆଗାମୀ ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରାଜ୍ୟ କଂଗ୍ରେସ ଓଡ଼ିଶାର ସମସ୍ତ ଜିଲାରେ ଯୁବ କଂଗ୍ରେସ ସଭାପତି ଚୟନ କରିଛ। ରାଜ୍ୟ ଯୁବ କଂଗ୍ରେସ ସଭାପତି ରଂଜିତ ପାତ୍ରଙ୍କ ଅନୁମୋଦନ କ୍ରମେ ରାୟଗଡା ଜିଲା ପାଇଁ…

କୋଳି ତୋଳିବାକୁ ଜଙ୍ଗଲକୁ ଯାଇଥିଲେ ଯୁବତୀ, ୩ ଭାଲୁଙ୍କ ହାବୁଡ଼ରେ ପଡ଼ିଗଲେ, ଆଉ ତା’ପରେ…

ପାଟଣା,୪ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସଡ଼ଙ୍ଗ ବାହାଳି ଗ୍ରାମରେ ସୋମବାର ସକାଳୁ ଭାଲୁ ଆକ୍ରମଣରେ ଜଣେ ଯୁବତୀ ଗୁରୁତର ହୋଇଛନ୍ତି । ଗୁରୁତର ଜଣକ ହେଉଛନ୍ତି ଶ୍ରୀଦେବୀ ମୁଣ୍ଡା। ତାଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଭାଲୁ…

ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଅଧିକାରୀଙ୍କ ସହ ଆଲୋଚନା କରି…

ଧାମନଗର,୪ା୫(ସନ୍ତୋଷ କୁମାର ମହାପାତ୍ର): ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଧାମନଗର ଅଞ୍ଚଳର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କରିବା ସହ ଅନ୍ୟ ପ୍ରସ୍ତାବିତ କାର୍ଯ୍ୟ ବିଷୟରେ ଉପସ୍ଥିତ ଅଧିକାରୀମାନଙ୍କ ସହ ସୋମବାର ସକାଳ ସମୟରେ ସମୀକ୍ଷା କରିଛନ୍ତି। ଏଥିସହ ନିର୍ମାଣାଧୀନ ପ୍ରକଳ୍ପକୁ…

ଜଙ୍ଗଲରୁ ୩ ବନ୍ଧୁକ ଜବତ କରି ଶିକାରୀଙ୍କୁ ଖୋଜୁଛି ପୋଲିସ

ଦାରିଙ୍ଗବାଡ଼ି,୪ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସକୁ ମିଳିଛି ବଡ଼ ସଫଳତା। ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇ ପର୍ତ୍ତମାହା ଜଙ୍ଗଲରେ ପୋଲିସ ଚଢ଼ାଉ କରି ୩ ଦେଶୀ ବନ୍ଧୁକ ଉଦ୍ଧାର କରିଛି। ଏନେଇ କେସ୍‌ ନଂ ୧୦୬/୨୬ରେ ରୁଜୁ କରି ଅଭିଯୁକ୍ତଙ୍କୁ…

ବାହାଘର ଭୋଜିରୁ ଫେରିବାବେଳେ ମର୍ମନ୍ତୁଦ ଦୁର୍ଘଟଣା: ବୋଲେରୋ-ହାଇଓ୍ବା ଧକ୍କା, ଚାଲିଗଲା ୫ ଜୀବନ

ଧର୍ମଶାଳା,୪ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ବରଡ଼ା ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୋଲେରୋ ସହିତ ହାଇଓ୍ବା ଧକ୍କା ହେବାରୁ ଘଟଣାସ୍ଥଳରେ ୫ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଚାଳକ ଗୁରୁତର ରହିଛନ୍ତି।…

ରାସ୍ତାରେ ଶୋଇଥିବା ଷଣ୍ଢପଲ ଉପରେ ମାଡ଼ିଗଲା ହାଇଓ୍ବା, ତାତିଲେ ଲୋକେ, ଗାଡ଼ିରେ ଲଗାଇଦେଲେ ନିଆଁ

