ବିଭିନ୍ନ ଦାବିନେଇ କୃଷକ ମଞ୍ଚର ପଦଯାତ୍ରା
ଚାନ୍ଦବାଲି,୨୪।୨(ଡି.ଏନ୍.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକରେ ଚିଙ୍ଗୁଡି ଚାଷ ଦ୍ୱାରା କ୍ଷତିଗ୍ରସ୍ତ କୃଷକ ମିଳିତ ମଞ୍ଚ ଚାନ୍ଦବାଲି ପକ୍ଷରୁ ବୁଧବାର ସକାଳୁ ଭଦ୍ରକ ଅଭିମୁଖେ ଏକ ପଦଯାତ୍ରା ଆରମ୍ଭ ହୋଇଛି। ଚାଷୀମାନେ ଏକତ୍ରିତ ହୋଇ ଚାନ୍ଦବାଲିରୁ ଭଦ୍ରକ ପ୍ରାୟ ୫୦...
ଅନ୍ୟ ରାଜ୍ୟକୁ ଚାଲାଣ ହେଉଥିଲା ଗୋରୁ: ପୋଲିସର ଜିମା ଦେଲେ ସ୍ଥାନୀୟ ଲୋକେ
ଭଦ୍ରକ ଅଫିସ, ୨୪।୨: ବେଆଇନ୍ ଭାବେ ବାହର ରାଜ୍ୟକୁ ଚାଲାଣ ହେଉଥିବା ବେଳେ ଏକ ଗୋରୁ ବୋଝେଇ ପିକଅପ ଭ୍ୟାନ୍କୁ ଜବତ କରାଯାଇଛି। ୨୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ ଉଦ୍ଧାର କରାଯାଇଛି । ବଜରଙ୍ଗ ଦଳର କର୍ମୀ ଓ ସ୍ଥାନୀୟ ଲୋକେ...
ମାଓବାଦୀଙ୍କ ବ୍ୟାଗ୍ରୁ ମିଳିଲା ଲ୍ୟାଣ୍ଡମାଇନ, ଟିଫିନ ବୋମା
ଚିତ୍ରକୋଣ୍ଡା,୨୪ା୨(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳର ହାନ୍ତାଳଗୁଡ଼ା ୯ ବାଟାଲିୟନ ବିଏସ୍ଏଫ୍ ଯବାନମାନେ ପୁଣିଥରେ ମାଓବାଦୀଙ୍କ ଯୋଜନାକୁ ପଣ୍ଡ କରିଛନ୍ତି। ଯବାନଙ୍କ ଉଦ୍ଦେଶ୍ୟରେ ସେମାନେ ଜଙ୍ଗଲ ରାସ୍ତାରେ ଖଞ୍ଜିଥିବା ଲ୍ୟାଣ୍ଡମାଇନ ଓ ଟିଫିନ ବୋମାକୁ ଠାବ କରାଯାଇଛି।...
ଜେଲ ଗଲେ ଫୁଲବାଣୀର ପୂର୍ବତନ ବିଧାୟକ
ଫୁଲବାଣୀ ଅଫିସ,୨୪ା୨: ପଥଚାରୀଙ୍କୁ ମାଡ଼ ମାରିବା ସହ ଟଙ୍କା ଲୁଟ ଅଭିଯୋଗରେ ମଙ୍ଗଳବାର ଫୁଲବାଣୀର ପୂର୍ବତନ ବିଜେଡି ବିଧାୟକ ଦେବେନ୍ଦ୍ର କହଁର ଗିରଫ ହୋଇଛନ୍ତି। ସେ ୨୦୦୯ରେ ଫୁଲବାଣୀରୁ ବିଧାୟକ ନିର୍ବାଚିତ ହୋଇଥିଲେ। ୨୦୧୪ ଓ ୨୦୧୯ ସାଧାରଣ ନିର୍ବାଚନରେ...
ହାତୀ ସୁରକ୍ଷା ପ୍ରତି ହତାଦର
ପରିକ୍ଷିତ ସାହୁ ବଇଣ୍ଡା, ୨୪।୨: ୨୦୧୮ ଅକ୍ଟୋବର ୨୭ରେ ଢେଙ୍କାନାଳ ଜିଲା କମଳାଙ୍ଗଠାରେ ଓହଳି ରହିଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୭ ହାତୀଙ୍କ ଜୀବନହାନି ପରେ ହାତୀଙ୍କ ସୁରକ୍ଷାକୁ ନେଇ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିଲା। କାର୍ଯ୍ୟାନୁଷ୍ଠାନ ସ୍ବରୂପ...
ଭଇଁରିଗୁଡା ପଞ୍ଚାୟତ ଉପ ର୍ନିବାଚନରେ ଭାଗ ନେବେ ୩୦୬୯ ଭୋଟର
ଜୁନାଗଡ଼,୨୩।୨(ଡି.ଏନ.ଏ) – କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଭଇଁରିଗୁଡା ପଞ୍ଚାୟତ ଉପ ର୍ନିବାଚନ ବୁଧବାର ଅନୁଷ୍ଠିତ ହେବ। ଏଥିପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି l ଏହି ଉପ ର୍ନିବାଚନରେ ମୋଟ ୩୦୬୯ ଜଣ ଭୋଟର...
