ଆମ ଜିଲା ଖବର

ଟ୍ୟୁସନ ଯାଇ ଆଉ ଘରକୁ ଫେରିଲେନି ପୁଅ : ମୃତଦେହ ଜବତ, ଜଣେ ଗିରଫ

ଟିଟିଲାଗଡ଼,୨୭।୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହର ସିରଭଟାସ୍ଥିତ ରେଳବାଇ କର୍ମଚାରୀ ଦିଲୀପ କୁମାରଙ୍କ ଏକମାତ୍ର ପୁଅ ମୋହନ କୁମାର (୧୩)ଙ୍କ ବୁଧବାର ମୃତଦେହ ଜବତ ହୋଇଛି। ଶନିବାର ସେ ଘରୁ ଝାଙ୍କରପଡାକୁ ଟ୍ୟୁସନ ପାଇଁ ଯାଇଥିବା ବେଳେ ଆଉ ଘରକୁ ଫେରିି…

ଆଜି ମହାପ୍ରଭୁଙ୍କର ବନକଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ, ୨୭।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ । ଦତ୍ତ ମହାପାତ୍ର ସେବକମାନେ ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏହା ଏକ ଗୁପ୍ତ…

ଚାଷ ଅନୁକୂଳକୁ ନେଇ ଆଶଙ୍କାରେ ଚାଷୀ

ପଟ୍ଟାମୁଣ୍ଡାଇ, ୨୭।୪(ସ୍ବ.ପ୍ର.): ଆଉ ଦିନ କେଇଟା ପରେ ଅକ୍ଷୟ ତୃତୀୟା। ଏହି ଦିନ ଚାଷୀମାନେ କୃଷି କାର୍ଯ୍ୟର ଅନୁକୂଳ କରିଥାନ୍ତି। ମା’ ଲକ୍ଷ୍ମୀ ଠାକୁରାଣୀଙ୍କୁ ପୂଜାର୍ଚ୍ଚନା କରି ଜମିରେ ଚାଷ ଅନୁକୂଳ କରାଯିବା ସହ ହଳ କରାଯାଏ। ରଜ ଉତ୍ସବ ପାଳନ…

ଶତାବ୍ଦୀର ମୂକସାକ୍ଷୀ ଲୁଣିଲୁଣିଆ ଗଛ

ମହାକାଳପଡ଼ା, ୨୭।୪ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଉପକୂଳ ଅଞ୍ଚଳ କୋଚିଳା ଗ୍ରାମ ସନ୍ନିକଟ ମହାନଦୀର ଶାଖା ଗୁପ୍ତଗିରି ନଦୀରେ ହୁଳୁହୁଳିଆବାଙ୍କ ନିକଟରେ ଶହେ ବର୍ଷରୁ ଊର୍ଦ୍ଧ୍ୱହେବ ଦଣ୍ଡାୟମାନ ହୋଇ ରହିଛି ଲୁଣିଲୁଣିଆ ଗଛ। ଏହିଠାରେ ଏକ ପାଲଟଣା ଡଙ୍ଗା…

ଖରିଫ ଚାଷ ପୂର୍ବରୁ କେନାଲ ସଫା ଦାବି

କେନ୍ଦ୍ରାପଡ଼ା ଅଫିସ, ୨୭।୪: ଓଡ଼ିଶାର ସର୍ବପ୍ରାଚୀନ କେନ୍ଦ୍ରାପଡ଼ା କେନାଲରେ ୧୮୬୯ ମେ’ ୨୯ରେ ପ୍ରଥମଥର ପାଇଁ ପାଣି ଛଡା ଯାଇଥିଲା। ଜଗତପୁର ନିକଟସ୍ଥ ବିରୂପା ନଦୀରୁ ଏହି କେନାଲ ବାହାରି ପଟ୍ଟାମୁଣ୍ଡାଇ, ଜମ୍ବୁ, ଗୋବରୀ ଆଦି କେନାଲକୁ ପାଣି ଯୋଗା ଯାଉଥିଲା।…

ଲଘୁ ଖଣିଜ ଚୋରାଚାଲାଣ ରୋକିବାକୁ ଗୁରୁତ୍ୱ

ଜଗତ୍‌ସିଂହପୁର ଅଫିସ, ୨୭।୪: ଜଗତ୍‌ସିଂହପୁର ଜିଲାର ରାଜସ୍ବ ସମୀକ୍ଷା ବୈଠକ ମଙ୍ଗଳବାର ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟଜିତ୍‌ ସାହୁ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ସେ ଖାରି ପାଣିରେ ମାଛ ଚାଷ ସମ୍ବନ୍ଧୀୟ…

ବିଏସ୍‌ଏଫ୍‌ ପକ୍ଷରୁ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନୀ, ଡଗ୍‌ ଶୋ

ଜୟପୁର ୨୭।୪(ନି. ପ୍ର.): ଦେଶର ସୁରକ୍ଷା ନେଇ ବ୍ୟବହୃତ ହେଉଥିବା ବିଭିନ୍ନ ଅସ୍ତ୍ରଶସ୍ତ୍ର ସମ୍ପର୍କରେ ଜ୍ଞାନ ଆହରଣ ଲାଗି କୋରାପୁଟ ବିଏସ୍‌ଏଫ୍‌ ପକ୍ଷରୁ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି ଅସ୍ତ୍ରଶସ୍ତ୍ର ପ୍ରଦର୍ଶନୀ ସହ ଡଗ୍‌ ଶୋ। ଆଜାଦୀ କା ଅମୃତ ମହୋତ୍ସବ ଅବସରରେ…

ଐତିହ୍ୟ କରିଡରକୁ ପୁରୀ ବିଧାୟକଙ୍କ ସମର୍ଥନ

ପୁରୀ ଅଫିସ,୨୭।୪: ଐତିହ୍ୟ କରିଡର ପ୍ରକଳ୍ପକୁ ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ସମର୍ଥନ କରିଥିବାବେଳେ ଶ୍ରୀମନ୍ଦିର ବଞ୍ଚାଅ ଅଭିଯାନର ପଦଯାତ୍ରାକୁ ବିରୋଧ କରିଛନ୍ତି। ସେ କହିଛନ୍ତି, ନେତା, ମନ୍ତ୍ରୀ କିମ୍ବା ସାଧାରଣ ଲୋକ ଯେକେହି ବି ଆସନ୍ତୁ, ଶ୍ରୀମନ୍ଦିରକୁ ଭକ୍ତ…

ପେଷି ହେଉଛନ୍ତି ଚାଷୀ

ବରଗଡ଼ ଅଫିସ୍‌,୨୭ା୪: ଓଡ଼ିଶାର ଚାଷୀମାନେ ଗତ ୧୦ବର୍ଷ ମଧ୍ୟରେ ଅଧିକରୁ ଅଧିକ ଧାନ ଉତ୍ପାଦନ କରିଛନ୍ତି। ଏଥିପାଇଁ ରାଜ୍ୟ ସରକାର କ୍ରମାଗତ କୃଷି କର୍ମଣ ପୁରସ୍କାର ପାଇଛନ୍ତି। ମାତ୍ର ଧାନ ବିକ୍ରି ସମସ୍ୟାକୁ ନେଇ କେନ୍ଦ୍ର-ରାଜ୍ୟ ସରକାର ପରସ୍ପର ଦୋଷ ଲଦାଲଦି…

ବଡ଼ଦାଣ୍ଡରେ ହେବାକୁ ଥିବା ପଦଯାତ୍ରାକୁ ଅନୁମତି ଦେଲାନି ପୁରୀ ପ୍ରଶାସନ

ପୁରୀ ଅଫିସ,୨୬।୪: ଶ୍ରୀମନ୍ଦିର ଐତିହ୍ୟ କରିଡର ନିର୍ମାଣ ଓ ଶହେ ମିଟର ପରିଧି ମଧ୍ୟରେ ବ୍ୟାପକ ଖନନକୁ ବିରୋଧ କରି ବୁଧବାର ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଶ୍ରୀମନ୍ଦିର ବଞ୍ଚାଅ ଅଭିଯାନ ନେତୃତ୍ୱରେ ପୁରୀ ବଡ଼ଦାଣ୍ଡରେ ହେବାକୁ ଥିବା ପଦଯାତ୍ରାରେ ଯୋଗଦେବାର…

ରାଲିରେ ଅପରାଜିତାଙ୍କୁ ସହଯୋଗ କରିବୁ ନାହିଁ: ପୁରୀ ବିଧାୟକ

ପୁରୀ ଅଫିସ,୨୬।୪: ଗୋଟିଏ ପଟେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ପୁରୀ ଐତିହ୍ୟ କରିଡର ପ୍ରକଳ୍ପକୁ ବିରୋଧ କରୁଥିବା ବେଳେ ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ଏହାକୁ ସମର୍ଥନ କରିଛନ୍ତି। ଏପରିକି ସେ ପୁରୀ ବଡ଼ଦାଣ୍ଡରେ ଶ୍ରୀମନ୍ଦିର ବଞ୍ଚାଅ ଅଭିଯାନ…

ରାସ୍ତାରେ ଗଡ଼ିଲା ମାଛ ପେଟି

ଫୁଲନଖରା,୨୬।୪(ଡି.ଏନ.ଏ.): କଟକ-ଭୁବନେଶ୍ୱର ୧୬ ନଂ ଜାତୀୟ ରାଜପଥ ପାହାଳ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ ମାଛ ବୋଝଇ ଟ୍ରକ ଓଲଟି ପଡିଥିଲା। ଟ୍ରକଟି ଆନ୍ଧ୍ର ପ୍ରଦେଶରୁ ମାଛ ଆଣି କୋଲକାତା ଅଭିମୁଖେ ଯାଉଥିବା ସମୟରେ ପାହାଳ ନିକଟରେ ଓଲଟି ପଡିଥିଲା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?