‘ମାର୍ଚ୍ଚ ୩୧ ସୁଦ୍ଧା ବିପିଏଲ୍,ଏପିଏଲ୍ଙ୍କୁ ବିଜୁଳି’
ଭବାନୀପାଟଣା,୬।୨: ଭବାନୀପାଟଣା ସ୍ଥିତ ଜିଲା ଯୋଜନା ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟ ସଭାଗୃହଠାରେ ଶନିବାର ବିଦ୍ୟୁତ୍ ବିଭାଗ ଅଧିକାରୀ, କମ୍ପାନୀ କର୍ମକର୍ତ୍ତାଙ୍କୁ ନେଇ ଶକ୍ତିମନ୍ତ୍ରୀ କ୍ୟାପ୍ଟେନ ଦିବ୍ୟ ଶଙ୍କର ମିଶ୍ର ଏକ ସମୀକ୍ଷା ବୈଠକ କରିଥିଲେ। ବୈଠକରେ ମନ୍ତ୍ରୀ ଆସନ୍ତା ମାର୍ଚ୍ଚ ୩୧...
ପିଲାଚୋର ସନ୍ଦେହରେ ଯୁବକଙ୍କୁ ନିସ୍ତୁକ ମାଡ଼
ଭଦ୍ରକ ଅଫିସ,୬।୨: ପିଲାଚୋର ସନ୍ଦେହରେ ସ୍ଥାନୀୟ ଲୋକେ ଜଣେ ଯୁବକଙ୍କୁ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ନିସ୍ତୁକ ମାଡ଼ ମାରିଛନ୍ତି। ଭଦ୍ରକ ଛପୋଲିଆ ନିକଟରେ ଶନିବାର ଏଭଳି ଏକ ଘଟଣା ଘଟିଛି। ଖବର ପାଇ ଟାଉନ ଥାନା ପୋଲିସ ଘଟଣା ସ୍ଥଳରେ...
ଶିକ୍ଷକ ନିର୍ଯାତନା ଦେବା ଅଭିଯୋଗରେ ଛାତ୍ରୀଛାତ୍ରଙ୍କ ପୋଡ଼ାଜଳା
ହିଞ୍ଜିଳିକାଟୁ,୬।୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ସରକାରୀ ଆଇଟିଆଇ ଛାତ୍ରୀଛାତ୍ରଙ୍କୁ ଉକ୍ତ ଅନୁଷ୍ଠାନର ଜଣେ ଶିକ୍ଷକ ନିର୍ଯାତନା ଦେଉଥିବା ଅଭିଯୋଗରେ ଶନିବାର ଛାତ୍ରୀଛାତ୍ର ଆଇଟିଆଇକୁ ତାଲା ପକାଇ ବନ୍ଦ କରିବା ସହ ରାସ୍ତା ଉପରେ ପୋଡ଼ାଜଳା କରିଛନ୍ତି। ଉତ୍ତ୍ୟେକ୍ତ ଛାତ୍ରୀଛାତ୍ର ଆଇଟିଆଇ...
ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ନିଆଁ
କେନ୍ଦୁଝର,୬।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ଥିବା ଆବର୍ଜନା ପରିଚାଳନା କେନ୍ଦ୍ରରେ ଶନିବାର ହଠାତ୍ ନିଆଁ ଲାଗିଯିବାରୁ ଆବର୍ଜନା ପୋଡ଼ିଯିବା ସହ ବିଦ୍ୟୁତ୍ତାର, କେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ପୋଡ଼ି ଯାଇଥିବା ଜଣାପଡ଼ିଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ...
କରୋନା ଟିକା ନେଲେ ଜିଲାପାଳ, ଏସ୍ପି
କେନ୍ଦୁଝର,୬।୨(ସ୍ବ.ପ୍ର.): ବିଶ୍ୱ ମହାମାରୀ କୋଭିଡ୍-୧୯ ବିରୋଧରେ ଲଢ଼େଇ ଜାରି ରଖିଥିବା ଆଗ ଧାଡ଼ିିର କୋଭିଡ୍ ଯୋଦ୍ଧାଙ୍କ ପାଇଁ ଟିକାକରଣ ଆରମ୍ଭ ହୋଇଛି। ଶନିବାର ଟିକାକରଣ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଜିଲାପାଳ ଆଶିଷ ଠାକ୍ରେ ଏବଂ ଏସ୍ପି ମିତ୍ରଭାନୁ ମହାପାତ୍ର ଟିକା...
ଚକାଜାମ କଲେ ଚାଷୀ: ବରଗଡ଼ର ୮ଟି ସ୍ଥାନରେ ଚାଲିଛି ଆନ୍ଦୋଳନ
ବରଗଡ଼ ଅଫିସ,୬।୨: ଅଖିଳ ଭାରତୀୟ କିଷାନ ସଂଘର୍ଷ ସମନ୍ବୟ ସମିତି ଆହ୍ବାନ କ୍ରମେ ଶନିବାର ବରଗଡ଼ ଜିଲାରେ ଏକାଧିକ ଚାଷୀ ସଂଗଠନ ନେତୃତ୍ୱରେ ସ୍ବତଃସ୍ଫୁର୍ତ୍ତଭାବେ ଚାଷୀମାନେ ଚକାଜାମ ଆନ୍ଦୋଳନକୁ ଓହ୍ଲାଇଛନ୍ତି। କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ପ୍ରତ୍ୟାହାର ଦାବି...
