ଏପ୍ରିଲ ସୁଦ୍ଧା ପୂର୍ଣ୍ଣାଙ୍ଗ ହେବ ୫୫ନଂ. ଏନ୍ଏଚ୍
ଢେଙ୍କାନାଳ ଅଫିସ, ୨୯ ।୪ ଢେଙ୍କାନାଳ ଜିଲାର ଜୀବନରେଖା କୁହାଯାଉଥିବା ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ଆସନ୍ତା ବର୍ଷ ଏପ୍ରିଲ୍ ସୁଦ୍ଧା ଶେଷ ହେବ। ପ୍ରଥମ ପର୍ଯ୍ୟାୟରେ କଟକରୁ ଢେଙ୍କାନାଳ ଯାଏ ୨ଲେନ୍ ବିଶିଷ୍ଟ ରାସ୍ତା କାମକୁ ଜୁନ୍ ସୁଦ୍ଧା…
ପିଲାଙ୍କ ଭିତରେ ଉତ୍ସାହ
ଢେଙ୍କାନାଳ ଅଫିସ୍, ୨୯ ।୪ ରାଜ୍ୟରେ ଆରମ୍ଭ ହୋଇଛି ଯୁକ୍ତ ୨ ପରୀକ୍ଷା। ଦୀର୍ଘ ୨ବର୍ଷ ପରେ କରୋନା ପରିସ୍ଥିତି ସ୍ବାଭାବିକ ହୋଇଥିବାବେଳେ ଅଫ୍ଲାଇନ୍ରେ ପରୀକ୍ଷା ଦେଇଛନ୍ତି ଛାତ୍ରୀଛାତ୍ର। ପ୍ରଥମ ଦିନ କଳା ଏବଂ ବାଣିଜ୍ୟ ବିଭାଗରେ ମାତୃଭାଷା ଓଡ଼ିଆ ପରୀକ୍ଷା…
ବାର୍ଷିକ ଉତ୍ପାଦନ କ୍ଷମତା ୧୪ ଲକ୍ଷ ଟନ୍
ଅନୁଗୋଳ ଅଫିସ୍, ୨୯ ।୪ ଅନୁଗୋଳ ଗସ୍ତରେ ଆସିଥିବା କେନ୍ଦ୍ର ଇସ୍ପାତ ମନ୍ତ୍ରୀ ରାମଚନ୍ଦ୍ର ପ୍ରସାଦ ସିଂ ଗୁରୁବାର ଜିନ୍ଦଲ୍ ଷ୍ଟିଲ୍ ଆଣ୍ଡ୍ ପାଓ୍ବାର (ଜେଏସ୍ପି) ପ୍ଲାଣ୍ଟ ପରିସରରେ ବାର୍ଷିକ ୧୪ ଲକ୍ଷ ଟନ୍ କ୍ଷମତା ବିଶିଷ୍ଟ ଟିଏମ୍ଟି ରିବାର୍ ମିଲ୍…
ସମୟ ଗଡ଼ୁଛି, ଅନିଶ୍ଚିତତା ବଢ଼ୁଛି
ତାଳଚେର,୨୯ ।୪(ମନୋଜ ନନ୍ଦ) ପ୍ରଦୂଷଣ ଜର୍ଜରିତ ତାଳଚେରରେ ମେଡିକାଲ କଲେଜ ପ୍ରତିଷ୍ଠା ହେବ। ଦୀର୍ଘ ୧୪ ବର୍ଷ ତଳେ ଏମ୍ସିଏଲ୍ର ଏପରି ଏକ ଯୋଜନା ପଦାକୁ ଆସିବା ପରେ ୫୦ ହଜାରରୁ ଅଧିକ ଠିକା ଶ୍ରମିକଙ୍କ ମନରେ ଉନ୍ନତ ଚିକିତ୍ସାର ନୂଆ…
ଯାଜପୁରରେ ୨୭,୯୨୯ ମାଟ୍ରିକ ପରୀକ୍ଷାର୍ଥୀ
ଯାଜପୁର ଟାଉନ,୨୯ା୪(ଡି.ଏନ.ଏ.): ମାଟ୍ରିକ ପରୀକ୍ଷାରେ ଯାଜପୁର ଜିଲାର ୧୯୨ଟି କେନ୍ଦ୍ରରେ ମୋଟ୍ ୨୭,୯୨୯ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏହି ପରୀକ୍ଷା ୨୯ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହୋଇ ମେ’ ୭ ତାରିଖ ପର୍ଯ୍ୟନ୍ତ ଚାଲିବ। ପରୀକ୍ଷା କେନ୍ଦ୍ରରେ କୋଭିଡ୍ ନିୟମ ଅନୁସାରେ…
ଟମକା-ମଙ୍ଗଳପୁର ରାସ୍ତା କାର୍ଯ୍ୟ ନିମ୍ନମାନର
କାଳିଆପାଣି,୨୯ା୪(ଡି.ଏନ.ଏ.): ଟମକା-ମଙ୍ଗଳପୁର ରାସ୍ତା ନିର୍ମାଣ କାର୍ଯ୍ୟ ନିମ୍ନମାନର କରାଯାଉଛି। ଠିକାଦାର ଅଧିକାରୀଙ୍କ ଛତ୍ରଛାୟା ତଳେ ରହି ଏପରି କାର୍ଯ୍ୟ କରୁଛନ୍ତି ବୋଲି ଅଭିଯୋଗ ହୋଇଛି। ଉକ୍ତ ରାସ୍ତା ପାଇଁ ପ୍ରତିବର୍ଷ କୋଟିକୋଟି ଟଙ୍କା ବ୍ୟୟ ବରାଦ କରାଯାଉଛି। ହେଲେ ବିଭାଗୀୟ ଅଧିକାରୀ…
ଝଲସିବ ବିରଜା ମନ୍ଦିର ପରିସର
