ଋଷିକୁଲ୍ୟା ସହ ସଂଯୋଗୀକରଣ ହେଉ ମହାନଦୀ
ବ୍ରହ୍ମପୁର ଅଫିସ,୨୫।୪: ଗଞ୍ଜାମ ଜିଲାରେ ଜଳ ସଙ୍କଟର ସ୍ଥାୟୀ ସମାଧାନ ପାଇଁ ଦୀର୍ଘବର୍ଷର ଜନଦାବି ଋଷିକୂଲ୍ୟା ସହ ସଂଯୋଗୀକରଣ ହୋଇପାରୁନି ମହାନଦୀ। ରାଜ୍ୟ ସରକାର ବିଭିନ୍ନ ଯୋଜନାରେ ହଜାର ହଜାର କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏ କ୍ଷେତ୍ରରେ ଆଖି…
ବାପ ଝିଅ ବିଷ ପିଇବା ଘଟଣା: ଧରାପଡ଼ିଲେ ମୁଖ୍ୟ ଅଭିଯୁକ୍ତ
ସୋର,୨୫।୪(ଡି.ଏନ୍.ଏ): ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜନୈକା ନାବାଳିକାଙ୍କୁ ଏକତରଫା ପ୍ରେମ କରି ଜଣେ ଯୁବକ ତାଙ୍କ ସହଯୋଗୀଙ୍କ ସହ ଅପହରଣ ଉଦ୍ୟମ କରିଥିଲେ। ଏନେଇ ନାବଳିକାଙ୍କ ବାପା ଥାନାରେ ଅଭିଯୋଗ କରିଥିଲେ ମଧ୍ୟ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି…
ମସଜିଦ୍ ଦାନବାକ୍ସ ଚୋରି ଘଟଣା: ଘରୁ ଡାକିନେଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ
ବାଲିଆପାଳ,୨୫।୪(ସ୍ବ.ପ୍ର)-ବାଲିଆପାଳ ପଞ୍ଚାୟତର କଚୁଆପଡ଼ା ମସଜିଦ ଦାନବାକ୍ସ ଚୋରି ମାମଲାରେ ଜଡ଼ିତ କରି ଜଣେ ଯୁବକଙ୍କୁ ଘରୁ ଡାକିନେଇ ତାଙ୍କ ବେକରେ ଦଉଡ଼ି ବାନ୍ଧି ଟାଙ୍ଗି ଦିଆଯାଇଥିବା ଅଭିଯୋଗ ହୋଇଛି। ଦଉଡ଼ି ଛିଣ୍ଡି ଯିବାରୁ ଯୁବକ ଜଣକ ନିଜ ଘରକୁ ଦଉଡ଼ି ପଳାଇଯାଇଥିଲେ।…
ପେଭର ବ୍ଲକ ବଢ଼ାଉଛି ଉତ୍ତାପ
କେନ୍ଦୁଝର, ୨୫।୪ (ସ୍ବ.ପ୍ର.): ଥଣ୍ଡା ପରିବେଶ ପାଇଁ ପ୍ରସିଦ୍ଧି ଲାଭ କରିଥିବା କେନ୍ଦୁଝର ଜିଲାରେ ଗତ କିଛି ବର୍ଷ ହେଲା ବ୍ୟାପକ ଜଙ୍ଗଲ କ୍ଷୟ ଓ ବହୁ ମାତ୍ରାରେ କଙ୍କ୍ରିଟ ଜଙ୍ଗଲ ସୃଷ୍ଟି ଯୋଗୁ ଏହାର ପୁରୁଣା ଗୌରବ ହ୍ରାସ ପାଇବାକୁ…
କାଞ୍ଜିପାଣି ଘାଟିରେ ନିଆଁ
କେନ୍ଦୁଝର, ୨୫।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ରେଞ୍ଜ ଅନ୍ତର୍ଗତ କାଞ୍ଜିପାଣି ଘାଟି ଜଙ୍ଗଲର ବିଭିନ୍ନ ସ୍ଥାନରେ ନିଆଁ ଲାଗିଥିବାରୁ ବ୍ୟାପକ ଜଙ୍ଗଲ ପୋଡ଼ି ଯାଇଛି। କେନ୍ଦୁଝର ଜିଲାରେ ତାପମାତ୍ରା ୪୦ ଡିଗ୍ରୀରେ ପହଞ୍ଚିଥିବାବେଳେ ଏଭଳି ନିଆଁ ପରିବେଶକୁ ଅଧିକ ଉତ୍ତପ୍ତ କରିଦେଉଛି।…
ରାସ୍ତା ଉପରେ ଚିପ୍ସ,ବାଲି
ଖଇରା,୨୫।୪(ଡି.ଏନ.ଏ.): ବାଲେଶ୍ୱର, ଭଦ୍ରକ ଓ କେନ୍ଦୁଝର ଜିଲାକୁ ସଂଯୋଗ କରୁଥିବା କୁପାରୀ-ଆଗରପଡ଼ା ପୂର୍ତ୍ତ ବିଭାଗ ରାସ୍ତାରେ ଡ୍ରେନ୍ ଓ ରାସ୍ତା ତିଆରି ନାମରେ ବର୍ଷ ବର୍ଷ ଧରି ରାସ୍ତା ଉପରେ ଚିପସ୍ ଓ ବାଲି ଏବଂ ଡ୍ରେନ ପାଇଁ ଖୋଳା ଯାଇଥିବା…
ଗୋପବନ୍ଧୁନଗର ବ୍ଲକ: ୭ କେନ୍ଦ୍ରରେ ପରୀକ୍ଷା ଦେବେ ୧୨୯୪ ପରୀକ୍ଷାର୍ଥୀ
କୁଆମରା, ୨୫।୪ (ଡି.ଏନ.ଏ.): ଆସନ୍ତା ୨୯ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ମୟୂରଭଞ୍ଜ ଜିଲା ଗୋପବନ୍ଧୁନଗର ବ୍ଲକର ମୋଟ ୭ ପରୀକ୍ଷା କେନ୍ଦ୍ରରେ ୧୨୯୪ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ପରୀକ୍ଷା କେନ୍ଦ୍ର ହୋଇଥିବା ଖୁଣ୍ଟା ହାଇସ୍କୁଲରେ ୩ ବିଦ୍ୟାଳୟର ୨୩୭,…
ଖରାଛୁଟିକୁ ନେଇ ବଢ଼ୁଛି ଅସନ୍ତୋଷ
ଆନନ୍ଦପୁର,୨୫।୪(ସ୍ବ.ପ୍ର): କରୋନା ମହାମାରୀ ପାଇଁ ଦୁଇ ବର୍ଷ ବ୍ୟବଧାନ ପରେ ବିଦ୍ୟାଳୟ ଗୁଡିକରେ ପାଠପଢା ସ୍ବାଭାବିକ ହେବାରେ ଲାଗିଛି। ସରକାରୀ ସ୍ତରରେ ଛାତ୍ରୀଛାତ୍ରୀଙ୍କ ପାଠ୍ୟକ୍ରମକୁ ଗୁରୁତ୍ୱ ଦିଆଯାଇ ଠିକଣା ସମୟରେ ଶେଷ କରିବା ତପତ୍ରତା ପ୍ରକାଶ ପାଇଛି। ଏହିକ୍ରମରେ ଗ୍ରୀଷ୍ମ ପ୍ରବାହ…
ବସ୍ ଜାଳିଦେଲେ ମାଓବାଦୀ
ମାଲକାନଗିରି,୨୫ା୪(ଡି.ଏନ୍.ଏ.): ମାଲକାନଗିରି ସୀମାରେ ପୁଣି ମାଓବାଦୀମାନେ ତାଣ୍ଡବ ରଚିଛନ୍ତି। ଏକ ଯାତ୍ରୀବାହୀ ବସ୍ରୁ ଯାତ୍ରୀମାନଙ୍କୁ ବାହାର କରି ବସ୍ରେ ନିଆଁ ଲଗାଇ ଦେଇଛନ୍ତି। ମାଲକାନଗିରି ସୀମାନ୍ତ ଆନ୍ଧ୍ରପ୍ରଦେଶ କଣ୍ଟାଠାରୁ ୧୫ କିଲୋମିଟର ଦୂରରେ ଏକ ଯାତ୍ରୀବାହୀ ବସ୍ରେ ମାଓବାଦୀମାନେ ନିଆଁ ଲଗାଇଛନ୍ତି।…
ନମୁନା ପରୀକ୍ଷାର ଦିନକ ପରେ ମିଳୁଛି ରୋଗୀ ସେବା
ଜଗତ୍ସିଂହପୁର ଅଫିସ, ୨୫ା୪: ଜଗତ୍ସିଂହପୁର ଜିଲା ପ୍ରାଣୀଧନ ଚିକିତ୍ସାଳୟକୁ ପ୍ରାଣୀଙ୍କ ଚିକିତ୍ସା ଓ ନମୁନା ପରୀକ୍ଷା ପାଇଁ ପ୍ରତ୍ୟହ ବହୁସଂଖ୍ୟକ ଲୋକ ଆସୁଛନ୍ତି। କିନ୍ତୁ ସେମାନଙ୍କୁ ଆବଶ୍ୟକ ସେବା ମିଳିପାରୁନାହିଁ। ବିଶେଷକରି ଗୋବର, ପରିସ୍ରା ଆଦି ପରୀକ୍ଷା ପାଇଁ ନମୁନା ଦେବାକୁ…
ଉଦ୍ଘାଟନ ପୂର୍ବରୁ ଦୁର୍ବୃତ୍ତ ଭାଙ୍ଗିଲେ ଫଳକ
ନୂଆଗାଁ, ୨୫।୪ (ଡି.ଏନ୍.ଏ.): ନୟାଗଡ଼ ଜିଲା ଦଶପଲ୍ଲା ନିର୍ବାଚନମଣ୍ଡଳୀ ନୂଆଗାଁ ବ୍ଲକରେ ଶାସକ ଦଳର ଗୋଷ୍ଠୀକନ୍ଦଳ ଦିନକୁଦିନ ବଢ଼ିବାରେ ଲାଗିଛି। ଏହାର ପରିଣାମ ସ୍ବରୂପ ଉଦ୍ଘାଟନ ପୂର୍ବରୁ ଶାସକ ଦଳର ଅସନ୍ତୁଷ୍ଟ ଗୋଷ୍ଠୀର ଲୋକ ପ୍ରତିନିଧିଙ୍କ ନାମ ଲେଖା ଯାଇଥିବା ଫଳକକୁ…
ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ଗଜପତି
ପାରଳାଖେମୁଣ୍ଡି,୨୫ା୪(ଡି.ଏନ୍.ଏ.): ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ଗଜପତି। ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇପଡ଼ିଛି ସାଧାରଣ ଜନଜୀବନ। ଗ୍ରୀଷ୍ମ ପ୍ରବାହ ଯୋଗୁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଲୋକେ। ଗଜପତି ଜିଲା ଏମିତି ଏକ ଭୌଗୋଳିକ ସ୍ଥିତିରେ ଅବସ୍ଥିତ, ଯଦ୍ଦ୍ବାରା…

