ନନ୍ଦନକାନନରେ ପୂର୍ଣ୍ଣିମା ଜନ୍ମଦେଲା ଶାବକ
ବାରଙ୍ଗ,୧୫।୨(ଡି.ଏନ୍.ଏ.): ପ୍ରାଣୀଉଦ୍ୟାନ ନନ୍ଦନକାନନ ପାଇଁ ଖୁସି ଖବର। ସୋମବାର ସକାଳେ ନନ୍ଦନକାନନରେ ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷକ ସାଜିଥିବା ସିମ୍ପାଜି ପୂର୍ଣ୍ଣିମା ଗୋଟିଏ ଶାବକକୁ ଜନ୍ମ ଦେଇଛି। ମା ଓ ଛୁଆ ଉଭୟ ସୁସ୍ଥ ଥିବାବେଳେ ଶାବକ ଜନ୍ମ ପରେ...
ବିଶେଷଜ୍ଞ ଡାକ୍ତର ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ ପାଟଣା ବନ୍ଦ
ପାଟଣା,୧୫।୨(ସ୍ବ.ପ୍ର.):କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବିଶେଷଜ୍ଞ ଡାକ୍ତର ପଦବୀ ପୂରଣ ନେଇ ୧୨ ଘଣ୍ଟିଆ ପାଟଣା ବନ୍ଦ ଡାକରା ଦିଆଯାଇଛି। ଆନ୍ଦୋଳନକାରୀମାନେ ସୋମବାର ସକାଳ ୬ରୁ ସା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ପାଟଣା ବନ୍ଦ ପାଳନ କରୁଛନ୍ତି।...
ତୈଳ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ
କେନ୍ଦୁଝର,୧୫।୨(ସ୍ବ.ପ୍ର.): ସୋମବାର ତୈଳ ଦର ବୃଦ୍ଧି ପ୍ରତିବାଦ ଓ ତିନୋଟି କୃଷି ଆଇନ ପ୍ରତ୍ୟାହାର ଦାବିରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଶାନ୍ତିପୂର୍ଣ୍ଣ ଭାବେ ଆରମ୍ଭ ହୋଇଛି। ଗାନ୍ଧୀ ଛକ ନିକଟରେ କଂଗ୍ରେସ ଜିଲା ସଭାପତି...
ଟିଟିଲାଗଡ଼ରେ ତୈଳ ଦର ବୃଦ୍ଧି ପ୍ରତିବାଦ
ଟିଟିଲାଗଡ଼,୧୫।୨(ଡି.ଏନ୍.ଏ.): ଆଜି ବଲାଙ୍ଗୀର ଜିଲା ଟିଟିଲାଗଡ଼ରେ କଂଗ୍ରେସ ପକ୍ଷରୁ ପେଟ୍ରୋଲ ଡିଜେଲ ଦରବୃଦ୍ଧି ପ୍ରତିବାଦରେ ସହରର ସମସ୍ତ ଦୋକାନ ବଜାର, ପେଟ୍ରୋଲ ପମ୍ପ, ଯାନବାହନ ଚଳାଚଳ, ବ୍ୟାଙ୍କ, କେନ୍ଦ୍ର କାର୍ଯ୍ୟାଳୟ କୋର୍ଟ ଏବଂ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ନଗର...
ଜଳୁନି ହାଇମାଷ୍ଟ୍ ଲାଇଟ୍
ଜେନାପୁର, ୧୫।୨(ଡି.ଏନ.ଏ.): ଧର୍ମଶାଳା ବ୍ଲକ ଚକ୍ରଧରପୁର ପଞ୍ଚାୟତ ଅଧୀନ ବାଘୁଆ ବ୍ରାହ୍ମଣୀ ଦେବୀ ହାଇସ୍କୁଲ ନିକଟସ୍ଥ ଛକଠାରେ ଥିବା ହାଇମାଷ୍ଟ ଲାଇଟ୍ ଦୀର୍ଘ ଦିନ ଧରି ଅଚଳ ହୋଇ ପଡ଼ିଛି। ଫଳରେ ଲୋକେ ଯାତାୟାତରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।...
ପ୍ରଧାନମନ୍ତ୍ରୀ ସଡ଼କ ୪ ମାସରେ ଶୋଚନୀୟ
ଚଣ୍ଡିଖୋଲ,୧୫।୨(ଡି.ଏନ.ଏ.): ଗ୍ରାମାଞ୍ଚଳକୁ ଭଲ ରାସ୍ତା ତିଆରି ପାଇଁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାର ପରିକଳ୍ପନା କରାଯାଇଥିଲା। ତେବେ ଏହି ଯୋଜନାରେ କରାଯାଉଥିବା ରାସ୍ତା କେତେ ନିମ୍ନମାନର ତାହା ଜାରକା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ବଡ଼ଚଣା ବ୍ଲକର ବାଲିଚନ୍ଦ୍ରପୁର-ଦେକୁରୀ...
ଓଡ଼ିଶା ବନ୍ଦ ଡାକରା: ବାଲେଶ୍ୱର ପ୍ରଭାବିତ
ବାଲେଶ୍ୱର ଅଫିସ, ୧୫।୨- କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୁଦ୍ଧରେ ସୋମବାର କଂଗ୍ରସ ପକ୍ଷରୁ ରାଜ୍ୟବ୍ୟାପୀ ‘ଓଡିଶା ବନ୍ଦ’ ଡାକରା ଦିଆଯାଇଛି। କେଦ୍ରସରକାର ପ୍ରେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଆକାଶ ଛୁଆଁ ଦର ବୃଦ୍ଧି ବିରୁଦ୍ଧରେ ଏହି ଡାକରା...
ସବ୍ଡିଭିଜନ ଦାବିରୁ ନଜର ହଟାଇବାକୁ ତୋରଣ
ପଟ୍ଟାମୁଣ୍ଡାଇ,୧୫।୨(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇର ଐତିହ୍ୟ ପରମ୍ପରା ଓ ମର୍ଯ୍ୟାଦା କ୍ଷୂର୍ଣ୍ଣ କରିବାକୁ ଏକ ଚକ୍ରାନ୍ତକାରୀ ଗୋଷ୍ଠୀ ଉଦ୍ୟମ ଚଳାଇଛନ୍ତି। ସବ୍ଡିଭିଜନ ମାନ୍ୟତା ଦାବିରୁ ନଜର ହଟାଇବାକୁ ପଟ୍ଟାମୁଣ୍ଡାଇ ପୌରାଞ୍ଚଳକୁ ପ୍ରବେଶ ପଥରେ ପ୍ଲମ୍ବିଂ ସହର ତୋରଣ ରାସ୍ତାରେ ଲଗାଯାଇଛି। ଏହାକୁ ପୌରାଞ୍ଚଳବାସୀଙ୍କ...
ବଢୁଛି ଅନୁପ୍ରବେଶ, ପ୍ରଶାସନ ନୀରବ
କେନ୍ଦ୍ରାପଡ଼ା ଅଫିସ,୧୫।୨: ବିଧାନ ରାୟ ଓ ଆଶାଲତାଙ୍କ ପୁଅ ଅମିତ(୨୯)ଙ୍କ ବାଂଲାଦେଶର ଠିକଣା ଅନୁଯାୟୀ ବଜରହାଟ ଜିଲା ଛତଲମାରି ଥାନା ଆରୁଲିଏ ଗାଁରେ ରୁହନ୍ତି। ଢାକାର ବାଂଲାଦେଶ ଟେକ୍ନିକାଲ ଏଜୁକେଶନ ବୋର୍ଡ ଅଧୀନରେ ୨୦୦୯ରେ ସେକେଣ୍ଡାରୀ ସ୍କୁଲ ପାସ୍ ସହ...
ଭଦ୍ରକରେ ବନ୍ଦ ପାଳନ, ପିକେଟିଂ କରି ସହର ସାରା ପଇଁତରା ମାରୁଛନ୍ତି କଂଗ୍ରେସ କର୍ମୀ
ଭଦ୍ରକ ଅଫିସ,୧୫।୨: ତୈଳ ଦର ଅହେତୁକ ବୃଦ୍ଧି ପ୍ରତିବାଦରେ ସୋମବାର କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। କଂଗ୍ରେସର ଓଡିଶା ବନ୍ଦ ଡାକରାର ପ୍ରଭାବ ଭଦ୍ରକ ଜିଲାରେ ଦେଖିବାକୁ ମିଳିଛି । ସହରର ବନ୍ତ ଛକ ଏବଂ ୧୬...
କନ୍ଧମାଳରୁ ମିଳିଲା ପୁଷ୍ପଲତାଙ୍କ ସ୍କୁଟି
ଭୁବନେଶ୍ୱର,୧୫।୨(ବ୍ୟୁରୋ): ବହ ଚର୍ଚ୍ଚିତ ପୁଷ୍ପଲତା ରାଉଳ ହତ୍ୟା ମାମଲାରେ ଗିରଫ ମୁଖ୍ୟ ଅଭିଯୁକ୍ତ ଗଞ୍ଜାମର ସଞ୍ଜୟ ଓରଫ ଅଙ୍ଗଦ ଦାସ ଓ ଚନ୍ଦୁ ଓରଫ ଶ୍ରୀକାନ୍ତ ଦାସଙ୍କ ୩ଦିନିଆ ରିମାଣ୍ଡ ରବିବାର ସରିଛି। ସୋମବାର ସେମାନଙ୍କୁ କୋର୍ଟରେ ହାଜର କରାଯିବ।...
କେସିଙ୍ଗାରେ କଂଗ୍ରେସ ପକ୍ଷରୁ ରାସ୍ତାରୋକୋ
କେସିଙ୍ଗା, ୧୫।୨(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ସୋମବାର କଂଗ୍ରେସ ପକ୍ଷରୁ ବନ୍ଦ ପାଳନ କରାଯାଇଛି। ସକାଳ ୮ଟାରୁ ଦୁର୍ଗା ମଣ୍ଡପ ନିକଟ ଜାତୀୟ ରାଜପଥଠାରେ ରାସ୍ତାରୋକୋ କରାଯାଇଛି। କେନ୍ଦ୍ର ସରକାରଙ୍କ ବୈମାତୃକ ମନୋଭାବ ଏବଂ ପେଟ୍ରୋଲ, ଡିଜେଲ, ରନ୍ଧନ...
Archives