ଜବରଦଖଲ ଉଚ୍ଛେଦ ପରେ ରାସ୍ତାକୁ ଓହ୍ଲାଇଲା କଂଗ୍ରେସ
ବଲାଙ୍ଗୀର ଅଫିସ,୨୩।୨: ବଲାଙ୍ଗୀର ଟାଉନ କଂଗ୍ରେସ ପକ୍ଷରୁ ଭୂମିହୀନ, ବାସହୀନ ଲୋକଙ୍କୁ ବିନାମୂଲ୍ୟରେ ଜମି ଯୋଗାଇ ଦେବା ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆଜି ବିକ୍ଷୋଭ ପଦର୍ଶନ କରାଯାଇଛି। ବଲାଙ୍ଗୀର ସହରରେ ବିଭିନ୍ନ ସରକାରୀ ଜମିକୁ ଜବରଦଖଲ କରି ଗରିବ...
ଘରେ ଲାଗିଲା ନିଆଁ, ଜଳିଗଲା ସବୁକିଛି
ମହାକାଳପଡ଼ା,୨୩।୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍ଛଲା ଗାଁରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗାଁର ଚନ୍ଦନ ଦାସଙ୍କ ୨ ବଖରା ଘର ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇଛି। ଘରର ସମସ୍ତ ଆସବାବପତ୍ର ଜଳି ଯାଇଛି। ତେବେ ନିଆଁ ଲାଗିବାର କାରଣ...
ପୁଣି କଟକରୁ ନକଲି ସିମେଣ୍ଟ କାରଖାନା ଠାବ
କଟକ ଅଫିସ, ୨୩।୨: କଟକରୁ ମଙ୍ଗଳବାର ପୁଣି ନକଲି ସିମେଣ୍ଟ କାରଖାନା ଠାବ ହୋଇଛି। କମିଶନରେଟ ପୋଲିସ ନକଲି ସିମେଣ୍ଟ ଗୋଦାମ ଘରେ ଚଢ଼ାଉ କରି ବିପୁଳ ପରିମାଣର ଭେଜାଲ ସିମେଣ୍ଟ ଜବତ କରିଛି। କଟକ ଜଗତପୁର ସ୍ଥିତ କେନ୍ଦ୍ରାପଡ଼ା-ଚାନ୍ଦବାଲି...
ଥମୁନି ହାତୀ ଉପଦ୍ରବ: ଲୋକେ ଆତଙ୍କିତ
ବୁଗୁଡ଼ା,୨୩।୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବନାଞ୍ଚଳର ଠଣାପଲ୍ଲୀ ବିଟ୍ରେ ଏକ ଦନ୍ତାହାତୀ ପ୍ରବେଶ କରି ଉପଦ୍ରବ କରୁଥିବା ଦେଖିବାକୁ ମିଳିଛି। କୁଞ୍ଜବନ ଗ୍ରାମର ଧାନ ଖାଇ ତାହାକୁ ନଷ୍ଟ କରିଦେଇଛି। ଏହା ସହ ତାଳ ଗଛକୁ ଭାଙ୍ଗି କନ୍ଦା ଖାଇଥିବା...
ଜୋର ଜବରଦସ୍ତ ଘର ଭାଙ୍ଗିବା ଘଟଣା : ଅସନ୍ତୋଷ ପ୍ରକାଶ କଲେ କନ୍ଧ ଶତପଥୀ
ଗଞ୍ଜାମ,୨୩।୨(ଡି.ଏନ୍.ଏ.): ଗଞ୍ଜାମ ସହର ତ୍ରିବେଣୀ ମଠ ଛକଠାରେ ଦୀର୍ଘ ସତୁରୀ ବର୍ଷରୁ ଊର୍ଦ୍ଧ୍ୱ ହେବ ରହି ଆସୁଥିବା କନ୍ଧ ଶତପଥୀଙ୍କ ଘରକୁ ଗତ ୯ ତାରିଖରେ ମନ୍ଦିର କର୍ତ୍ତୃପକ୍ଷ ଜୋର ଜବରଦସ୍ତ ଜେସିବି ଦ୍ୱାରା ଭାଙ୍ଗି ଦେଇଥିଲେ । ଏ...
ନଳକୂପ ଅଚଳ, ମିଳୁନି ପାନୀୟ ଜଳ
ବଳଙ୍ଗା,୨୩।୨(ଡି.ଏନ୍.ଏ.): ବଳଙ୍ଗା ଥାନା ଶାଇଁଶ ଶାସନ ପଞ୍ଚାୟତ ଦୁର୍ଗାପୁର, କାଶୀପୁର, ଭଗତୀପୁର ଗ୍ରାମରେ ପାନୀୟ ଜଳର ଘୋର ଅଭାବ ଦେଖାଯାଇଛି। ଏହି ୩ଗ୍ରାମରେ ଲୋକେ ପାନୀୟ ଜଳ ପାଇଁ ନାନା ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ କରିଛନ୍ତି। ଅନ୍ୟପଟେ ଗ୍ରାମର ନଳକୂପ...
Archives


