କଂଗ୍ରେସ ଗଡ଼ରୁ ବାହାରିଲେ ନି କେହି: ଜଣେ କରୁଛନ୍ତି ବିକ୍ଷୋଭ
ଜୁନାଗଡ଼,୧୫।୨: କେନ୍ଦ୍ର ସରକାରଙ୍କ ପେଟ୍ରୋଲ, ଡିଜେଲ ଓ ଇନ୍ଧନ ଗ୍ୟାସ ଦର ବୃଦ୍ଧି ବିରୋଧରେ ସୋମବାର କଂଗ୍ରେସ ପକ୍ଷରୁ ରାଜ୍ୟରେ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିଲା। ଏହାର ପ୍ରଭାବ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପରିଲକ୍ଷିତ ହୋଇଥିଲା। ଯାନବାହାନ,...
ଉଦାହରଣ ପାଲଟିଲେ ଶିକ୍ଷକ
ବରଗଡ଼ ଅଫିସ୍,୧୫।୨: ବରଗଡ଼ ଜିଲା ପଦ୍ମପୁର-ସୋହେଲା ବିଜୁ ଏକ୍ସପ୍ରେସ ରାସ୍ତାର କନସିଂହା ଛକ ନିକଟରେ ସୋମବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାର ୨ଜଣ ଆହତକୁ ଉଦ୍ଧାର କରି ଡାକ୍ତରଖାନା ପଠାଇ ଶିକ୍ଷକ ଦିବସ କୁମାର ସାହୁ ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ...
ଆଧାର ସାଜିଲା ଅଡ଼ୁଆ, ରାଜ୍ୟ ବୃତ୍ତି ଯୋଜନା ଆବେଦନରୁ ବଞ୍ଚିତ ହେଲେ ୩ ଛାତ୍ରୀ
ବରଗଡ଼ ଅଫିସ୍,୧୫।୨: ବରଗଡ଼ ଜିଲା ବିଜେପୁର ବ୍ଲକ ମୁଣ୍ଡୋମହୁଲ ଗ୍ରାମର ୩ ଜଣ ଛାତ୍ରୀ ଲିଲି ତରିଆ, ପୂଜା ଷାଣ୍ଢ ଏବଂ ପ୍ରୀତି ଭୁଏ ରାଜ୍ୟ ଛାତ୍ରବୃତ୍ତି ଯୋଜନାରେ ଆବେଦନ କରିବାରୁ ବଞ୍ଚିତ ହୋଇଛନ୍ତି । ସେଥିରେ ଆଧାର ପ୍ର୍ରତିବନ୍ଧକ...
ଡାବୁଗାଁରେ ବନ୍ଦର ପ୍ରଭାବ: ଗାଡ଼ି ଚାଳଚଳ ବନ୍ଦ
୧୫।୨ (ଡି.ଏନ୍.ଏ.): ତୈଳଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକରେ ମଧ୍ୟ ଦେଖିବାକୁ ମିଳିଛି। ଡାବୁଗାଁ ବ୍ଲକରେ ୬ ଘଣ୍ଟିଆ ବନ୍ଦ ପାଳନ ଶାନ୍ତିପୂର୍ଣ୍ଣ ଭାବେ...
ନିଶ୍ଚିନ୍ତକୋଇଲି ବ୍ଲକରେ ବନ୍ଦର ପ୍ରଭାବ କମ୍
ନିଶ୍ଚିନ୍ତକୋଇଲି,୧୫।୨(ସ୍ବ.ପ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ କଂଗ୍ରେସର ବନ୍ଦ ପାଳନ ସେତେଟା ପ୍ରଭାବ ପଡ଼ି ନଥିବା ଦେଖିବାକୁ ମିଳିଛି। ନିଶ୍ଚିନ୍ତକୋଇଲି ସପ୍ତାହିକ ହାଟ ଓ ବଜାର ସ୍ବଭାବିକ ଭାବେ ଖୋଲାଥିବା ବେଳେ ଦୁଇ ଚକିଆ ଯାନ ବାହାନ ଚଳାଚଳ ହୋଇଛି।...
ଓଭରବ୍ରିଜ୍ ତଳେ ୨ ଶିଶୁଙ୍କ ଜୀବନ ନେଇଗଲା ପିକ୍ଅପ୍
ଢେଙ୍କାନାଳ ଅଫିସ,୧୫।୨: ଢେଙ୍କାନାଳ ସହର ବାଜିଚୌକ ଓଭରବ୍ରିଜ୍ ତଳେ ସୋମବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ପିକ୍ଅପ ଭ୍ୟାନ୍ ଧକ୍କାରେ ୨ ଶିଶୁଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଅଛନ୍ତି। ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇ...
