ଆମ ଜିଲା ଖବର

୮ବର୍ଷ ହେଲା ଗଛମୂଳେ ଚାଲିଛି ଦମକଳ କେନ୍ଦ୍ର

କଣାସ,୨୩।୨(ସ୍ବ.ପ୍ର): କଣାସ ବ୍ଲକରେ ଦମକଳ କେନ୍ଦ୍ର ସ୍ଥାପନ ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ବାରମ୍ବାର ଦାବି ହେବାରୁ ୨୦୧୩ ଫେବୃୟାରୀ ୧୨ରେ ମୁଖ୍ୟମନ୍ତ୍ରୀ ପଞ୍ଚାୟତ ସମିତି ସଭାଗୃହ ନିକଟରେ ଥିବା ଏକ ବରଗଛ ତଳେ ଅସ୍ଥାୟୀ ଭାବେ ଦମକଳ କେନ୍ଦ୍ର ଉଦ୍‌ଘାଟନ...

ମାଓବାଦୀ ଯୋଜନା ପଣ୍ଡ : ୩ ବୋମା ନିଷ୍କ୍ରିୟ କଲେ ଯବାନ

ଚିତ୍ରକୋଣ୍ଡା,୨୩।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ପୁଣି ମାଓବାଦୀଙ୍କ ଯୋଜନା ପଣ୍ଡ ହୋଇଛି।ମାଓବାଦୀଙ୍କ ଦ୍ୱାରା ରଖାଯାଇଥିବା ବୋମାକୁ ଯବାନମାନେ ନିଷ୍କ୍ରିୟ କରି ଦେଇଛନ୍ତି। ସୂଚନାଯୋଗ୍ୟ, ଗୁଇନ୍ଦା ସୂତ୍ରରୁ ଖବର ପାଇ ହାନ୍ତାଳଗୁଡ଼ା ୦୯ ବାଟାଲିୟନ ବିଏସ୍‌ଏଫ ଯବାନ ସର୍ଚ୍ଚ...

ଧାନ ବିକି ପାରିଲେନି, ହୃଦ୍‌ଘାତରେ ଚାଷୀଙ୍କ ଜୀବନ ଗଲା

ପଦ୍ମପୁର,୨୩।୨(ଡି.ଏନ୍‌.ଏ.): ଧାନ ଅମଳ କରିଥିଲେ । ଅମଳ ଧାନକୁ ବିକ୍ରି ପାଇଁ ମଣ୍ଡିକୁ ଆଣିଥିଲେ। ତାହା ବିକ୍ରି ନ ହେବାରୁ ଧାନ ଉଠାଣ ଦାବିରେ ବରଗଡ଼ ଜିଲା ପଦ୍ମପୁରରେ ଚାଲିଥିବା ଚାଷୀ ଆନ୍ଦୋଳନରେ ମଧ୍ୟ ସାମିଲ ହୋଇ ଆସୁଥିଲେ। ତଥାପି...

୨୨ବର୍ଷର ଲୁଚକାଳି ଶେଷ

ଭୁବନେଶ୍ୱର(ବ୍ୟୁରୋ)/ କଟକ ଅଫିସ୍‌,୨୩।୨(ବ୍ୟୁରୋ):  ଶେଷ ହୋଇଛି ୨୨ବର୍ଷର ଲୁଚକାଳି ଖେଳ। ୧୯୯୯ ଜାନୁୟାରୀ ୯ତାରିଖ ରାତିରେ ଅଞ୍ଜନା ମିଶ୍ରଙ୍କୁ ଗଣବଳାତ୍କାର କରି ଫେରାର ଥିବା ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କୁ କମିଶନରେଟ ପୋଲିସ ଗିରଫ କରିଛି। ନିଜ ନାମ ଓ...

କ୍ୱାର୍ଟର୍ସରେ ବରିଷ୍ଠ କିରାଣିଙ୍କ ସନ୍ଦେହଜନକ ମୃତ୍ୟୁ

ସୋନପୁର,୨୩।୨(ନି.ପ୍ର.) ସୋନପୁର ସହରସ୍ଥିତ କ୍ଲଷ୍ଟର କଲୋନୀର ସରକାରୀ କ୍ୱାର୍ଟର୍ସରେ ବରିଷ୍ଠ କିରାଣି ଶିବ ନାରାୟଣ ବିଶ୍ୱାଳ(୪୧)ଙ୍କ ସନ୍ଦେହଜନକଭାବେ ମୃତ୍ୟୁ ଘଟିଛି। ପୋଲିସ କ୍ୱାର୍ଟର୍ସ ତାଲା ଭାଙ୍ଗି ଭିତରକୁ ପ୍ରବେଶ କରିବା ପରେ କାନ୍ଥରେ ପୋତା ହୋଇଥିବା ଏକ ଲୁହା କଣ୍ଟାରେ...

ମାହେଶ୍ୱରୀ ଏକଦିବସୀୟ ଫୁଟବଲ : ସିଙ୍ଘପାଲି ଚାମ୍ପିୟନ

ଅମରପାଲି, ୨୩।୨ (ଡି.ଏନ.ଏ) ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପକଣ୍ଠ ବାଗବର ମାହେଶ୍ୱରୀ ଭେଟେରାନ କ୍ଲବ ଆନୁକୂଲ୍ୟରେ ହାଇସ୍କୁଲ ପଡିଆରେ ଅନୁଷ୍ଠିତ ଏକଦିବସୀୟ ଫୁଟବଲ ଟୁର୍ନାମେଣ୍ଟ ସୋମବାର ଉଦଯାପିତ ହୋଇଯାଇଛି । ଫାଇନାଲ ମ୍ୟାଚରେ ଭେଟେରାନ ବୁର୍ଲାକୁ ହରାଇ ସିଙ୍ଘପାଲି (ସମ୍ବଲପୁର)...

