ମୃତ୍ୟୁ ପୂର୍ବରୁ ଲାଗିଛି ଆଘାତ
ବଲାଙ୍ଗୀର ଅଫିସ,୩୦ା୪: ଗତ ୨୨ ତାରିଖରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ପ୍ରଥମ ବର୍ଷ ଏମ୍ବିବିଏସ୍ ଛାତ୍ର ନିଶାନ୍ତ କୁମାର(୧୯)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ହଷ୍ଟେଲ ଛାତରୁ ପଡ଼ିଯିବାରୁ ତାଙ୍କର ମୃତ୍ୟୁ ଘଟିଥିବା କଲେଜ ପକ୍ଷରୁ କୁହାଯାଉଛି। କିନ୍ତୁ…
ଏନ୍ଜିଟିରେ ହାଜର ହେଲେ କେନ୍ଦୁଝର ଜିଲାପାଳ
କେନ୍ଦୁଝର,୩୦ା୪(ସ୍ବ.ପ୍ର.): ଜାତୀୟ ସବୁଜ ପ୍ରାଧିକରଣ (ଏନ୍ଜିଟି) କୋଲକାତା ବେଞ୍ଚରେ ଶୁକ୍ରବାର କେନ୍ଦୁଝର ଜିଲାପାଳ ଆଶିଷ ଠାକ୍ରେ ଏବଂ ଘଷିପୁରା ତହସିଲଦାର ବାବୁଲି ପେରେଇ ହାଜର ହୋଇ ସେମାନଙ୍କ ପକ୍ଷ ରଖିଛନ୍ତି। ପକ୍ଷ ରଖିବା ସମୟରେ ଧାର୍ଯ୍ୟ ହୋଇଥିବା ୭.୩୦ କୋଟି ଟଙ୍କା…
ପିକ୍ଅପ୍ ଭ୍ୟାନ୍ ଓଲଟି ୨ ମୃତ, ୫ ଆହତ
କାଲିମେଳା, ୩୦ା୪(ଡି.ଏନ.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଭେଜାଙ୍ଗିୱାଡl ଓ ବଦଲିଗୁଡା ଗ୍ରାମ ମଧ୍ୟରେ ଶୁକ୍ରବାର ଅପରାହ୍ନ ୧ଟାରେ ଏକ ପିକ୍ଅପ୍ ଭ୍ୟାନ୍ ଓଲଟିପଡିଛି। ଫଳରେ ଏଥିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୨ଜଣଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ ଏମ୍ପିଭି-୨୯…
ତାଳଚେର ବନ୍ଦ, ଅର୍ଥନୈତିକ ଅବରୋଧ ଚେତାବନୀ
ତାଳଚେର,୩୦ା୪(ଡି.ଏନ.ଏ.): ଆସନ୍ତା ୭ ଦିନ ମଧ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ମେଡିକାଲ କଲେଜ କାର୍ଯ୍ୟକ୍ଷମ କରା ନ ଗଲେ ମେ ୧୩ ତାରିଖରେ ତାଳଚେରରେ ବନ୍ଦ ପାଳନ କରାଯିବ। ଏଥିସହିତ ଆଗାମୀ ଜୁନ୍ ୧ରୁ ୭୨ ଘଣ୍ଟିଆ ଅର୍ଥନୈତିକ ଅବରୋଧ କରାଯିବ…
ଏସ୍ଟିଏଫ୍ ପଞ୍ଝାରେ ଦୁଇ ଗଞ୍ଜେଇ ବେପାରୀ
ବୁଗୁଡ଼ା,୨୯ା୪(ଡି.ଏନ୍.ଏ.): ବୁଗୁଡ଼ାର ଦୁଇ ପୋଖତ ଗଞ୍ଜେଇ ବେପାରୀ ଭାଇ ବନମାଳୀ ପ୍ରଧାନ ଓ ଅରୁଣ ଗୁରୁବାର ମଧ୍ୟରାତିରେ ଏସ୍ଟିଏଫ୍ ପଞ୍ଝାରେ ପଡ଼ିଛନ୍ତି। ସେମାନଙ୍କଠାରୁ ୧୧୦୦ କି.ଗ୍ରା ଗଞ୍ଜେଇ, ୧ କି.ଗ୍ରା ଅଫିମ, ୬୮୨ ଗ୍ରାମ୍ ସୁନା ଓ ୧୨୦ ଗ୍ରାମ୍ର ରୁପା…
ଫ୍ରେଣ୍ଡ ରିକ୍ୟୁଏଷ୍ଟ ପଠାଇ ଫସାଉଥିଲେ,୪୫ ନାବାଳିକାଙ୍କୁ ବ୍ଲାକ୍ମେଲ୍ ପାଇଁ କରିଥିଲେ ଯୋଜନା
କଟକ ଅଫିସ, ୨୯ା୪: ନାବାଳିକାଙ୍କ ଅଶ୍ଳୀଳ ଫଟୋ ଏଡିଟିଂ କରି ସେମାନଙ୍କୁ ବ୍ଲାକ୍ମେଲ୍ କରୁଥିଲେ। ଏହି ଅଭିଯୋଗରେ କଟକ ସାଇବର ଥାନା ପୋଲିସ ଜଣେ ଯୁବକଙ୍କୁ ଶୁକ୍ରବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ କଟକ ନେମାଳ ଅଞ୍ଚଳର ୨୨ବର୍ଷୀୟ ବିଶ୍ୱଜିତ…
ଦାରିଙ୍ଗବାଡ଼ିରେ ଅସହ୍ୟ ଗରମ, ତାପମାତ୍ରା ୩୬
ଦାରିଙ୍ଗବାଡ଼ି,୨୯।୪(ଡି.ଏନ.ଏ): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଏବେ ପ୍ରଚଣ୍ଡ ଖରା ସହ ଗରମ ଗୁଳୁଗୁଳି ଲୋକଙ୍କୁ ଅସହ୍ୟ ଯନ୍ତ୍ରଣା ଦେଲାଣିା ତାପମାତ୍ରା ଯେଉଁଠି ଶୂନ ଡିଗ୍ରୀ ରହୁଥିବା ନଜିର ରହିଛି ଏବେ ସେଇଠି ତାପମାତ୍ରା ୩୬ ଡିଗ୍ରୀ ପର୍ଯ୍ୟନ୍ତ…
ମାଟ୍ରିକ ପରୀକ୍ଷା ଦେଲେ ମା’-ପୁଅ
ଜୟପୁର,୨୯ା୪ (ନି.ପ୍ର.)- ଦୀର୍ଘ ୨ ବର୍ଷର ବ୍ୟବଧାନ ପରେ ଗୋଟିଏ ବିଦ୍ୟାଳୟରେ ପରୀକ୍ଷା ଦେଲେ ଦଶମ ଶ୍ରେଣୀ ଛାତ୍ରୀଛାତ୍ର । ଜୟପୁରରେ ମା’ ଓ ପୁଅ ମାଟ୍ରିକ ପରୀକ୍ଷା ଦେବା ପରି ଖବର ସ୍ଥାନୀୟ ଅଞ୍ଚଳରେ ଆଲୋଚନାର ବିଷୟ ହୋଇଛି। ମା’…
ହ୍ବାଟ୍ସଆପ୍ ଡିପିରେ ଜିଲାପାଳଙ୍କ ଫଟୋ ରଖି ମାଗୁଛନ୍ତି ଟଙ୍କା
ଭଦ୍ରକ ଅଫିସ, ୨୯।୪: ଭଦ୍ରକ ଜିଲାପାଳଙ୍କ ଫଟୋକୁ କେହି ଜଣେ ବ୍ୟକ୍ତି ହ୍ବାଟ୍ସଆପ୍ ଡିପିରେ ରଖି ଟଙ୍କା ସାହାଯ୍ୟ ମାଗୁଛନ୍ତି। ଏହା ନଜରକୁ ଆସିବା ପରେ ଜିଲା ପ୍ରଶାସନ ପକ୍ଷରୁ ଟୁଇଟର ମାଧ୍ୟମରେ ଫେକ୍ ହ୍ବାଟ୍ସଆପ୍ ନମ୍ବର ବୋଲି ସଚେତନ କରାଯାଇଛି।…
ଡାକ୍ତରଖାନା ପଛପଟ ପୋଖରୀରେ ଭାସୁଛି ନବଜାତ ଶିଶୁକନ୍ୟାର ମୃତଦେହ
ବରଗଡ଼ ଅଫିସ,୨୯।୪: ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନା ପଛପଟେ ରହିଥିବା ଟୁକୁର୍ଲ୍ଲା ପୋଖରୀରେ ଶୁକ୍ରବାର ଏକ ନବଜାତ ଶିଶୁକନ୍ୟାର ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ଶିଶୁକନ୍ୟାଟି କାହାର ଏବଂ କେଉଁ ପରିସ୍ଥିତିରେ କିଏ ତାକୁ ପୋଖରୀ ଭିତରକୁ…
ଅଶ୍ଳୀଳ ଫଟୋ କରି ନାବାଳିକାଙ୍କୁ କରୁଥିଲେ ବ୍ଲାକ୍ମେଲ: ବାନ୍ଧିଲା ପୋଲିସ
କଟକ ଅଫିସ, ୨୯।୪: କଟକ ସାଇବର ଥାନା ପୋଲିସ ଶୁକ୍ରବାର ଜଣେ ଯୁବକଙ୍କୁ ଗିରଫ କରିଛି। ଯୁବକ ଜଣକ ନାବାଳିକାମାନଙ୍କ ଫଟୋକୁ ଏଡିଟିଂ କରି ଅଶ୍ଳୀଳ ଫଟୋ ତିଆରି କରି ବ୍ଲାକ୍ମେଲ କରୁଥିବା ଜଣାପଡ଼ିଛି। ଅଭିଯୁକ୍ତ ଯୁବକ ଜଣଙ୍କ ସୋସିଆଲ ମିଡିଆ…
ମାଟ୍ରିକ ପରୀକ୍ଷା ଦେଇ ଫେରୁଥିବା ବେଳେ ବାଇକ୍କୁ ଧକ୍କାଦେଲା ଆମ୍ବୁଲାନ୍ସ
କାମାକ୍ଷାନଗର,୨୯।୪: ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଅଧୀନ ମୁକ୍ତାପଶି କେନାଲ ଛକ ନିକଟରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଆମ୍ବୁଲାନ୍ସ ଧକ୍କାରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ସହ ୩ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ପରଜଙ୍ଗ ଥାନା କଙ୍କିଳି…

