ବିଜୟ ପାଇଁ ପ୍ରମୁଖ ଦଳର କସରତ
ନୂଆପଡ଼ା,୯ା୧୧ (ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ଏହାକୁ ନେଇ ଆଲୋଚନା ସେତେ ଜୋର ଧରୁଛି। କିଏ ବିଜୟୀ ହେବ, କାହାକୁ କେତେ ଭୋଟ ମିଳିବ ଏସବୁ କଥା…
ଯାଜପୁର ଲୋକ ସଭା ଆସନକୁ ସଂରକ୍ଷଣମୁକ୍ତ ଦାବି ତେଜିଲା
ଯାଜପୁର,୯ା୧୧(ହର୍ଷବର୍ଦ୍ଧନ ବେହେରା): ସମ୍ବିଧାନ ପ୍ରସ୍ତୁତ ହେଲାବେଳେ ରାଜନୈତିକ କ୍ଷେତ୍ରରେ ସଂରକ୍ଷଣ ବ୍ୟବସ୍ଥା ପ୍ରଥମ ୧୦ ବର୍ଷ ପାଇଁ ଲାଗୁ ହୋଇଥିଲା। ହେଲେ ଯାଜପୁର ଲୋକ ସଭା ଆସନ ଆରମ୍ଭରୁ ଅନୁସୂଚିତ ଜାତିଙ୍କ ପାଇଁ ସଂରକ୍ଷିତ ହୋଇ ରହିଆସିଛି। ତେଣୁ ଜାତି ପରିସଂଖ୍ୟାନ…
ଆପାର୍ଟମେଣ୍ଟ ବାଲ୍କୋନି ଭୁଶୁଡ଼ି ୩ମୃତ
କଟକ,୯।୧୧(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା ପାଇଁ କଟକ ସହର ଚଳଚଞ୍ଚଳ ହୋଇ ଉଠିଥିବାବେଳେ ଶନିବାର ଅପରାହ୍ନରେ ମଣିସାହୁ ଛକ ନିକଟରେ ଘଟିଛି ଏକ ଅଘଟଣ। ଏକ ପୁରୁଣା ଆପାର୍ଟମେଣ୍ଟର ୫ମ ମହଲାରେ ଥିବା ବାଲ୍କୋନି ଭୁଶୁଡ଼ି ଆଜ୍ବେଷ୍ଟସ୍ ଘର ଉପରେ ଖସି…
ହାତୀ ଆକ୍ରମଣରେ ୫ ବର୍ଷର ଶିଶୁର ମୃତ୍ୟୁ ଘଟଣା: ସହାୟତାର ହାତ ବଢ଼ାଇଲେ ସମାଜସେବୀ
ଲାଞ୍ଜିଗଡ଼,୮।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ଦକ୍ଷିଣ ବନଖଣ୍ଡ ଲାଞ୍ଜିଗଡ ବନାଞ୍ଚଳ ବିଜେପୁର ଥାନା ତ୍ରିଲୋଚନପୁର ପଞ୍ଚାୟତର ହରଡIଗୁଡା ଗ୍ରାମରେ ଗତ ୩ ତାରିଖ ସୋମବାର ସକାଳେ ଦୁଇ ନାବାଳକ ଭାଇଙ୍କୁ ହାତୀ ଆକ୍ରମଣ କରିଥିଲା। ଏଥିରେ ବଡଭାଇ…
ଜିଲାସ୍ତରୀୟ ଶିଶୁ ମହୋତ୍ସବରେ ମୋହନା ଛାତ୍ରୀଛାତ୍ରଙ୍କ ସଫଳତା
ମୋହନା,୮।୧୦(ମନ୍ମଥ ମିଶ୍ର): ପାରଳାଖେମୁଣ୍ଡି ରେ ଆୟୋଜିତ ଗଜପତି ଜିଲା ସ୍ଥରୀୟ ସୁରଭି କାର୍ଯ୍ୟକ୍ରମରେ ମୋହନା ଏସ୍ଏସ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ହିଲଟପ୍ ମାଧ୍ୟମିକ ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି l ବକୃତା ପ୍ରତିଯୋଗିତାରେ ଯୁକ୍ତ ଦୁଇ ବିଜ୍ଞାନ…
ପୁଅ-ବୋହୂଙ୍କ ମାଡ଼ରେ ମା’ ଗୁରୁତର
ଆସିକା, ୮ା୧୧ (ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ କରାତଳି ଗ୍ରାମରେ ଶୁକ୍ରବାର ପୁଅ ବୋହୂଙ୍କ ମାଡ଼ରେ ଜଣେ ମା’ ଗୁରୁତର ହୋଇଛନ୍ତି। ସେ ହେଲେ ସେହି ଗ୍ରାମର ରମା ଛଡାଇ। ଖବର ପାଇ ପୋଲିସ ଘଟଣାସ୍ଥଳରେ…
ଜି.ଉଦୟଗିରି ରାଜ୍ୟର ସବୁଠାରୁ କମ୍ ତାପମାତ୍ରା ସହର: ୧୧ ଡିଗ୍ରୀ ସେଲ୍ସିୟସ ରେକର୍ଡ
ଜି.ଉଦୟଗିରି,୮ା୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଦୈନନ୍ଦିନ ପାରଦ କମୁଥିବା ବେଳେ ଶୀତର ପ୍ରକୋପ ବଢ଼ୁଛି। ସ୍ଥାନୀୟ ପାଣିପାଗ ବିଭାଗର ସୂଚନାନୁସାରେ, ଶନିବାର ରାଜ୍ୟର ସବୁଠାରୁ କମ୍ ତାପମାତ୍ରା ୧୧ ଡିଗ୍ରୀ…
୨ଦିନ ହେଲା ଆଖଣ୍ଡଳମଣୀ ପୂଜଜଙ୍କ ମିଳୁନି ପତ୍ତା
ଗଞ୍ଜାମ,୮ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଦାମୋଦରପୁର ଗ୍ରାମ ସ୍ଥିତ ବାବା ଆଖଣ୍ଡଳମଣୀ ମନ୍ଦିର ପୂଜକ ତ୍ରିନାଥ ସାହୁ (୭୦) ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର କୌଣସି ପତ୍ତା ମିଳିନାହିଁ। ଯଦି କେହି…
ଗଛକଟାକୁ ଗ୍ରାମବାସୀଙ୍କ ବିରୋଧ
ଲାଞ୍ଜିଗଡ଼,୮।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଞ୍ଜିଗଡ଼ ଓ ତ୍ରିଲୋଚନପୁର ରିଜର୍ଭ ଜଙ୍ଗଲ ଅଞ୍ଚଳରେ ଗ୍ୟାସ ଲାଇନ ଯିବାକୁ ନେଇ ମୂଲ୍ୟବାନ ଶତାଧିକ ଗଛ କଟା ଚାଲିଛି। ଏହାକୁ ବିରୋଧ କରି ଗଛକଟା ବନ୍ଦ…
ଗଛକଟାକୁ ଗ୍ରାମବାସୀଙ୍କ ବିରୋଧ
ଲାଞ୍ଜିଗଡ଼,୮।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଞ୍ଜିଗଡ଼ ଓ ତ୍ରିଲୋଚନପୁର ରିଜର୍ଭ ଜଙ୍ଗଲ ଅଞ୍ଚଳରେ ଗ୍ୟାସ ଲାଇନ ଯିବାକୁ ନେଇ ମୂଲ୍ୟବାନ ଶତାଧିକ ଗଛ କଟା ଚାଲିଛି। ଏହାକୁ ବିରୋଧ କରି ଗଛକଟା ବନ୍ଦ…
ନୂଆପଡ଼ାରେ ଗର୍ଜିଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ଆଦିବାସୀ ପରିବାରର ତେଣୁ…
ନୂଆପଡ଼ା,୮ା୧୧(ମକାରୁ ବେମାଲ): ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ରୋଡ୍ ଶୋ’ କରିଛନ୍ତି। ନୂଆପଡ଼ାରୁ ଖରିଆର ରୋଡ୍ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ରୋଡ୍ ଶୋ’ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଅଭୟାରଣ୍ୟ ଭିତରେ ଥିବା ସୁନାବେଡ଼ାରେ…
ପ୍ରତିଭା ସମ୍ମାନ ସମାରୋହ: ପ୍ରତିଭାକୁ ଖୋଜିଖୋଜି…
ବଲାଙ୍ଗୀର,୮।୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ସ୍ବତନ୍ତ୍ର ପ୍ରତିଭା ସମ୍ମାନ ସମାରୋହ ଶନିବାର ଜିଲା ସିଭିଲ କୋର୍ଟ ବାର ହଲଠାରେ ଅନୁଷ୍ଠିତ ହୋଇଛି। ଜିଲା ଓକିଲ ସଂଘ ସଭାପତି ବାସୁଦେବ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପ୍ରତିଭା ସମ୍ମାନ…
Archives


