‘ବସୁଧା’ରୁ କୁରୁମଟାପ ବଞ୍ଚିତ
ପରିକ୍ଷିତ ସାହୁ ବଇଣ୍ଡା,୧୦ା୨ – ପ୍ରତି ଘରେ ପହଞ୍ଚିବ ବିଶୁଦ୍ଧ ପାଇପ୍ ପାଣି। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକାଧିକ ଯୋଜନା କାର୍ଯ୍ୟକାରୀ ହେଉଛି। ବିଶେଷକରି ‘ବସୁଧା’ ଯୋଜନାରେ ଗ୍ରାମାଞ୍ଚଳରେ ପାନୀୟ ଜଳ ପ୍ରକଳ୍ପମାନ ନିର୍ମାଣ କରାଯାଉଛି। କିନ୍ତୁ ଅନୁଗୋଳ...
ଗୋଠ ଛାଡ଼ି ଗାଁରେ ଦନ୍ତା
ଢେଙ୍କାନାଳ ଅଫିସ, ୧୦।୨ – ମିଳନ ପାଇଁ ବ୍ୟାକୁଳ ଦନ୍ତା ଗୋଠରୁ ଅଲଗା ହୋଇ ଜନବସତିରେ ଆରମ୍ଭ କରିଛନ୍ତି ଉପଦ୍ରବ। ପାଖାପାଖି ମାସେ ହେଲା ସେମାନଙ୍କ ହିଂସ୍ର ଆଚରଣରେ ଅତିଷ୍ଠ ହୋଇପଡ଼ିଛନ୍ତି ଢେଙ୍କାନାଳ ଜିଲାର ହାତୀ ଉପଦ୍ରୁତ ଅଞ୍ଚଳବାସୀ। ଗୋଟିଏ...
ହେଲ୍ମେଟ୍ ଜଗି ହାଲିଆ
କାମାକ୍ଷାନଗର, ୧୦।୨(ଡି.ଏନ୍.ଏ.) – ଆଗରେ ଅମାନିଆ ବାଇକ୍ଚାଳକ। ପଛରେ ପୋଲିସ। ଚାଲିଛି ଛକାପଞ୍ଝା। ବିନା ହେଲ୍ମେଟରେ ସହରରେ ସ୍ପିଡ୍ ବାଇକ୍ ଧରି ଚକ୍କର କାଟୁଛନ୍ତି ଅନେକେ। ବାଏଁ ବାଏଁ ଉଡ଼ାଇ ଦେଉଛନ୍ତି ଟ୍ରାଫିକ୍ ନିୟମ। ଧରାପଡ଼ିଲେ ନାଲି ଆଖି ଦେଖାଉଛନ୍ତି।...
ଜୀବିକା ଲାଗି ଚାକିରି, ଦୁଃଖ ଲାଘବ ପାଇଁ କବିତା ଲେଖା
ଖଇରା, ୧୦।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଅଞ୍ଚଳରେ କପିଳ ଦାସ ଏକ ଜଣାଶୁଣା ନାଁ। ସେ ସକାଳୁ ସକାଳୁ ନିତ୍ୟ କର୍ମ ସାରି ସାଇକେଲ ଧରିବା ମାତ୍ରେ ତାଙ୍କ କାନରେ ବାଜେ କପିଳ ଭାଇ ମୋ ଆଧାର କାର୍ଡ ଆସିଛି କି...
ଅଦା ଚାଷ କରିଛି ସ୍ବାବଲମ୍ବୀ
କେନ୍ଦୁଝର,୧୦ା୨ (ସ୍ବ.ପ୍ର.)-ଦେଶୀ ଅଦାର ଚାହିଦା ସବୁଠି ରହିଛି । ଏହାର ଔଷଧୀୟ ଗୁଣ ମଧ୍ୟ ରହିଛି । ଚା’ଠାରୁ ଆରମ୍ଭ କରି ତରକାରୀ, ଔଷଧ ପ୍ରସ୍ତୁତିରେ ଏହାର ବ୍ୟବହାର ରହିଛି। ଲୋକ ମାନେ ଏହାକୁ ନିତିଦିନିଆ ସାମଗ୍ରୀ ଭାବରେ ବ୍ୟବହାର...
ନାଗାର୍ଜୁନଙ୍କ ଫେରିବା ବାଟକୁ ଚାହିଁ ବସିଛନ୍ତି ପରିବାର: ଉତ୍ତରାଖଣ୍ଡ ହିମସ୍ଖଳନ
ଭଦ୍ରକ ଅଫିସ, ୧୦ା୨- ଉତ୍ତରାଖଣ୍ଡରେ ହିମସ୍ଖଳନ ଯୋଗୁ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ବାଂଶଡ଼ା ଥାନା ଅନ୍ତର୍ଗତ ଯଶିପୁର ପଞ୍ଚାୟତ କୁଦକାନ୍ଥି ଗ୍ରାମର ରବୀନ୍ଦ୍ର ଦାସଙ୍କ ପୁଅ ନାଗାର୍ଜୁନ ନିଖୋଜ ଥିବା ସୂଚନା ମିଳିଛି। ଏନେଇ ପରିବାର ଲୋକେ ନାନା...
ପୁଅ ବାହାଘର ଦେଖିପାରିଲେନି ବାପା, ନିମନ୍ତ୍ରଣ ପତ୍ର ବାଣ୍ଟିବାକୁ ଯାଇଥିବା ବେଳେ ଟ୍ୟାଙ୍କର୍ ଚକା ତଳେ ପଡ଼ି ଜୀବନ ଗଲା
ବାଲେଶ୍ୱର ଅଫିସ, ୯।୨- ପୁଅ ବାହାଘରକୁ ଦିନ କେଇଟା ଥିବା ବେଳେ ଦେଖିପାରିଲେନି ବାପା। ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ଜୀବନ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ସହରରେ। ସହରର ଗୋଲେଇ ନିକଟରେ ଜଣେ ବ୍ୟକ୍ତି ମଙ୍ଗଳବାର...
ବେଲପାହାଡ଼ ପୌର ପରିଷଦ କର୍ମଚାରୀଙ୍କୁ କୋଭିଡ୍ ଟିକା
ବେଲପାହାଡ଼,୯।୨(ଡି.ଏନ୍.ଏ.): ଝାରସୁଗୁଡ଼ା ଜିଲା ବେଲପାହାଡ଼ ପୌରପରିଷଦ କର୍ମଚାରୀଙ୍କ ପାଇଁ ମଙ୍ଗଳବାର କୋଭିଡ୍ ୧୯ ଟିକାକାରଣ ଆରାମ୍ଭ ହୋଇଛି । ଏଥିପାଇଁ ପୌର କାର୍ଯ୍ୟାଳୟରେ ପଞ୍ଜୀକାରଣ କକ୍ଷ, ପ୍ରତୀକ୍ଷା କକ୍ଷ, ଟିକାକରଣ କକ୍ଷ ଓ ଟିକାକରଣ ପରବର୍ତ୍ତୀ ପାର୍ଶ୍ୱ ପ୍ରତୀକ୍ଷା ପରିଚାଳନା...
ବିନା ନୋଟିସରେ ଭାଙ୍ଗିଲେ ଘର, ମାମଲା ପହଞ୍ଚିଲା ଥାନାରେ
ଗଞ୍ଜାମ,୯।୨(ଡି.ଏନ୍.ଏ.): ଗଞ୍ଜାମ ତ୍ରିବେଣୀ ମଠ ଛକଠାରେ ଦୀର୍ଘ ୭୦ ବର୍ଷରୁ ଊର୍ଦ୍ଧ୍ୱ ହେବ କନ୍ଧ ଶତପଥୀ ଓ ତାଙ୍କ ପରିବାର ରହି ଆସୁଛନ୍ତି। ବିନା ନୋଟିସରେ ମନ୍ଦିର ଜାଗା କହି ମନ୍ଦିର ମାଲିକ ମଙ୍ଗଳବାର ଶତପଥୀଙ୍କ ଘରକୁ ଜେସିବି ଦ୍ୱାରା...
ଭିଜିଲାନ୍ସ ଜାଲରେ ମ୍ୟୁନିସିପାଲିଟି କ୍ୟାସିୟର
ନୟାଗଡ ଅଫିସ,୯।୨: ନୟାଗଡ଼ ଜିଲା ମ୍ୟୁନିସିପାଲିଟି କ୍ୟାସିୟର ସାଥୁଆ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ବିଲ୍ ପାସ୍ କରାଇ ଦେବା ପାଇଁ ସେ ଠିକାଦାରଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି।
ମଣ୍ଡିରୁ ଉଠୁନି ଧାନ, ବ୍ଲକ ଅଫିସରେ ଧାନ ଗଦାଇଲେ ଚାଷୀ
ବରଗଡ଼ ଅଫିସ,୯।୨: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ପ୍ରାୟ ତିନି ମାସ ବିତି ଗଲାଣି। ମାତ୍ର ଧାନ ବିକ୍ରି ସମସ୍ୟା ତୁଟି ନାହିଁ। ଚାଷୀମାନେ ଧାନ ବିକ୍ରି କରି ସାରି ନ ଥିବାବେଳେ ବିଭିନ୍ନ ମଣ୍ଡିଗୁଡିକୁ ବନ୍ଦ...
ପଣ୍ୟାଗାର କାର୍ଯ୍ୟକ୍ଷମ ଦାବି: ଜିଲାପାଳଙ୍କ ଅଫିସ ଆଗରେ ଧାରଣାରେ ବସିଲେ ଶ୍ରମିକ
ବରଗଡ଼ ଅଫିସ,୯।୨: ବରଗଡ଼ ସହର ଉପକଣ୍ଠ କେନ୍ଦପାଲିସ୍ଥିତ ପଣ୍ୟାଗାର ଗତବର୍ଷ ଜୁନ ମାସରୁ ବନ୍ଦ ରହିଛି। ଫଳରେ ଏହି ପଣ୍ୟାଗାରରେ କାର୍ଯ୍ୟ କରି ପରିବାର ପୋଷଣ କରୁଥିବା ଶ୍ରମିକ (ହେମାଲି)ମାନେ ବେରୋଜଗାରକ୍ଷମ ହୋଇ ପଡିଛନ୍ତି। ଏ ନେଇ ସେମାନେ ଓଡ଼ିଶା...
Archives


