ମାସେ ହେଲା ମଣ୍ଡିରୁ ଉଠୁନି ଧାନ
କେସିଙ୍ଗା, ୧୩।୨ (ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରେ ଦୀର୍ଘ ମାସେ ହେଲା ଧାନ ପଡିରହିଛି। ଚାଷୀମାନେ ଶୀତ କାକରରେ ଦିନରାତି ମଣ୍ଡିରେ ଜଗି ରହୁଛନ୍ତି। କେସିଙ୍ଗା ବ୍ଲକରେ ୧୪ଟି ଧାନ ମଣ୍ଡି ରହିଛି। ସେଥି ମଧ୍ୟରୁ ମଶାଣିବନ୍ଧ...
ପିଲାଙ୍କୁ ବହି ମିଳୁନି, ଉଇ ଖାଇ ନଷ୍ଟ ହେଉଛି
ଲୋଇସିଂହା,୧୩।୨(ଡି.ଏନ.ଏ.): ସରକାର ସର୍ବଶିକ୍ଷା ଅଭିଯାନ ମାଧ୍ୟମରେ ସରକାରୀ ସ୍କୁଲର ଛାତ୍ରୀଛାତ୍ରଙ୍କୁ ମାଗଣାରେ ବହି ଯୋଗାଇବାର ବ୍ୟବସ୍ଥା କରିଛନ୍ତି। ହେଲେ ଦାୟିତ୍ୱରେ ଥିବା ଶିକ୍ଷକଙ୍କ ଦାୟିତ୍ୱହୀନତା ଯୋଗୁ ବହିର ସୁଷମ ବଣ୍ଟନ ନ ହୋଇ ସ୍କୁଲରେ ପଡି ନଷ୍ଟ ହେଉଛି। ଶୁକ୍ରବାର...
ଶ୍ରୀକ୍ଷେତ୍ରରେ ପୁଣି ପର୍ଯ୍ୟଟକଙ୍କୁ ମାଡ଼
ପୁରୀ ଅଫିସ,୧୩।୨: ଶ୍ରୀକ୍ଷେତ୍ରରେ ପୁଣି ଥରେ ବଙ୍ଗୀୟ ପର୍ଯ୍ୟଟକଙ୍କୁ ମାଡ଼ ମରାଯାଇଛି। ଏଥର କିନ୍ତୁ ସ୍ଥାନୀୟ ଲୋକ ନୁହେଁ ବରଂ ପୋଲିସ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଶୁକ୍ରବାର ଶ୍ରୀମନ୍ଦିର ପଶ୍ଚିମଦ୍ୱାର ନିକଟରେ ଏହି ଘଟଣା ଘଟିଛି। ତେବେ ଏନେଇ...
ବ୍ରହ୍ମପୁରରେ ପାନୀୟ ଜଳ ସମସ୍ୟା
ବ୍ରହ୍ମପୁର ଅଫିସ,୧୩।୨: ବ୍ରହ୍ମପୁର ମହାନଗର ନିଗମକୁ ବର୍ତ୍ତମାନ ସ୍ବଚ୍ଛ ଓ ସୁନ୍ଦର କରିବା ନିମନ୍ତେ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। କିନ୍ତୁ ଏପରି ବହୁ ଅଞ୍ଚଳ ରହିଛି ଯେଉଁଠି ଲୋକେ ଆଜି ମଧ୍ୟ ମୌଳିକ ସୁବିଧାରୁ ବଞ୍ଚିତ ହେଉଛନ୍ତି।...
ପ୍ରଭାବିତ ହୋଇନି ସାତକୋଶିଆ ପର୍ଯ୍ୟଟନ
ବନ୍ତଳା,୧୩ା୨: ମହାମାରୀ କୋଭିଡ୍-୧୯ ପ୍ରଭାବ ଅନୁଗୋଳ ଜିଲା ସାତକୋଶିଆ ପର୍ଯ୍ୟଟନ ଉପରେ ପଡ଼ିନାହିଁ। କଟକଣା ସତ୍ତ୍ୱେ ଗତ ଅକ୍ଟୋବର ମାସରେ ଅଭୟାରଣ୍ୟ ଖୋଲାଯିବା ପରଠାରୁ ଏଠାରେ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସାତକୋଶିଆର ଅପରୂପ ପ୍ରାକୃତିକ ଶୋଭା ଦେଖିବାକୁ...
ଫାଟୁସିନେରିରେ ଆନ୍ଧ୍ରର ଭୋଟ: ମଇଦାନରେ ୨ ସରପଞ୍ଚ,୧୬ ଓ୍ବାର୍ଡସଭ୍ୟ ପ୍ରାର୍ଥୀ
ପଟ୍ଟାଙ୍ଗୀ,୧୩ା୨: ଆନ୍ଧ୍ର ସରକାର ଓଡ଼ିଶାର କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ କୋଟିଆ ପଞ୍ଚାୟତର ୩ ଗ୍ରାମକୁ ପଞ୍ଚାୟତ ମାନ୍ୟତା ଦେଇ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କରୁଥିବା ଜଣାପଡ଼ିବା ପରେ ଓଡ଼ିଶା ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବ୍ଲକଠାରୁ ଆରମ୍ଭକରି...
ବାଇଗଣ ଗଛରେ ଫଳୁଛି ଲଙ୍କା, ଟମାଟୋ
ନୟାଗଡ ଅଫିସ,୧୩।୨: ଗୋଟିଏ ଗଛରେ ଫୁଟୁଛି ୫ କିସମର ଫୁଲ । ବାଇଗଣ ଗଛରେ ଫଳୁଛି ଲଙ୍କା ଓ ଟମାଟୋ । ପୁଣି ବିନା ମାଟିରେ ବଢୁଛି ବିଭିନ୍ନ ଗଛ । ଏହି ସବୁ କରିସ୍ମା କରି ଦେଖାଇଛନ୍ତି ନୟାଗଡ...
ମା’ଙ୍କ ମୃତ୍ୟୁ ପରେ ଶିଶୁକନ୍ୟାଙ୍କୁ ବିକ୍ରି
କୋରାପୁଟ ,୧୨ା୨: କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସପିଟାଲରୁ ଶୁକ୍ରବାର ଏକ ଶିଶୁ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ ଶିଶୁକନ୍ୟାଙ୍କ ବାପା କହିଛନ୍ତି ଯେ, ତାଙ୍କ ଝିଅକୁ ବିକ୍ରି କରିଦିଆଯାଇଛି। ପୋଲିସ ଘଟଣାର ତଦନ୍ତ...
ବାପାଙ୍କ ମୃତ୍ୟୁପରେ ଜିଲା ପରିଷଦ ଉପନିର୍ବାଚନରେ ଜିତିଲା ପୁଅ
ବାରିପଦା ଅଫିସ/ ସାରସକଣା,୧୨ା୨: ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ୫୬ନଂ. ଜୋନ ଜିଲାପରିଷଦ ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ତୁଷାରେନ୍ଦୁ ମହାନ୍ତ ବାଜିମାତ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ଭାଜପାର ବଂଶୀଧର ବେରାଙ୍କଠାରୁ ୧୦ହଜାର ୪୨୮ଖଣ୍ଡ ଭୋଟ ଅଧିକ ପାଇ...
‘ଆଦିବାସୀଙ୍କ ଲୋକନୃତ୍ୟ, ସଙ୍ଗୀତ ବିଦେଶରେ ପହଞ୍ଚିଛି’
ଜୁନାଗଡ଼,୧୨।୨: କଳାହାଣ୍ଡି ଜିଲା ଜୁନାଗଡ଼ ହାଇସ୍କୁଲ ପଡ଼ିଆରେ ଶୁକ୍ରବାର ସନ୍ଧ୍ୟାରେ ଜାତୀୟସ୍ତରୀୟ ଆଦିବାସୀ ଲୋକନୃତ୍ୟ ଓ ଲୋକ ସଙ୍ଗୀତ ଉତ୍ସବ ଉଦ୍ଘାଟିତ ହୋଇଯାଇଛି। ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ସଚିବ ପ୍ରବୋଧ କୁମାର ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସମାରୋହରେ...
ଦୁର୍ଘଟଣା ପରେ ପୋଲିସ-ଜନତା ମୁହାଁମୁହିଁ
ସୋର, ୧୨।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ସୋର-ବାଗୁଡି ରାସ୍ତାର ଆଙ୍ଗୁଳା ଛକଠାରେ ଗୁରୁବାର ରାତିରେ ଟ୍ରକ ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ଆହତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଏହି ରାସ୍ତା ଦେଇ...
ପୁରୀରେ ପହଞ୍ଚିଲା ରଥ କାଠ
ନୟାଗଡ଼ ଅଫିସ/ଦଶପଲ୍ଲା,୧୨।୨: ଶୁକ୍ରବାର ନୟାଗଡ଼ ଜିଲା ଦଶପଲ୍ଲା ବନାଞ୍ଚଳରୁ ୪୯ଖଣ୍ଡ ରଥ କାଠ ୨ଟି ଟ୍ରକରେ ପୁରୀ ପହଞ୍ଚିଛି। ଦଶପଲ୍ଲାର ପ୍ରସିଦ୍ଧ ମହାବୀର ମନ୍ଦିର ସମ୍ମୁଖରେ ପାରମ୍ପରିକ ରୀତିରେ ପୂଜାର୍ଚ୍ଚନା ପରେ କାଠ ବୋଝେଇ ୨ ଟ୍ରକ ପୁରି ଅଭିମୁଖେ...
Archives