ଚାନ୍ଦବାଲି,୪ା୫(ଅଶୋକ ପଣ୍ଡା): ଭଦ୍ରକ-ଚାନ୍ଦବାଲି ମୁଖ୍ୟ ରାସ୍ତା ନାଲଗୁଣ୍ଡା ଛକ ନିକଟରେ ଶୋଇଥିବା ୮ ଷଣ୍ଢଙ୍କ ଉପରେ ମାଡ଼ିଗଲା ହାଇଓ୍ବା। ଡ୍ରାଇଭରଙ୍କ ବେପରୁଆ ଗାଡ଼ିଚାଳନାରୁ ଏପରି ଘଟିଛି। ସୂଚନାନୁଯାୟୀ, ଭଦ୍ରକରୁ ଏକ ମାଲ୍‌ ବୋଝେଇ ହାଇଓ୍ବା ଚାନ୍ଦବାଲି ଅଭିମୁଖେ ଆସୁଥିବା ବେଳେ ଚାନ୍ଦବାଲି…

କାର୍‌ ରଖି ଚାହୁଁଚାହୁଁ ଟ୍ରେନ୍‌ ସାମ୍ନାକୁ ଦୌଡ଼ିଗଲେ କ୍ରୀଡ଼ା ଶିକ୍ଷକ, ଏବେ ଟ୍ରାକ୍‌ରେ ପଡ଼ିଛି ମୃତଦେହ

ବଲାଙ୍ଗୀର,୪ା୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସୁଡ଼ପଡ଼ା ଗ୍ୟାସ ଗୋଦାମ ନିକଟ ରେଳ ଫାଟକ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପଡ଼ିଥିବା ସୋମବାର ସକାଳେ ଦେଖାଯାଇଛି। ମୃତ ବ୍ୟକ୍ତି ଜଣକ ହେଲେ ମଲମଣ୍ଡା ଗାଁ ସ୍କୁଲର କ୍ରୀଡ଼ା ଶିକ୍ଷକ ଦେବୀପ୍ରସାଦ ରାଉତ (୫୮)। ଆଜି…

ଦ୍ରୁତଗତିରେ ଆସି ବୋଲେରୋକୁ ସାମ୍ନାପଟୁ ଧକ୍କା ଦେଲା କାର୍‌, ଆଉ ତା’ପରେ…

ଦେବଡ଼,୪ା୫(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ବଲଣ୍ଡା ନିକଟ ରାଜ୍ୟ ରାଜପଥରେ ରବିବାର ରାତିରେ ଏକ ବୋଲେରୋ ଏବଂ କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଉଭୟ ଗାଡ଼ିର ୮ ଜଣ ଆହତ ହୋଇଥିବା ବେଳେ ୨ ଜଣ…

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ କରାଯାଇଛି ବୋଲି ବିଜେଡି ଉପସଭାପତି(ମୁଖ୍ୟାଳୟ) ପ୍ରତାପ ଜେନା ଦଳୀୟ ନିର୍ଦ୍ଦେଶନାମାରେ ଦର୍ଶାଇଛନ୍ତି।

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ ଏହି ସୂଚନା ଦେଇଛନ୍ତି। ଦଳୀୟ ଶୃଙ୍ଖଳା ଭଙ୍ଗ କାରଣରୁ ଖାରବେଳ ଭାଜପାରୁ ନିଲମ୍ୱିତ…

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ। ରବିବାର ଅଗ୍ନିଶମ ବାହିନୀ ଦୀର୍ଘ ସମୟ ପରିଶ୍ରମ ପରେ ଯୁବକଙ୍କ ମୃତଦେହ ଉଦ୍ଧାର…

ଯୌତୁକ ଜନିତ ବଧୂହତ୍ୟା ଘଟଣା, ୩ ମାସ ପରେ ବନ୍ଧା ହେଲେ ଶ୍ବଶୁର-ଦିଅର

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଜକରାପଲ୍ଲୀ ଗ୍ରାମର ଅଜିତ ବିଷୋୟୀଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ବିଷୋୟୀଙ୍କୁ ଗତ ଫେବୃଆରୀ ୪ ତାରିଖରେ ଅଧିକା ଯୌତୁକ ପାଇଁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ସମ୍ପୃକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?