ପୁରୁଷୋତ୍ତମପୁରରେ କୋଭିଡ ଟିକା ଦାନ ଆରମ୍ଭ
ପୁରୁଷୋତ୍ତମପୁର,୬।୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ପରିସରରେ ଶନିବାର କୋଭିଡ ଟିକା ଦାନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ପ୍ରଥମେ ତହସିଲଦାର ନିତିଶ କୁମାର ତ୍ରିପାଠୀ, ବିଡିଓ ବିଜୟ କୁମାର ବେହେରା, ଅତିରିକ୍ତ ତହସିଲଦାର ସୁନିଲ କୁମାର ଟୁଡୁ ପ୍ରମୁଖ ଟିକା...
କୋଭିଡ ଟିକା ନେଲେ ମୟୂରଭଞ୍ଜ ଜିଲାପାଳ
ବାରିପଦା ଅଫିସ,୬।୨: ମୟୂରଭଞ୍ଜ ଜିଲାରେ କୋଭିଡ-୧୯ର ଦ୍ବିତୀୟ ପଯ୍ୟାୟ ଟିକାକରଣ ‘ମୋ ଟିକା ମୋ ସୁରକ୍ଷା’ କାର୍ଯ୍ୟକ୍ରମ ଜିଲାପାଳଙ୍କ କାର୍ଯାଳୟ ପରିସରରେ ଶନିବାର ଅନୁଷ୍ଠିତ ହୋଇଛି । ଜିଲାପାଳ ବିନୀତ ଭରଦ୍ବାଜ ଏହାର ଶୁଭ ଉଦଘାଟନ କରିଥିବା ବେଳେ ଏସ୍ପି...
ଲଳିତଗିରି ସୌନ୍ଦର୍ଯ୍ୟକରଣ ନାମରେ ଲୁଟ୍
ଚଣ୍ଡିଖୋଲ,୬।୨(ଡି.ଏନ.ଏ.): ଓଡ଼ିଶାର ବୌଦ୍ଧ କୀର୍ତ୍ତିରାଜିରେ ପରିପୂର୍ଣ୍ଣ ଲଳିତଗିରି, ରତ୍ନଗିରି ଓ ଉଦୟଗିରିକୁ ନେଇ ହୀରକ ତ୍ରିଭୁଜ ଗଠିତ। ଏଠାକୁ ଦେଶ ବିଦେଶରୁ ବହୁ ପର୍ଯ୍ୟଟକ, ଗବେଷକ ଓ ଅନ୍ତର୍ଜାତୀୟ ଟୁର୍ ଅପରେଟର ଆସିଥାନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ...
ବରଗଡ଼ ଜିଲାପାଳ, ଏସ୍ପି ନେଲେ କୋଭିଡ ଟିକା
ବରଗଡ଼ ଅଫିସ,୬।୨: ବରଗଡ଼ ଜିଲାରେ ଶନିବାର କୋଭିଡ ଟିକାକରଣ ଚାଲିଛି। ଜିଲାପାଳଙ୍କ ଅଫିସ ପରିସରରେ ଅନୁଷ୍ଠିତ ଏହି ଟିକାକରଣ କାର୍ଯ୍ୟକ୍ରମରେ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ପ୍ରଥମେ ଟିକା ନେଇଥିଲେ। ସେହିପରି ରିଜର୍ଭ ପୋଲିସ କାର୍ଯ୍ୟାଳୟରେ ଚାଲିଥିବା ଟିକାକରଣ କାର୍ଯ୍ୟକ୍ରମରେ ଏସ୍ପି...
ରାଜସ୍ୱ ମ୍ୟାପ୍ରୁ ଲିଭିଯାଉଛି ସାତଭାୟା ଗାଁ
କେନ୍ଦ୍ରାପଡ଼ା ଅଫିସ, ୬।୨: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସାତଭାୟାର ପୂର୍ବର ଥିବା ପ୍ରସିଦ୍ଧ ପଞ୍ଚୁବରାହୀ ମନ୍ଦିର ବାଲିରେ ପୋତି ହୋଇଗଲାଣି। ମାତ୍ର କେଇ ହାତ ଦୂରରେ ଥିବା ନଡ଼ିଆ ଗଛ ବର୍ଷକ ମଧ୍ୟରେ ଅସ୍ତିତ୍ୱ ହରାଇ ସାରିଛି। ମା’ଙ୍କର ବିଭିନ୍ନ...
କୁଡ଼ିଆରେ ଜଳିଗଲେ ମହିଳା
ଢେଙ୍କାନାଳ ଅଫିସ/ କାମାକ୍ଷାନଗର(ଡି.ଏନ.ଏ.), ୬।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କଣ୍ଟାପାଳ ପଞ୍ଚାୟତ ଅନ୍ତର୍ଗତ ଚୁନରଗଡ଼ି ଗ୍ରାମର ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ କୁଡ଼ିଆରୁ ଶୁକ୍ରବାର ଜବତ କରାଯାଇଛି। ମୃତକ ହେଲେ ରିଙ୍କି ମହାଖୁଡ଼ (୨୬)। ଘଟଣା ପରେ ସ୍ବାମୀ...
Archives


