ଆମ ଜିଲା ଖବର

ନିଆଁ ଲଗାଇବା ପଡ଼ିଲା ମହଙ୍ଗା

ଭଞ୍ଜନଗର,୨୮।୪(ଡି.ଏନ.ଏ.): ଘୁମୁସର ଉତ୍ତର ବନଖଣ୍ଡର ମୁଜାଗଡ଼, ଗାଲେରି ଏବଂ ତାରସିଂ ରେଞ୍ଜରେ ଜଙ୍ଗଲ ପୋଡ଼ି ବଢ଼ିବାରେ ଲାଗିଛି। ଏଥିଲାଗି ବନ୍ୟପ୍ରାଣୀ ବିପଦରେ ପଡ଼ୁଥିବା ବେଳେ ମୂଲ୍ୟବାନ ଗଛ ମଧ୍ୟ ଧ୍ୱଂସ ପାଉଛି । ଏହାକୁ ନେଇ ପରିବେଶବିତ୍‌ ଚିନ୍ତା ପ୍ରକଟ କରିଛନ୍ତି।…

ଶେଷ ହେଲା ବ୍ରଜରାଜନଗର ଟ୍ରକ ମାଲିକ ସଂଘ ନିର୍ବାଚନ

ଝାରସୁଗୁଡ଼ା ଅଫିସ,୨୮।୪: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଟ୍ରକ ମାଲିକ ସଂଘ(ବିଟିଓଏ)ର ବାର୍ଷିକ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନରେ ବିଭିନ୍ନ ପଦପଦବୀ ପାଇଁ ୧୭ ଜଣ ପ୍ରାର୍ଥୀ ଅଂଶଗ୍ରହଣ କରିଥିଲେ। ଏଥିମଧ୍ୟରେ ସଭାପତି ଭାବେ ଦେବ ପ୍ରସାଦ ଦାଶ ୨୫୭ ଖଣ୍ଡ…

ଶୁକ୍ରବାରଠାରୁ ସିଂହଦ୍ୱାର ଓ ପଶ୍ଚିମ ଦ୍ୱାର ଦେଇ ଦର୍ଶନ କରିବେ ଭକ୍ତ

ପୁରୀ ଅଫିସ, ୨୮।୪: ଶ୍ରୀମନ୍ଦିର ସିଂହଦାର ଓ ପଶ୍ଚିମ ଦ୍ୱାର ଦେଇ ଶୁକ୍ରବାରଠାରୁ ଦର୍ଶନ କରିପାରିବେ ଭକ୍ତ। ଏହାସହ ଉତ୍ତର ଓ ଦକ୍ଷିଣ ଦ୍ୱାର ଦେଇ ଭକ୍ତ ପ୍ରସ୍ଥାନ କରିବେ । ତେବେ ଆସନ୍ତା ମେ’୩ରେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ…

ବିଭିନ୍ନ ପ୍ରକଳ୍ପର ଉନ୍ନୟନ କାର୍ଯ୍ୟ ବୁଲି ଦେଖିଲେ ଗଞ୍ଜାମ ଜିଲାପାଳ

ଗଞ୍ଜାମ,୨୮ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଗୁରୁବାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ବଟେଶ୍ୱର ଶୈବପୀଠ ପରିଦର୍ଶନ କରିଥିଲେ l ସେଠାରେ ନୂତନ ଭାବେ ନିର୍ମିତ ବିଭିନ୍ନ ପ୍ରକଳ୍ପ ବୁଲି ଦେଖିବା ସହ ଉନ୍ନୟନମୂଳକ କାର୍ଯ୍ୟଶୈଳୀ ଦେଖି ବିଡିଓ ଏବଂ…

ରାସ୍ତା ମଝିରେ ଜଳିଗଲା ଚଳନ୍ତା କାର୍‌

ରାଉରକେଲା ଅଫିସ,୨୮ା୪: ରାଉରକେଲା ସହରର ଆମ୍‌ବାଗାନ ଛକରେ ଗୁରୁବାର ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଏଥିରେ ଥିବା ୨ ଜଣ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଖବର ପାଇ ସଙ୍ଗେ ସଙ୍ଗେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ନିଆଁ ଲିଭାଇଥିଲେ।…

ହତ୍ୟା ଡେମୋ ଦେଖାଇଲେ ଅଭିଯୁକ୍ତ

ଛେଣ୍ଡିପଦା,୨୮।୪(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ଗ୍ରାମର ନିଖୋଜ ପ୍ରାଣବନ୍ଧୁ ସେଠୀଙ୍କ ମୃତଦେହ ମଙ୍ଗଳବାର ଏକ କୂଅରୁ ଜବତ କରାଯାଇଥିଲା। ପ୍ରାଣବନ୍ଧୁଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିବା ପରେ ପୋଲିସ ଏ ନେଇ ଗଁାର ୨ ଅଭିଯୁକ୍ତ ବିପିନ ଦେହୁରୀ…