ନାରୀଙ୍କୁ ସମ୍ମାନ ପ୍ରଧାନ କର୍ତ୍ତବ୍ୟ ହେବା ଉଚିତ

ସୋନପୁର,୨୩।୨(ନି.ପ୍ର.) ଭାରତୀୟ ସାମ୍ବିଧାନିକ ବ୍ୟବସ୍ଥାରେ ପ୍ରତ୍ୟେକ ବ୍ୟକ୍ତିଙ୍କୁ ସମାନ ଅଧିକାର ଦିଆଯାଇଛି। ଯେଉଁଠି ଜାତି, ଧର୍ମ, ବର୍ଣ୍ଣ ବା ଲିଙ୍ଗର କୌଣସି ପ୍ରଭେଦ ନଥାଏ। କିନ୍ତୁ ନାରୀମାନଙ୍କ ପ୍ରତି ଏବେ ବି ଅଣଦେଖା କରାଯାଉଛି । ସେମାନେ ନିର୍ଯାତନାର ଶିକାର...

ଟିଟିଲାଗଡ଼ ମହାଶିବରାତ୍ରୀ ମେଳା ବାତିଲ

ଟିଟିଲାଗଡ଼, ୨୩।୨ (ଡି.ଏନ.ଏ.) କରୋନା ମହାମାରି ନେଇ ଚଳିତ ବର୍ଷ ବଲାଙ୍ଗୀର ଜିଲା ଟିଟିଲାଗଡ ଧବଳେଶ୍ୱର ବାବାଙ୍କ ମହାଶିବ ରାତ୍ରୀ ମେଳା ବାତିଲ ହୋଇଛି। ସୋମବାର ସନ୍ଧ୍ୟାରେ ସ୍ଥାନୀୟ ପୌର ପରିଷଦ ସଭାଗୃହରେ ଦଧିବାମନ ଟ୍ରଷ୍ଟ ଅଧ୍ୟକ୍ଷ ତଥା ଉପଜିଲାପାଳ...

ଏମଏସଏମଇ ପ୍ରତିଷ୍ଠା ଉପରେ ଗୁରୁତ୍ୱ

ଟିଟିଲାଗଡ଼, ୨୩।୨ (ଡି.ଏନ.ଏ) ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ରାଜ କନୱର ପାର୍କ ପରିସରରେ ଏମଏସମଏଇ କ୍ଷେତ୍ରରେ ଆଗ୍ରହୀ ଉଦ୍ୟୋଗୀଙ୍କୁ ନେଇ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଟିଟିଲାଗଡ ଉପଜିଲାପାଳ ସୋମେଶ ଉପାଧ୍ୟାୟ ଏଥିରେ ଅଧ୍ୟକ୍ଷତା କରିଥିଲେ। ଜିଲା...

ସୁବିଧା ଥାଇ ରୋଗୀଙ୍କୁ ଶୋଷଣ

ଅନୁଗୋଳ ଅଫିସ, ୨୩।୨ଉତ୍ତମ ସ୍ବାସ୍ଥ୍ୟସେବା ଉପରେ ସରକାରଙ୍କ ପକ୍ଷରୁ ଗୁରୁତ୍ୱ ଦିଆଯାଉଛି। ସରକାରୀ ଚିକିତ୍ସାଳୟରେ ରୋଗୀଙ୍କୁ ସମସ୍ତ ସେବା ଯେପରି ନିଃଶୁଳ୍କ ମିଳିପାରିବ ସେ ନେଇ ନାନା ବ୍ୟବସ୍ଥା କରାଯାଉଛି। କିନ୍ତୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅନେକ ସମୟରେ...

ସାଧୁ ବେଶରେ ଆସି ଲୁଟିନେଲେ ମୋବାଇଲ, ଟଙ୍କା

ସଇଁତଳା, ୨୩ା୨: ସାଧୁ ବେଶରେ ଆସି ଦୁଇ ଜଣ ବ୍ୟକ୍ତି ବଲାଙ୍ଗୀର ଜିଲା ସଇଁତଲା ବ୍ୟାଙ୍କ ଛକରେ ଥିବା ଏକ ମୋବାଇଲ ଦୋକାନୀଙ୍କଠାରୁ ମୋବାଇଲ ଓ ଟଙ୍କା ଲୁଟି ନେଇଛନ୍ତି। ଲୁଟ୍‌ର ଶିକାର ବ୍ୟବସାୟୀ ରମେଶ ସାହୁ ସଇଁତଳା ଥାନାରେ...

ବର୍ଷେ ହେଲା ଓଡ଼ିଶା ସୀମାରେ ଆନ୍ଧ୍ର କରୁଛି ରାସ୍ତା

ଗୁଣପୁର,୨୩ା୨: ଓଡ଼ିଶାର ସୀମା ଅସୁରକ୍ଷିତ ହୋଇପଡ଼ିଛି। ଆନ୍ଧ୍ର ଚଞ୍ଚକତା କରି ଗୋଟିଏ ପରେ ଗୋଟିଏ ଅଞ୍ଚଳକୁ ମାଡ଼ିଚାଲିଛି। ଓଡ଼ିଶା ସୀମାବର୍ତ୍ତୀ ଗ୍ରାମ ଉପରେ ଆନ୍ଧ୍ରର ଦାଦାଗିରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଯୋଡ଼ିହୋଇଛି ଆଉ ଏକ ଗ୍ରାମ। ରାୟଗଡ଼ା ଜିଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri