ଆମ ଜିଲା ଖବର

ବ୍ୟାଙ୍କରେ ଅଚେତ ହୋଇଗଲେ ନାବାଳିକା ଛାତ୍ରୀ

ଗଞ୍ଜାମ,୨୫।୪(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ ବରୋଦା ଗ୍ରାମର ଜ୍ୟୋତ୍ସ୍ନା ସ୍ବାଇଁ ଓ ତାଙ୍କ ଝିଅ କାଜଲ ସ୍ବାଇଁ(୯) ସୋମବାର କୌଣସି କାମରେ ଗଞ୍ଜାମ ଷ୍ଟେଟ୍‌ ବ୍ୟାଙ୍କ ଆସିଥିଲେ। ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଯୋଗୁ କାଜଲ ହଠାତ୍‌ ଅଚେତ ହୋଇ…

ଜିଲାପାଳଙ୍କ କାର୍ଯ୍ୟାଳୟରୁ ଆସିଛି କହି ଠକିନେଲେ ୧୦ ହଜାର

ଗଞ୍ଜାମ,୨୫।୪(ଡି.ଏନ୍‌.ଏ.): ଜିଲାପାଳଙ୍କ କାର୍ଯ୍ୟାଳୟରୁ ଆସିଛି। ୧୯୯୯ ମହାବାତ୍ୟାରେ ହୋଇଥିବା କ୍ଷୟକ୍ଷତି ଟଙ୍କା ମିଳିବ କହି ଜଣେ ବୃଦ୍ଧଙ୍କଠାରୁ ୧୦ ହଜାର ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, ଗତ ଶନିବାର ପୂର୍ବାହ୍ନରେ ଏକ ବାଇକ୍‌ରେ ଜଣେ ଯୁବକ ଗଞ୍ଜାମ…

‘ଶ୍ରୀମନ୍ଦିର ସଂପୂର୍ଣ୍ଣ ସୁରକ୍ଷିତ’

ପୁରୀ ଅଫିସ,୨୫।୪: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ପୁରୀ ଗଜପତିଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଶ୍ରୀମନ୍ଦିର ସଂପୂର୍ଣ୍ଣ ସୁରକ୍ଷିତ ଅଛି । ମହାପ୍ରଭୁଙ୍କ କାମ ହେଉଛି ସମସ୍ତଙ୍କ କାର୍ଯ୍ୟ। ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ସମସ୍ତେ ଆଗେଇ ନେବା…

ଶ୍ରୀମନ୍ଦିର ପାଇଁ ୨୪୮ କୋଟି ଟଙ୍କାର ବଜେଟ ଅନୁମୋଦନ

ପୁରୀ ଅଫିସ, ୨୫।୪: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ପ୍ରତିକ୍ରିୟା ଦେଇ କହିଛନ୍ତି, ଶ୍ରୀମନ୍ଦିର ସୁରକ୍ଷିତ ଅଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ସମସ୍ତେ ମିଳିତ ଭାବରେ ଆଗେଇ ନେବା ଉଚିତ୍‌।…

ମେଡ଼ିକାଲ ଛାତ୍ର ମୃତ୍ୟର ତଦନ୍ତ ନେଇ ଡିନ୍‌ଙ୍କୁ ଭେଟିଲେ ବୁଦ୍ଧିଜୀବୀ

ବଲାଙ୍ଗୀର ଅଫିସ,୨୫।୪: ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଏବଂ ହସ୍ପିଟାଲର ପ୍ରଥମ ବର୍ଷ ଛାତ୍ର ନିଶାନ୍ତ କୁମାରଙ୍କ ମୃତ୍ୟୁ ର଼୍ୟାଗିଂଜନିତ ବୋଲି ଅଭିଯୋଗ ହେବା ପରେ ବଲାଙ୍ଗୀର ବୁଦ୍ଧିଜୀବୀ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ସୋମବାର ଏକ…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଦ୍ମଶ୍ରୀ ବୀଣାପାଣିଙ୍କ ଶେଷକୃତ୍ୟ ସମ୍ପନ୍ନ

କଟକ ଅଫିସ,୨୫।୪: ବିଶିଷ୍ଟ ସାହିତି୍ୟକା ତଥା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ସୋମବାର ଶେଷକୃତ୍ୟ ସମ୍ପନ୍ନ ହୋଇଛି। କଟକ ସତୀଚଉରା ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଯାଇଛି। କଟକ ଜିଲାପାଳ ଭବାନୀ ଶଙ୍କର ଚୟିନୀ, ଡିସିପି ପ୍ରତିକ ସିଂହ,…

