ଜୀବନ ସଂଗ୍ରାମରେ ହାରିଗଲେ ସ୍ବାଧୀନତା ସଂଗ୍ରାମୀ
ସମ୍ବଲପୁର,୨୦ା୨(ବ୍ୟୁରୋ): ଜୀବନ ସଂଗ୍ରାମରେ ହାରିଯାଇଛନ୍ତି ସ୍ବାଧୀନତା ସଂଗ୍ରାମୀ ଦେବାନନ୍ଦ ଗୁପ୍ତା। ସମ୍ବଲପୁରର ବୁର୍ଲା ଭିମସାରରେ ଚିକିତ୍ସାଧୀନ ଅବସ୍ଥାରେ ୯୫ ବର୍ଷରେ ଶନିବାର ତାଙ୍କର ପରଲୋକ ଘଟିଛି। ଶେଷଶଯ୍ୟା ନିକଟରେ ପୋଷ୍ୟ ଭାବେ ଗ୍ରହଣ କରିଥିବା ଝିଅ ନୀରୁତ୍ପଳା ଗୁପ୍ତା, ଜ୍ୱାଇଁ...
ଅନ୍ୟଜାତିରେ ବିବାହ କରିଥିବାରୁ ମିଳିଲାନି କାନ୍ଧ, ସରପଞ୍ଚ ଦେଖାଇଲେ ମଣିଷପଣିଆ
ଖପ୍ରାଖୋଲ,୨୦ା୨: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲୁହାସିଂହା ପଞ୍ଚାୟତ ଅଧୀନ ବାହାଲଭଟଲି ଗାଁର ଅସହାୟ ବୃଦ୍ଧ ବାବୁଲାଲ ପୁଟେଲ(୬୫)ଙ୍କ ଶୁକ୍ରବାର ରାତିରେ ମୃତ୍ୟୁ ଘଟିଥିଲା। ସେ ଅନ୍ୟ ଜାତିର ବିବାହ କରିଥିବାରୁ ତାଙ୍କୁ କାନ୍ଧ ଦେବାକୁ କେହି ଆସି ନ...
ଅନନ୍ତ ନାୟକ ହେଲେ ଜାତୀୟ ଏସ୍ଟି କମିଶନ ସଦସ୍ୟ
କେନ୍ଦୁଝର,୨୦।୨(ସ୍ବ.ପ୍ର.): କେନ୍ଦୁଝର ଜିଲାର ପୂର୍ବତନ ଭାଜପା ଏମ୍ପି ଅନନ୍ତ ନାୟକଙ୍କୁ ଜାତୀୟ ଅନୁସୂଚିତ ଜନଜାତି କମିଶନ ଭାବେ ନିଯୁକ୍ତି ମିଳିଛି। ଏହାକୁ ନେଇ ଜିଲାରେ ଖୁସିର ଲହରୀ ଖେଳିଯାଇଛି। ଭାରତର ରାଷ୍ଟ୍ରପତିଙ୍କ ଅନୁମୋଦନ କ୍ରମେ ତାଙ୍କୁ ଏହି ମର୍ଯ୍ୟାଦାପୂର୍ଣ୍ଣ ପଦବୀ...
ଅଜଣା ଗାଡ଼ି ଧକ୍କାରେ ବ୍ୟାଙ୍କ କର୍ମଚାରୀ ମୃତ
କେନ୍ଦୁଝର,୨୦।୨ (ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଳାଶପଙ୍ଗା-ବାମୋରୀ ରାସ୍ତାରେ ଶନିବାର ପୂର୍ବାହ୍ନରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚନ୍ଦନ କୁମାର ସାହୁ (୨୮) । ତାଙ୍କ ଘର...
ଅଦିନିଆ ବର୍ଷାରେ ଶତାଧିକ ବସ୍ତା ଧାନ ନଷ୍ଟ
ମାଲକାନଗିରି,୨୦।୨ (ଡି.ଏନ୍.ଏ.): ମାଲକାନଗିରି ଜିଲାରେ ଧାନମଣ୍ଡି ବନ୍ଦ ହୋଇଛି। ଟୋକନ ସମସ୍ୟା ଯୋଗୁ ଅନେକ ଚାଷୀ ଧାନ ବିକ୍ରି କରି ନ ପାରି ବସ୍ତାରେ ଭର୍ତ୍ତିକରି ବିଲରେ ରଖିଥିଲେ। ଗୁରୁବାର ସନ୍ଧ୍ୟାରେ ପ୍ରବଳ ବର୍ଷା ଯୋଗୁ ଧାନବସ୍ତାଗୁଡ଼ିକ ଭିଜି ନଷ୍ଟ...
ଆଖି ବୁଜିଲେ ପେଟ ବାହାରେ ପାକସ୍ଥଳୀ ଥିବା ଶିଶୁ
ବରଗଡ଼ ଅଫିସ,୨୦।୨: ବରଗଡ଼ ଜିଲା ପାଇକମାଳ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶୁକ୍ରବାର ପେଟ ବାହାରେ ପାକସ୍ଥଳୀ ରହିଥିବା ଅବସ୍ଥାରେ ଜନ୍ମ ନେଇଥିବା ନବଜାତ ଶିଶୁପୁତ୍ରଙ୍କ ଶନିବାର ସକାଳୁ କଟକ ଶିଶୁଭବନରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ପରିବାର ଲୋକେ ମୃତ ଶିଶୁପୁତ୍ରକୁ...
