ଜୁନ୍ ୧ରୁ ଶ୍ରୀମନ୍ଦିର ଐତିହ୍ୟ କରିଡର କାମ
ପୁରୀ ଅଫିସ,୧୬।୨: ଶ୍ରୀମନ୍ଦିର ଐତିହ୍ୟ କରିଡର ସଂକ୍ରାନ୍ତ ନକ୍ସା ତଥା ଚିଠା ପ୍ରସ୍ତାବ ଚୂଡ଼ାନ୍ତ ହୋଇ ଅନୁମୋଦନ ପାଇଛି। ଆସନ୍ତା ଜୁନ୍ ୧ରୁ ଐତିହ୍ୟ କରିଡର କାର୍ଯ୍ୟ ଆରମ୍ଭ ହେବ। ସୋମବାର ଅନୁଷ୍ଠିତ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି...
ନେତାଜୀ ବସ୍ ଟର୍ମିନାଲ ପାଇଁ ବାଟ ଫିଟିଲା
କଟକ ଅଫିସ,୧୬।୨: ଖାନ୍ନଗରଠାରେ ପ୍ରସ୍ତାବିତ ନେତାଜୀ ବସ୍ ଟର୍ମିନାଲକୁ ବିରୋଧ କରି ଦାୟର ହୋଇଥିବା ଦୁଇଟି ଜନସ୍ବାର୍ଥ ମାମଲା ସୋମବାର ହାଇକୋର୍ଟ ଖାରଜ କରିଦେଇଛନ୍ତି। ଏଥିସହ ମା’ ଶ୍ମଶାନ କାଳୀ ମନ୍ଦିର ଥିବା ଜମି ବ୍ୟତୀତ ଅନ୍ୟ ଜମି ଉପରେ...
ପୈଠକରୁ ପଞ୍ଚାୟତ
ବଇଣ୍ଡା,୧୬ା୨: ପଞ୍ଚାୟତକୁ ପାଇପ୍ ପାଣି ଯୋଗାଣ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ସେଥିପାଇଁ ଗାଁଗୁଡ଼ିକରେ ଜଳଯୋଗାଣ ପ୍ରକଳ୍ପମାନ ନିର୍ମାଣ କରାଯାଉଛି। ହେଲେ କେଉଁଠି ଏହାର ରକ୍ଷଣାବେକ୍ଷଣ କରାଯାଉ ନାହିଁ ତ ଆଉ କେଉଁଠି ଆବଶ୍ୟକ ବିଦ୍ୟୁତ୍ ବିଲ୍ ପଞ୍ଚାୟତ ପକ୍ଷରୁ...
୮ ଯୋଡ଼ିଙ୍କର ପଡ଼ିଲା ହାତଗଣ୍ଠି
ବାଲେଶ୍ୱର ଅଫିସ, ୧୬।୨: ବାଲେଶ୍ୱର ଆଇଟିଆଇସ୍ଥିତ ସୁପ୍ରତିକ ଅଫିସ୍ ପରିସରରେ ‘ରେବତୀ’ ଅନୁଷ୍ଠାନ ପକ୍ଷରୁ ସୋମବାର ଗଣବିବାହ ଆୟୋଜିତ ହୋଇଥିଲା। ଏଥିରେ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର ୮ ଯୋଡ଼ିଙ୍କର ହାତଗଣ୍ଠି ପଡ଼ିଛି। ୫ଜଣ ବ୍ରାହ୍ମଣଙ୍କ ଦ୍ୱାରା ବିବାହ କାର୍ଯ୍ୟ...
ବୋହୂଙ୍କୁ ପୋଡ଼ି ହତ୍ୟା: ଜେଲ ଗଲେ ସ୍ବାମୀଙ୍କପୁରା ପରିବାର
ରେଢାଖୋଲ,୧୬ା୨: ବୋହୂଙ୍କୁ ନିର୍ଯାତନା ଦେଇ ପୋଡ଼ି ହତ୍ୟା କରିବା ଘଟଣାରେ ରେଢାଖୋଲ ପୋଲିସ ଶାଶୁ, ନଣନ୍ଦ ଓ ସ୍ବାମୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ସୂଚନା...
ଥାନାରେ ୪ ନାବାଳକଙ୍କୁ ଥାର୍ଡ ଡିଗ୍ରୀ
ମାଲକାନଗିରି,୧୬ା୨: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନାରେ ୪ ଜଣ ନାବାଳକଙ୍କୁ ଚୋରି ଅଭିଯୋଗରେ ଆଣି ପୋଲିସ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏପରିକି ପୋଲିସ ନାବାଳକଙ୍କୁ ବିଦ୍ୟୁତ୍ ଶକ୍ ଦେଇ ନିର୍ଯାତନା ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।...
ଶାଶୁଙ୍କଠାରୁ ଉଦ୍ଧାର ହେଲା ନିଖୋଜ ଶିଶୁ କନ୍ୟା
କୋରାପୁଟ,୧୫ା୨: କୋରାପୁଟ ମେଡିକାଲ କଲେଜରୁ ନିଖୋଜ ଶିଶୁକନ୍ୟା ସୋମବାର ଉଦ୍ଧାର ହୋଇଛି। ଘଟଣାର ମାଷ୍ଟର ମାଇଣ୍ଡ କୁହାଯାଉଥିବା ଟୁନା ହରିଜନଙ୍କୁ ରବିବାର ରାତିରେ କୁନ୍ଦୁରାର ଫୁଫୁଗାଁ ଅଞ୍ଚଳରୁ ପୋଲିସ ଗିରଫ କରିଛି। ଏହି ମାମଲାରେ ସମ୍ପୃକ୍ତ ଅନ୍ୟ ୪ ଜଣଙ୍କୁ...
ଫାସ୍ଟାଗ୍ ଲାଗୁ ହେଲେ ମଧ୍ୟରାତ୍ରରୁ ଆନ୍ଦୋଳନ
ବରଗଡ଼ ଅଫିସ୍,୧୫।୨: ସୋମବାର ମଧ୍ୟରାତିରୁ ସମସ୍ତ ଟୋଲପ୍ଲାଜା (ଟୋଲଗେଟ୍)ରେ ଫାସ୍ଟାଗ୍ ଲଗୁ କରିବାକୁ ଜାତୀୟ ରାଜପଥ ପ୍ରାଧିକରଣ ସଂସ୍ଥା (ଏନ୍ଏଚ୍ଆଇ) ନିଷ୍ପତ୍ତି ନେଇଛି । ତେବେ ବରଗଡ଼ ନ୍ୟାଶନାଲ ହାଇୱେ ୟୁଜର୍ସ ସଂଘ ଏନ୍ଏଚ୍ଏଆଇର ଏଭଳି ନିଷ୍ପତ୍ତିକୁ ବିରୋଧ କରିଛି...
କଂଗ୍ରେସ ଗଡ଼ରୁ ବାହାରିଲେ ନି କେହି: ଜଣେ କରୁଛନ୍ତି ବିକ୍ଷୋଭ
ଜୁନାଗଡ଼,୧୫।୨: କେନ୍ଦ୍ର ସରକାରଙ୍କ ପେଟ୍ରୋଲ, ଡିଜେଲ ଓ ଇନ୍ଧନ ଗ୍ୟାସ ଦର ବୃଦ୍ଧି ବିରୋଧରେ ସୋମବାର କଂଗ୍ରେସ ପକ୍ଷରୁ ରାଜ୍ୟରେ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିଲା। ଏହାର ପ୍ରଭାବ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପରିଲକ୍ଷିତ ହୋଇଥିଲା। ଯାନବାହାନ,...
ଉଦାହରଣ ପାଲଟିଲେ ଶିକ୍ଷକ
ବରଗଡ଼ ଅଫିସ୍,୧୫।୨: ବରଗଡ଼ ଜିଲା ପଦ୍ମପୁର-ସୋହେଲା ବିଜୁ ଏକ୍ସପ୍ରେସ ରାସ୍ତାର କନସିଂହା ଛକ ନିକଟରେ ସୋମବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାର ୨ଜଣ ଆହତକୁ ଉଦ୍ଧାର କରି ଡାକ୍ତରଖାନା ପଠାଇ ଶିକ୍ଷକ ଦିବସ କୁମାର ସାହୁ ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ...
ଆଧାର ସାଜିଲା ଅଡ଼ୁଆ, ରାଜ୍ୟ ବୃତ୍ତି ଯୋଜନା ଆବେଦନରୁ ବଞ୍ଚିତ ହେଲେ ୩ ଛାତ୍ରୀ
ବରଗଡ଼ ଅଫିସ୍,୧୫।୨: ବରଗଡ଼ ଜିଲା ବିଜେପୁର ବ୍ଲକ ମୁଣ୍ଡୋମହୁଲ ଗ୍ରାମର ୩ ଜଣ ଛାତ୍ରୀ ଲିଲି ତରିଆ, ପୂଜା ଷାଣ୍ଢ ଏବଂ ପ୍ରୀତି ଭୁଏ ରାଜ୍ୟ ଛାତ୍ରବୃତ୍ତି ଯୋଜନାରେ ଆବେଦନ କରିବାରୁ ବଞ୍ଚିତ ହୋଇଛନ୍ତି । ସେଥିରେ ଆଧାର ପ୍ର୍ରତିବନ୍ଧକ...
ଡାବୁଗାଁରେ ବନ୍ଦର ପ୍ରଭାବ: ଗାଡ଼ି ଚାଳଚଳ ବନ୍ଦ
୧୫।୨ (ଡି.ଏନ୍.ଏ.): ତୈଳଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକରେ ମଧ୍ୟ ଦେଖିବାକୁ ମିଳିଛି। ଡାବୁଗାଁ ବ୍ଲକରେ ୬ ଘଣ୍ଟିଆ ବନ୍ଦ ପାଳନ ଶାନ୍ତିପୂର୍ଣ୍ଣ ଭାବେ...
Archives


