ଆମ ଜିଲା ଖବର

ମାଟ୍ରିକ ପରୀକ୍ଷାରେ ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କ ସଫଳତା: ଛୁଟୁଛି ପ୍ରଶଂସାର ସୁଅ

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ସିଦ୍ଧମଠଠାରେ ଥିବା ମନୋଜ ମଜ୍ଞରୀ ଶିଶୁ ଭବନ ଦ୍ୱାରା ପରିଚାଳିତ ଏବଂ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁଦାନପ୍ରାପ୍ତ ସ୍ବତନ୍ତ୍ର ବିଦ୍ୟାଳୟର ୫ ଜଣ ଦୃଷ୍ଟିବାଧିତ ଛାତ୍ରୀଛାତ୍ର ଚଳିତ ବର୍ଷ ସ୍ଥାନୀୟ…

ମାଟ୍ରିକ ପରୀକ୍ଷା ଫଳ: ପାସ୍‌ ହାରରେ ରାଜ୍ୟରେ ଷଷ୍ଠ ସ୍ଥାନରେ ନୂଆପଡ଼ା, ଜିଲା ଟପ୍ପର ହେଲେ ପୁନମ

ନୂଆପଡ଼ା,୩।୫(ମକାରୁ ବେମାଲ): ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚଳିତ ଚଳିତ ଶିକ୍ଷା ବର୍ଷର ମାଟ୍ରିକ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ୯୭.୮୭ ପ୍ରତିଶତ ପାସ୍‌ ହାର ସହ ନୂଆପଡ଼ା ଜିଲା ରାଜ୍ୟରେ ଷଷ୍ଠ ସ୍ଥାନ ଅଧିକାର କରିଛି। ସିନାପାଲି…

ଚାଷୀଙ୍କୁ ଧାନ ଟଙ୍କା ନ ଦେବାରୁ ଗାଡ଼ି ଅଟକାଇଲେ ଚାଷୀ

ଆନନ୍ଦପୁର,୩ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ବଳଦୁଆଁ ଗ୍ରାମର ଚାଷୀଙ୍କଠାରୁ ଧାନ ନେଇ ପଳାଇଯାଇଥିଲା। ୩ ମାସ ପରେ ଗାଡ଼ିକୁ ପାଇ ଅଟକାଇଛନ୍ତ ଚାଷୀ। ସୂଚନାରୁ ଜଣାପଡ଼ଛି ବଳଦୁଆଁ ଗ୍ରାମର ମଧୁସୂଦନ ଜେନା, ସନାତନ ଦାସ, ଅଜୟ କୁମାର…

ମହିଳାଙ୍କୁ ହତ୍ୟା କରି କପା କିଆରିରେ ମୃତଦେହ ପୋତିବାକୁ ଉଦ୍ୟମ, ଘଟଣାସ୍ଥଳରେ ପୋଲିସ ପହଞ୍ଚି…

ବଲାଙ୍ଗୀର,୩ା୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଚିତ୍ରାମୁଣ୍ଡା ଗାଁର ଏକ କପା କିଆରିରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ିଛି ଜଣେ ବିବାହିତା ୩ ସନ୍ତାନଙ୍କର ମା’ର ମୃତଦେହ। ହତ୍ୟା କରି ମୃତଦେହକୁ ପୋତି ଦେବାକୁ ଉଦ୍ୟମ କରାଯାଇଛି।…

ବରଗଡ଼ ଜିଲା ମାଟ୍ରିକ୍‌ ଫଳ: କମିଛି ପାସ୍‌ ହାର, ବଢ଼ିଛି A-1 ଗ୍ରେଡ୍‌

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ଗତବର୍ଷ ଏବଂ ଚଳିତବର୍ଷ ମାଟ୍ରିକ ପରୀକ୍ଷାଫଳକୁ ତୁଳନା କଲେ ସମାନ ଦିନରେ ପରୀକ୍ଷାଫଳ ପ୍ରକାଶ ପାଇଛି। କିନ୍ତୁ ଏଥର ପରୀକ୍ଷାଫଳ ଗତବର୍ଷ ପରୀକ୍ଷା ଫଳ ତୁଳନାରେ ହ୍ରାସ ପାଇଛି। ଗତବର୍ଷ ମଧ୍ୟ ମେ’ ମାସ ୨ତାରିଖରେ ପରୀକ୍ଷାଫଳ ପ୍ରକାଶ…

ବିନା ଟ୍ୟୁସନରେ ମାଟ୍ରିକ୍‌ ଟପ୍ପର, ବଡ଼ ହେଲେ ଡାକ୍ତର ହେବେ କହିଲେ ଦୀପଶିଖା

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ବିଦ୍ୟାଳୟରେ ପାଠପଢ଼ା ବ୍ୟତୀତ ଘରେ ଦୈନିକ ୬ରୁ ୭ଘଣ୍ଟା ପଢ଼ୁଥିଲି। ଟ୍ୟୁସର ପଢ଼ୁ ନ ଥିଲି। ପଦ୍ମପୁରସ୍ଥିତ ନାନା ମମତା(ବାପାଙ୍କ ଭଉଣୀ) ଘରେ ରହୁଛନ୍ତି ଏବଂ ନାନା ପଢ଼ାପଢ଼ିରେ ଗାଇଡ୍‌ କରୁଥିଲେ ବୋଲି ବରଗଡ଼ ଜିଲା ଟପ୍ପର ହୋଇଥିବା…

ଜଙ୍ଗଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣା: ବ୍ୟବଚ୍ଛେଦ ରିପୋର୍ଟକୁ ବିରୋଧ କରି ଧାରଣା ଦେବା ପରେ…

ଦାରିଙ୍ଗବାଡ଼ି,୩ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦନେକବାଡ଼ି ପଞ୍ଚାୟତ ମାଣ୍ଡୁବାଡ଼ି ଗ୍ରାମ ବଲାମାହା ଜଙ୍ଗଲ ଡବାଡ଼ଙ୍ଗା ଗଛରେ ଗତ ସୋମବାର ଉଜ୍ଜ୍ବଳ ସିଂ ଦିଗାଲଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଥିବା ଘଟଣାରେ ହତ୍ୟା ଅଭିଯୋଗ ଜୋର ଧରିଛି। ଶନିବାର…

ହରିଶଙ୍କର ବୈଶାଖ ମେଳାରେ ଶ୍ରଦ୍ଧାଳୁଙ୍କୁ ମିଳିଲା ଅନ୍ନସେବା

ବଲାଙ୍ଗୀର,୨।୫(ସୁନିଲ କୁମାର ମହାନ୍ତି): ଓଡ଼ିଶାର ପବିତ୍ର ତୀର୍ଥସ୍ଥଳୀ ହରିଶଙ୍କର ପୀଠରେ ବୈଶାଖମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଯୁବ କୁଲୁତା ସମାଜ ଖପ୍ରାଖୋଲ ଏବଂ ପଶ୍ଚିମ ଓଡ଼ିଶା କୁଲୁତା ସମାଜର ସହଯୋଗରେ ୫ଦିନ ଶ୍ରଦ୍ଧାଳୁଙ୍କ ପାଇଁ ଅନ୍ନସେବାର ବ୍ୟବସ୍ଥା କରାଯାଇଥିଲା। ଏଥିରେ…

୨ବାଇକ୍‌ ମୁହାଁ ମୁହିଁ ଧକ୍କା: ତଳେ ପଡିଥିବା ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରକ

ବଲାଙ୍ଗୀର,୨।୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ ରୋଡ଼ ବିଜାଖମନଠାରେ ଶନିବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁଇ ମୋଟର ସାଇକେଲ ମୁହାଁ ମୁହିଁ ଧକ୍କା ହେବା ଫଳରେ ଜଣେ ବାଇକ୍‌ ଚାଳକ ରାସ୍ତାରେ ପଡ଼ି ଯାଇଥିଲେ। ସେତିକିବେଳେ ରାସ୍ତାରେ…

ସପ୍ତାହେ ହେଲା ନିଖୋଜ ଥିଲେ, ପରିତ୍ୟକ୍ତ କୋଠାରୁ ଜବତ ହେଲା ମୃତଦେହ; କାରଣ ଖୋଜୁଛି…

ଦିଗପହଣ୍ଡି,୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡା ନିକଟ ଚାଞ୍ଚଡାପଲ୍ଲୀ ଗ୍ରାମ ସ୍ବାସ୍ଥ୍ୟକେନ୍ଦ୍ର ନିକଟ ପରିତ୍ୟକ୍ତ କୋଠାରୁ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ଗଳିତ ମୃତଦେହକୁ ଶନିବାର ସାରେ ପୋଲିସ ଜବତ କରିଛନ୍ତି। ମୃତକ ଜଣକ ହେଲେ ଚାଞ୍ଚଡାପଲ୍ଲୀ…

ରାଉରକେଲାରେ ୨ ନାବାଳିକାଙ୍କୁ ବଳାତ୍କାର

ରାଉରକେଲା,୨।୫(ସଙ୍ଗୀତା ଜେନା): ଇସ୍ପାତ ସହର ରାଉରକେଲାର ସେକ୍ଟର-୧୯ ଥାନା ଅଞ୍ଚଳରେ କୋଲ୍‌ ଡ୍ରିଙ୍କ୍‌ସ କିଣିବା ବାହାନାରେ ୨ଜଣ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ଜଣେ ବୃଦ୍ଧଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ…

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ଅଭିଷେକ ହେଲେ ଦିଗପହଣ୍ଡି ବ୍ଳକ ଟପ୍ପର 

ଦିଗପହଣ୍ଡି,୨|୫(ଅଶେଷ ନାଥ ମିଶ୍ର) ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ ବୋର୍ଡ଼ ବାର୍ଷିକ ପରୀକ୍ଷା ଫଳ ଶନିବାର ଅପରାହ୍ନରେ ପ୍ରକାଶ ପାଇଥିବା ବେଳେ ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଛାତ୍ର ଅଭିଷେକ ଗୈାଡ ୬୦୦ ରୁ ୫୬୩ ନମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?