ଆମ ଜିଲା ଖବର

ପୁରୀରେ ପହଞ୍ଚିଲେ ଏଏସ୍‌ଆଇ ଟିମ୍‌: କରିବେ ଐତିହ୍ୟ କରିଡର ପରିଦର୍ଶନ

ପୁରୀ ଅଫିସ, ୧।୫ : ଏଏସ୍‌ଆଇ ଟିମ୍‌ ରବିବାର ସକାଳେ ପୁରୀରେ ପହଞ୍ଚିଛନ୍ତି। ଏଏସ୍‌ଆଇ ଆଞ୍ଚଳିକ ନିର୍ଦ୍ଦେଶକ ଓ ଏଏସ୍‌ଆଇ ସୁପରିଟେଣ୍ଡେଣ୍ଟଙ୍କ ସହ ଅନ୍ୟ ଅଧିକାରୀମାନେ ଏହି ଟିମ୍‌ରେ ସାମିଲ ଅଛନ୍ତି। ପୁରୀରେ ପହଞ୍ଚିବା ପରେ ସେମାନେ ପ୍ରଥମେ ଶ୍ରୀଜିଉଙ୍କୁ ଦର୍ଶନ…

ହସ୍ପିଟାଲ ଛକରୁ ଗୋଡ଼େଇ ଗୋଡ଼େଇ ହାଣିଲେ

ଲୋଇସିଂହା,୧।୫(ଡିି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହାରେ ଶନିବାର ବିଳମ୍ବିତ ରାତିରେ ସଂଘବଦ୍ଧ ଆକ୍ରମଣ ହୋଇଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ଜଡ଼ାମୁଣ୍ଡାର ବସ୍ତିର ରୂପକ ହନୁମାନ। ଗୁରୁତର ସରୋଜ ବିଶି। ଗୁରୁତର ସରୋଜଙ୍କୁ ବଲାଙ୍ଗୀରରୁ…

ଇଟାଭାଟି ନିଆଁ, ଧୂଆଁରେ ଜୀବନ ଅସ୍ତବ୍ୟସ୍ତ

ଡେରାବିଶ, ୧।୫(ସ୍ବ.ପ୍ର.): ଗତ ଏକ ସପ୍ତାହ ହେବ ଡେରାବିଶ ବ୍ଲକ ଅଞ୍ଚଳରେ ୪୦ ଡିଗ୍ରୀରୁ ଊର୍ଦ୍ଧ୍ୱ ତାପମାତ୍ରା ଅନୁଭୂତ ହେଉଛି। ଜନଜୀବନ ଉପରେ ଏହାର ପ୍ରଭାବ ପଡ଼ିଛି। ମାତ୍ର ସରକାରଙ୍କ ସମସ୍ତ ନିୟମକୁ ଫୁ କରିଛନ୍ତି ଡେରାବିଶ ତହସିଲ ପ୍ରଶାସନ ଓ…

ଗୋଟିଏ ବସ୍ତିର ନାମ ୩ ପ୍ରକାର

ପାରାଦୀପ,୧।୫(ସ୍ବ.ପ୍ର.): ପାରାଦୀପ ପୌରାଞ୍ଚଳର ୧୯ ଓ୍ବାର୍ଡରେ ଥିବା ୫୫ ବସ୍ତିର ନାମ ଅଲଗା ରହିଛି। ସେଥିରୁ ଏମିତି କିଛି ବସ୍ତି ରହିଛି ଯାହାର ନାମ ଏକାଧିକ ରହିଛି। ସେଥିମଧ୍ୟରେ ୪ ନଂ. ଓ୍ବାର୍ଡର ଭିତରଗଡ ଅନ୍ୟତମ। ଏହାର ୩ଟି ନାମରେ ରହିଛି।…

ପ୍ରମାଣପତ୍ର ପାଇଁ ଭୂମିହୀନ ହନ୍ତସନ୍ତ

କେନ୍ଦ୍ରାପଡ଼ା ଅଫିସ, ୧।୫: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଟିକରପଙ୍ଗା ପଞ୍ଚାୟତ ନାରାୟଣପୁର ଗ୍ରାମରେ ପ୍ରାୟ ୩୦୦ ପରିବାର ଅଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରାୟ ୭୦ ପ୍ରତିଶତ ଅନୁସୂଚିତ ଜାତି ବର୍ଗ। ତେବେ ଏସ୍‌ଇସିସି (ସୋସିଓ ଇକୋନୋମିକ ଆଣ୍ଡ କାଷ୍ଟ ସେନସସ)ର…

ନିର୍ଦ୍ଦେଶନାମା କାଗଜକଲମରେ ସୀମିତ

ଖୋର୍ଦ୍ଧା ଅଫିସ,୧।୫: ଖୋର୍ଦ୍ଧା ସହରର ଦୈନିକ ତାପମାତ୍ରା ୩୮ରୁ ୪୦ ଡିଗ୍ରୀ ପର୍ଯ୍ୟନ୍ତ ରହୁଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକମାନେ କାମ କରିବେ ନାହିଁ…

