ତଥାପି ଅପେକ୍ଷାରେ ଚିତ୍ରଶିଳ୍ପୀ ନାରାୟଣ
ବନ୍ତ,୧୯।୨: ଦେଖିବା ମାତ୍ରେ ପେନ୍ସିଲ୍, କଲମ ମାଧ୍ୟମରେ ଅବିକଳ ଛବି ଆଙ୍କି ଦିଅନ୍ତି। ୭୭ ବର୍ଷ ବୟସରେ ବି ସେ ତାଙ୍କର ଏହି କଳାକୁ ଜାରି ରଖିଛନ୍ତି। ନିଜର କଳା ନୈପୁଣ୍ୟ ଓ କାର୍ଯ୍ୟ କରିବାର ନିଶାକୁ ଛାଡ଼ିପାରି ନାହାନ୍ତି।...
ପଟାଙ୍ଗୀ ପରେ ରାୟଗଡ଼ା ଉପରେ ଆନ୍ଧ୍ରର ନଜର
ରାୟଗଡ଼ା ଅଫିସ,୧୮ା୨: ଓଡ଼ିଶା-ଆନ୍ଧ୍ର ସୀମା ବିବାଦ ଲାଗିରହିଛି। ଓଡ଼ିଶାର କୋରାପୁଟ ଜିଲାର ପଟ୍ଟାଙ୍ଗୀ ସମେତ ଗଞ୍ଜାମ ଓ ଗଜପତି ଜିଲାର ସୀମାନ୍ତ ଗ୍ରାମଗୁଡ଼ିକରେ ଆନ୍ଧ୍ର ପକ୍ଷରୁ ବେଆଇନ ନିର୍ମାଣ କାର୍ଯ୍ୟ ଏବଂ ନିର୍ବାଚନ ପ୍ରସଙ୍ଗ ରାଜ୍ୟବାସୀ ଏବଂ ସରକାରଙ୍କୁ ଚିନ୍ତାରେ...
ଷ୍ଟେଟବ୍ୟାଙ୍କ ଲକରରୁ କିପରି ଗାଏବ ହେଲା ଅଳଙ୍କାର
ବରଗଡ଼ ଅଫିସ୍,୧୮।୨: ବରଗଡ଼ ସହରରେ ଥିବା ଭାରତୀୟ ଷ୍ଟେଟବ୍ୟାଙ୍କ ମୁଖ୍ୟଶାଖାରୁ ଜଣେ ଗ୍ରାହକଙ୍କ ଲକରରୁ ୩୩ ଲକ୍ଷ ୩୭ ହଜାର ଟଙ୍କାର ସୁନା, ରୂପା ଅଳଙ୍କାର ଗାଏବ ହୋଇଥିଲା। ଏ ନେଇ ବରଗଡ଼ ମହାନ୍ତିପଡ଼ାର ସ୍ନିଗ୍ଧା ତ୍ରିପାଠୀ ବରଗଡ଼ ଟାଉନ...
ଝାଳବୁହା ଧନ ଖାଇଗଲେ…
ଶେରଗଡ଼,୧୮ା୨: ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଭୂଷୁଣ୍ଡା ଗ୍ରାମ ନିକଟରେ ବୁଧବାର ରାତିରେ ଏକ ହାତୀପଲ ପଶି ୫୦ ଏକର ଜମିରୁ ଊର୍ଦ୍ଧ୍ୱ ପନିପରିବା ଫସଲ ନଷ୍ଟ କରିଛନ୍ତି। ଏହି ପଲରେ ୮ ହାତୀ ରହିଛନ୍ତି। ବର୍ତ୍ତମାନ ହାତୀପଲ ପାକିଡ଼ି...
ଧାନ ନ ଉଠିଲେ ଅଫିସରଙ୍କୁ ଛାଡିବୁ ନାହିଁ
ପଦ୍ମପୁର,୧୮।୨: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ବିତିଯାଇଛି। ଅନ୍ୟପକ୍ଷେ ଧାନବିକ୍ରି ସରି ନ ଥିବାବେଳେ ଜିଲାର ଅନେକ ମଣ୍ଡିକୁ ବନ୍ଦ କରି ଦିଆଯାଇଛି। ସେହିପରି ଖୋଲାଥିବା ଅନ୍ୟ ସମସ୍ତ ମଣ୍ଡିକୁ ବନ୍ଦ କରିବା ପାଇଁ ମଧ୍ୟ...
୫ ବର୍ଷ ପରେ ଧରାପଡିଲେ କୁଖ୍ୟାତ ଅପରାଧୀ
ବାଲେଶ୍ୱର ଅଫିସ, ୧୮।୨: ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ପୋଲିସ ଦୁର୍ଦ୍ଦାନ୍ତ ଡକାୟତ ନବକିଶୋର ଦେଙ୍କୁ ବୁଧବାର ବିଳମ୍ବିତ ରାତିରେ ଗିରଫ କରିଛି। ତାଙ୍କ ନିକଟରୁ ୪ ବନ୍ଧୁକ, ୧୨ରାଉଣ୍ଡ ଗୁଳି, ଟର୍ଚ୍ଚ ଓ ୧୨ଶହ ଟଙ୍କା ଜବତ କରାଯାଇଛି।...
