Odisha Elections 2024

ଆମ ଜିଲା ଖବର

ଆସନ୍ତା ୨୨ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ଦିନିକିଆ: କାଉଣ୍ଟରରେ ଚାଲିଛି ଟିକେଟ ବିକ୍ରି, ରାତିରୁ ଲାଗିଛି ଲମ୍ବା ଲାଇନ

କଟକ ଅଫିସ,୧୯।୧୨: ଆସନ୍ତା ୨୨ ତାରିଖରେ ବାରବାଟୀରେ ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ୩ୟ ଏକଦିବସୀୟ ତଥା ନିର୍ଣ୍ଣାୟକ କ୍ରିକେଟ ମ୍ୟାଚ୍‌ ଅନୁଷ୍ଠିତ ହେବ। ଏଥିପାଇଁ ଉଭୟ ଦଳ ଗୁରୁବାର ମଧ୍ୟାହ୍ନରେ ଭୁବନେଶ୍ୱରରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି। ଅପରପକ୍ଷେ ସକାଳୁ...

ଇତିହାସ ଅଧ୍ୟାପକ ପରୀକ୍ଷା ବାତିଲ୍‌ କଲେ ହାଇକୋର୍ଟ: ସାନି ପରୀକ୍ଷା ପାଇଁ ଆଦେଶ

କଟକ ଅଫିସ, ୧୯।୧୨ : ଅଣଅନୁଦାନପ୍ରାପ୍ତ କଲେଜଗୁଡ଼ିକ ନିମନ୍ତେ ୮୧ଟି ଇତିହାସ ଅଧ୍ୟାପକ ପଦବୀ ପାଇଁ ଗତ ମାର୍ଚ୍ଚ ୧୦ ତାରିଖରେ ଲିଖିତ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ମାତ୍ର ପ୍ରଶ୍ନପତ୍ରରେ ବ୍ୟାପକ ତ୍ରୁଟି ରହିଥିଲା। ଏ ନେଇ ଅଭିଯୋଗ ହୋଇଥିଲେ...

୨ ସେବା ସମବାୟ ସମିତିରେ ଖୋଲିଲା ଧାନମଣ୍ଡି: ଚାଷୀଙ୍କୁ ହଇରାଣ ନ କରିବାକୁ ନିର୍ଦ୍ଦେଶ

ବଡମ୍ବା,୧୯।୧୨(ଡି.ଏନ୍‌.ଏ): ବଡମ୍ବା ବ୍ଲକ୍‌ ଅନ୍ତର୍ଗତ ଗୋପପୁର ଓ ବଡମ୍ବା ସେବା ସମବାୟ ସମିତି ଆନୁକୂଲ୍ୟରେ ବୁଧବାର ଧାନମଣ୍ଡି ଉଦ୍‌ଘାଟିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ବଡମ୍ବା ଓ ଗୋପପୁରରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥିଭାବେ ବଡମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର ଯୋଗଦେଇଥିଲେ...

ହାତୀ ଉପଦ୍ରବ, ଲୋକେ ଆତଙ୍କିତ

ଖୁଣ୍ଟୁଣୀ/ ଚୌଦ୍ୱାର, ୧୯।୧୨(ଡି.ଏନ୍‌.ଏ.):ଖୁଣ୍ଟୁଣୀ ଥାନା ଅଧୀନ ଡାଳଭାଗ ଓ ତଳଗଡ଼ ଗ୍ରାମରେ ହାତୀପଲ ପଶି ଫସଲ ନଷ୍ଟ କରିବା ସହ ଧାନ, ପନିପରିବା ଖାଇଦେଇଛନ୍ତି। ଡାଳଭାଗ ଗ୍ରାମର ନିଧି ମହାନ୍ତିଙ୍କ ବାରିରୁ ୬୦ ହଳା ଓ ଲକ୍ଷ୍ମୀଧର ମହାନ୍ତିଙ୍କ ବାରିରୁ...

କଠିନ ବର୍ଜ୍ୟବସ୍ତୁ ପରିଚାଳନା ପ୍ରି-ବିଡିଂ ବୈଠକ: ‘କମ୍ପାନୀ ହାତକୁ ଯିବାକୁ ଲାଗିବ ୨ ମାସ’

କଟକ ଅଫିସ,୧୯।୧୨: କଟକ ମହାନଗର ନିଗମ(ସିଏମ୍‌ସି)ର କଠିନ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ଆହୁତ ଗ୍ଲୋବାଲ ଟେଣ୍ଡରର ବୁଧବାର ପ୍ରି-ବିଡିଂ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୭ଟି କମ୍ପାନୀର ପ୍ରାୟ ୧୨ଜଣ ପ୍ରତିନିଧି ଯୋଗଦେଇଥିଲେ। ଆସନ୍ତା ୧୪ତାରିଖରେ ଟେକ୍ନିକାଲ ବିଡ୍‌ ବୈଠକ...

ଦୋକାନର ମାଲିକାନା ଦାବି: ମହିଳାଙ୍କ ଧାରଣା

ନିଶ୍ଚିନ୍ତକୋଇଲି,୧୯।୧୨(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ କଟିକଟା ବଜାରରେ ଥିବା ଏକ ଜଳଖିଆ ଦୋକାନର ମାଲିକାନା ଦାବି କରି ବୁଧବାର ଜଣେ ବୟସ୍କ ମହିଳା ଧାରଣାରେ ବସିଛନ୍ତି। ସେ ହେଲେ ଅସୁରେଶ୍ୱର ପଞ୍ଚାୟତ ଅନ୍ତର୍ଗତ କୁଳଗାଁଇଶାଳ ଗ୍ରାମର ସ୍ବର୍ଗତ...

