ଆମ ଜିଲା ଖବର

ରଙ୍ଗିନ ଅଣ୍ଡାକୁ ନେଇ ଚର୍ଚ୍ଚା

କେନ୍ଦୁଝର, ୨୪।୪ (ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ରାଇସୁଆଁ ମୁସଲିମ ବସ୍ତିର ଅଙ୍ଗନଓ୍ବାଡି କେନ୍ଦ୍ରରେ ପିଲାଙ୍କୁ ମିଳିଥିବା ଅଣ୍ଡାକୁ ନେଇ ଚର୍ଚ୍ଚାର ବିଷୟ ହୋଇଛି। ଏହି ରଙ୍ଗିନ ଅଣ୍ଡାର ଫଟୋ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି ା ପିଲା…

ଲୁଟେରା ଗ୍ୟାଙ୍ଗ ଠାବ: ୪ ଗିରଫ

ଭଦ୍ରକ ଅଫିସ, ୨୪।୪: ଭଦ୍ରକ ଆରଡ଼ି ଛକରେ ଘର ଭଡ଼ା ନେଇ ରହୁଥିବା ଏକ ଲୁଟେରା ଗ୍ୟାଙ୍ଗକୁ ଶନିବାର ଗ୍ରାମାଞ୍ଚଳ ପୋଲିସ ଠାବ କରିଛି। ଗ୍ୟାଙ୍ଗର ୩ ଲୁଟେରାଙ୍କ ସମେତ ୪ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି।…

ତିନି ବନ୍ଧର ପୁନରୁଦ୍ଧାର ଲାଗି ପ୍ରୟାସ

ସଜନାଗଡ଼, ୨୪।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ଗରଡିହି, ତେଲିପାଳ ଓ ଜାମୁଡ଼ିହା ପଞ୍ଚାୟତର ଚାଷୀମାନେ ବହୁଦିନ ଧରି ବାଙ୍ଗିରିବନ୍ଧ, ପୁଟିବନ୍ଧ ଓ ଚୁଡ଼ାଖିଆ ବନ୍ଧର ଉନ୍ନତିକରଣ ପାଇଁ ଦାବି କରିଆସୁଥିଲେ। ପାହାଡ଼ଘେରରେ ଥିବା ନୀଳଗିରି ଅଞ୍ଚଳରେ ବର୍ଷାଜଳ ଅଭାବରୁ…

ପ୍ରଶାସନ ଦେଉଛି ମିଛ ପ୍ରତିଶ୍ରୁତି

ଭଦ୍ରକ ଅଫିସ,୨୪।୪: ୨୦୧୪ରୁ ୨୦୨୨ ପର୍ଯ୍ୟନ୍ତ ଭଦ୍ରକ ଜିଲା ପ୍ରଶାସନ ଭୂମିହୀନ ଓ ଘରଡିହ ନ ଥିବା ପରିବାରକୁ ମିଥ୍ୟା ପ୍ରତିଶ୍ରୁତି ଦେଇ ଆସିଛି। ଚାଷୀ-ମୂଲିଆ ସଂଘର ଭଦ୍ରକ ଜିଲା କମିଟି ପକ୍ଷରୁ ଭୂମିହୀନମାନଙ୍କ ସମସ୍ୟାକୁ ନେଇ ଶୁକ୍ରବାର ଏକ ହୋଟେଲ…

ପୁଣି ୯ ସ୍କୁଲ୍‌ ଗାଡ଼ିକୁ ଜରିମାନା

ବାରିପଦା ଅଫିସ,୨୪।୪: ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଘରୋଇ ଶିକ୍ଷାନୁଷ୍ଠାନ ଯାନବାହାନଗୁଡ଼ିକର ଯାଞ୍ଚ ଚାଲିଛି। ଯାଞ୍ଚର ତୃତୀୟ ଦିନରେ ମୟୂରଭଞ୍ଜ ଜିଲାର ୯ଟି ଘରୋଇ ଶିକ୍ଷାନୁଷ୍ଠାନର ଯାନ ଉପରେ ଜରିମାନା କରାଯାଇଛି। ସେଥିମଧ୍ୟରେୁ ୩ଟି ବସ୍‌, ୩ଟି…

ଶିକାରୀଙ୍କ ଗୁଳିରେ ସବୁଜ ବାହିନୀ କର୍ମଚାରୀ ଗୁରୁତର

ବାରିପଦା ଅଫିସ/ଖୁଣ୍ଟା/ଉଦଳା, ୨୪।୪(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଡୁକୁରା ବନ୍ୟପ୍ରାଣୀ ରେଞ୍ଜ ଅଧୀନ ତଥା ଶିମିଳିପାଳ ଅଭୟାରଣ୍ୟର ଭଞ୍ଜବସା ଅଞ୍ଚଳରେ ଗୁରୁବାର ଶିକାରୀଙ୍କ ଗୁଳିରେ ଜଣେ ସବୁଜବାହିନୀ କର୍ମଚାରୀ ଗୁରୁତର ହୋଇଛନ୍ତି। ସେ ହେଲେ ସୁନାରାମ ସିଂ। ବିଭିନ୍ନ ଅଞ୍ଚଳରେ ଜଙ୍ଗଲରେ ନିଅଁା…

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଥାନାରେ ଆତ୍ମସମର୍ପଣ କଲେ ସ୍ବାମୀ

ବାସୁଦେବପୁର,୨୪।୪ (ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ କିସ୍ମତକୃଷ୍ଣପୁର ଗ୍ରାମର ତପସ୍ବିନୀ ସାହୁ ନାମ୍ନୀ ମହିଳାଙ୍କର ଗତ ବୁଧବାର ରାତିରେ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ସ୍ବାମୀ ସଞ୍ଜୀବ ରାଉତ ତପସ୍ବିନୀଙ୍କ ମୃତଦେହକୁ ଡାକ୍ତରଖାନାରେ ଛାଡ଼ି ଫେରାର ହୋଇଯାଇଥିଲେ। ୩ ଦିନ…

ବିନା ଏଷ୍ଟିମେଟରେ ଚାଲିଛି ପକ୍କାଗୃହ ନିର୍ମାଣ

ବାରିପଦା ଅଫିସ,୨୪।୪: ମୟୂରଭଞ୍ଜ ଜିଲା ପୂର୍ତ୍ତବିଭାଗ ଅଧୀନରେ ହେଉଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ମନମୁଖି ଭାବେ ଚାଲିଛି। ବିନା ଏଷ୍ଟିମେଟରେ ଲକ୍ଷ ଲକ୍ଷ ଟଙ୍କାର କାର୍ଯ୍ୟ କରାଯାଉଥିବା ଅଭିଯୋଗ ହୋଇଛି। ନିର୍ମାଣାଧିନ ଏକ ଅଫିସ ଗୃହ କାର୍ଯ୍ୟ ବିନା ଟେଣ୍ଡରରେ…

୧୪୪ ଗାଁ ଲୋକେ ପିଇବେ ସ୍ବଚ୍ଛ ପାଣି

ବାଲିଆପାଳ, ୨୪।୪(ସ୍ବ.ପ୍ର.): ବାଲେଶ୍ୱର ଜିଲା ବିଜେଡ଼ି ସଭାପତି ଇଂ. ରବୀନ୍ଦ୍ର କୁମାର ଜେନା ଏବଂ ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁ ଶୁକ୍ରବାର ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର କୁଦମାନସି ଗ୍ରାମରେ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିବା ମେଗା ସ୍ବଚ୍ଛ ପାନୀୟ ଜଳ ପ୍ରକଳ୍ପର…

କାର୍‌କୁ ମୁହାଁମୁହିଁ ପିଟିଲା ବସ୍‌; ଜଣେ ଆରୋହୀଙ୍କ ଜୀବନ ଗଲା

ବରଗଡ଼ ଅଫିସ,୨୪।୪- ବରଗଡ଼ ସହର ଉପକଣ୍ଠ ହଲଦୀପାଲି ଛକରେ ରବିବାର ଭୋର ପ୍ରାୟ ସାଢେ ୪ଟାରେ ଏକ ଯାତ୍ରୀବାହୀ ବସ ଏବଂ କାର ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ କାର୍‌ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ,…

ପୁରୀରୁ ଦର୍ଶନ ସାରି ଫେରୁଥିଲେ; ଓଲଟିଲା ବସ୍‌

ଗଞ୍ଜାମ,୨୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଜାତୀୟ ରାଜପଥ ନିକଟରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ତୀର୍ଥଯାତ୍ରୀ ବସ ଓଲଟି ପଡ଼ିବାରୁ ୨୫ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ଲାଗି ଛତ୍ରପୁର…

‘ମୃତ୍ୟୁ ଘଟଣାକୁ ଚପାଇଦେବା ପାଇଁ ଉଦ୍ୟମ’

ଝାରସୁଗୁଡ଼ା ଅଫିସ,୨୪।୪: ରୋଷେୟା ଲଳିତ କୁମାର ସାହୁ(୨୨)ଙ୍କ ମୃତ୍ୟୁ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ସମ୍ପୃକ୍ତି ଥିବା ଭାଜପା ଅଭିଯୋଗ କରି ଘଟଣାର ସିବିଆଇ ତଦନ୍ତ ଦାବି କରିଛି। ଏହାକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ଆରୋପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?