ବିଦ୍ୟୁତ୍ ବିଲ୍ ଆଦାୟ ବାହାନାରେ ଲୁଟ୍
ଖୁଣ୍ଟା/କୁଆମରା, ୨୮।୪(ଡି.ଏନ.ଏ.): ବିଦ୍ୟୁତ୍ ବିଭାଗର କର୍ମଚାରୀ ପରିଚୟ ଦେଇ ଜଣେ ଅବସରପ୍ରାପ୍ତ ଶିକ୍ଷୟିତ୍ରୀଙ୍କୁ ବନ୍ଧୁକ ଦେଖାଇ ଦୁର୍ବୃତ୍ତ ସୁନାଚେନ୍ ଲୁଟ୍ କରିଛନ୍ତି। ବୁଧବାର ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧୀନ ପୁରୁଣା ବାରିପଦା ଅଞ୍ଚଳରେ ଏଭଳି ଘଟଣା ଘଟିଛି। ସୂଚନା ଅନୁଯାୟୀ,…
ଝାଟିଆ ବିଦ୍ୟୁତ୍ ଷ୍ଟ୍ରକଚର ଅଧୀନରେ ଉପଭୋକ୍ତା ହନ୍ତସନ୍ତ: ସମସ୍ୟା ସମାଧାନ ନ ହେଲେ ଅନଶନ
ଖଇରା,୨୮।୪(ଡି.ଏନ.ଏ.): ବାଲେଶ୍ବର ଜିଲା ଖଇରା ବିଦ୍ୟୁତ୍ ଉପଖଣ୍ଡ ଝାଟିଆ ଷ୍ଟ୍ରକଚର ଅଧୀନ ୩ପଞ୍ଚାୟତର ଉପଭୋକ୍ତା କ୍ରମାଗତ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଅଧିକାରୀମାନଙ୍କୁ ଜଣାଇଲେ ମଧ୍ୟ କିଛି ଫଳ ମିଳୁନି। ଆଗକୁ ମାଟ୍ରିକ ପରୀକ୍ଷା ଥିବାବେଳେ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଠିକ୍…
ଟୋଲ୍ପ୍ଲାଜା ବିରୋଧରେ ତାତିଲେ ଲୋକେ
ବରଗଡ଼ ଅଫିସ,୨୮ା୪: ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ାସ୍ଥିତ ଅଶୋକ ବିଲକନ୍ର ଟୋଲପ୍ଲାଜାର ଟୋଲଟ୍ୟାକ୍ସ ଅସୁଲିକୁ ନେଇ ପୁଣି ଅସନ୍ତୋଷ ଦେଖାଯାଇଛି। ଟୋଲପ୍ଲାଜା କର୍ତ୍ତୃପକ୍ଷ ବେଆଇନ ଭାବେ ଟୋଲଟ୍ୟାକ୍ସ ଅସୁଲି କରୁଥିବା ଅଭିଯୋଗ ହୋଇଛି। ଏପରିକି ଗ୍ରାମ୍ୟ ଉନ୍ନୟନ(ଆର୍ଡି) ରାସ୍ତାରୁ ମଧ୍ୟ ବେଆଇନଭାବେ…
ମାଲକାନଗିରିର ପୂର୍ବତନ ଏଏସ୍ଆଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ମାଲକାନଗିରି, ୨୮।୪(ଡି.ଏନ୍.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ କିଆଙ୍ଗ ଫାଣ୍ଡିର ପୂର୍ବତନ ଏଏସ୍ଆଇ ଜୟଦାସ ଖରାଙ୍କ ବାସଭବନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଉଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟଦାସଙ୍କ ବିଭିନ୍ନ ସ୍ଥାନରେ ଥିବା ଘରେ ଭିଜିଲାନ୍ସ ଚଢ଼ାଉ…
ଫାଟିଲା ପଛ ଚକା; ଭାରସାମ୍ୟ ହରାଇ ଓଲଟି ପଡ଼ିଲା ବସ୍
ଫୁଲନଖରା,୨୮।୪(ଡି.ଏନ୍.ଏ.): କଟକ-ଭୁବନେଶ୍ୱର ୧୬ନଂ ଜାତୀୟ ରାଜପଥସ୍ଥିତ ଫୁଲନଖରା ଓଭର ବ୍ରିଜ଼ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭୁବନେଶ୍ୱରର ସାଲିଆସାହି ବସ୍ତିରୁ ଏକ ଘରୋଇ ବସ ନଂ (ଓଆର୍ ୦୨ ଏଟି.୭୬୪୭)ଯୋଗେ ୩୦ ଊର୍ଦ୍ଧ୍ୱ ଶ୍ରମିକ…
କପି ଧରାପଡ଼ିବାରୁ ଜୀବନ ହାରିଲେ ଛାତ୍ର, ହଷ୍ଟେଲରୁ ମିଳିଲା ମୃତଦେହ
ଜଟଣୀ,୨୮।୪(ଡି.ଏନ୍.ଏ.): ରାଜ୍ୟରେ ଗତ କିଛିମାସ ମଧ୍ୟରେ କେତେକ କଲେଜ ପରିସରରେ ଛାତ୍ରୀଛାତ୍ରଙ୍କ ଆତ୍ମହତ୍ୟା ଘଟଣା ନଜରକୁ ଆସିଛି। ଏହା ଉଭୟ କଲେଜ କର୍ତ୍ତୃପକ୍ଷ ଓ ଅଭିଭାବକଙ୍କ ପାଇଁ ଚିନ୍ତାର କାରଣ ସାଜିଛି। ଗତ ମାସ ୧୪ତାରିଖରେ ଖୋର୍ଦ୍ଧା ଜିଲା ଜଟଣୀସ୍ଥିତ ନାଇଜର…
ସୂର୍ଯ୍ୟମୁଖୀ ଚାଷକୁ ପ୍ରୋତ୍ସାହନ ନାହିଁ
କେନ୍ଦ୍ରାପଡ଼ା ଅଫିସ,୨୮ା୪: କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ କୋଇଲିପୁର ଚାରିପୋଖରିଆ ଗ୍ରାମର ସ୍ବୟଂସହାୟକ ମହିଳା ଗୋଷ୍ଠୀ ଚଳିତ ବର୍ଷ ୭ ଏକର ଜମିରେ ସୂର୍ଯ୍ୟମୁଖୀ ଚାଷ କରିଛନ୍ତି । ଏହି ଚାଷ ସେମାନଙ୍କ ପାଇଁ ଦ୍ୱିତୀୟ ବର୍ଷ । ପ୍ରଥମ ବର୍ଷର…
ଶ୍ରମିକଙ୍କ କାମ କରୁଛି ମେଶିନ, ଏମ୍ଜିଏନ୍ଆର୍ଇଜିଏସ୍ ଯୋଜନା ବାଟବଣା
ବରୀ,୨୮ା୪(ଡି.ଏନ.ଏ.): ସରକାର ଶ୍ରମିକଙ୍କୁ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍)ରେ କାମ ଯୋଗାଇ ଦେବାର ନିୟମ ରହିଛି। ଏଥିସହିତ ଶ୍ରମିକମାନେ କିପରି ଏହି ଯୋଜନାରେ ସାମିଲ ହୋଇ ଉପକୃତ ହୋଇପାରିବେ ତାହା ଉପରେ ପ୍ରଶାସନକୁ ଗୁରୁତ୍ୱ…
୩ ମାସ ହେଲା ଗହମ ପାଉନାହାନ୍ତି ହିତାଧିକାରୀ, କଳାବଜାରରେ ବିକ୍ରି ପାଇଁ ମସୁଧା
ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର, ୨୮ା୪(ଡି.ଏନ.ଏ./ସ୍ବ.ପ୍ର.): ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କୁ ଚାଉଳ ଓ ଗହମ ପ୍ରଦାନ କରାଯାଉଛି। ତେବେ ଫେବୃୟାରୀରୁ ୩ ମାସ ହେଲା ହିତାଧିକାରୀ ଗହମ ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ବଡ଼ଚଣା ବ୍ଲକ ଅନ୍ତର୍ଗତ ୪୩ ପଞ୍ଚାୟତରେ ଏଭଳି ସମସ୍ୟା ଦେଖାଦେଇଛି।…
ବାଲିଚନ୍ଦ୍ରପୁର-କଳାଶ୍ରୀ ରାସ୍ତା ନିର୍ମାଣରେ ଅନିୟମିତତା
ଚଣ୍ଡିଖୋଲ,୨୮ା୪(ଡି.ଏନ.ଏ.): ବଡ଼ଚଣା ବ୍ଲକ ଅନ୍ତର୍ଗତ ବାଲିଚନ୍ଦ୍ରପୁରଠାରୁ କଳାଶ୍ରୀ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି। ଏହି ରାସ୍ତାଟି ପୂର୍ବରୁ ଜଳସମ୍ପଦ ବିଭାଗ ଅଧୀନରେ ଥିଲାବେଳେ ୨ ବର୍ଷ ତଳେ ଏହାକୁ ପୂର୍ତ୍ତ ବିଭାଗକୁ ହସ୍ତାନ୍ତର କରାଯାଇଛି। ପୂର୍ତ୍ତ ବିଭାଗ ତରଫରୁ ୫…
ବଦଳିବ ଆଦ୍ୟ ଶ୍ରୀକ୍ଷେତ୍ରର ରୂପ, ନୟାଗଡ଼ ଜିଲାରେ ଖୁସିର ପରିବେଶ
ନୟାଗଡ଼ ଅଫିସ/କଣ୍ଟିଲୋ,(ସ୍ବ.ପ୍ର.)୨୮।୪: ସମନ୍ବିତ, ଐତିହ୍ୟ ଓ କୀର୍ତ୍ତିରାଜି ବିକାଶ ଯୋଜନାରେ ଆଦ୍ୟ ଶ୍ରୀକ୍ଷେତ୍ର କଣ୍ଟିଲୋ ନୀଳମାଧବ ପୀଠ ପାଇଁ ୧୦୦ କୋଟି ଟଙ୍କା ରାଜ୍ୟ ସରକାର ମଞ୍ଜୁର କରିବା ପରେ ନୟାଗଡ଼ ଜିଲାରେ ଖୁସିର ପରିବେଶ ସୃଷ୍ଟି ହୋଇଛି । ପୁରୀର…
୧୭୬ ଦେଶରେ ବ୍ୟବହାର ହେଉଛି ଓଡ଼ିଆ ଛାତ୍ର ଦେବାଶିଷଙ୍କ ଆପ୍
ଯୋଡ଼ା,୨୮।୪(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ଛାତ୍ର ଦେବାଶିଷ ବେହେରା ଫିଜବି ମୋବାଇଲ ଆପ୍ ପ୍ରସ୍ତୁତ କରି ଚର୍ଚ୍ଚାକୁ ଆସିଛନ୍ତି। ଏହି ଆପ୍ ଜରିଆରେ ଫ୍ରି ଆଣ୍ଡ୍ ସିକ୍ୱର ଭାବେ ଭିଡିଓ କନଫରେନ୍ସିଂ ସେବା ଉପଲବ୍ଧ ରହିଛି। ଏକକାଳୀନ ୭୦ ଜଣ…