ପୁରୀରେ ପହଞ୍ଚିଲା ପଞ୍ଚମ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ,୨୫।୪: ପୁରୀରେ ପଞ୍ଚମ ପର୍ଯ୍ୟାୟ ରଥକାଠ ସୋମବାର ପହଞ୍ଚିଛି। ଦୁଇଟି ଟ୍ରକରେ ନୟାଗଡ ଓ ବୌଦ୍ଧ ବନଖଣ୍ଡରୁ ୧୧୪ ଖଣ୍ଡ ରଥକାଠ ଆସିଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୨୨୮ ଖଣ୍ଡ ରଥକାଠ ପୁରୀରେ ପହଞ୍ଚିଥିବା ବେଳେ ପର୍ଯ୍ୟାୟ କ୍ରମେ ରଥକାଠ…

ସରକାରୀ ଡାକ୍ତରଖାନାରେ ମିଳୁନି ବୁଷ୍ଟର ଡୋଜ

ଜି.ଉଦୟଗିରି,୨୫ା୪(ଡି.ଏନ୍‌.ଏ.): ଜି. ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମେତ କନ୍ଧମାଳ ଜିଲାରେ ୬୦ ବର୍ଷରୁ କମ୍‌ ଲୋକଙ୍କୁ ବୁଷ୍ଟର ଡୋଜ ଦିଆ ଯାଉନାହିଁ। ଫଳରେ ଶହ ଶହ ଲୋକ ପ୍ରତ୍ୟେକ ଦିନ ହସ୍ପିଟାଲ ଯାଇ ନିରାଶ ହୋଇ ଫେରୁଛନ୍ତି। ୬୦ ବର୍ଷରୁ କମ୍‌…

‘ରୋଷେୟା ମୃତ୍ୟୁର ତଦନ୍ତକୁ ଡରୁଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ’

ଝାରସୁଗୁଡ଼ା ଅଫିସ୍‌,୨୫।୪: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ରୋଷେୟା ଲଳିତ କୁମାର ସାହୁଙ୍କ ସନ୍ଦେହଜନକ ମୃତ୍ୟୁର ପର୍ଦ୍ଦାଫାଶ କରିବା ପାଇଁ ଜିଲା ଭାଜପା ପ୍ରଥମରୁ ଦାବି କରିଆସୁଛି। ଏଥିରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ସହଯୋଗ ନ କରି ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନକୁ ଧରି…

ଖରା ସାଙ୍ଗକୁ ବଢୁଛି ଅଘୋଷିତ ବିଦ୍ୟୁତ୍‌କାଟ, ଲୋକେ ଅତିଷ୍ଠ

ଉମରକୋଟ, ୨୫।୪(ସ୍ବ.ପ୍ର.): ବଢ଼ିଲାଣି ତାତି। ନବରଙ୍ଗପୁର ଜିଲା ଉମରକୋଟରେ ଏବେ ତାପମାତ୍ରା ୩୫ରୁ ୪୨ ଡିଗ୍ରୀ ରହୁଛି। ଏହା ମଧ୍ୟରେ ବୋଝ ଉପରେ ନଳିତା ବିଡା ଭଳି କାର୍ଯ୍ୟ କରୁଛି ବିଦ୍ୟୁତ୍‌ ବିଭାଗ। ଅଘୋଷିତ ବିଦ୍ୟୁତ୍‌ କାଟ ଯୋଗୁ ଲୋକେ ଅତିଷ୍ଠ…

ଭାବି ସ୍ବାମୀଙ୍କ ମୃତ୍ୟୁ ସହି ନ ପାରି ଆତ୍ମହତ୍ୟା କଲେ ଯୁବତୀ

ଛତ୍ରପୁର,୨୫ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ହଂସପୁରରେ ସିମେଣ୍ଟ ବ୍ୟବସାୟୀ କୃଷ୍ଣଚନ୍ଦ୍ର ପରିଡ଼ାଙ୍କୁ ଗତ ୨୨ ତାରିଖ ରାତିରେ ପିଟିପିଟି ହତ୍ୟା କରାଯାଇଥିଲା। ତେବେ ଏହି ମାମଲା ସୋମବାର ଭିନ୍ନମୋଡ଼ ନେଇଛି। ଉକ୍ତ ବ୍ୟବସାୟୀଙ୍କ ସହ ବିବାହ କରିବାକୁ ଥିବା ଯୁବତୀ…

ପ୍ରଧାନ ଶିକ୍ଷକଙ୍କ ଭରସାରେ ବୁଡ଼ିବାଲି ସେବାଶ୍ରମ ବିଦ୍ୟାଳୟ

ଚନ୍ଦ୍ରପୁର,୨୫।୪(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ ବୁଡ଼ିବାଲି ପଞ୍ଚାୟତ ସଦରସ୍ଥିତ ମଙ୍ଗଳ ବିଭାଗ ସେବାଶ୍ରମ ବିଦ୍ୟାଳୟ ପରିସରରେ ନବ ନିର୍ମିତ ବହୁଭାଷୀ ଶିକ୍ଷଣ ପ୍ରକୋଷ୍ଠ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ଜିଲା ମଙ୍ଗଳ ଅଧିକାରୀ ଅଶୋକ କୁମାର ଶତପଥୀ ଯୋଗଦେଇ ଏହାର ଶୁଭାରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?