ଆମ ଜିଲା ଖବର

ବାହାଘର ପ୍ରସେଶନ ବେଳେ ଲାଗିଲା ନିଆଁ

ଛେଣ୍ଡିପଦା,୧୪ା୨: ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୋଶଳା ଚନ୍ଦନ ନଗରଠାରେ ରବିବାର ବାଣରୁ ନିଆଁ ଲାଗି ଏକ ପାଳଭାଡି ଜଳିଯାଇଛି। ଢେଙ୍କାନାଳ ଅଞ୍ଚଳର ଏକ ବାହାଘର ପ୍ରସେଶନ ଚାଲିଥିବା ବେଳେ ବରଯାତ୍ରୀ ଫୁଟାଉ ଥିବା ବାଣର ନିଆଁ ରୁଦ୍ର ବେହେରାଙ୍କ...

ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଯୁବକ

ବାରିପଦା ଅଫିସ,୧୪।୨: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳର ଜନୈକା ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ଜଣକ ହେଲେ...

ଶିଶୁକନ୍ୟାଙ୍କ ଜୀବନ ନେଲା ପାଳଗଦା ନିଆଁ

ଝରିଗାଁ,୧୪ା୨: ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତର କୁସୁମବାହାଲ ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ପାଳଗଦା ନିଆଁରେ ପୋଡ଼ି ଜଣେ ୬ବର୍ଷର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗାଁର ଡମୁ ଜାନିଙ୍କ ଝିଅ...

ନିଆରା ଢଙ୍ଗରେ ଭାଲେଣ୍ଟାଇନ୍ସ ଡେ’ ପାଳନ କଲେ ଯୁବଗୋଷ୍ଠୀ

ସୋନପୁର,୧୪।୨: ଫେବୃୟାରୀ ୧୪ ଭାଲେଣ୍ଟାଇନ୍ସ ଡେ। ଏହି ଦିବସକୁ ଯୁବଗୋଷ୍ଠୀ ମନଭରି ଉପଭୋଗ କରିଥିଲେ। ଚକୋଲେଟ୍‌ ଦୋକାନ, ଫୁଲ ଦୋକାନ ଓ ଗିଫ୍ଟ କର୍ଣ୍ଣରରେ ପ୍ରେମୀ ଯୁଗଳଙ୍କ ବେଶ ଭିଡ ଜମିଥିଲା। ତେବେ ସୋନପୁର ବୁଢାରାଜା ଯୁବକ ସଂଘର କର୍ମକର୍ତ୍ତାମାନେ...

ରବିବାର ବିଦ୍ୟାଳୟ, ମହାବିଦ୍ୟାଳୟ ସ୍ଥିତି ପରଖିଲେ ନିର୍ଦ୍ଦେଶକ

ନିଶ୍ଚିନ୍ତକୋଇଲି,୧୪।୨(ସ୍ବ.ପ୍ର.): କରୋନା ମହାମାରୀ ପାଇଁ ବିଦ୍ୟାଳୟ ଓ ମହାବିଦ୍ୟାଳୟ ବନ୍ଦ ଥିଲା । ଗତ ମାସରୁ ଦଶମ ଓ ଦ୍ୱାଦଶ ପିଲାମାନଙ୍କୁ ଶ୍ରେଣୀ କକ୍ଷରେ ଶିକ୍ଷାଦାନ ବ୍ୟବସ୍ଥା ରାଜ୍ୟ ସରକାର ଆରମ୍ଭ କରିଛନ୍ତି। ୧୦୦ଦିନ ଶିକ୍ଷାଦାନର ଏକ ବ୍ୟବସ୍ଥା କରି...

ଡଙ୍ଗାରେ ନଦୀ ପାର ହେଉଥିବା ସମୟରେ ଭାସିଗଲେ

କଣିହାଁ,୧୪।୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ଟିକିରା ନଦୀରେ କରଡେଇ ଘାଟରେ ଡଙ୍ଗାରେ ପାର ହେଉଥିବାବେଳେ ଜଣେ ବ୍ୟକ୍ତି ଭାସିଯାଇ ନିଖୋଜ ଥିବା ଜଣାପଡ଼ିଛି। ତାଙ୍କ ନାମ ପବିତ୍ର ପ୍ରଧାନ (୫୦) ହୋଇଥିବା ବେଳେ ଘର କଣିହାଁ ଥାନା ଚିନ୍ତାମଣିପୂର...

ଗାଁ ଦାଣ୍ଡରେ ଯୁବକଙ୍କୁ ବାନ୍ଧି ନିର୍ଧୂମ ଛେଚିଲେ

ପାଟଣା,୧୪।୨(ସ୍ବ.ପ୍ର.):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳର ଜଣେ ୧୩ ବର୍ଷର ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର କରିବା ଅଭିଯୋଗରେ ରବିବାର ଗ୍ରାମବାସୀ ଜଣେ ୨୭ ବର୍ଷର ଯୁବକଙ୍କୁ ଗାଁ ମଝିରେ ବାନ୍ଧି ମାଡ଼ ମାରିଛନ୍ତି। ଖବର ପାଇ ତୁରୁମୁଙ୍ଗା ଥାନା...

ରାଜ୍ୟରେ ୭୫୯ ଜଳ ଯୋଗାଣ ପ୍ରକଳ୍ପ ଅସମ୍ପୂର୍ଣ୍ଣ

ଯାଜପୁର ଅଫିସ,୧୪ା୨: ଜାନୁୟାରୀ ୨୦୨୧ ସୁଦ୍ଧା ରାଜ୍ୟରେ ୭୫୯ ପାଇପ୍‌ ଜଳ ଯୋଗାଣ (ପିଡବ୍ଲ୍ୟୁଏସ୍‌) ପ୍ରକଳ୍ପ ନିର୍ମାଣ ଅସମ୍ପୂର୍ଣ୍ଣ ରହିଛି । ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (ଆର୍‌ଡବ୍ଲ୍ୟୁଏସ୍‌ଏସ୍‌) ବିଭାଗର ୩୨ଟି ଡିଭିଜନରେ ଏପରି ଅବ୍ୟବସ୍ଥା ସୃଷ୍ଟି ହୋଇଛି...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ, ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ

ପୁରୀ ଅଫିସ,୧୪ା୨: ଶ୍ରୀମନ୍ଦିର ଭିତର ଫଟୋ ପୁଣି ଭାଇରାଲ ହୋଇଛି। ସୋସିଆଲ ମିଡିଆରେ ଉକ୍ତ ଫଟୋ ଘୂରି ବୁଲିବା ପରେ ବିବାଦ ବଢ଼ିଛି। ଇନ୍‌ଷ୍ଟାଗ୍ରାମ୍‌ରେ ସାଲିନୀ ଫସୀ ଓ ଇଣ୍ଡିଆ ଟେମ୍ପଲ ନାମକ ଦୁଇଟି ଆକାଉଣ୍ଟରେ ଶ୍ରୀମନ୍ଦିର ଭିତର ଫଟୋ...

କାର୍ଯ୍ୟକ୍ଷମ ହେଉନି ବାଣିଜ୍ୟକର କାର୍ଯ୍ୟାଳୟ

ତାଳଚେର, ୧୪ା୨ (ନି.ପ୍ର.) ତାଳଚେରଠାରେ ରାଜ୍ୟ ସରକାରଙ୍କ ବାଣିଜ୍ୟକର ଅଧିକାରୀଙ୍କ କାର୍ଯ୍ୟାଳୟ ଅଛି। କର୍ମଚାରୀ ମଧ୍ୟ ଅଛନ୍ତି। କିନ୍ତୁ ଏହାକୁ କାର୍ଯ୍ୟକ୍ଷମ କରାଯାଉ ନାହିଁ। ଗତ ଅଢେଇ ବର୍ଷରୁ ଊଦ୍ଧ୍ୱର୍ର୍ ହେଲା ଏହି କାର୍ଯ୍ୟାଳୟର କାଗଜପତ୍ର ଓ ଆସବାବପତ୍ର ଉପଜିଲାପାଳଙ୍କ...

ଅସୁରକ୍ଷିତ ବନ୍ୟପ୍ରାଣୀ, ଅସହାୟ ବନ ବିଭାଗ

ଢେଙ୍କାନାଳ ଅଫିସ, ୧୪।୨: ଢେଙ୍କାନାଳ ଜିଲାର ସଂରକ୍ଷିତ ଜଙ୍ଗଲ, ଅଭୟାରଣ୍ୟରେ ଶିକାରୀଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ଐତିହ୍ୟ ପ୍ରାଣୀ ହାତୀ ସମେତ ବନ୍ୟପ୍ରାଣୀ ଅସୁରକ୍ଷିତ ହୋଇପଡ଼ିଛନ୍ତି। କନ୍ଧରା ଜଙ୍ଗଲରେ ବନ କର୍ମଚାରୀଙ୍କ ଉପରେ ଶିକାରୀଙ୍କ ଗୁଳିମାଡ଼ ଘଟଣାରୁ ବନ ବିଭାଗର ଅସହାୟତା...

୯୦ ବର୍ଷ ପରେ ହୁଡ଼ିସାହିରେ ଅଧିକାରୀ

ଚମ୍ପୁଆ, ୧୪।୨(ଡି.ଏନ.ଏ.)-ସମସ୍ୟା ବହୁଳ ହୁଡିସାହି ଚମ୍ପୁଆ ଏନ୍‌ଏସିରେ ଅନ୍ତର୍ଭୁକ୍ତ ହୋଇଥିଲେ ବି ଆଜି ବି ମୌଳିକ ସୁବିଧାରୁ ବଞ୍ଚିତ। ଏନେଇ ଖବର ପ୍ରକାଶିତ ପରେ ଏନଏସି ପ୍ରଶାସନ ତପତ୍ରତା ପ୍ରକାଶ କରିଛନ୍ତି। ଦୀର୍ଘ ୯୦ ବର୍ଷ ପରେ ବର୍ତ୍ତମାନର ଏନ୍‌ଏସି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri