ବି.ଟେକ୍ ପାଇଁ ପରିବାଚାଷ
ମହାକାଳପଡ଼ା,୨୯ା୪(ଡି.ଏନ.ଏ.): ଲକ୍ଷ୍ୟସ୍ଥଳରେ ପହଞ୍ଚତ୍ବା ପାଇଁ ବହୁ ଘାତପ୍ରତିଘାତ ସହିବାକୁ ହୁଏ। ବିଭିନ୍ନ ପରିସ୍ଥିତିର ସାମ୍ନା କରିବାକୁ ପଡ଼େ। ଅକ୍ଳାନ୍ତ ପରିଶ୍ରମ ପରେ ସଫଳତା ମିଳେ। ଏହି କେଇ ପଦ କଥାକୁ ମନ୍ତ୍ର ଭାବେ ଗ୍ରହଣ କରି ଅନ୍ୟମାନଙ୍କ ପାଇଁ ପ୍ରେରଣା ସାଜିଛନ୍ତି…
ଅତଡ଼ା ଖସୁଛି, ସାନମଙ୍ଗ ପଞ୍ଚାୟତବାସୀ ଆତଙ୍କିତ
କେନ୍ଦ୍ରାପଡ଼ା ଅଫିସ, ୨୯ା୪: କେନ୍ଦ୍ରାପଡ଼ା ଜିଲା ଦେଇ ୭ ନଦୀ, ୨୭ ଶାଖା ନଦୀ ପ୍ରବାହିତ ହୋଇ ସମୁଦ୍ରରେ ମିଶିଛି। ଏଥିମଧ୍ୟରୁ କାଣୀ ଓ ବ୍ରାହ୍ମଣୀ ନଦୀର ଗତିପଥ ବଦଳୁଥିବାରୁ ପଠା ଏବଂ ବନ୍ଧ କଡ଼ରୁ ମାଟି ଅତଡାମାନ ଖସିବାରେ ଲାଗିଛି।…
‘ଶିକ୍ଷା ବ୍ୟବସ୍ଥାରେ ଥିବା ତ୍ରୁଟି ସଜାଡ଼ିବାକୁ ପଡ଼ିବ’
କଟକ ଅଫିସ,୨୯ା୪: ସରକାର ମଧୁସୂଦନ ଆଇନ କଲେଜକୁ ବିଶ୍ୱବିଦ୍ୟାଳୟ କରି ମଧୁବାବୁଙ୍କୁ ପ୍ରକୃତ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏହି ଏକ ବର୍ଷ ମଧ୍ୟରେ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ (ଏମ୍ଏଲ୍ୟୁ)ରେ ଅନେକ ପରିବର୍ତ୍ତନ ଆସିଛି। ବିଶ୍ୱବିଦ୍ୟାଳୟର ନୂତନ ୧୫ଟି ଶ୍ରେଣୀଗୃହରେ ଅତ୍ୟାଧୁନିକ ବ୍ୟବସ୍ଥା କରାଯିବ।…
ଆଜିଠୁ ପଶ୍ଚିମ ଦ୍ୱାରରେ ଦର୍ଶନ
ପୁରୀ ଅଫିସ,୨୯।୪: ଶ୍ରୀମନ୍ଦିର ପଶ୍ଚିମଦ୍ୱାରରେ ଦର୍ଶନ ବ୍ୟବସ୍ଥା ଶୁକ୍ରବାରଠାରୁ ଆରମ୍ଭ ହେବ। ଶ୍ରଦ୍ଧାଳୁମାନେ ସିଂହଦ୍ୱାର ସମେତ ପଶ୍ଚିମଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରି ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ରଥ ନିର୍ମାଣ ପାଇଁ ସିଂହଦ୍ୱାର ସମ୍ମୁଖରେ କାର୍ଯ୍ୟ ହେବାକୁ ଥିବାରୁ ଗହଳି କମାଇବା…
ଏଏସ୍ଆଇ ମୁଣ୍ଡରେ ଦୋଷ ଲଦିଲେ ଜୟନ୍ତ
ପୁରୀ ଅଫିସ,୨୯।୪: ଶ୍ରୀମନ୍ଦିର ଐତିହ୍ୟ କରିଡର ନିର୍ମାଣ ପ୍ରସଙ୍ଗରେ ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀଙ୍କୁ ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ସମର୍ଥନ କରିଛନ୍ତି। ଜୟନ୍ତ ନିଜ ସ୍ବର ବଦଳାଇ ଅପରାଜିତାଙ୍କୁ ସମର୍ଥନ କରିବା ସହ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା…
ଓଲଟିଲା ବରଯାତ୍ରୀ ଗାଡ଼ିି
ବାରିପଦା ଅଫିସ,୨୮ା୪- ମୟୂରଭଞ୍ଜ ଜିଲା ବାରିପଦା-ଉଦଳା ୧୯ନଂ. ରାଜ୍ୟ ରାଜପଥର ଚାଉଳିଆଶୋଳଠାରେ ଗୁରୁବାର ରାତି ୧୦ଟାରେ ଏକ ବରଯାତ୍ରୀ ଗାଡ଼ି ଓଲଟି ୧୦ରୁ ଊର୍ଦ୍ଧ୍ୱ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ବାରିପଦାସ୍ଥିତ ପିଆର୍ଏମ୍ ମେଡିକାଲକୁ…