ବଜରଙ୍ଗ ଦଳ ସହ ସଂଯୋଜକଙ୍କୁ ଗୁଳିମାଡ଼

କେନ୍ଦ୍ରାପଡ଼ା ଅଫିସ/ ମହାକାଳପଡ଼ା,୩୦ା୪(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାରେ ଶନିବାର ଗୁଳି ଫୁଟିଛି। ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ବଜରଙ୍ଗ ଦଳର ମହାକାଳପଡ଼ା ସହସଂଯୋଜକ ଲକ୍ଷ୍ମଣ ମଲ୍ଲିକ ଗୁରୁତର ହୋଇଛନ୍ତି। ତାଙ୍କ ଡାହାଣ ପାଦରେ ଗୁଳି ବାଜିଛି।ଗୁରୁତର ଲକ୍ଷ୍ମଣଙ୍କୁ ପ୍ରଥମେ ମହାକାଳପଡ଼ା ସିଏଚ୍‌ସିରେ ଭର୍ତ୍ତି କରାଯାଇଥିଲା।…

ରାଜ୍ୟ ସରକାର ପ୍ରସ୍ତାବ ଦେଲେ ମହାନଦୀ ଉପରେ ବ୍ୟାରେଜ ହେବ: ବିଶ୍ୱେଶ୍ୱର

ରାୟଗଡ଼ା ଅଫିସ/ ଜୟପୁର,୧।୫(ନି.ପ୍ର.): ପଡ଼ୋଶୀ ଛତିଶଗଡ଼ ଓ ଆନ୍ଧ୍ର ସରକାର ନିଜ ରାଜ୍ୟର ନଦୀଗୁଡ଼ିକ ଉପରେ ବ୍ୟାରେଜ ନିର୍ମାଣ କରି ଚାଷ, ଶିଳ୍ପ ସହ ଲୋକଙ୍କୁ ପାନୀୟ ଜଳ ଯୋଗାଉଛନ୍ତି। ଓଡ଼ିଶା ଦେଇ ପ୍ରବାହିତ ମହାନଦୀ ଉପରେ ବ୍ୟାରେଜ ନିର୍ମାଣ ପାଇଁ…

ବିଡିଓଙ୍କୁ ବିଧାୟକଙ୍କ ଆକ୍ରମଣ ଅଭିଯୋଗ

ଦେବଗଡ଼, ୧।୫ (ଡି.ଏନ୍‌.ଏ.): ଦେବଗଡ଼ ଜିଲା ତିଲେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ଶନିବାର ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ସମର୍ଥକଙ୍କ ସହିତ ମିଶି ସଂଘବଦ୍ଧ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ବିଡିଓ ଦଳପତି ଗୁରୁତର ଆହତ ହୋଇ ଜିଲା…

ଚୋରାମଦ କାରବାର: ୪ ଗିରଫ

ଦିଗପହଣ୍ଡି,୩୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଚୋରାମଦ କାରବାର ଚାଲୁଥିବା ସମ୍ପର୍କରେ ସୂଚନା ପାଇ ବ୍ରହ୍ମପୁର ଷ୍ଟ୍ରାଇକିଂ ଫୋର୍ସ ଓ ଦିଗପହଣ୍ଡି ଅବକାରୀ ଦଳ ପୃଥକ୍‌ ସ୍ଥାନରେ ମିଳିତ ଚଢ଼ାଉ କରି ୧୧୯ ଲିଟର ଚୋରା ଦେଶୀ…

ପ୍ରଚଣ୍ଡ ଖରାରେ ପାଣି ପାଇଁ ଛଟପଟ

ସିଂହପୁର,୩୦ା୪(ଡି.ଏନ୍‌.ଏ.): ପ୍ରଚଣ୍ଡ ରୌଦ୍ରତାପରେ ସାରା ରାଜ୍ୟ ଜଳୁଥିବା ବେଳେ ଯାଜପୁର ଜିଲା ବିଞ୍ଝାରପୁର ଅଞ୍ଚଳରେ ମଧ୍ୟ ଗ୍ରୀଷ୍ମପ୍ରଭାବ ବୃଦ୍ଧି ପାଉଛି। ପୂର୍ବାହ୍ନ ୧୧ଟା ପରେ ସାଧାରଣ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡୁଛି। ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ବିଭିନ୍ନ ସ୍ଥାନରେ ଜଳକଷ୍ଟ…

ନବୋଦୟ ପ୍ରବେଶିକା ପରୀକ୍ଷା ଦେଲେ ୨୫୪ ଛାତ୍ରୀଛାତ୍ର

କୋକସରା,୩୦ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକର ୨ଟି ପରୀକ୍ଷା କେନ୍ଦ୍ର ଜବାହର ଉଚ୍ଚ ବିଦ୍ୟାଳୟ ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟଠାରେ ମୋଟ୍‌ ୨୫୪ ଜଣ ଛାତ୍ରୀଛାତ୍ର ନବୋଦୟ ପରୀକ୍ଷା ଦେଇଥିବା ବେଳେ ୧୦୧ ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ ରହିଥିବା ସୂଚନା ମିଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?