ଯାଜପୁର ଅଫିସ,୨୯ା୪: ପୁରୀ ଜଗନ୍ନାଥ ଓ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ଭଳି ଯାଜପୁର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜା ମନ୍ଦିରର ବାହ୍ୟ ପରିସର ଝଲସିବ। ଏଥିପାଇଁ ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ ହୋଇ ସାରିଛି। ଏହା ସହ ବେସରକାରୀ ଜମି କିଣିବାକୁ…
ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗ
ଫୁଲବାଣୀ ଅଫିସ, ୨୯ା୪: କନ୍ଧମାଳ ଜିଲା ଫୁଲବାଣୀ ପୌର ପରିଷଦରେ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ହୋଇଛି। ଗୋଟିଏ ଗୋଟିଏ ପରିବାର ୪ରୁ ୫ଟି ଆବାସ ହାତେଇଛନ୍ତି। ଏପରିକି ଜଣେ ପୂର୍ବତନ କାଉନସିଲର ୪ଟି ଆବାସ ନେଇଛନ୍ତି। ମାତ୍ର ସ୍ଥଳ ବିଶେଷରେ…
ପାଣି ପାଇଁ ଚୁଆ ଖୋଳିଲେ ଗାଁ ଲୋକେ
ପାରଳାଖେମୁଣ୍ଡିି,୨୯ା୪(ଡି.ଏନ.ଏ.): ବସୁଧା ଯୋଜନାରେ ସରକାର ସମସ୍ତଙ୍କୁ ପାଣି ଯୋଗାଇ ଦେବା ବ୍ୟବସ୍ଥା କରିଛନ୍ତି। ହେଲେ ମୋହନା ବ୍ଲକ ପ୍ରଶାସନ ପାନୀୟ ଜଳ ସମସ୍ୟା ଦୂର କରି ନ ପାରିବାରୁ ଗ୍ରାମବାସୀ ଚୁଆ ଖୋଳି ପାଇବା ପାଣି ସଂଗ୍ରହ କରିବାକୁ ବାଧ୍ୟ ହୋଇଛନ୍ତି।…
ସହାୟତା ଅପେକ୍ଷାରେ ଅନାଥ ଭଉଣୀଭାଇ
ବିରିଡି,୨୯ା୪(ଡି.ଏନ୍.ଏ.): ଜଗତ୍ସିଂହପୁର ଜିଲା ବିରିଡି ବ୍ଲକ ଅନ୍ତର୍ଗତ ଶଙ୍ଖାରିସାହି ଗଁାର ରଘୁନାଥ ନାୟକ ଓ ପ୍ରଭାତିଙ୍କ ପରଲୋକ ପରେ ନାବାଳକ ଝିଅପୁଅ ଏବେ ଅନାଥ ହୋଇଯାଇଛନ୍ତି। ତାଙ୍କର ଭରଣପୋଷଣ ସହ ପାଠପଢାରେ ସହଯୋଗ କରିବାକୁ କେହି ନ ଥିବାରୁ ଭଉଣୀଭାଇ ସରକାରୀ…
୧୦୪ କେନ୍ଦ୍ରରେ ପରୀକ୍ଷା ଦେବେ ମାଟ୍ରିକ ଛାତ୍ରୀଛାତ୍ର
କେନ୍ଦ୍ରାପଡ଼ା ଅଫିସ,୨୯ା୪: ଚଳିତବର୍ଷର ମାଟ୍ରିକ ପରୀକ୍ଷା ଶୁକ୍ରବାର ହେବ। ଏହି ପରୀକ୍ଷା ମେ ୭ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ କେନ୍ଦ୍ରାପଡ଼ା ଜିଲା ଶିକ୍ଷା ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ଜିଲାର ୧୦୪ ପରୀକ୍ଷା କେନ୍ଦ୍ରରେ ମୋଟ ୨୧,୬୨୫ ଜଣ…
ଜମିରୁ ମହିଳାଙ୍କଠାରୁ ନବଜାତ ଶିଶୁକନ୍ୟା ଉଦ୍ଧାର
ମହାକାଳପଡ଼ା,୨୯ା୪(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଳାଇଲୋ ଗ୍ରାମ ଚାଷ ଜମି ମଝି ରାସ୍ତାରୁ ଗୁରୁବାର ଜଣେ ମହିଳାଙ୍କଠାରୁ ସଦ୍ୟ ନବଜାତ ଶିଶୁକନ୍ୟାକୁ ଗାଁର ଦୁଇଜଣ ଯୁବକ ଉଦ୍ଧାର କରିଛନ୍ତି। ଖବରପାଇ ମହାକାଳପଡ଼ା ଥାନା ପୋଲିସ ପହଞ୍ଚତ୍ ୧୦୮ ଆମ୍ବୁଲାନ୍ସ ଯୋଗେ…