ଜଟିଳ ହେଉଛି ଟ୍ରାଫିକ୍ ସମସ୍ୟା
ଜଟଣୀ,୨୦।୨(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଜଟଣୀ ସହରରେ ଦିନକୁ ଦିନ ଟ୍ରାଫିକ ସମସ୍ୟା ବଢ଼ିବାରେ ଲାଗିଛି। ଏହି ସମସ୍ୟା ଉପରେ ଲାଗିପାରୁନିି ଅଙ୍କୁଶ। ଫଳରେ ଯାତାୟାତରେ ସାଧାରଣ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଦୀର୍ଘଦିନଧରି ଏହି ସମସ୍ୟା ଦେଖାଦେଇଥିଲେ ମଧ୍ୟ ସ୍ଥାନୀୟ...
ଧାନ ଉଠାଣ ଦାବିରେ ତାତିଲେ ଚାଷୀ
ପଦ୍ମପୁର,୨୦।୨(ଡି.ଏନ୍.ଏ.): ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ତିନି ମାସ ବିତି ଯାଇଛି। ମାତ୍ର ଧାନ ବିକ୍ରି ସମସ୍ୟା ତୁଟି ନାହିଁ। ଚାଷୀମାନେ ଧାନ ବିକ୍ରି କରି ସାରି ନ ଥିବାବେଳେ ବିଭିନ୍ନ ମଣ୍ଡିକୁ ବନ୍ଦ କରି ଦିଆଯାଇଛି।...
ମାଜିଷ୍ଟ୍ରେଟଙ୍କ ଜାଲ୍ ଦସ୍ତଖତରେ ଅଭିଯୁକ୍ତଙ୍କୁ ବେଲ୍: ଏଏସ୍ଆଇ ଗିରଫ
ବୁଗୁଡ଼ା,୨୦।୨(ଡି.ଏନ୍.ଏ.): ମାଜିଷ୍ଟ୍ରେଟଙ୍କ ଜାଲ ଦସ୍ତଖତ କରି ଅଭିଯୁକ୍ତଙ୍କୁ ବେଲରେ ଛାଡ଼ିବା ଘଟଣାରେ ବୁଗୁଡ଼ା ଜେଏମ୍ଏଫ୍ସି କୋର୍ଟର ପୋଲିସ ଏଏସ୍ଆଇ ସୂର୍ଯ୍ୟ ନାରାୟଣ ବେହେରାଙ୍କୁ ଗିରଫ କରିଛି । ସୂର୍ଯ୍ୟ ନାରାୟଣଙ୍କ ବିରୋଧରେ ବୁଗୁଡ଼ା କୋର୍ଟର ମାଜିଷ୍ଟ୍ରେଟ ସୋନାଲି ଅପରାଜିତା ଏଫ୍ଆଇଆର...
ପ୍ରସ୍ତାବିତ ଅଞ୍ଚଳରୁ ମନ୍ଦିର ଉଚ୍ଛେଦ ହେବ
କଟକ ଅଫିସ,୨୦।୨: ନେତାଜୀ ବସ୍ ଟର୍ମିନାଲ ଓ ତାଳଦଣ୍ଡା କେନାଲ ରାସ୍ତା ସମ୍ପ୍ରସାରଣ ଅଗ୍ରଗତି ସମ୍ପର୍କିତ ସମୀକ୍ଷା ବୈଠକ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ (ଆର୍ଡିସି)ଙ୍କ କାର୍ଯ୍ୟାଳୟର ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆର୍ଡିସି ଅନିଲ କୁମାର ସାମଲ ଅଧ୍ୟକ୍ଷତା...
ପରୀ ହତ୍ୟାକାଣ୍ଡ: ଏଲ୍ଭିଏ ଟେଷ୍ଟ ଆବେଦନ ପ୍ରତ୍ୟାହାର କଲା ଏସ୍ଆଇଟି
ନୟାଗଡ ଅଫିସ,୨୦।୨: ବହୁଚର୍ଚ୍ଚିତ ନୟାଗଡ଼ ସଦର ଥାନା ଯଦୁପୁରର ୫ ବର୍ଷର ଶିଶୁକନ୍ୟା ପରୀ ହତ୍ୟା ମାମଲାରେ କଲେଜ ଛାତ୍ରଙ୍କ ସ୍ବରର ସ୍ତର ନିରୀକ୍ଷଣ ବା ଲେୟର୍ଡ ଭଏସ୍ ଆନାଲିସିସ୍ (ଏଲ୍ଭିଏ) ହୋଇପାରିଲା ନାହିଁ। ଏଲ୍ଭିଏ ଟେଷ୍ଟ ପାଇଁ ଏସ୍ଆଇଟି...
ସେବା ନୁହେଁ ସନ୍ତୋଷଜନକ
ବଇଣ୍ଡା,୨୦।୨: ଜମା ହେଉ କି ଉଠାଣ, ବ୍ୟାଙ୍କକୁ ଗଲେ ଘଣ୍ଟା ଘଣ୍ଟା ସମୟ ଯାଉଛି। ଉପଭୋକ୍ତାମାନଙ୍କ ଆପତ୍ତି ଅଭିଯୋଗ ଶୁଣିବାକୁ କର୍ମଚାରୀଙ୍କ ମଧ୍ୟରେ ଆଗ୍ରହ ରହୁନି। ଏପରି କି ବରିଷ୍ଠ ନାଗରିକଙ୍କୁ ମଧ୍ୟ ଅଗ୍ରାଧିକାର ଦିଆଯାଉନି। ଅନୁଗୋଳ ଜିଲା କିଶୋରନଗର...
Archives


