ଆମ ଜିଲା ଖବର

ନିଶ୍ଚିନ୍ତକୋଇଲି ବ୍ଲକରେ ବନ୍ଦର ପ୍ରଭାବ କମ୍‌

ନିଶ୍ଚିନ୍ତକୋଇଲି,୧୫।୨(ସ୍ବ.ପ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ କଂଗ୍ରେସର ବନ୍ଦ ପାଳନ ସେତେଟା ପ୍ରଭାବ ପଡ଼ି ନଥିବା ଦେଖିବାକୁ ମିଳିଛି। ନିଶ୍ଚିନ୍ତକୋଇଲି ସପ୍ତାହିକ ହାଟ ଓ ବଜାର ସ୍ବଭାବିକ ଭାବେ ଖୋଲାଥିବା ବେଳେ ଦୁଇ ଚକିଆ ଯାନ ବାହାନ ଚଳାଚଳ ହୋଇଛି।...

ଓଭରବ୍ରିଜ୍‌ ତଳେ ୨ ଶିଶୁଙ୍କ ଜୀବନ ନେଇଗଲା ପିକ୍‌ଅପ୍‌

ଢେଙ୍କାନାଳ ଅଫିସ,୧୫।୨: ଢେଙ୍କାନାଳ ସହର ବାଜିଚୌକ ଓଭରବ୍ରିଜ୍‌ ତଳେ ସୋମବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ପିକ୍‌ଅପ ଭ୍ୟାନ୍‌ ଧକ୍କାରେ ୨ ଶିଶୁଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଅଛନ୍ତି। ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇ...

ବାହାଘର ସାରି ଫେରୁଥିବା ବେଳେ ଓଲଟିଲା ପିକ୍‌ଅପ୍‌: ୨ମୃତ, ୨୫ରୁ ଊର୍ଦ୍ଧ୍ୱ ଆହତ

ନୂଆପଡ଼ା ଅଫିସ,୧୫।୨: ନୂଆପଡ଼ା ଜିଲା କୋମନା ଥାନା କ୍ରିଷ୍ଣା ଛକରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ପିକ୍‌ଅପ ଭ୍ୟାନ୍‌ ଓଲଟି ପଡ଼ିବାରୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି।...

ରାୟଗଡ଼ାରେ ବନ୍ଦ ପ୍ରଭାବ: ଅଟକାଇଲେ ଯାନବାହନ

ରାୟଗଡ଼ା ଅଫିସ,୧୫।୨ କେନ୍ଦ୍ର ସରକାରଙ୍କ ପେଟ୍ରୋଲ, ଡିଜେଲ ଓ ଇନ୍ଧନ ଗ୍ୟାସ ଦରଦାମ ବୃଦ୍ଧି ବିରୋଧରେ ସୋମବାର କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏନେଇ ରାୟଗଡ଼ା-କପିଳାଶ ଛକଠାରେ ଯାନବାହନ ଅଟକାଇ କଂଗ୍ରେସ କର୍ମୀମାନେ ବନ୍ଦ ପାଳନ...

ସୋରଡ଼ାରେ ବନ୍ଦର ପ୍ରଭାବ: ସରକାରୀ କାର୍ଯ୍ୟାଳୟ ବନ୍ଦ କଲେ କର୍ମୀ

ସୋରଡ଼ା,୧୫।୨(ଡି.ଏନ୍‌.ଏ.): ରାଜ୍ୟରେ ବିଭିନ୍ନ ଅତ୍ୟାବଶ୍ୟକ ଜିନିଷ ତଥା ପେଟ୍ରୋଲ ଓ ଡିଜେଲର ଅହେତୁକ ଦରଦାମ ବୃଦ୍ଧି ଲାଗି ରାଜ୍ୟ କଂଗ୍ରେସ ଦୃଢ଼ ନିନ୍ଦା କରିବା ସହ ସୋମବାର ଓଡ଼ିଶା ବନ୍ଦ କରିଛି। ଏ ନେଇ ଗଞ୍ଜାମ ଜିଲା ସମେତ ସୋରଡ଼ା...

ଗଞ୍ଜାମରେ କଂଗ୍ରେସର ବାଇକ ରାଲି: ବନ୍ଦପାଳନ ଶାନ୍ତିପୂର୍ଣ୍ଣ

ଗଞ୍ଜାମ,୧୫।୨(ଡି.ଏନ୍‌.ଏ.): ରାଜ୍ୟରେ ବିଭିନ୍ନ ଅତ୍ୟାବଶ୍ୟକ ଜିନିଷ ତଥା ପେଟ୍ରୋଲ ଓ ଡିଜେଲର ଅହେତୁକ ଦରଦାମ ବୃଦ୍ଧି ଲାଗି ରାଜ୍ୟ କଂଗ୍ରେସ ଦୃଢ଼ ନିନ୍ଦା କରିବା ସହ ସୋମବାର ଓଡ଼ିଶା ବନ୍ଦ କରିଛି। ଏ ନେଇ ଗଞ୍ଜାମ ବ୍ଲକ କଂଗ୍ରେସ ପକ୍ଷରୁ...

ବନ୍ଦପାଳନରେ ଦାରିଙ୍ଗବାଡ଼ି ପ୍ରଭାବିତ

ଦାରିଙ୍ଗବାଡ଼ି,୧୫।୨(ଡି.ଏନ୍‌.ଏ.): ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ୬ ଘଣ୍ଟିଆ ବନ୍ଦ ପାଳନର ପ୍ରଭାବ ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି। ଦଳର ବ୍ଲକ ସଭାପତି ପ୍ରଦୀପ ନାୟକଙ୍କ ତତ୍ତ୍ବାବଧାନରେ ବ୍ଲକ ଅଧ୍ୟକ୍ଷା ରୁଦା ମଲ୍ଲିକଙ୍କ ସହଯୋଗରେ ଦଳୀୟ କର୍ମୀଙ୍କ ପକ୍ଷରୁ...

କଳାହାଣ୍ଡିରେ କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ

ଭବାନୀପାଟଣା,୧୫।୨: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଆଜି ଓଡିଶା ବନ୍ଦ ଡାକରା ଦିଆଯାଇଛି। କଳାହାଣ୍ଡି ଜିଲାରେ ଏହାର ପ୍ରଭାବ ପଡିଛି। କେନ୍ଦ୍ରର ଭାଜପା ସରକାର କୃଷକମାନଙ୍କ ଚାଷଜମି ଗୁଡିକୁ ପୁଞ୍ଜିପତି ମାନଙ୍କ ନିକଟରେ ବନ୍ଧକ କରିଦେବା ଚକ୍ରାନ୍ତ...

ଦିଗପହଣ୍ଡିରେ ରାସ୍ତା ଅବରୋଧ ଶାନ୍ତିପୂର୍ଣ୍ଣ

ଦିଗପହଣ୍ଡି,୧୫।୨(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ସାମଗ୍ରିକ ବିଫଳତା ସାଙ୍ଗକୁ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଦରଦାମ୍‌ ନିୟନ୍ତ୍ରଣରେ କେନ୍ଦ୍ର ସରକାରଙ୍କ ଅହେତୁକ ନିରବତା ପ୍ରତିବାଦରେ ପ୍ରଦେଶ କଂଗ୍ରେସ କମିଟିର ଡାକରା କ୍ରମେ ସୋମବାର ଦିଗପହଣ୍ଡି କଂଗ୍ରେସ ପକ୍ଷରୁ ସଭା ଓ ବାଇକ ଶୋଭାଯାତ୍ରା...

କଂଗ୍ରେସର ବନ୍ଦ ଡାକରା, କୋରାପୁଟରେ ଜନଜୀବନ ପ୍ରଭାବିତ

କୋରାପୁଟ,୧୫।୨(ସ୍ବ.ପ୍ର.): ଡିଜେଲ ଓ ପେଟ୍ରୋଲ ଦର ବୃଦ୍ଧିକୁ ବିରୋଧ କରି ଜାତୀୟ କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ଯୋଗୁ ସୋମବାର କୋରାପୁଟ ଜିଲାରେ ଜନଜୀବନ ପ୍ରଭାବିତ ହୋଇଛି। ସହରର ଟ୍ରାଫିକ ଛକଠାରେ ଜିଲା କଂଗ୍ରେସ କମିଟି ସଭାନେତ୍ରୀ ମିନାକ୍ଷୀ ବାହିନୀପତିଙ୍କ...

ବରଗଡ଼ରେ ଓଡ଼ିଶା ବନ୍ଦଡାକରାକୁ ସମର୍ଥନ

ବରଗଡ଼ ଅଫିସ,୧୫।୨: କେନ୍ଦ୍ର ସରକାରଙ୍କ ତୈଳ ଓ ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଦିଆଯାଇଥିବା ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ ଜିଲାରେ ସ୍ବତଃସ୍ଫୁର୍ତ୍ତ ସମର୍ଥନ ମିଳିଛି। ସୋମବାର ସକାଳ ୭ଟାରୁ ଜିଲାର...

ଶ୍ରୀମନ୍ଦିରରେ ପଡ଼ିଲା ରକ୍ତଛିଟା

ପୁରୀ ଅଫିସ,୧୫।୨: ଜଣେ ଯାତ୍ରୀ ସହାୟକ ଏବଂ ସୁଆର ସେବାୟତଙ୍କ ମଧ୍ୟରେ ମାଡପିଟ୍‌ ଯୋଗୁ ଶ୍ରୀମନ୍ଦିର ଉତ୍ତରଦ୍ୱାରରେ ରକ୍ତଛିଟା ପଡ଼ିଛି। ଆହତ ଯାତ୍ରୀ ସହାୟକ ଦାମୋଦର ଗୋଚ୍ଛିକାରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ସୁଆର ସେବାୟତ ରାମକୃଷ୍ଣ ଖୁଣ୍ଟିଆ କୁଡୁଆ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri