ଆମ ଜିଲା ଖବର

ଆରମ୍ଭ ହେଲା ନ୍ୟାଶନାଲ ଆର୍ଟ, କ୍ରାଫ୍ଟ ମେଳା

ସମ୍ବଲପୁର,୨୪।୪(ବ୍ୟୁରୋ): ନ୍ୟାଶନାଲ ଆର୍ଟ ଏବଂ କ୍ରାଫ୍ଟ କଟନ୍‌ ସିଲ୍କ ଏକ୍ସପୋ-୨୦୨୨ (ପ୍ରଦର୍ଶନୀ ଓ ମେଳା) ସମ୍ବଲପୁର ଅଇଁଠାପାଲିସ୍ଥିତ ପିଏଚ୍‌ଡି ପଡ଼ିଆରେ ଉଦ୍‌ଘାଟିତ ହୋଇଯାଇଛି। ମେଳାରେ ୧ଲକ୍ଷରୁ ଅଧିକ ସାମଗ୍ରୀ ପ୍ରଦର୍ଶନୀ ଓ ବିକ୍ରି ସକାଶେ ଉପଲବ୍ଧ ରହିଛି। ଜାତୀୟ କଳା ଓ…

ଫାର୍ମ ହାଉସରେ ଖବରଦାତାଙ୍କ ସନ୍ଦେହଜନକ ମୃତ୍ୟୁ

ଭଞ୍ଜନଗର,୨୪ା୪(ଡି.ଏନ୍‌.ଏ.): ବେଲଗୁଣ୍ଠାରେ କାର୍ଯ୍ୟରତ ଥିବା ଖବରଦାତା ମଦନ ମୋହନ ପାଢ଼ୀ(୩୮)ଙ୍କ ଶନିବାର ରାତିରେ ମୃତ୍ୟୁ ଘଟିଛି। ପୋଲିସ ରବିବାର ମଦନଙ୍କ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲକୁ ପଠାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡିବ…

ଅନ୍ତର୍ଜାତୀୟ ପାରା ଆଥଲେଟ ରମେଶଙ୍କୁ ଡକ୍ଟରେଟ ଡିଗ୍ରୀ

ଛତ୍ରପୁର,୨୪।୪(ଡି.ଏନ.ଏ.): ଗଞ୍ଜାମ ଜିଲା ଛତ୍ରପୁର ଗିଲଟିପେଟା ସାହିର ଆର୍ନ୍ତଜାତୀୟ ପାରା ଆଥଲେଟ ଭି.ରମେଶ ରାଓଙ୍କୁ ଜର୍ମାନୀର ପିସ ବିଶ୍ୱବିଦ୍ୟାଳୟ ପକ୍ଷରୁ ଡକ୍ଟରେଟ ଡିଗ୍ରୀ ପ୍ରଦାନ କରାଯାଇଛି । ତାମିଲନାଡୁ ଉଟିସ୍ଥିତ ଆଇପିୟୁ ଆଚିଭର୍ସ ଫୋରମ ଓ ଜର୍ମାନୀର ଗ୍ଲୋବାଲ ଆକରିଡିଏସନ କାଉନସିଲ…

ଆହତ ତାମିଲନାଡୁ ତୀର୍ଥଯାତ୍ରୀଙ୍କୁ ଭେଟିଲେ ବିଧାୟକ

ଛତ୍ରପୁର,୨୪।୪(ଡି.ଏନ.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ନିକଟରେ ଭାରସାମ୍ୟ ହରାଇ ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨୫ ଜଣ ଆହତ ହୋଇଛନ୍ତି। ତୀର୍ଥଯାତ୍ରୀ ବସ ପୁରୀରୁ ତାମିଲନାଡୁ ଫେରୁଥିଲା। ଆହତ ମାନଙ୍କୁ ଛତ୍ରପୁର ହସ୍ପିଟାଲରେ ଛତ୍ରପୁର…

ଦନ୍ତା ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

ବିଶୋଇ, ୨୪।୦୪(ଡି.ଏନ.ଏ): ମୟୂରଭଞ୍ଜ ଜିଲାର ରାଇରଙ୍ଗପୁର ବନଖଣ୍ଡ ଅନ୍ତର୍ଗତ ବିଶୋଇ ବନ୍ୟପ୍ରାଣୀ ବନାଞ୍ଚଳର ସରଗଡା ବନାଞ୍ଚଳ ଅଧିନ କଁଳାପାଟ ସଂରକ୍ଷିତ ଜଙ୍ଗଲ ନିକଟରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳା ଗୁରୁତର ହୋଇଥିବା ସୂଚନା ମିଳିଛି। ଗୁରୁତର ମହିଳା ଜଣଙ୍କ ହେଲେ…

ରାଜନୈତିକ ଶତ୍ରୁତାରୁ ୨ ବିଜେଡି ନେତାଙ୍କୁ ବିଭତ୍ସ ହତ୍ୟା

ଦିଗପହଣ୍ଡି,୨୪।୪(ଡି.ଏନ.ଏ.): ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପାଳଝାଡି ଗାଁର ଗ୍ରାମ୍ୟ କମିଟି ସଭାପତି ତଥା ବିଜେଡି ନେତା ସୁଦର୍ଶନ ସୁଆର ଏବଂ ତାଙ୍କ ପ୍ରମୁଖ ସହଯୋଗୀ ଗ୍ରାମ୍ୟ କମିଟି ଉପଦେଷ୍ଟା ତଥା ବିଜେଡି ନେତା ସୁଧୀର କାନ୍ତ ପାତ୍ରଙ୍କୁ ଶନିବାର ବିଳମ୍ବିତ…

 ମା ତାରା ତାରିଣିଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଲାଗି ଶୁଭଖୁଣ୍ଟି ସ୍ଥାପନ

ପୁରୁଷୋତ୍ତମ ପୁର, ୨୪/୪(ଡିଏନ୍ଏ) ଗଞ୍ଜାମ ଜିଲ୍ଲା ତଥା ଦକ୍ଷିଣ ଓଡିଶା ର ପ୍ରସିଦ୍ଧ ଇଷ୍ଟ ଦେବି ମା ତାରା ତାରିଣି ଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ତଥା ଜୀର୍ଣ୍ଣୋଦ୍ଧାର ଓ ପ୍ରାସାଦର ସଂସ୍କାର ଲାଗି ଶୁଭଖୁଣ୍ଟି ସ୍ଥାପନା ହୋଇଛି। ଗଞ୍ଜାମ ଜିଲ୍ଲାପାଳ…

ଝାରସୁଗୁଡ଼ାରେ ଭାଜପା-ବିଜେଡି ମୁହାଁମୁହିଁ: ଉଭୟ ଗୋଷ୍ଠୀର ୫୦ରୁ ଊର୍ଦ୍ଧ୍ୱ ନେତୃବୃନ୍ଦ ଗିରଫ

ଝାରସୁଗୁଡା ଅଫିସ,୨୪।୪: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ରୋଷେୟା ଲଳିତ କୁମାର ସାହୁ(୨୨)ଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରବିବାର ଭାଜପା-ବିଜେଡି ମୁହାଁମୁହିଁ ହୋଇଥିବା ଦେଖିବାକୁ ମିଳିଛି । ପୋଲିସ ଉଭୟ ଗୋଷ୍ଠୀର ୫୦ରୁ ଊଦ୍ଧର୍‌ବ ନେତୃବୃନ୍ଦଙ୍କୁ ଗିରଫ କରିଛି । ଏହାପରେ…

ଲାଞ୍ଚ ନେଇ ଧରାପଡ଼ିଥିଲେ ଜନସ୍ବାସ୍ଥ୍ୟ ଅଧିକାରୀ: ଡାକ୍ତରଖାନାରୁ ବାହାରି ଜେଲ ହାଜତକୁ ଗଲେ

ବରଗଡ଼ ଅଫିସ,୨୪।୪- ଖାଦ୍ୟ ନିରାପତ୍ତା ଲାଇସେନ୍ସ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ବରଗଡ଼ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଚୂଳବତୀ ସାହୁଙ୍କୁ ଶନିବାର ସମ୍ବଲପୁର ଭିଜିଲାନ୍ସ କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ…

ଚଢ଼ା ଦର ସାଙ୍ଗକୁ ନିମ୍ନମାନର ଖାଦ୍ୟ ସାମଗ୍ରୀ ବିକ୍ରି ବଢ଼ୁଛି

ଟିକିରି,୨୪।୪(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ଅତ୍ୟାବଶ୍ୟକ ସାମଗ୍ରୀ ଚଢ଼ାଦରରେ ବିକ୍ରି ହେଉଛି। ଏମିତିକି ବଜାରରେ ନିମ୍ନମାନର ଖାଦ୍ୟ ସାମଗ୍ରୀ ବିକ୍ରିକରି ଖାଉଟିଙ୍କ ଜୀବନ ସହ ଖେଳୁଥିବା ଅଭିଯୋଗ ହେଉଛି। ଯୁଦ୍ଧ ଯୋଗୁ ଖାଇବା ତେଲ ସମେତ ବିଭିନ୍ନ ସାମଗ୍ରୀର ଦର…

ବେଲୁନ ବିକିବାକୁ ଯାଇ ଫେରିନି ପୁଅ

ପାପଡ଼ାହାଣ୍ଡି,୨୪।୪(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ଥାନା ଅଧୀନ ସାନବାର୍ଲି ଗ୍ରାମର ଜଣେ ନାବାଳକ ୩ ଦିନ ହେଲା ନିଖୋଜ ଅଛନ୍ତି। ଏ ନେଇ ମଇଦଲପୁର ଫାଣ୍ଡିରେ ବାପା ପରମାନନ୍ଦ ହରିଜନ ଲିଖିତ ଅଭିଯୋଗ କରିଛନ୍ତି। ସୂଚନା ଅନୁଯାୟୀ, ପରମାନନ୍ଦଙ୍କ ସାନ ପୁଅ…

୨ ହାର୍ଡକୋର ମାଓବାଦୀ ଗିରଫ

ମାଲକାନଗିରି,୨୪।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ପୋଲିସ ୨ଜଣ ହାର୍ଡକୋର ମାଓବାଦୀଙ୍କୁ ଗିରଫ କରିଛି। ସେମାନେ ହେଲେ ଆଶି ରାମ(୩୮) ଓ ସନ୍ନୁ ମାଡଭି(୨୮)। ମାଓବାଦୀ ବିରୋଧୀ ଅପରେଶନ ନାରାୟଣପୁର ଜିଲାରେ ଜାରି ରହିଥିବା ବେଳେ ଶନିବାର ଡିଆର୍‌ଜି ଯବାନମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?