ବାହାଘର ସାରି ଫେରୁଥିବା ବେଳେ ଓଲଟିଲା ପିକ୍ଅପ୍: ୨ମୃତ, ୨୫ରୁ ଊର୍ଦ୍ଧ୍ୱ ଆହତ
ନୂଆପଡ଼ା ଅଫିସ,୧୫।୨: ନୂଆପଡ଼ା ଜିଲା କୋମନା ଥାନା କ୍ରିଷ୍ଣା ଛକରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ପିକ୍ଅପ ଭ୍ୟାନ୍ ଓଲଟି ପଡ଼ିବାରୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି।...
ରାୟଗଡ଼ାରେ ବନ୍ଦ ପ୍ରଭାବ: ଅଟକାଇଲେ ଯାନବାହନ
ରାୟଗଡ଼ା ଅଫିସ,୧୫।୨ କେନ୍ଦ୍ର ସରକାରଙ୍କ ପେଟ୍ରୋଲ, ଡିଜେଲ ଓ ଇନ୍ଧନ ଗ୍ୟାସ ଦରଦାମ ବୃଦ୍ଧି ବିରୋଧରେ ସୋମବାର କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏନେଇ ରାୟଗଡ଼ା-କପିଳାଶ ଛକଠାରେ ଯାନବାହନ ଅଟକାଇ କଂଗ୍ରେସ କର୍ମୀମାନେ ବନ୍ଦ ପାଳନ...
ସୋରଡ଼ାରେ ବନ୍ଦର ପ୍ରଭାବ: ସରକାରୀ କାର୍ଯ୍ୟାଳୟ ବନ୍ଦ କଲେ କର୍ମୀ
ସୋରଡ଼ା,୧୫।୨(ଡି.ଏନ୍.ଏ.): ରାଜ୍ୟରେ ବିଭିନ୍ନ ଅତ୍ୟାବଶ୍ୟକ ଜିନିଷ ତଥା ପେଟ୍ରୋଲ ଓ ଡିଜେଲର ଅହେତୁକ ଦରଦାମ ବୃଦ୍ଧି ଲାଗି ରାଜ୍ୟ କଂଗ୍ରେସ ଦୃଢ଼ ନିନ୍ଦା କରିବା ସହ ସୋମବାର ଓଡ଼ିଶା ବନ୍ଦ କରିଛି। ଏ ନେଇ ଗଞ୍ଜାମ ଜିଲା ସମେତ ସୋରଡ଼ା...
ଗଞ୍ଜାମରେ କଂଗ୍ରେସର ବାଇକ ରାଲି: ବନ୍ଦପାଳନ ଶାନ୍ତିପୂର୍ଣ୍ଣ
ଗଞ୍ଜାମ,୧୫।୨(ଡି.ଏନ୍.ଏ.): ରାଜ୍ୟରେ ବିଭିନ୍ନ ଅତ୍ୟାବଶ୍ୟକ ଜିନିଷ ତଥା ପେଟ୍ରୋଲ ଓ ଡିଜେଲର ଅହେତୁକ ଦରଦାମ ବୃଦ୍ଧି ଲାଗି ରାଜ୍ୟ କଂଗ୍ରେସ ଦୃଢ଼ ନିନ୍ଦା କରିବା ସହ ସୋମବାର ଓଡ଼ିଶା ବନ୍ଦ କରିଛି। ଏ ନେଇ ଗଞ୍ଜାମ ବ୍ଲକ କଂଗ୍ରେସ ପକ୍ଷରୁ...
ବନ୍ଦପାଳନରେ ଦାରିଙ୍ଗବାଡ଼ି ପ୍ରଭାବିତ
ଦାରିଙ୍ଗବାଡ଼ି,୧୫।୨(ଡି.ଏନ୍.ଏ.): ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ୬ ଘଣ୍ଟିଆ ବନ୍ଦ ପାଳନର ପ୍ରଭାବ ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି। ଦଳର ବ୍ଲକ ସଭାପତି ପ୍ରଦୀପ ନାୟକଙ୍କ ତତ୍ତ୍ବାବଧାନରେ ବ୍ଲକ ଅଧ୍ୟକ୍ଷା ରୁଦା ମଲ୍ଲିକଙ୍କ ସହଯୋଗରେ ଦଳୀୟ କର୍ମୀଙ୍କ ପକ୍ଷରୁ...
କଳାହାଣ୍ଡିରେ କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ
ଭବାନୀପାଟଣା,୧୫।୨: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଆଜି ଓଡିଶା ବନ୍ଦ ଡାକରା ଦିଆଯାଇଛି। କଳାହାଣ୍ଡି ଜିଲାରେ ଏହାର ପ୍ରଭାବ ପଡିଛି। କେନ୍ଦ୍ରର ଭାଜପା ସରକାର କୃଷକମାନଙ୍କ ଚାଷଜମି ଗୁଡିକୁ ପୁଞ୍ଜିପତି ମାନଙ୍କ ନିକଟରେ ବନ୍ଧକ କରିଦେବା ଚକ୍ରାନ୍ତ...
Archives