ଏସ୍‌ସିବି ମେଡିକାଲ: ୟୁଜର୍ସ ପାଣ୍ଠିରୁ ଠକେଇ

କଟକ ଅଫିସ, ୧୯।୧୨: ଏସ୍‌ସିବି ମେଡିକାଲ ୟୁଜର୍ସ ପାଣ୍ଠିରୁ ବଡ଼ଧରଣର ଠକେଇ କରାଯାଇଛି। ମେଡିକାଲରେ ୟୁଜର୍ସ ଫି’ ଆଦାୟ ଦାୟିତ୍ୱରେ ଥିବା ଏକ ଘରୋଇ ସଂସ୍ଥା ଏହି ଠକେଇ କରିଛି। ଲୋକାଲ ଅଡିଟ୍‌ରୁ ଠକେଇ ଧରାପଡ଼ିବା ପରେ ସମ୍ପୃକ୍ତ ଘରୋଇ...

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ: ଏକକାଳୀନ ୩ ସ୍ଥାନରେ ଚଢ଼ାଉ

ବାରିପଦା ଅଫିସ,୧୯।୧୨: ମୟୂରଭଞ୍ଜ ଜିଲା ବାରିପଦା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ସହକାରୀ ଯନ୍ତ୍ରୀ ଦୁର୍ଗାମାଧବ ମିଶ୍ରଙ୍କ ଘରେ ଭିଜିଲାନ୍ସ ଟିମ୍‌ ପକ୍ଷରୁ ଚଢ଼ାଉ କରାଯାଇଛି। ଯନ୍ତ୍ରୀଙ୍କ ନାମରେ ଆୟ ବହିଃର୍ଭୂତ ମାମଲା ରୁଜୁ ହୋଇଥିବାରୁ ଏହି ଚଢ଼ାଉ କରାଯାଉଥିବା...

ପର୍ଯ୍ୟଟନସ୍ଥଳର ବିକାଶ

ବୌଦ୍ଧ ଜିଲା ପର୍ଯ୍ୟଟନ କ୍ଷେତ୍ରର ଗନ୍ତାଘର। ପ୍ରାଚୀନ କୀର୍ତ୍ତିରାଜି, ଐତିହାସିକ କଳାକୃତି ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ଏହି ଜିଲାରେ ଭରି ରହିଛି। ଏଠାରେ ଥିବା ଇକୋ ଟୁରିଜମର ପର୍ଯ୍ୟାପ୍ତ ସୁଯୋଗ ଜିଲାର ବିକାଶ ପାଇଁ ବାଟ ଫିଟାଇଛି। ତଥାପି ପର୍ଯ୍ୟଟନସ୍ଥଳର...

ସ୍ତ୍ରୀ ଅଧିକାର ନ ମିଳିବାରୁ ହତ୍ୟା

ବାଲେଶ୍ୱର ଅଫିସ,୧୯।୧୨: ବାଲେଶ୍ୱର ଜିଲା ସହଦେବଖୁଣ୍ଟା ମଡେଲ ଥାନା ଅଧୀନ ଗୁଡ଼ିପଦା ଅଞ୍ଚଳରେ ବୁଧବାର ଭୋର୍‌ ସମୟରେ ଏକ ହତ୍ୟାକାଣ୍ଡ ଘଟିଛି। ଭାରତୀୟ ଖାଦ୍ୟ ନିଗମ ବାଲେଶ୍ୱର ଶାଖା ଅଫିସ୍‌ରେ ଜଗୁଆଳି ଭାବେ କାର୍ଯ୍ୟ କରୁଥିବା ବଢ଼ା ମାରାଣ୍ଡି (୪୮)ଙ୍କ...

ହଳଦିଆ ବାହାଳରେ ହାତୀ ଆତଙ୍କ

ଓଡ଼ାପଡ଼ା,୧୯।୧୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ମେରାମଣ୍ଡଳୀ ସେକ୍ସନ ଅଞ୍ଚଳରେ ୬୦ ହାତୀ ଉପଦ୍ରବ ଚଳାଇଛନ୍ତି। ଫଳରେ ଅଞ୍ଚଳବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ବୁଧବାର ପ୍ରାୟ ଭୋର ସମୟରେ ଉକ୍ତ ହାତୀପଲ ବ୍ରାହ୍ମଣୀ ନଦୀ ପାର ହୋଇ ସୁରଭୀ, ବିଡ଼ୋ,...

ପୋଲିସ ଉପରକୁ ଗୁଳି ଚାଳନା ମାମଲା: ଅଭିଯୁକ୍ତଙ୍କୁ ୫ ବର୍ଷ ଜେଲ୍‌, ଜରିମାନା

କଟକ ଅଫିସ,୧୯।୧୨: ୨୦୧୦ ଜୁନ୍‌ ୨୪ ତାରିଖରେ କଟକ ଓଡ଼ିଆ ବଜାର ନିକଟରେ ଏକ ଗଣ୍ଡଗୋଳ ଘଟିଥିଲା। ଖବରପାଇ ଏଏସ୍‌ଆଇ ପ୍ରିୟବ୍ରତ୍ତ ଦାସଙ୍କ ସମେତ ଅନ୍ୟ ପୋଲିସ କର୍ମଚାରୀ ପିସିଆର ଭ୍ୟାନ୍‌ରେ ସେଠାକୁ ଯାଇଥିଲେ। ମାତ୍ର ଗଣ୍ଡଗୋଳ କରୁଥିବା ସୟଦ୍‌ ଖାନ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri