Odisha Elections 2024

ଆମ ଜିଲା ଖବର

୧୫ ବଛର ହେଲା ଖୁଲା ଆକାଶ ତଲେ ଉର୍ମିଳା

  ତଳଗଁ।, ୧୭।୧୨ (ଡି.ଏନ୍‌.ଏ.)- ବୌଦ୍ଧ ଜିଲା ହରଭଙ୍ଗା ବ୍ଲକରେ ଅନେକ ସରକାରୀ ଯୋଜନା ବାଟ୍‌ବନା ହେଉଥିବାର ଦେଖ୍‌ବାକେ ମିଲିଛେ। ଅଧ୍‌କାରୀ, କରମ୍‌ଚାରୀକଁର ଅଁାତରିକତା ଅଭାବୁ ଅନେକ ଗରିବ୍‌ ଦୁଖି, ହକ୍‌ଦାର ହିତାଧିକାରୀ ସରକାରୀ ଯୋଜନାରୁ ବଁଚିତ୍‌ ହେଇ ବଡ଼ା...

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କୁ ନିଲମ୍ବନ ଘଟଣା: ୨୪ ଘଣ୍ଟିଆ କାଲିମେଳା ବନ୍ଦ

କାଲିମେଳା,୧୬।୧୨(ଡି.ଏନ.ଏ.): ମାଲକାନଗିରି ଜିଲା କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର ମୁକ୍ତିକାନ୍ତ ମଲ୍ଲିକଙ୍କ ଉପରେ ହୋଇଥିବା ନିଲମ୍ବନ ଆଦେଶ ପ୍ରତ୍ୟାହାର, ତାଙ୍କର ପୁନଃ ନିଯୁକ୍ତି ଦାବିରେ ସୋମବାର କାଲିମେଳାରେ ବନ୍ଦ ପାଳନ କରାଯାଇଛି। ବିଜେଡି,ଭାଜପା ଓ କଂଗ୍ରେସର ଲୋକ ପ୍ରତିନିଧିଙ୍କ ସହ...

ରାସ୍ତାରୋକୋ କରି ଆନ୍ଦୋଳନ କଲେ ଚାଷୀ

କୋରୁକୋଣ୍ଡା, ୧୬।୧୨ (ଡ଼ି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡାଠାରେ ଚାଷୀମାନେ ମାଲକାନଗିରି-ବାଲିମେଳା ରାସ୍ତାକୁ ଅବରୋଧ କଲେ। ଚାଷୀଙ୍କୁ ଧାନ ବିକ୍ରି ପାଇଁ ଟୋକେନ ନ ମିଳିବା, ଚାଷୀଙ୍କୁ ଯେତିକି ଧାନବିକ୍ରି ନେଇ କୁହାଯାଇଥିଲା ସେଥିରୁ କମିବା ଏବଂ ଜଳକର ପୈଠ କରିବା...

ନାବାଳିକା ଅପହରଣ, ବଳାତ୍କାର ମାମଲା: ଦୋଷୀଙ୍କୁ ୧୦ବର୍ଷ ସଶ୍ରମ ଜେଲ୍‌

ଫୁଲବାଣୀ ଅଫିସ,୧୬ା୧୨-ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ସୋମବାର ଫୁଲବାଣୀ ଅତିରିକ୍ତ ଦୌରାଜଜ୍‌ ତଥା ସ୍ବତନ୍ତ୍ର ବିଚାରପତି ସମର ବିଳାସ ବେହେରା ଅଭିଯୁକ୍ତଙ୍କୁ ୧୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୫ ହଜାର ଟଙ୍କା...

ଅଟୋ ଓଲଟି ୭ ଆହତ, ଜଣେ ଗୁରୁତର

ବୁଗୁଡ଼ା,୧୬ା୧୨(ଡି.ଏନ.ଏ.)-ବୁଗୁଡ଼ା ସହର ଚଢ଼ିଆପଲ୍ଲୀ ମୁଖ୍ୟରାସ୍ତାରେ ସୋମବାର ଏକ ଅଟୋ ଓଲଟି ପଡ଼ିବାରୁ ୭ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନେ ହେଲେ ବଗୁଡ଼ା ଥାନା ତାକରଡ଼ା ଗ୍ରାମର ପୂର୍ବତନ ସମିତିସଭ୍ୟ ମୁକୁନ୍ଦ ନାୟକ, ସରପଞ୍ଚ ପ୍ରତିନିଧି ସୁରେନ୍ଦ୍ର ପ୍ରଧାନ, ଅଳିୟ...

ରାତି ହେଲେ ଏଟିଏମ୍‌ରେ ତାଲା

ଭଞ୍ଜନଗର,୧୬।୧୨(ଡି.ଏନ.ଏ)-ଭଞ୍ଜନଗର ସହରର କେତେକ ଏଟିଏମ୍‌ରେ ରାତି ୮ଟାରୁ ତାଲା ପକାଇ ଦିଆଯାଉଛି । ଏଟିଏମ୍‌ ସମ୍ମୁଖରୁ ସୁରକ୍ଷା ବ୍ୟବସ୍ଥା ମଧ୍ୟ ହଟାଇ ନିଆଯାଉଛି । କିଛି ଏଟିଏମ୍‌ ରାତିସାରା ଖୋଲା ରହୁଥିଲେ ମଧ୍ୟ ଲୋକଙ୍କ ଆବଶ୍ୟକ ଅନୁଯାୟୀ ଟଙ୍କା ରହୁନି।...

ଏମ୍‌ଜିଏନ୍‌ଆରଇଜିଏସ୍‌ରେ କାମ କରି ପ୍ରାପ୍ୟ ମିଳିନି

ଲୋଇସିଂହା, ୧୬।୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର କେତେକ ଜବକାର୍ଡଧାରୀ ଶ୍ରମିକ ଏମ୍‌ଜିଏନ୍‌ଆରଇଜିଏସ୍‌ରେ କାମ କରି ସେମାନଙ୍କ ପ୍ରାପ୍ୟ ପାଇନାହାନ୍ତି। ଉକ୍ତ ଶ୍ରମିକ ପରିବାର ପ୍ରାପ୍ୟ ନ ପାଇ ପରିବାର ଚଳଣିରେ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ...

ମେଡିକାଲ ବାରଣ୍ଡାରୁ ଶିଶୁ କନ୍ୟା ଉଦ୍ଧାର

ବାରିପଦା ଅଫିସ,୧୬ା୧୨- ମୟୂରଭଞ୍ଜ ଜିଲା ବେତନଟୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ବାରଣ୍ଡାରୁ ସୋମବାର ଅପରାହ୍ନରେ ଏକ ଶିଶୁ କନ୍ୟାଙ୍କୁ ଉଦ୍ଧାର କରାଯାଇଛି। ଏହି ଶିଶୁ କନ୍ୟା ପ୍ରାୟ ୧୦ ଦିନ ତଳେ ଜନ୍ମ ହୋଇଥିବା ମେଡିକାଲ କର୍ମଚାରୀମାନେ କହିଛନ୍ତି। ସୂଚନା ଅନୁଯାୟୀ,...

ପାଣିରେ ବୁଡି ଶିଶୁ ମୃତ

ଖଇରା,୧୬।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଜଳଦା ପଞ୍ଚାୟତ ଅଧୀନ ସମ୍ପେଇ ଗ୍ରାମର ଅରୁଣ କୁମାର ଜେନାଙ୍କ ୨ବର୍ଷର ପୁଅ ଦିବ୍ୟାଂଶୁ ପୋଖରୀ ପାଣିରେ ବୁଡି ପ୍ରାଣ ହରାଇଛନ୍ତି। ସୋମବାର ପୂର୍ବାହ୍ନରେ ପିଲାଟି ଖେଳୁଥିବାବେଳେ ବାଡି ପୋଖରୀକୁ ଚାଲିଯାଇଥିଲେ। ସମସ୍ତଙ୍କ ଅଜାଣତରେ...

ଅର୍ଥ ହେରଫେର ଅଭିଯୋଗ: ୨ ପଞ୍ଚାୟତ ନିର୍ବାହୀ ଅଧିକାରୀ ନିଲମ୍ବିତ

ବାଲେଶ୍ୱର ଅଫିସ,୧୬।୧୨-ଅର୍ଥ ହେରଫେର ଅଭିଯୋଗରେ ବାଲେଶ୍ୱର ଜିଲା ରେମୁଣା ବ୍ଲକ ନୂଆଗାଁ ପଞ୍ଚାୟତର ପୂର୍ବତନ ଓ ବର୍ତ୍ତମାନର ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ନୂଆଗାଁ ପଞ୍ଚାୟତରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ...

ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ଅଭିଯୁକ୍ତ ଗିରଫ

ସଜନାଗଡ଼,୧୬।୧୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଞ୍ଚଳରେ ଜଣେ ଆଦିବାସୀ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ଶନିବାର ଘଟିଥିବାବେଳେ ରବିବାର ନାବାଳିକାଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା। ଘରେ କେହି ନ ଥିବା...

ଖୋର୍ଦ୍ଧା ଗୁଳିକାଣ୍ଡ ଘଟଣାର ଫିଟିଲା ଗୁମର

ଖୋର୍ଦ୍ଧା ଅଫିସ୍‌,୧୬।୧୨: ଖୋର୍ଦ୍ଧା ଡାକ୍ତର ଓ ଔଷଧ ଦୋକାନୀଙ୍କୁ ଗୁଳିମାଡ ମାମଲାର ଗୁମର ଫିଟିଛି। ଜମିଜମା ବିବାଦକୁ ନେଇ ଗୁଳିକାଣ୍ଡ ଘଟିଥିବା ଖୋର୍ଦ୍ଧା ଏସଡିପିଓ ସୁଶୀଲ ମିଶ୍ର ସୂଚନା ଦେଇଛନ୍ତି। ବିଭିନ୍ନ ଦିଗରୁ ପୋଲିସ ଟିମ ତଦନ୍ତ ଚଳାଇଛି। ଅଭିଯୁକ୍ତକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri