ଆମ ଜିଲା ଖବର

ବିପର୍ଯ୍ୟସ୍ତ ରାସ୍ତାକୁ ନେଇ ଚିନ୍ତା

ଯାଜପୁର ରୋଡ,୨୪ା୪(ଡି.ଏନ.ଏ.): ଐତିହ୍ୟ ତଥା ସଂସ୍କୃତ ସମ୍ପନ୍ନ ସହର ଭାବେ ଯାଜପୁରରୋଡ ତଥା ବ୍ୟାସନଗର ପୌରପରିଷଦ ରାଜ୍ୟରେ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ମାତ୍ର ପ୍ରଶାସନିକ ଉଦାସୀନତା ଯୋଗୁ ଏବେ ଜିଲାର ଅନ୍ୟତମ ସହର ଯାଜପୁରରୋଡର ପ୍ରତ୍ୟେକ ଗଳିକନ୍ଦି ସମସ୍ୟା ଜର୍ଜରିତ…

ଭଞ୍ଜନଗରରେ ପାୱାର କଟ୍‌, ଲୋକେ ଛଟପଟ

ଭଞ୍ଜନଗର,୨୪।୪(ଡି.ଏନ.ଏ): ରାଜ୍ୟରେ ଯେତିକି ପରିମାଣର ବିଦ୍ୟୁତ୍‌ ଆବଶ୍ୟକ ବର୍ତ୍ତମାନ ସେହି ଅନୁପାତରେ ବିଦ୍ୟୁତ୍‌ ଉପତ୍ାଦନ ହେଉନାହିଁ। ତେଣୁ ପାୱାର କଟ୍‌ ହେଉଛି। ଭଞ୍ଜନଗରରେ ଦିନକୁ ୩ଥର ପାୱାର କଟ୍‌ ପାଇଁ ସୋସିଆଲ ମିଡ଼ିଆରେ ଘୋଷଣା ହୋଇଥିଲେ ମଧ୍ୟ ତାହାଠାରୁ ଅଧିକ ଥର…

ବାଲି ବ୍ୟବସାୟୀ ୨ ଭାଇ ଗିରଫ, ଟ୍ରାକ୍ଟର ଜବତ

ପୁରୁଷୋତ୍ତମପୁର,୨୪।୪ (ଡି.ଏନ.ଏ.): ପୁରୁଷୋତ୍ତମପୁର ଥାନା ହିଞ୍ଜିଳି ତହସିଲ ଅନ୍ତର୍ଗତ ଦୟାନିଧିପୁର ଗ୍ରାମରେ ୨ ଜଣ ଆର୍‌ଆଇଙ୍କୁ ଆକ୍ରମଣ ସହ ଗାଡି ଚଢାଇ ହତ୍ୟା ଉଦ୍ୟମ ଅଭିଯୋଗରେ ପୋଲିସ ଶନିବାର ବାଲି ବ୍ୟବସାୟୀ ୨ ଭାଇଙ୍କୁ ଗିରଫ କରିଛି। ସେମାନେ ହେଲେ ଦୀପକ…

ମୋହନା ଦୃଷ୍ଟିହୀନ ଓ ବଧିର ବିଦ୍ୟାଳୟରେ ଦୁର୍ନୀତି ଅଭିଯୋଗ

ଆର୍‌.ଉଦୟଗିରି,୨୪।୪(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଦୃଷ୍ଟିହୀନ ଓ ବଧିର ବିଦ୍ୟାଳୟରେ ଦୁର୍ନୀତି ବିରୋଧରେ ସ୍ବର ଉତ୍ତୋଳନ ଆରମ୍ଭ ହୋଇଛି। ବିଦ୍ୟାଳୟ ପରିଚାଳନା କମିଟି ସମ୍ପାଦକ ଦଣ୍ଡାସି ସାହୁ ନିଜ ଘରେ ଜରାନିବାସ ଚଳାଉଥିବା ଦର୍ଶାଇ ଅର୍ଥ ହଡ଼ପ…

ମହମବତି ଆଲୋକରେ ଚାଲିଛି ପାଠପଢ଼ା

ଦାରିଙ୍ଗବାଡି,୨୪।୪ (ଡି.ଏନ.ଏ): ଦାରିଙ୍ଗବାଡ଼ି ଅଞ୍ଚଳରେ ଘନଘନ ବିଦ୍ୟୁତ୍‌ କାଟକୁ ନେଇ ଜନ ଅସନ୍ତୋଷ ବଢ଼ିବାରେ ଲାଗିଛି। ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍‌ କାଟ୍‌ ଯୋଗୁ ବ୍ୟବସାୟ ପ୍ରତିଷ୍ଠାନ ସମେତ ସରକାରୀ ଏବଂ ବେସରକାରୀ କାର୍ଯ୍ୟାଳୟ ଏକ ପ୍ରକାର ଠପ ହୋଇଯାଉଛି। ଆଉ…

ଟ୍ରକ୍‌କୁ ପିଟିଲା କାର୍‌; କଟର୍‌ରେ ଗାଡ଼ିକୁ କାଟି ଡାକ୍ତରଙ୍କୁ ଉଦ୍ଧାର କଲା ପୋଲିସ

ବାରିପଦା ଅଫିସ,୨୪।୪- ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ୧୮ନଂ ଜାତୀୟ ରାଜପଥ ସଦର ଥାନା ଅଧୀନ ମଞ୍ଚାବନ୍ଧାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ ପଛରେ କାର ପିଟି ହେବାରୁ କାର ଚାଳକ ତଥା ମହିଳା ଓ ପ୍ରସୂତୀ ବରିଷ୍ଠ…

ମହାନଗର ଗଳିକନ୍ଦି ରାସ୍ତା ବିପଜ୍ଜନକ, ସରୁନି ଜାନିବିଲି ପ୍ରକଳ୍ପ ନିର୍ମାଣ

ବ୍ରହ୍ମପୁର ଅଫିସ,୨୪।୪: ବ୍ରହ୍ମପୁର ମହାନଗରରେ ଗଳି କନ୍ଦି ରାସ୍ତାଗୁଡ଼ିକ ଶୋଚନୀୟ ହୋଇଯାଇଛି। ଫଳରେ ଯାନବାହନ ଚଳାଚଳ ବେଳେ ଛୋଟ ବଡ଼ ଦୁର୍ଘଟଣା ଘଟୁଛି ଏବଂ ପାଦଚଲା ମଧ୍ୟ ବିପଜ୍ଜନକ ହୋଇଛି। ସାଢ଼େ ୩ ବର୍ଷ ବ୍ୟବଧାନରେ ପୌର ନିର୍ବାଚନ ହୋଇଛି ଏବଂ…

ମାସକରେ ୨୧ ଡାକ୍ତରଙ୍କ ବଦଳି, ନିଯୁକ୍ତି ନାହିଁ

ବ୍ରହ୍ମପୁର ଅଫିସ,୨୪।୪: ଦକ୍ଷିଣ ଓଡ଼ିଶାର ପ୍ରମୁଖ ଚିକିତ୍ସାଳୟ ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲ କଲେଜ ଲଗାତାର ସରକାରୀ ଅବହେଳାର ଶିକାର ହେଉଛି। ଏଠାରୁ ଅଭିଜ୍ଞ ଡାକ୍ତରମାନଙ୍କୁ ଅନ୍ୟତ୍ର ବଦଳି କରି ନିଆଯାଉଛି। କିନ୍ତୁ ତାଙ୍କ ସ୍ଥାନରେ ଆବଶ୍ୟକ ଡାକ୍ତର ନିଯୁକ୍ତି…

ଶିକ୍ଷକ ଅଭାବ ନେଇ ବିଦ୍ୟାଳୟରେ ତାଲା

ଭଣ୍ଡାରିପୋଖରୀ, ୨୪।୪ (ଡି.ଏନ.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଝୁଟୁଣା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ସମସ୍ୟାକୁ ନେଇ ଶନିବାର ଅଭିଭାବକମାନେ ମୁଖ୍ୟ ଫାଟକରେ ତାଲା ପକାଇବା ସହ ଧାରଣା ଦେଇଥିଲେ। ଏଠାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ…

ବାଲିଘାଟ ନିଲାମକୁ ନେଇ ଆଶଙ୍କା

ବାରିପଦା ଅଫିସ,୨୪।୪: ମୟୂରଭଞ୍ଜ ଜିଲାରେ ବାଲି ଖନନକୁ ନେଇ ପ୍ରସ୍ତୁତ କରାଯାଇଥିବା ସର୍ଭେ ରିପୋର୍ଟ(ଡିଏସ୍‌ଆର)କୁ ବେଆଇନ ଦର୍ଶାଇ ନ୍ୟାସନାଲ ଗ୍ରୀନ ଟ୍ରିବ୍ୟୁନାଲରେ ମାମଲା ରୁଜୁ ହୋଇଛି। ବାରିପଦାର ବିଶିଷ୍ଟ ପରିବେଶବିତ୍‌ ତଥା ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ବିବେକାନନ୍ଦ ପଟ୍ଟନାୟକଙ୍କ ଅଭିଯୋଗକୁ ଭିତ୍ତି…

ପୁଣି ଏନ୍‌ଜିଟିରେ ମାମଲା: ୪ ସପ୍ତାହ ମଧ୍ୟରେ ଜବାବ ଦାଖଲ ନିର୍ଦ୍ଦେଶ

ବାରିପଦା ଅଫିସ,୨୪।୪: ମୟୂରଭଞ୍ଜ ଜିଲା ବୁଢ଼ାବଳଙ୍ଗ ନଦୀରୁ ବେଆଇନ ବାଲି ଉତ୍ତୋଳନ ଓ ପରିବହନକୁ ନେଇ ପୁଣି ବିବାଦ ଘେରରୁ ଆସିଛି ଜିଲା ପ୍ରଶାସନ। ମାସକ ପୂର୍ବରୁ ଦୁଇଟି ବାଲି ସଇରାତକୁ ନେଇ ନ୍ୟାସନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି) ରିପୋର୍ଟ ତଲବ କରିଥିବା…

ବର୍ଜ୍ୟବସ୍ତୁ ଖାଇ ପୁଣି ଗାଈ ମୃତ

ସଜନାଗଡ଼, ୨୪।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଏନ୍‌ଏସିର ଦାୟିତ୍ୱହୀନତା ପାଇଁ ଗୋଟିଏ ପରେ ଗୋଟିଏ ଗୋରୁଙ୍କ ମୃତ୍ୟୁ ହେଉଥିବା ଅଭିଯୋଗ ହୋଇଛି। କିଛିମାସ ପୂର୍ବରୁ ଉକ୍ତ ଅଞ୍ଚଳରେ ୧୦ରୁ ଊଦ୍ଧର୍‌ବ ଗୋରୁ ବର୍ଜ୍ୟବସ୍ତୁ ଖାଇ ମୃତ୍ୟୁବରଣ କରିଥିଲେ। ଏନଏସି କର୍ତ୍ତୃପକ୍ଷଙ୍କ ଅଣଦେଖା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?