ଆମ ଜିଲା ଖବର

ଯୌତୁକ ପାଇଁ ୨ ବଧୂଙ୍କୁ ହତ୍ୟା ଅଭିଯୋଗ

ଆସିକା/ଧରାକୋଟ,୯ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଓ ଧରାକୋଟ ଥାନା ଅଞ୍ଚଳରେ ଯୌତୁକ ଦାବି ନେଇ ୩ ଦିନ ମଧ୍ୟରେ ପୃଥକ ୨ ବଧୂଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଆସିକା ଥାନା ଅଧୀନ ବାବନପୁର ଗ୍ରାମରେ ଗତ ମଙ୍ଗଳବାର ବଧୂ ଧରିତ୍ରୀ…

ଖେଳୁଥିବା ବେଳେ ବାଲି ଧସି ଦୁଇ ନାବାଳକଙ୍କ ଜୀବନ ଗଲା

କେନ୍ଦ୍ରାପଡ଼ା ଅଫିସ,୯ା୬: କେନ୍ଦ୍ରାପଡ଼ା ବ୍ଲକ ଚକ୍ରୋଡ଼ା ପଞ୍ଚାୟତର ମାଗୁର ଗଣ୍ଡପାଟଣା ଗ୍ରାମରେ ବାଲି ଧସି ଦୁଇ ନାବାଳକଙ୍କ ମୃତ୍ୟୁ ହୋଇଛି। ବୁଧବାର ବିଳମ୍ବିତ ରାତିରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଏହି ନାବାଳକଙ୍କ ମୃତ୍ୟୁ ଘୋଷଣା ପରେ ଗ୍ରାମରେ ଶୋକର ଛାୟା ଖେଳି…

ଗୋଟିଏ ପୋଷ୍ଟରରେ ନବୀନ-ନରସିଂହ

ବଲାଙ୍ଗୀର ଅଫିସ୍‌,୯ା୬: ବଲାଙ୍ଗୀର ସହର ପାଟଣା ହୋଟେଲ ଛକ ଏବଂ ମ୍ୟୁନିସିପାଲିଟି ଷ୍ଟଲ୍‌ ଉପର ବିଜ୍ଞାପନ ବୋର୍ଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଧାୟକ ନରସିଂହ ମିଶ୍ରଙ୍କ ଫଟୋ ଥିବା ଦୁଇଟି ବଡ଼ ପୋଷ୍ଟର ଲାଗିଛି। ଉକ୍ତ ପୋଷ୍ଟରରେ ବଲାଙ୍ଗୀରରେ ନିର୍ମାଣାଧୀନ…

ଶ୍ରୀକ୍ଷେତ୍ରର ମଠ ସଂସ୍କୃତି

ପ୍ରାକ୍‌ କଥନ- ଆଜକୁ ବାରଶହ ବର୍ଷ ପୂର୍ବେ ଶ୍ରୀକ୍ଷେତ୍ର ବା ଶ୍ରୀପୁରୁଷୋତ୍ତମ କ୍ଷେତ୍ରଠାରେ ମଠ ସଂସ୍କୃତିର ସମୃଦ୍ଧ ଧାରାର ଅୟମାରମ୍ଭ ଘଟି ପଞ୍ଚଦଶ, ଷୋଡ଼ଶ ଶତାବ୍ଦୀ ବେଳକୁ ଏହା ଏକ ସାମଗ୍ରିକ ଓ ବିକଶିତ ରୂପ ପରିଗ୍ରହଣ କରିଥିଲା। ସର୍ବଭାରତୀୟ ସ୍ତରରେ…

ରଜ ପାଇଁ ସଜେଇ ହେଉଛି ମା’ ଉଗ୍ରତାରା ପୀଠ

ନିରାକାରପୁର,୯।୬(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନୂଆଗଡ ପଞ୍ଚାୟତ ମୂଳୀଝର ହାତୀଆ ପାହାଡ଼ ପାଦ ଦେଶରେ ଅବସ୍ଥିତ ଓଡ଼ିଶା ପ୍ରସିଦ୍ଧ ମା’ ଉଗ୍ରତାରାଙ୍କ ପୀଠରେ ଚଳିତବର୍ଷ ରଜ ମହୋତ୍ସବ ପର୍ବ ପାଳନ କରାଯିବ। ଏଥିପାଇଁ ମନ୍ଦିର ସମେତ ଏହାର ଚତୁଃପାର୍ଶ୍ୱ ସଫା କରାଯିବା ସହିତ…

ମାନ୍ୟତା ମିଳିଛି, ଭିତ୍ତିଭୂମି ବିକାଶ ହେଉନି

ଖୋର୍ଦ୍ଧା ଅଫିସ,୯।୬: ଖୋର୍ଦ୍ଧା-ନୟାଗଡ଼ ୫୭ ନମ୍ବର ଜାତୀୟ ରାଜପଥ ଜାଗୁଳିପାଟଣାରେ ରହିଛି ଶ୍ରୀଅନନ୍ତ ପୁରୁଷୋତ୍ତମ(ହାତଗୋଡ଼ ଥାଇ ପୂର୍ଣ୍ଣ ବିଗ୍ରହ)ଦେବଙ୍କ ମନ୍ଦିର। ପର୍ଯ୍ୟଟନର ମାନ୍ୟତା ସତ୍ତ୍ୱେ ଏହାର ଭିତ୍ତିଭୂମି ବିକାଶ ପ୍ରତି ଗୁରୁତ୍ୱ ଦିଆଯାଉନାହିଁ। ଫଳରେ ଏହି ମନ୍ଦିର ଅବହେଳିତ ଅବସ୍ଥାରେ ରହିଛି।…

ମୃତା କାଠଯୋଡିରେ ନିର୍ମାଣ ଚାଲିଛି ସ୍ଥାୟୀ ଘର: ଅଭିଯୋଗ ସତ୍ତ୍ୱେ କାର୍ଯ୍ୟାନୁଷ୍ଠାନ ଶୂନ

ରଘୁନାଥପୁର,୯ା୬(ଡି.ଏନ.ଏ.): ରଘୁନାଥପୁର ତହସିଲ ଅନ୍ତର୍ଗତ ତଅଁରା ଓ ରେଢୁଆ ମଧ୍ୟ ଭାଗରେ ବହିଯାଇଥିବା ମୃତା କାଠଯୋଡି ଶଯ୍ୟାର ମୁଣ୍ଡାଳଠାରେ ସ୍ଥାୟୀ ପକ୍କା ଘର ଜଣେ ବ୍ୟକ୍ତି ନିର୍ମାଣ କରୁଛନ୍ତି। ତହସିଲଦାରଙ୍କୁ ଅଭିଯୋଗ ସତ୍ତ୍ୱେ କାର୍ଯ୍ୟାନୁଷ୍ଠାନ ନିଆଯାଉ ନ ଥିବାରୁ ଏ ନେଇ…

ପାରାଦୀପ ଭାଜପା: ଯୋଡୁଛି କମ୍‌, ଛିଡୁଛି ବେଶି

ପାରାଦୀପ,୯ା୬(ସ୍ବ.ପ୍ର.): ପାରାଦୀପରେ ୨୦୨୧ ଡିସେମ୍ବର ୨୫ ଘଟଣା ପରଠାରୁ ଭାଜପାରେ ଅନ୍ତଃକନ୍ଦଳ ବଢ଼ିବାରେ ଲାଗିଛି। ଏଥିଯୋଗୁ ପାରାଦୀପରେ ଭାଜପା ଯୋଡୁଛି କମ୍‌, ଛିଡୁଛି ବେଶି ବୋଲି ରାଜନୈତିକ ସମୀକ୍ଷକମାନେ କହୁଛନ୍ତି। ଯାହାର କେତେକ ଚିତ୍ର ସଦ୍ୟ କେନ୍ଦ୍ରମନ୍ତ୍ରୀ ଶାନ୍ତନୁ ଠାକୁରଙ୍କ ଗସ୍ତ…

ନାଉଗାଁ ତହସିଲ: ୨୨ ପଦବୀରୁ ୧୩ ଫାଙ୍କା

ନାଉଗାଁ,୯ା୬(ସ୍ବ.ପ୍ର.): ଜନସାଧାରଣଙ୍କୁ ସୁବିଧାରେ ପ୍ରଶାସନିକ ସେବା ଯୋଗାଇ ଦେବା ସହ ରାଜସ୍ବ ଆଦାୟ ପାଇଁ ପ୍ରତି ବ୍ଲକରେ ସରକାରଙ୍କ ପକ୍ଷରୁ ତହସିଲ କାର୍ଯ୍ୟାଳୟ ଅଛି। ଏହି କାର୍ଯ୍ୟାଳୟ ମାଧ୍ୟମରେ ଜମିଜମା ସଂକ୍ରାନ୍ତ କାଗଜପତ୍ର, ବିଭିନ୍ନ ପ୍ରମାଣପତ୍ର, ପ୍ରାକୃତିକ ବିପର୍ଯ୍ୟୟ ସହାୟତା ସହ…

ସରକାରୀ ଜମିରୁ ଚାଲିଛି ମାଟି ଚାଲାଣ: ବ୍ୟବସାୟୀ ଲାଭବାନ, ପ୍ରଶାସନ ନୀରବ ଦ୍ରଷ୍ଟା

ପଟ୍ଟାମୁଣ୍ଡାଇ,୯ା୬(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅଧୀନ ଅଳଭା ବ୍ରାହ୍ମଣୀ ନଦୀ ପାଳରେ ବଡ ବଡ ଗାତ କରାଯାଇ ମାଟି ଚାଲାଣ କରାଯାଇଛି । ମାଟି ବ୍ୟବସାୟୀମାନେ ଏଥିରେ ଲାଭବାନ ହେଉଥିବା ବେଳେ ରାଜ୍ୟ ସରକାର ରାଜସ୍ବ ହରାଉଛନ୍ତି। ସରକାରଙ୍କ ସମସ୍ତ ନୀତି ନିୟମକୁ…

ତଣ୍ଡା ସୁରକ୍ଷା ପାଇଁ ଅଗରନାସୀରେ ହେଉ ପଥରବନ୍ଧ

କେନ୍ଦ୍ରାପଡ଼ା ଅଫିସ, ୯ା୬: ମେ ୩୦ରେ ସାବିତ୍ରୀ ଅମାବାସ୍ୟା ଥିଲା। ଏହି ତିଥିରେ ସମୁଦ୍ର କୂଳ ଲଂଘି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଣ୍ଡା ଅଞ୍ଚଳରେ ପାଣି ପଶି ଯାଇଥିଲା। ତଟକ୍ଷୟର ଏହି ପରିସ୍ଥିତି ତଟାଞ୍ଚଳବାସୀଙ୍କ ମନରେ ଭୟ ଆଣିଛି। ବଙ୍ଗୋପସାଗରର…

ବ୍ରିଜ୍‌ କୋର୍ସ ସଫଳତା ଆକଳନ ସମୟ ଘୁଞ୍ଚୁଛି

ରସୁଲପୁର,୯।୬(ଡି.ଏନ.ଏ.): ଆରମ୍ଭରୁ ରସୁଲପୁର ବ୍ଲକରେ ବ୍ରିଜ୍‌ କୋର୍ସ ସଫଳତା ଅତ୍ୟନ୍ତ ନୈରାଶ୍ୟଜନକ ହୋଇଛି ବୋଲି ଅଭିଯୋଗ ହେଉଛି। ଉକ୍ତ ବ୍ଲକ୍‌ରେ ୨୩୮ ବିଦ୍ୟାଳୟର ୨୦ ହଜାରରୁ ଊର୍ଦ୍ଧ୍ୱ ପିଲାଙ୍କୁ ଏହି କୋର୍ସରେ ସେଭଳି କିଛି ସଫଳତା ମିଳି ନ ଥିବା କୁହାଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?