ଭିତ୍ତିଭୂମିକୁ ଗୁରୁତ୍ୱ ନାହିଁ

ଛେଣ୍ଡିପଦା,୨୮।୪(ସ୍ବ.ପ୍ର.): ରୋଗୀ ସେବାକୁ ନେଇ ଦିନେ ଯେଉଁ ସ୍ବାସ୍ଥ୍ୟକେନ୍ଦ୍ର ସୁନାମ ଅର୍ଜନ କରିଥିଲା, ଦୀର୍ଘବର୍ଷ ହେଲା ତାହାକୁ ଅଣଦେଖା କରାଯାଉଛି। ଏପରି କି ଦୁର୍ବଳ ଭିତ୍ତିଭୂମିରେ ପରିବର୍ତ୍ତନ କରିବା ପ୍ରତି ସ୍ବାସ୍ଥ୍ୟ ପ୍ରଶାସନ ଗୁରୁତ୍ୱ ଦେଉନାହିଁ। ରୋଗୀଙ୍କୁ କିପରି ଉନ୍ନତ ଚିକିତ୍ସା…

ଜଳିଗଲା ତୁଳା ଗୋଦାମ

କଟକ ଅଫିସ,୨୮ା୪:ଜଗତପୁରସ୍ଥିତ ଏକ ତୁଳା ଗୋଦାମରେ ନିଆଁ ଲାଗି ଛାରଖାର ହୋଇଯାଇଛି। ଖବର ଅନୁଯାୟୀ, ଜଗତପୁରରେ ଥିବା ଏକ ତୁଳା ଗୋଦାମରେ ଗୁରୁବାର ହଠାତ୍‌ ନିଆଁ ଲାଗିଯାଇଥିଲା। ଫଳରେ ଲକ୍ଷାଧିକ ଟଙ୍କା ତୁଳା ପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ଅଗ୍ନିଶମ…

କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଜମି ଚିହ୍ନଟ

ବଇଣ୍ଡା/ ମାଧପୁର,୨୮।୪(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକଠାରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ହେବ। ଏ ନେଇ ୪ ଜଣିଆ କେନ୍ଦ୍ରୀୟ ପ୍ରତିନିଧି ଦଳ ବୁଧବାର ଆଠମଲ୍ଲିକ ଗସ୍ତରେ ଆସି ଟାଙ୍ଗିଆନିଶା ଅଞ୍ଚଳରେ ଏକ ଜମି ଚିହ୍ନଟ କରିଛନ୍ତି। ପ୍ରତିନିଧି ଦଳ ଆଠମଲ୍ଲିକ ମହାବିଦ୍ୟାଳୟଠାରେ…

୪ ବର୍ଷ ପରେ ପୁଣି ଚମକିଲେ ଗଞ୍ଜାମର ମନସ୍ବିନୀ

ଗଞ୍ଜାମ,୨୮।୪(ଡି.ଏନ.ଏ.): ଗଞ୍ଜାମ ଜିଲା ମଲାଡ଼ ପଞ୍ଚାୟତ ପଣିବନ୍ଧ ଗ୍ରାମର ସୁନାଝିଅ ମନସ୍ବିନୀ ମହାରଣା ପୁଣି ଚମକିଛନ୍ତି। ସେ ଚଳିତ ମାସ ୨୦ରୁ ୨୪ ଯାଏ ଗୋଆର ହାୱାଲି ବିଚରେ ଅଲ ଇଣ୍ଡିଆ ବୋର୍ଡ ସେଲିଂ ଚାମ୍ପିୟନସିପ ପ୍ରତିଯୋଗିତା ଭାଗ ନେଇ ରୌପ୍ୟ…

ସ୍ମାର୍ଟ ସ୍କୁଲରେ ଶିକ୍ଷକ ଅଭାବ

ବ୍ରହ୍ମପୁର ଅଫିସ,୨୮।୪: ବ୍ରହ୍ମପୁର ମହାନଗର ନିଗମର ବହୁ ପୁରାତନ ସରକାରୀ ସିଟି ହାଇସ୍କୁଲରେ ଚଳିତ ଶିକ୍ଷାବର୍ଷ ନିମନ୍ତେ ଏପ୍ରିଲ ୨୦ରୁ ବିଭିନ୍ନ ଶ୍ରେଣୀରେ ଛାତ୍ରୀଛାତ୍ରଙ୍କ ନାମଲେଖା ଆରମ୍ଭ ହୋଇଛି। ତେବେ ସ୍ଥାନୀୟ ଅଞ୍ଚଳର ଅଭିଭାବକ ପିଲାଙ୍କ ନାମ ଲେଖାଇବା ପାଇଁ ଗଲେ…

ବୁଗୁଡ଼ା ନୂଆ ବସ୍‌ଷ୍ଟାଣ୍ଡରେ ଶୀତଳ ଜଳ ଯନ୍ତ୍ର ଅକାମୀ

ବୁଗୁଡ଼ା,୨୮।୪(ଡି.ଏନ.ଏ.): ଯାତ୍ରୀମାନଙ୍କୁ ସ୍ବଚ୍ଛ ଓ ଶୀତଳ ଜଳ ଯୋଗାଇଦେବା ଉଦ୍ଦେଶ୍ୟରେ ମାତ୍ର ୪ ମାସ ତଳେ ବୁଗୁଡ଼ା ନୂଆଁ ବସଷ୍ଟାଣ୍ଡ ପରିସରରେ ସ୍ଥାପନ କରାଯାଇଥିବା ୱାଟର ଫିଲଟର ଅକାମି ହୋଇପଡିଛି। ଫଳରେ ବିଭିନ୍ନ ସ୍ଥାନକୁ ଯାତ୍ରା କରିବା ପାଇଁ ବସକୁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?