ମାଛଧରା ଜାଲରେ ପଡ଼ିଲା ଡଲ୍ଫିନ
ଭଦ୍ରକ ଅଫିସ,୧୮।୨: ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଗୋବିନ୍ଦପୁର ପଞ୍ଚାୟତ ସୋଳନ୍ଦୀ ନଦୀରେ ବୁଧବାର ସନ୍ଧ୍ୟାରେ ଜଣେ ମାଛଧରାଳିଙ୍କ ଜାଲରେ ଏକ ଡଲ୍ଫିନ ପଡ଼ିଛି। ଏହାର ଓଜନ ପ୍ରାୟ ୧ କୁଇଣ୍ଟାଲ ହେବ ବୋଲି ଅନୁମାନ କରାଯାଉଛି। ନଦୀ...
ଶବଦାହ ପାଇଁ ମିଳୁନି କାଠ
ବରଗଡ଼ ଅଫିସ,୧୮।୨- ବରଗଡ ସହରର ଶବଦାହ ପାଇଁ ଏବେ କାଠର ଅଭାବ ଦେଖିବାକୁ ମିଳିଛି । ଫଳରେ ଶବଦାହ ପାଇଁ ଲୋକଙ୍କୁ ହଟହଟା ହେବାକୁ ପଡୁଛି। ଫଳରେ ବରଗଡ଼ରେ ଏକ ସ୍ଥାୟୀ ବିଦ୍ୟୁତ ଶବଦାହ ଚୁହ୍ଲା ଖୋଲିବାକୁ ଆମ ଆଦମୀ...
କୃଷକ ମୋର୍ଚ୍ଚା ପକ୍ଷରୁ ୪ ଘଣ୍ଟା ରେଳରୋକୋ
ବାଲେଶ୍ୱର ଅଫିସ, ୧୮।୨- କୃଷକ ମୋର୍ଚ୍ଚା ପକ୍ଷରୁ ଗୁରୁବାର ସର୍ବଭାରତୀୟସ୍ତରରେ ୪ ଘଣ୍ଟା ରେଳରୋକ କରାଯାଇଛି। କେନ୍ଦ୍ରରେ ମୋଦି ସରକାରଙ୍କ କଳା କୃଷକ ଆଇନ , ରେଳ ବଜେଟ୍ରେ ଓଡ଼ିଶାକୁ ଉପେକ୍ଷା ଓ କରୋନା ଆଳରେ ପାସେଞ୍ଜର ଟ୍ରେନ ଚଳାଚଳ...
ଗଞ୍ଜାମ ଏନଏସିର ନୂତନ ଇଓ ଭାବେ ଦାୟିତ୍ୱ ନେଲେ ନରେନ୍ଦ୍ର ପ୍ରଧାନ
ଗଞ୍ଜାମ,୧୮।୨(ଡି.ଏନ.ଏ.): ଗଞ୍ଜାମ ଏନଏସିରେ ନୂତନ କାର୍ଯ୍ୟ ନିର୍ବାହୀ ଅଧିକାରୀ(ଇଓ) ନରେନ୍ଦ୍ର ପ୍ରଧାନ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି l ପୂର୍ବରୁ ସେ ବେଲଗୁଣ୍ଠା ଏନଏସି ଥିଲେ। ଏହି ଅବସରରେ ଗଞ୍ଜାମ ଏନଏସିର ପୂର୍ବତନ ଏମପି ପ୍ରତିନିଧି ସୁଧୀର କୁମାର ପାଢ଼ୀ,...
ଟୋକନ ଅଛି, ଉଠୁନି ଧାନ; ମୁଣ୍ଡରେ ହାତ ଦେଇଛି ଚାଷୀ
ବୁଗୁଡ଼ା,୧୮।୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକରେ ମଣ୍ଡିରେ ଧାନ ବିକ୍ରି ପାଇଁ ଟୋକନ ମିଳିଥିଲେ ହେଁ ସୋସାଇଟି ଧାନ ନେଉ ନ ଥିବାରୁ ଚାଷୀ ମୁଣ୍ଡରେ ହାତଦେଇ ବସିଥିବା ବେଳେ କିଛି ଚାଷୀ ବାଧ୍ୟ ହୋଇ ବେପାରୀଙ୍କୁ କମ୍ ଦରରେ...
ବୋଲେରୋକୁ ଧକ୍କା ଦେଇ ୧୦ ଫୁଟ ତଳକୁ ଖସିଲା କଣ୍ଟେନର, ଜଣଙ୍କ ଜୀବନ ଗଲା, ତଳେ ଫସି ରହିଛନ୍ତି ୨
ବାଲେଶ୍ୱର ଅଫିସ,୧୮।୨: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ଗାନ୍ଧିଛକ ନିକଟରେ ବୋଲେରୋକୁ ଧକ୍କା ଦେଇ ୧୦ ଫୁଟ ତଳକୁ ଖସିପଡ଼ିଛି ଗୋରୁ ବୋଝେଇ କଣ୍ଟେନର। ଏଥିରେ ୨୦ରୁ ଅଧିକ ଗୋରୁଙ୍କ ମୃତ୍ୟୁ ଘଟିବା...
Archives