ଚଢ଼ାଉ କରିବାକୁ ଯାଇଥିବା କର୍ମଚାରୀଙ୍କୁ ୮ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
କୋରାପୁଟ,୨୮ା୪(ସ୍ବ.ପ୍ର.): ବିପୁଳ ପରିମାଣରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ଖବର ପାଇ ଗୁରୁବାର କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଡଙ୍ଗବିର ଗ୍ରାମରେ ଚଢ଼ାଉ କରିବାକୁ ଯାଇ ଅବକାରୀ ବିଭାଗ କର୍ମଚାରୀଙ୍କୁ ୮ଘଣ୍ଟା ଧରି ଅଟକ ରଖିଥିବା ଜଣାପଡ଼ିଛି। ଡଙ୍ଗବିର ଗ୍ରାମରୁ…
ନିଜକୁ ଗୁଳି କଲେ ଯବାନ
ମାଲକାନଗିରି,୨୮।୪(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର କାଙ୍କେର ଜିଲାରେ ଗୁରୁବାର ଜଣେ ବିଏସ୍ଏଫ୍ ଯବାନ ନିଜକୁ ଗୁଳିକରି ଆତ୍ମହତ୍ୟା କରିଛନ୍ତି। ତାଙ୍କ ନାମ ଉଜଲ ନନ୍ଦୀ। କାଙ୍କେର ଜିଲାର କାମଟେଡ଼ା ବିଏଏସ୍ଏଫ୍ କ୍ୟାମ୍ପରେ ଗୁରୁବାର ଜଣେ ଯବାନ ଏକ କେଠରିରେ କେହି…
ଭିଜିଲାନ୍ସ ଜାଲରେ ଏଏସ୍ଆଇ
କେନ୍ଦ୍ରପଡ଼ା ଅଫିସ,୨୮।୪: ଭିଜିଲାନ୍ସ ଜାଲରେ ସଦର ଥାନା ଏଏସ୍ଆଇ ପୃଥ୍ବୀରାଜ ମିଶ୍ର। ୭ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜଲାନ୍ସ ହାତରେ ଧରାପଡିଲେ ଏଏସ୍ଆଇ। ଅଭିଯୋଗକାରୀ ମିହିର ଲେଙ୍କାଙ୍କ ମାମଲା ରଫା ଦଫା ପାଇଁ ଲାଞ୍ଚ ନେଉଥିଲେ। ଏଏସ୍ଆଇ ପୃଥ୍ବୀରାଜଙ୍କ ସହ…
ପୁଅର ଠେଙ୍ଗା ମାଡ଼ରେ ମା’ମୃତ
ହିଞ୍ଜିଳିକାଟୁ, ୨୮।୪(ଡି.ଏନ୍.ଏ.): ପୁଅର ଠେଙ୍ଗା ମାଡ଼ରେ ମା’ଙ୍କ ମୃତ୍ୟୁ ଘଟିଛି। ଗୁରୁବାର ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଧିନ ଚାନ୍ଦୁଲି ଗ୍ରାମରେ। ମୃତକ ହେଲେ ଚାନ୍ଦୁଲି ଗାଁ ଆଡୁଆ ସାହିର କନକ ସାହୁ (୭୫)…
କେନ୍ଦୁଝର ଜିଲାପାଳଙ୍କୁ ପୁଣି ସମନ
କେନ୍ଦୁଝର, ୨୮।୪(ସ୍ବ.ପ୍ର.): କେନ୍ଦୁଝର ଜିଲାପାଳ ଆଶିଷ୍ ଠାକରେଙ୍କୁ ପୁଣି ସମନ କରିଛନ୍ତି ଜାତୀୟ ଜନଜାତି କମିଶନ। କମିଶନଙ୍କ ସଦସ୍ୟ ଅନନ୍ତ ନାୟକଙ୍କ ଇଜ୍ଲାସରେ ମେ’୯ ଦିନ ୧୧ଟାରେ ହାଜର ହେବା ପାଇଁ ଜିଲାପାଳଙ୍କୁ କୁହାଯାଇଛି। ପ୍ରତିନିଧି ନୁହେଁ, ବ୍ୟକ୍ତିଗତ ଭାବେ ହାଜର…
୬ ଦିନ ପରେ ପୋଲିସ ହାତରେ ଲାଗିଛି ପ୍ରମାଣ
ଛତ୍ରପୁର,୨୮ା୪(ଡି.ଏନ୍.ଏ): ଛତ୍ରପୁର ଥାନା ହଂସପୁର ଗାଁର ସିମେଣ୍ଟ ବ୍ୟବସାୟୀ କୃଷ୍ଣଚନ୍ଦ୍ର ପରିଡାଙ୍କୁ ହତ୍ୟା ଘଟଣାର ୬ ଦିନ ପରେ ବି ପୋଲିସ କାହାରିକୁ ଗିରଫ କରିପାରି ନାହିଁ। ଗତ ୨୨ ତାରିଖ ରାତିରେ କୃଷ୍ଣଚନ୍ଦ୍ରଙ୍କୁ ହତ୍ୟା କରାଯାଇଥିଲା। ୩ ଦିନ ପର୍ଯ୍ୟନ୍ତ…

